ଖେଳ

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ ସୁପର-୬ରେ ଖେଳାଯାଇଥିବା ମ୍ୟାଚ୍‌ରେ ଆୟର୍ଲାଣ୍ଡ ୬୨ ରନରେ ଥାଇଲାଣ୍ଡକୁ ଏବଂ ସ୍କଟଲାଣ୍ଡ ୪୧…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ଏହାର ଅଭିଯାନ ଆରମ୍ଭ କରିଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିବା ପରେ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ ଅପଡେଟ ଆସିଛି। ସେ ବେଙ୍ଗାଲୁରୁର ବିସିସିଆଇର ସେଣ୍ଟର ଅଫ ଏକ୍ସଲେନ୍ସ (CoE)ରେ ଖୁବ୍‌…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଉଭୟ ଦଳର ସେମିଫାଇନାଲ ପହଞ୍ଚିବାର ଆଶା ଉଜ୍ଜୀବିତ। ଅଷ୍ଟ୍ରେଲିଆ ଏବଂ…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଇସାରିଛି। ସଞ୍ଜୁ ସାମସନ ଆଜି ତାଙ୍କ ଘରୋଇ ଦର୍ଶକଙ୍କ…

T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା

ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ Pat Cummins ସାମିଲ ଥିଲେ, କିନ୍ତୁ ତାଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି, ତାଙ୍କର ଘରୋଇ କ୍ୟାରିଅର ଚମତ୍କାର, ଏବଂ IPL ର ସବୁଠାରୁ ସଫଳ…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ ଏଥିରେ ଅଂଶଗ୍ରହଣ କରୁଛନ୍ତି, ପ୍ରତ୍ୟେକ ଦଳ ପାଞ୍ଚଟି ଲେଖାଏଁ ଚାରିଟି ଗ୍ରୁପରେ ବିଭକ୍ତ।…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର ମୁଖ୍ୟ କୋଚ କ୍ରେଗ ଫୁଲଟନ ମନପ୍ରୀତ ସିଂହଙ୍କ ସପକ୍ଷରେ ବାହାରି ହକି ଇଣ୍ଡିଆ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି। ପାକିସ୍ତାନୀ ଆକାଉଣ୍ଟଗୁଡ଼ିକ ମିଥ୍ୟା ଦାବି କରୁଛନ୍ତି, ନିପା ଭାଇରସ ଭାରତରେ କାୟା ବିସ୍ତାର…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା ଏକ ଯାନ୍ତ୍ରିକ ତ୍ରୁଟି ବୋଲି ଜଣାପଡିଛି। ଇନଷ୍ଟାଗ୍ରାମ ଫଲୋଅର୍ସଙ୍କ କ୍ଷେତ୍ରରେ ବିଶ୍ୱର ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri