ସଚିନ ତେନ୍ଦୁଲକରଙ୍କୁ ଆଉଟ୍ କଲେ ବିଗ୍ ବସ୍ ବିଜେତା: ସମସ୍ତେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୭।୨: ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତରେ ଭଗବାନ କୁହାଯାଏ। ତାଙ୍କୁ ପଡିଆରେ ଆଉଟ୍ କରିବା ବୋଲରଙ୍କ ପାଇଁ ସ୍ବପ୍ନ ସତ ହେବା ଭଳି। ନିକଟରେ କିଛି ସମାନ ଘଟଣା ଦେଖିବାକୁ ମିଳିଛି। ନିକଟରେ ଥାନେରେ ଆୟୋଜିତ ଇଣ୍ଡିଆନ ଷ୍ଟ୍ରିଟ ପ୍ରିମିୟର ଲିଗ…
ଅଶ୍ୱିନଙ୍କୁ ମିଳିଲା ସ୍ବତନ୍ତ୍ର କ୍ୟାପ୍, ଭାବପ୍ରବଣ ହେଲେ ସ୍ତ୍ରୀ
ଧର୍ମଶାଳା,୭।୩: ଭାରତର କିମ୍ବଦନ୍ତୀ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଧର୍ମଶାଳା ଟେଷ୍ଟରେ ମଇଦାନକୁ ଓହ୍ଲାଇବା ମାତ୍ରେ ଇତିହାସ ସୃଷ୍ଟି କରିଛନ୍ତି। ସେ ନିଜର ୧୦୦ ତମ ଟେଷ୍ଟ ଖେଳିବାରେ ଭାରତର ୧୪ ତମ ଖେଳାଳି ହୋଇଛନ୍ତି। ତାଙ୍କ ପୂର୍ବରୁ ସଚିନ ତେନ୍ଦୁଲକର, ରାହୁଲ…
୨୦୧୩ ପରେ ପ୍ରଥମଥର ପାଇଁ ଧର୍ମଶାଳା ଟେଷ୍ଟରେ ଘଟିଲା ଏମିତି…
ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଧର୍ମଶାଳାରେ ଖେଳାଯାଉଛି। ଏହି ମ୍ୟାଚ ଭାରତର ରବିଚନ୍ଦ୍ରନ ଅଶ୍ୱିନ ଏବଂ ଇଂଲଣ୍ଡର ଜନି ବେୟାରଷ୍ଟୋଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଉଭୟଙ୍କ…
କିଏ ସେହି ଦେବଦତ୍ତ ପଡିକ୍କଲ, ଯାହାଙ୍କୁ ମିଳିଲା ଇଂଲଣ୍ଡ ଡେବ୍ୟୁ କରିବାର ସୁଯୋଗ
ଧର୍ମଶାଳା,୭।୩: ଧର୍ମଶାଳାରେ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରେ ଦେବଦତ୍ତ ପଡ୍ଡିକଲ ଭାରତ ପାଇଁ ଟେଷ୍ଟ ଡେବ୍ୟୁ କରିଥିଲେ। ନିଜର ୧୦୦ ତମ ଟେଷ୍ଟ ଖେଳିଥିବା ରବିଚନ୍ଦ୍ରନ ଅଶ୍ୱିନ ପଡିକ୍କଲଙ୍କୁ ଡେବ୍ୟୁ କ୍ୟାପ ଦେଇଥିଲେ। ଏହାପୂର୍ବରୁ ରାଞ୍ଚିରେ ଖେଳାଯାଇଥିବା ଚତୁର୍ଥ…
ସୌରଭ ଗାଙ୍ଗୁଲିଙ୍କ ନାଁରେ ଅଭିଯୋଗ ଆଣିଲେ ସ୍ତ୍ରୀ
ନୂଆଦିଲ୍ଲୀ,୭।୩:ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ନାଁରେ ସ୍ତ୍ରୀ ଡୋନା ଏକ ଅଭିଯୋଗ ଆଣିଛନ୍ତି। ନିକଟରେ ଡୋନା ଗାଙ୍ଗୁଲିଙ୍କୁ ବଙ୍ଗଳା ଟେଲିଭିଜନ ଶୋ’ ଦିଦି ନଂ ୧ ରେ ଦେଖିବାକୁ ମିଳିଥିଲା। ଅଭିନେତ୍ରୀ ରାଖନା ବାନାର୍ଜୀ ଏହି ଶୋ’ର ହୋଷ୍ଟ କରନ୍ତି।…
କାହିଁକି ଧର୍ମଶାଳା ଟେଷ୍ଟରୁ ବାଦ୍ ପଡିଲେ ରଜତ, କାରଣ କହିଲେ ରୋହିତ ଶର୍ମା
ଧର୍ମଶାଳା,୭।୩: ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଧର୍ମଶାଳରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ରଜତ ପାଟିଦାର ଖେଳୁ ନାହାଁନ୍ତି। ଆହତ କାରଣରୁ ପାଟିଦାର ଟିମ ଇଣ୍ଡିଆର ପ୍ଲେ-୧୧ରୁ ବାଦ୍ ପଡିଛନ୍ତି। ଟସ୍ ପରେ ଭାରତୀୟ…
