ଖେଳ

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ ପ୍ଲେଅଫରେ ନିଜ ନିଜ ସ୍ଥାନ ସୁରକ୍ଷିତ କରିସାରିଛନ୍ତି, ଯେତେବେଳେ ଲିଗ ପର୍ଯ୍ୟାୟ ମେ…

ବଡ଼ ଖବର: ସନ୍ନ୍ୟାସ ନେଇଗଲେ ଧୋନୀ! ଆଇପିଏଲ ଅଧାରୁ ସିଏସକେ ଛାଡ଼ି ପଳାଇବା ପରେ…

ନୂଆଦିଲ୍ଲୀ,୨୧।୫: ଚେନ୍ନାଇ ସୁପର କିଙ୍ଗ୍ସ ଆଜି (୨୧ ମେ) ଦିନ ଆଇପିଏଲ ୨୦୨୬ର ଶେଷ ଲିଗ ପର୍ଯ୍ୟାୟ ମ୍ୟାଚ ଗୁଜୁରାଟ ଟାଇଟନ୍ସ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଛି। ତଥାପି, ମ୍ୟାଚ ପୂର୍ବରୁ ଏକ ଅପଡେଟ ପ୍ରକାଶ ପାଇଛି ଯେ ଏମଏସ ଧୋନୀ…

ରାଗିଯାଇ ପଡ଼ିଆରେ ଏମିତି କାମ କଲେ ହାର୍ଦ୍ଦିକ ପାଣ୍ଡ୍ୟା: BCCI ଦେଲା ଦଣ୍ଡ

ନୂଆଦିଲ୍ଲୀ,୨୧।୫: ଖେଳାଳି ଏବଂ ଦଳ ଅଧିକାରୀମାନଙ୍କ ପାଇଁ ପ୍ରଯୁଜ୍ୟ ଆଇପିଏଲ ଆଚରଣ ସଂହିତା (ସ୍ତର ୧) ଉଲ୍ଲଂଘନ କରି ଫସିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା। ତାଙ୍କ ମ୍ୟାଚ ଫି’ର ୧୦% ଜରିମାନା କରାଯାଇଛି। ଏହା ସହିତ ତାଙ୍କୁ ଗୋଟିଏ…

ICC ବିଶ୍ୱକପରୁ ବାଦ ପଡ଼ିବେ ରୋହିତ ଶର୍ମା ! ସାମ୍‌ନାକୁ ଆସିଲା ବଡ଼ ଖବର, ଚିନ୍ତାରେ BCCI

ନୂଆଦିଲ୍ଲୀ,୨୧।୫: ICC ODI ବିଶ୍ୱକପରେ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଂଶଗ୍ରହଣକୁ ନେଇ ପ୍ରଶ୍ନ ଉଠିଛି। ଚୟନକର୍ତ୍ତାମାନେ ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ହେବାକୁ ଥିବା ODI ବିଶ୍ୱକପ ପାଇଁ ଏକ ରୋଡମ୍ୟାପ…

ଏହି ଗମ୍ଭୀର ରୋଗରେ ପୀଡିତ ଥିଲେ କୋହଲି, କ’ଣ ସେହି ରୋଗ, ଯେଉଁଥିରେ ୭୦% ଲୋକ ଶିକାର

ନୂଆଦିଲ୍ଲୀ,୨୦।୫: ବିଶ୍ୱର ସବୁଠାରୁ ସଫଳ ଖେଳାଳିମାନଙ୍କ ମଧ୍ୟରେ ଗଣାଯାଉଥିବା ବିରାଟ କୋହଲି ଅନେକ ସାକ୍ଷାତକାରରେ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, କ୍ୟାରିୟରର ଏକ ସମୟରେ ସଫଳତାର ଶୀର୍ଷରେ ଥାଇ ମଧ୍ୟ ସେ ନିଜ ଉପରେ ସନ୍ଦେହ କରୁଥିଲେ।…

ଭାରତୀୟ ଦଳରେ ୪ ନୂଆ ଖେଳାଳିଙ୍କ ଆଗମନ ପରେ ଏହି ବଡ଼ ଖେଳାଳିଙ୍କ କ୍ୟାରିଅର ହୋଇଯିବ ଶେଷ! ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୨୦।୫: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଦିନିକିଆ ସିରିଜ ଏବଂ ଏକମାତ୍ର ଟେଷ୍ଟ ପାଇଁ ଦଳ ଘୋଷଣା କରିଛି। ଆଫଗାନିସ୍ତାନ ଭାରତ ଗସ୍ତରେ ଗୋଟିଏ ଟେଷ୍ଟ ଖେଳିବ, ଯାହା ଜୁନ ୬ ରୁ ୧୦ ତାରିଖ ପର୍ଯ୍ୟନ୍ତ ନ୍ୟୁ ଚଣ୍ଡିଗଡ଼ରେ ଖେଳାଯିବ। ଏହା…

