ଖେଳ

ଟିମ ଇଣ୍ଡିଆ ପାଇଁ ଏହି ବର୍ଷ ସର୍ବାଧିକ ଉଇକେଟ୍‌ ନେଇଛନ୍ତି ଜାଡେଜା, ଶ୍ରେଷ୍ଠ ୩ରେ କିଏ କିଏ ସାମିଲ ଜାଣନ୍ତୁ …

ନୂଆଦିଲ୍ଲୀ,୨୯।୧୨: ଟିମ ଇଣ୍ଡିଆ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ରବିନ୍ଦ୍ର ଜାଡେଜା ଭଲ ପ୍ରଦର୍ଶନ କରିଛନ୍ତି। ଜାଡେଜା ବୋଲିଂ କରିବା ସହ ବ୍ୟାଟିଂରେ ମଧ୍ୟ ଅବଦାନ ରହିଛି। ୨୦୨୩ ବର୍ଷ ତାଙ୍କ ପାଇଁ ବହୁତ ଭଲ ଥିଲା । ୨୦୨୩ରେ ଜାଡେଜା…

ଗୋଟିଏ ବର୍ଷରେ କମାଲ୍‌ କରିଦେଲେ ରିଙ୍କୁ ସିଂ

ନୂଆଦିଲ୍ଲୀ,୨୯।୧୨: ଚଳିତ ବର୍ଷ କିଛି ଆକର୍ଷଣୀୟ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା। ଏଥିରେ ଅନେକ ଖେଳାଳି ଚମତ୍କାର ପ୍ରଦର୍ଶନ କରିଥିଲେ। ଚଳିତ ବର୍ଷ ଖେଳାଳିଙ୍କ ପ୍ରଦର୍ଶନକୁ ବିଚାର କରି ବିଶ୍ୱର କିଛି ବଛାବଛା କ୍ରିକେଟର୍‌ଙ୍କୁ ନେଇ ଟି-୨୦ ପ୍ଲେଇଙ୍ଗ-୧୧ ଚୟନ କରାଯାଇଥିଲା।…

ଲାଇଭ୍‌ ମ୍ୟାଚ୍‌ ସମୟରେ ଷ୍ଟାଡିୟମରେ ରୋମାନ୍ସ କରୁଥିଲେ ପ୍ରେମୀଯୁଗଳ; ପଡ଼ିଗଲା କ୍ୟାମେରା…ଆଉ ତା’ପରେ ଘଟିଲା

ମେଲବୋର୍ନ,୨୯।୧୨: ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ ସମୟରେ ଏପରି ଏକ ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା, ଯେଉଁଥିପାଇଁ ଷ୍ଟାଣ୍ଡରେ ଉପସ୍ଥିତ ଥିବା ଏକ ପ୍ରେମୀଯୁଗଳ ଭୟଭୀତ ହୋଇଥିଲେ। ଭୁଲ କ୍ୟାମେରା ଆଙ୍ଗେଲ୍‌ ଯୋଗୁ…

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଦକ୍ଷିଣ ଆଫ୍ରିକାର ବଢିଲା ସମସ୍ୟା: ଅଧିନାୟକ ପଡ଼ିଲେ ବାଦ୍‌

ସେଞ୍ଚୁରିଅନ୍‌,୨୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇଟି ମ୍ୟାଚ ଟେଷ୍ଟ ସିରିଜ ଖେଳାଯାଉଛି। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ସେଞ୍ଚୁରିଅନରେ ଖେଳାଯାଇଥିବା ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଗୋଟିଏ ଇନିଂସ ଏବଂ ୩୨ ରନରେ…

ଶୋଚନୀୟ ପରାଜୟ ପରେ ଭାରତକୁ ଲାଗିଲା ବଡ଼ ଝଟ୍‌କା

ସେଞ୍ଚୁରିଅନ୍‌,୨୯।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆକୁ ଏକ ବଡ଼ ପରାଜୟର ସାମ୍ନା କରିବାକୁ ପଡିଛି। ଦକ୍ଷିଣ ଆଫ୍ରିକା ଟିମ ଇଣ୍ଡିଆକୁ ଗୋଟିଏ ଇନିଂସ ଏବଂ ୩୨ ରନରେ ପରାସ୍ତ କରିଛି। ତେବେ ଏହି ପରାଜୟ ପରେ ଭାରତୀୟ…

ଲଜ୍ଜାଜନକ ପରାଜୟ ପରେ ଅଜବ ଯୁକ୍ତି କଲେ ରୋହିତ ଶର୍ମା

ସେଞ୍ଚୁରିଅନ୍‌,୨୯।୧୨: ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚକୁ ଗୋଟିଏ ଇନିଂସ ଏବଂ ୩୨ ରନ୍‌ରେ ପରାଜୟ ହାସଲ କରିଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ସମ୍ପୂର୍ଣ୍ଣ ଫ୍ଲପ ନଜର ଆସିଥିଲା।…

