ଖେଳ

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି ମ୍ୟାଚ ଖେଳିଛି। ଏହି ଅବଧି ମଧ୍ୟରେ ଗୋଟିଏ ମ୍ୟାଚ ଜିତିଛି ଏବଂ ଗୋଟିଏ ମ୍ୟାଚ…

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି ଭାବରେ ରିଷଭ ପନ୍ତଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ଦ୍ୱିତୀୟ ପରାଜୟର ସମ୍ମୁଖୀନ ହୋଇଥିଲା।…

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଓଡ଼ିଶା, ବିହାର, ଗୁଜରାଟ, ମହାରାଷ୍ଟ୍ର, ଦିଲ୍ଲୀ ଓ କେରଳ ଆଦି ୬ ରାଜ୍ୟରୁ…

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ ସେ ସାମିଲ ହେବେ ବୋଲି ଜଣାପଡିଛି। ବିଜୟ ବର୍ତ୍ତମାନ ଆଇଏସ୍‌ଏଲ୍‌ରେ ଚେନ୍ନାଇନ୍‌ ଏଫ୍‌ସି ପକ୍ଷରୁ…

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ନିରାଡ଼ମ୍ବର ଉତ୍ସବରେ ସମସ୍ତ ଖେଳାଳି, ପ୍ରଶିକ୍ଷକ ଓ ସପୋର୍ଟ ଷ୍ଟାଫ୍‌ଙ୍କୁ…

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ୨୭୪ ଷ୍ଟ୍ରାଇକ ହାରରେ ୨୩ ବଲ…

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ ୪୫ ବଲରେ ୮୫ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଚମତ୍କାର ଇନିଂସ ପାଇଁ…

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି ଚମତ୍କାର ଇନିଂସ ପାଇଁ ରିୟାନ ପରାଗଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପ୍ରଦାନ କରାଯାଇଥିଲା।…

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି ରାଜସ୍ଥାନ ରୟାଲ୍ସ। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ୫ ଉଇକେଟ ହରାଇ ୧୮୫…

ଦିଲ୍ଲୀକୁ ୧୮୬ ରନର ଟାର୍ଗେଟ୍‌ ଦେଲା ରାଜସ୍ଥାନ

ଜୟପୁର,୨୮।୩: ଦିଲ୍ଲୀ କ୍ୟାପିଟାଲ ଏବଂ ରାଜସ୍ଥାନ ରୟାଲ ମଧ୍ୟରେ ଖେଳାଯାଉଥିବା ୯ମ ମ୍ୟାଚରେ ଦିଲ୍ଲୀକୁ ୧୮୬ ରନର ଲକ୍ଷ୍ୟ ଦେଇଛି ରାଜସ୍ଥାନ। ଏହି ମ୍ୟାଚ ଜୟପୁରର ସଓ୍ବାଇ ମାନ ସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍‌ ଜିତି ପ୍ରଥମେ…

କେଶବ ମହାରାଜଙ୍କୁ ଦଳରେ ସାମିଲ କଲା ରାଜସ୍ଥାନ ରୟାଲ୍ସ, କେକେଆର ଆଣିଲା ୧୬ ବର୍ଷ ବୟସ୍କ ଆଫଗାନିସ୍ତାନ ସ୍ପିନର

ନୂଆଦିଲ୍ଲୀ ,୨୮।୩: ଆହତ ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ଥାନରେ ବଦଳ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସ ଦକ୍ଷିଣ ଆଫ୍ରିକାର ସ୍ପିନର କେଶବ ମହାରାଜଙ୍କୁ ଦଳରେ ସାମିଲ କରିଛି। ସେହିଭଳି କେକେଆର୍ ଆଫଗାନିସ୍ତାନର ୧୬ ବର୍ଷ ବୟସ୍କ ଅଫ୍ ସ୍ପିନର ଆଲ୍ଲହା ଗଜାନଫରଙ୍କୁ ୨୦…

ଇତିହାସ ରଚିଲେ ରିଷଭ ପନ୍ତ, ଏଭଳି କରିବାରେ ହେଲେ ୭ମ ଖେଳାଳି

ଜୟପୁର,୨୮।୩: ୨୦୨୪ ଆଇପିଏଲର ୧୭ ତମ ସିଜନରେ ପ୍ରାୟ ପ୍ରତ୍ୟେକ ମ୍ୟାଚରେ ନୂଆ ରେକର୍ଡ ସୃଷ୍ଟି ହେଉଛି । ଜୟପୁରର ସୱାଇ ମାନ ସିଂ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆଇପିଏଲ ୨୦୨୪ର ୯ମ ମ୍ୟାଚ ଖେଳାଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?