India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…
ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟ୍ବେଣ୍ଟି ଟ୍ବେଣ୍ଟି ମୁକାବିଲା ବାରବାଟୀରେ ଖେଳାଯାଉଛି । ଏଥିପାଇଁ ପଡିଛି ଟସ୍ ।…
ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ
ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହି ସମୟରେ, ପୂର୍ବତନ ଭାରତୀୟ ଅଧିନାୟକ ଏବଂ…
ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା
ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି ଏବଂ ଖୋଲାଖୋଲି ଭାବରେ…
IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି
ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଖେଳାଳିଙ୍କ ଚୂଡ଼ାନ୍ତ ତାଲିକା ଚୂଡ଼ାନ୍ତ ହୋଇଛି। ନିଲାମ ପାଇଁ ୧,୩୫୫ ଜଣ ଖେଳାଳି ସେମାନଙ୍କର…
ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…
ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ ସରକାରୀ ବିବୃତ୍ତି ଜାରି କରି ତାଙ୍କ ବିବାହ ବାତିଲ ହୋଇଥିବା ନିଶ୍ଚିତ କରିଛନ୍ତି। ଏହାର…
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…
୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି
ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି ଘୋଷଣା କରିଛନ୍ତି ଯେ ତାଙ୍କର ବ୍ୟକ୍ତିଗତ ଲାଇଫ୍ଷ୍ଟାଇଲ୍ ବ୍ରାଣ୍ଡ୍ ‘one8’ ଏବେ ସ୍ପୋର୍ଟସ୍ୱେର୍ ଷ୍ଟାର୍ଟଅପ୍…
ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ
ସାଣ୍ଟିଆଗୋ, ୮ା୧୨: ଏଫ୍ଆଇଏଚ୍ ଜୁନିୟର ମହିଳା ହକି ବିଶ୍ୱକପ୍ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍ ପଡ଼ିଥିବା ଭାରତ ୩-୧ ଗୋଲ୍ରେ ଓ୍ବେଲ୍ସକୁ ପରାସ୍ତ କରିଛି। ଦଳ ତରଫରୁ ହୀନା ବାନୋ (୧୪ତମ ମିନିଟ),…
ଏହି ଷ୍ଟାର ଫୁଟ୍ବଲ ଖେଳାଳିଙ୍କୁ ବ୍ଲାକ୍ମେଲ କରି ଜେଲଗଲେ ମହିଳା
ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍ ହିଅଙ୍ଗ ମିନ୍ଙ୍କୁ ବ୍ଲାକ୍ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି। ମହିଳା ଜଣଙ୍କୁ ଚିହ୍ନଟ କରାଯାଇଛି। ତାଙ୍କ ନାମ ୟାଙ୍ଗ୍ ବୋଲି ଜଣାପଡ଼ିଛି। ସେ ୟଙ୍ଗ…
ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଏକ ଖବରଦାତା ସମ୍ମିଳନୀ କରି ଟିମ ଇଣ୍ଡିଆ…
ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍…
ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ ରବିବାର ବିବାହ ଭାଙ୍ଗିବା ସମ୍ପର୍କରେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି।…
Archives