IPLରେ ପୁଳାପୁଳା ଟଙ୍କା ରୋଜଗାର କରୁଛନ୍ତି କୋହଲି, ଜାଣନ୍ତୁ କେତେ

ମୁମ୍ବାଇ, ୧୯ା୫ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୮ ବର୍ଷ ଇତିହାସରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ତରଫରୁ ଖେଳିଆସୁଥିବା ବିରାଟ କୋହଲିଙ୍କ ଆୟ ଅନ୍ୟ ଖେଳାଳିମାନଙ୍କଠାରୁ ଯଥେଷ୍ଟ ଅଧିକ। ଏପର୍ଯ୍ୟନ୍ତ ସୁଦ୍ଧା ତାଙ୍କର ମୋଟ ଆୟ ପ୍ରାୟ ୨୩୦କୋଟି…

ଢୋଲପାସ ଜିଲାସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: ଏମ୍ ଇଲେଭେନ୍‌କୁ ହରାଇ ଗୁମାବାହାଲ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଡ୍ରି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଢୋଲପାସ ପଡ଼ିଆଠାରେ ଚାଲିଥିବା ପ୍ରତିଷ୍ଠିତ ଜିଲାସ୍ତରୀୟ ‘ରାଧାଗୋବିନ୍ଦ ନକ୍‌ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ’ (ସିଜନ-୧) ମଙ୍ଗଳବାର ଭବ୍ୟ ସମାରୋହ ମଧ୍ୟରେ ଉଦଯାପିତ ହୋଇଯାଇଛି।…

ନିର୍ଣ୍ଣାୟକ ମୋଡ୍‌ରେ ବାଂଲାଦେଶ-ପାକିସ୍ତାନ ଦ୍ୱିତୀୟ ଟେଷ୍ଟ

ଢାକା,୧୯ା୫: ଘରୋଇ ବାଂଲାଦେଶ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ମଙ୍ଗଳବାର ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ପ୍ରଥମ ଇନିଂସରେ ବାଂଲାଦେଶ ୨୭୮ ରନ କରିଥିବା ବେଳେ ପାକିସ୍ତାନ ୨୩୨ ରନ କରିଥିଲା। ପ୍ରଥମ ଇନିଂସରେ ୪୬ ରନରେ ଆଗରେ…

ସାଲିମା ମହିଳା ହକି ଦଳର ଅଧିନାୟିକା

ନୂଆଦିଲ୍ଲୀ,୧୮ା୫:ଆସନ୍ତା ଅଷ୍ଟ୍ରେଲିଆ ଟୁର୍‌ ପାଇଁ ପୁରୁଖା ମିଡ୍‌ଫିଲ୍ଡର ସାଲିମା ଟେଟେ ଭାରତୀୟ ମହିଳା ହକି ଦଳର ଅଧିନାୟିକା ମନୋନୀତ ହୋଇଛନ୍ତି। ଡିଫେଣ୍ଡର ଲାଲ୍‌ଥାଣ୍ଟଲୁଆଙ୍ଗିଙ୍କୁ ପ୍ରଥମ ଥର ଦଳରେ ନିଆଯାଇଛି। ଜୁନ୍‌ ୧୫ରୁ ୨୧ ଅକଲାଣ୍ଡଠାରେ ଏଫ୍‌ଆଇଏଚ୍‌ ମହିଳା ନେଶନ୍ସ କପ୍‌ ହକି…

ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା: କୋହଲି-ରୋହିତଙ୍କ ସମେତ…

ନୂଆଦିଲ୍ଲୀ,୧୯।୫: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ମଙ୍ଗଳବାର ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଦିନିକିଆ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ୧୫ ଜଣିଆ ଭାରତୀୟ ଦଳର ଅଧିନାୟକ ନିଯୁକ୍ତ କରାଯାଇଛି। ଶ୍ରେୟସ ଆୟରଙ୍କୁ…

୬ ବଲ୍‌ରୁ ୬ ଉଇକେଟ୍‌ ନେଇ ଚମତ୍କାର କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୯।୫: କ୍ରିକେଟରେ ହ୍ୟାଟ୍ରିକ ନେବା ଏକ ପ୍ରମୁଖ ସଫଳତା ବୋଲି ବିବେଚନା କରାଯାଏ। କିନ୍ତୁ ଦୁଇ ଜଣ ଅଷ୍ଟ୍ରେଲିୟ ବୋଲର ଏପରି ଏକ ସଫଳତା ହାସଲ କରିଥିଲେ ଯାହାକୁ ଆଜି ପର୍ଯ୍ୟନ୍ତ ଅନ୍ତର୍ଜାତୀୟ କ୍ରିକେଟରେ କେହି ପୁନରାବୃତ୍ତି କରିପାରି ନାହାଁନ୍ତି। ଆଲେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?