ଫାଇନାଲରେ ବିଦର୍ଭ-ମୁମ୍ବାଇ ଭେଟ
ନାଗପୁର,7ା୩(ପି.ଟି.): ରଣଜୀ ଟ୍ରଫି ୨୦୨୪ର ଫାଇନାଲରେ ପ୍ରବେଶ କରିଛି ବିଦର୍ଭ। ବୁଧବାର ମଧ୍ୟପ୍ରଦେଶକୁ ୬୨ ରନ୍ରେ ପରାସ୍ତ କରି ଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି ବିଦର୍ଭ। ପ୍ରଥମ ଇନିଂସ ପଛୁଆ ରହିଥିଲେ ମଧ୍ୟ ୟଶ ରାଠୋଡଙ୍କ ଲଢୁଆ ଶତକ ଓ ବୋଲରଙ୍କ…
ଧର୍ମଗୁରୁ ଦଲାଇଲାମାଙ୍କୁ ଭେଟିଲେ ଇଂଲଣ୍ଡ ଖେଳାଳି
ଧର୍ମଶାଳା,୭ା୩(ପି.ଟି.): ଭାରତ ବିପକ୍ଷ ଅନ୍ତିମ ଟେଷ୍ଟ ପୂର୍ବରୁ ଧର୍ମଗୁରୁ ଦଲାଇଲାମାଙ୍କୁ ଭେଟିଛନ୍ତି ଇଂଲଣ୍ଡ ଦଳର ଖେଳାଳି। ତିବ୍ଦତୀୟ ଧର୍ମଗୁରୁ ଦଲାଇଲାମା ଧର୍ମଶାଳାର ମ୍ୟାକଲଏଡଗଞ୍ଜରେ ରୁହନ୍ତି। ଦଲାଇଲାମାଙ୍କ ବାସଭବନରେ ଇଂଲଣ୍ଡ ଦଳର ଖେଳାଳି ଓ ସପୋର୍ଟ ଷ୍ଟାଫ ତାଙ୍କୁ ଭେଟିଥିଲେ। ଇଂଲଣ୍ଡ ଓ…
ଟସ୍ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ଭାରତୀୟ ଦଳରେ ୨ ପରିବର୍ତ୍ତନ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁ ସୁଯୋଗ
ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ…
ଆଜିଠୁ ପଞ୍ଚମ ଟେଷ୍ଟ: ଭାରତର ଲକ୍ଷ୍ୟ ୪-୧ରେ ସିରିଜ ବିଜୟ
ଧର୍ମଶାଳା, ୭।୩ (ପି.ଟି.): ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବ। ଭାରତ ୩-୧ରେ ଅଗ୍ରଣୀ ରହିବା ସହ ସିରିଜକୁ ଆଗୁଆ ଜିତି ସାରିଛି। ଏବେ ଅନ୍ତିମ ଟେଷ୍ଟ…
ଖେଲୋ ଇଣ୍ଡିଆ ପଦକ ବିଜେତାଙ୍କୁ ମିଳିବ ସରକାରୀ ଚାକିରି: କେନ୍ଦ୍ର ସରକାର
ନୂଆଦିଲ୍ଲୀ,୬ା୩: ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) କ୍ରୀଡ଼ା ବିଭାଗ ସହଯୋଗରେ ଆଥଲେଟମାନଙ୍କ ନିଯୁକ୍ତି, ପଦୋନ୍ନତି ଏବଂ ପ୍ରୋତ୍ସାହନ ଢାଞ୍ଚାରେ ବ୍ୟାପକ ସଂସ୍କାର ଅଣାଯାଇଛି। ମାର୍ଚ୍ଚ ୪ ରେ ଜାରି ହୋଇଥିବା ଏକ ମେମୋରାଣ୍ଡମରେ ଉପସ୍ଥାପିତ ଏହି ନୂତନ…
ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ହକି ପାଇଁ ଭାରତର ଡ୍ର ଘୋଷିତ, ନ୍ୟୁଜିଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ
ଲାଉସାନ୍ନେ,୬ା୩: ପ୍ୟାରିସ୍ ୨୦୨୪ ପାଇଁ ବୁଧବାର ପୁରୁଷ ହକି ଦଳର ଡ୍ର ଘୋଷଣା କରାଯାଇଛି। ଭାରତୀୟ ଦଳ ପୁଲ୍ ବି’ରେ ସ୍ଥାନ ପାଇଥିବା ବେଳେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳି ଦଳ ଅଭିଯାନ ଆରମ୍ଭ କରିବ। ଟୋକିଓ ୨୦୨୦ରେ ବ୍ରୋଞ୍ଜ…