ଦକ୍ଷିଣ ଆଫ୍ରିକାରେ ଭାରତର ସିରିଜ ଜିତିବା ସ୍ବପ୍ନ ଭାଙ୍ଗିଲା

ସେଞ୍ଚୁରିଅନ୍‌,୨୮।୧୨: ସେଞ୍ଚୁରିଅନ୍‌ ସୁପରସ୍ପୋଟର୍‌ସ ପାର୍କଠାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ଇନିଂସ ଏବଂ ୩୨ ରନ୍‌ରେ ବିଜୟୀ ହୋଇଛି। ଏହା ସହିତ ଦକ୍ଷିଣ-ଆଫ୍ରିକା ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଛି। ଫଳରେ ଭାରତ ଦକ୍ଷିଣ ଆଫ୍ରିକା ମାଟିରେ ଟେଷ୍ଟ ସିରିଜ…

ଆଫ୍ରିକା ମାଟିରେ ଏହି ରେକର୍ଡ ହାସଲ କଲେ କୋହଲି, କ୍ରିକେଟ ଇତିହାସରେ କିଏ ବି କରିପାରିବେନି ଏମିତି

ସେଞ୍ଚୁରିଅନ୍‌,୨୮।୧୨: ଭାରତୀୟ କ୍ରିକେଟର ବିରାଟ କୋହଲି ନିଜ ନାଁରେ ଐତିହାସିକ ରେକର୍ଡ ସୃଷ୍ଟି କରିବାରେ ଶୀର୍ଷ ସ୍ଥାନରେ ରହନ୍ତି। ସେଞ୍ଚୁରିଅନ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ କୋହଲି ତାଙ୍କ ନାମରେ ଏକ ବିଶେଷ ରେକର୍ଡ କରିଛନ୍ତି। ଆଫ୍ରିକା ବିପକ୍ଷ…

କୋର୍ଟରେ ଚ୍ୟାଲେଞ୍ଜ କରିବେ ସଞ୍ଜୟ

ନୂଆଦିଲ୍ଲୀ,୨୮।୧୨: ଭାରତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ)ର ନୂଆ କର୍ମକର୍ତ୍ତା ନିର୍ବାଚିତ ହୋଇଥିଲେ ସୁଦ୍ଧା ବିବାଦ ହଟୁ ନାହିଁ। ଡବ୍ଲ୍ୟୁଏଫ୍‌ଆଇ ଏହାର ସମ୍ବିଧାନ ଅନୁସରଣ କରୁ ନ ଥିବା ଦର୍ଶାଇ କ୍ରୀଡ଼ା ମନ୍ତ୍ରଣାଳୟ ଏହାକୁ ସସ୍‌ପେଣ୍ଡ କରିଥିବା ବେଳେ ନବନିର୍ବାଚିତ ସଭାପତି ସଞ୍ଜୟ…

ପାନ ଦୋକାନ, ହୋଟେଲରେ କରିଛନ୍ତି କାମ, ଏବେ ଆଇପିଏଲ ନିଲାମୀରେ ମିଳିଛି ୫ କୋଟି, ଏହି ଟଙ୍କାରେ ସେ କ’ଣ କରିବେ କହିଲେ କ୍ରିକେଟର

ନୂଆଦିଲ୍ଲୀ,୨୮।୧୨: ଆଇପିଏଲ ନିଲାମରେ ଭାରତୀୟ ଖେଳାଳି ଶୁଭମ ଦୁବେଙ୍କ ଉପରେ ବର୍ଷା ହୋଇଛି। ରାଜସ୍ଥାନ ରୟାଲ୍ସ ଶୁଭମ ଦୁବେଙ୍କୁ ୫.୬୦ କୋଟି ଟଙ୍କାରେ କିଣିଛି। ନିକଟରେ ସୟଦ ମୁସ୍ତାକ ଅଲି ଟ୍ରଫିରେ ଶୁଭମ ୧୮୫ର ଷ୍ଟ୍ରାଇକ ରେଟ୍‌ରେ ସ୍କୋର କରିଥିଲେ, କିନ୍ତୁ…

କ୍ରିକେଟ ମଇଦାନକୁ ଛାଡି ରାଜନୀତି ମଇଦାନକୁ ଓହ୍ଲାଇଲେ ଅମ୍ବାତି ରାୟଡୁ

ବିଜୟଓ୍ବାଡା,୨୮।୧୨: ପୂର୍ବତନ କ୍ରିକେଟର ଅମ୍ବାତି ରାୟଡୁ ଏବେ ରାଜନୀତିରେ ଯୋଗ ଦେଇଛନ୍ତି। ସେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଓ୍ବାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି। ବିଜୟଓ୍ବାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି।…

ଏଲଗାରଙ୍କ ଚମତ୍କାର ଇନିଂସ: ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ସ୍ଥିତି ଦୃଢ

ସେଞ୍ଚୁରିଅନ୍‌,୨୮।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ସେଞ୍ଚୁରିଅନରେ ଖେଳାଯାଉଛି। ଆଜି ମ୍ୟାଚର ତୃତୀୟ ଦିନରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୪୦୮ ସ୍କୋର କରି ଅଲଆଉଟ୍‌ ହୋଇଯାଇଥିଲା। ପ୍ରଥମ ଇନିଂସରେ ଭାରତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri