ଖେଳ

ଇଶାନ-ଶ୍ରେୟାସଙ୍କୁ ଲାଗିପାରେ ଆଉ ଏକ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୨:ବିସିସିଆଇର ବାର୍ଷିକ କେନ୍ଦ୍ରୀୟ ଚୁକ୍ତିରୁ ଇଶାନ କିଶାନ ଏବଂ ଶ୍ରେୟାସ ଆୟରଙ୍କୁ ବାଦ ଦିଆଯାଇଛି। ଏହା ସହିତ ବୋର୍ଡ ଏହି ଦୁଇ ଖେଳାଳିଙ୍କୁ କଡା ଚେତାବନୀ ମଧ୍ୟ ଦେଇଛି। ବାର୍ଷିକ ଚୁକ୍ତି ପାଇଁ ଉଭୟଙ୍କ ନାମ ବିଚାର କରାଯାଇ ନ ଥିବା…

ଆଇପିଏଲ୍‌ ପୂର୍ବରୁ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୫।୨: ମାର୍ଚ୍ଚ ୨୨ ରୁ ଆଇପିଏଲ୍‌ ୨୦୨୪ ଆରମ୍ଭ ହେବ। ଏହା ଆରମ୍ଭ ହେବାକୁ ମାତ୍ର ଅଳ୍ପ ଦିନ ବାକି ଅଛି। ଆଇପିଏଲ ପୂର୍ବରୁ ପ୍ରାୟ ସମସ୍ତ ଖେଳାଳି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସଂପର୍କରେ ଶିଖର ଧାୱନ ମଧ୍ୟ ପଡ଼ିଆକୁ…

ଆଇପିଏଲ୍‌ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୨: ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଏକ ବଡ଼ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡର ତାରକା କ୍ରିକେଟର ଡେଭନ୍‌ କନୱେ ଆଇପିଏଲର ୧୭ତମ ସିଜନରେ ଖେଳିବା ନିଶ୍ଚିତ ନୁହେଁ। ଆହତ କାରଣରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ…

ଗୋଷ୍ଠୀ ବିବାଦ ଅଭିଯୋଗକୁ ଖଣ୍ଡନ କଲା ହକି ଇଣ୍ଡିଆ

ନୂଆଦିଲ୍ଲୀ,୨୯ା୨(ପି.ଟି.): ହକି ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏଲେନା ନର୍ମାନ ମଙ୍ଗଳବାର ଇସ୍ତଫା ପ୍ରଦାନ କରିବା ସହ ଗୋଷ୍ଠୀ ବିବାଦର ଅଭିଯୋଗ ଆଣିଥିଲେ। ଇସ୍ତଫା ସହ ହକି ଇଣ୍ଡିଆରେ ଗୋଷ୍ଠୀ ବିବାଦ ଚାଲିଥିବା ନେଇ ଅଭିଯୋଗ କରିଥିଲେ ଏଲେନା। ସେ କହିଥିଲେ,…

ମୁମ୍ବାଇ ବିଜୟରେ ବ୍ରେକ୍‌ ଲଗାଇଲା ୟୁପି

ବେଙ୍ଗାଲୁରୁ, ୨୯।୨: ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ବୁଧବାର ଅନୁଷ୍ଠିତ ଏକ ମ୍ୟାଚରେ ୟୁପି ଓ୍ବାରିଅର୍ଜ ୭ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ହିଲି ମାଥ୍ୟୁସଙ୍କ ଅର୍ଦ୍ଧଶତକ ସହାୟତାରେ ମୁମ୍ବାଇ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୧…

ଏହି କାମ ପାଇଁ ତେନ୍ଦୁଲକରଙ୍କୁ ଧନ୍ୟବାଦ ଦେଲେ ମୋଦି

ନୂଆଦିଲ୍ଲୀ,୨୮ା୨: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକର ଜମ୍ମୁ କଶ୍ମୀରର କ୍ରୀଡା ଭିତ୍ତିଭୂମିକୁ ପ୍ରଶଂସା କରିଥିଲେ। ନିକଟରେ ସଚିନ୍‌ ଏହି କେନ୍ଦ୍ର ଶାସିତ ଅଞ୍ଚଳ ଗସ୍ତ କରିବା ସହ ସ୍ଥାନୀୟ ଯୁବକ ମାନଙ୍କ ସହ କ୍ରିକେଟ ଖେଳିଥିଲେ। ଏହାର ଭିଡିଓ ସେ…

ବିସିସିଆଇର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ କେଉଁ ଖେଳାଳିଙ୍କୁ ମିଳିବ କେତେ ଟଙ୍କା: ଜାଣନ୍ତୁ

ନୂଆଦିଲ୍ଲୀ,୨୮।୨: ଭାରତୀୟ କ୍ରିକେଟ ବୋର୍ଡ ଅଫ କ୍ରିକେଟ(ବିସିସିଆଇ) ବୁଧବାର ୨୦୨୩-୨୪ ସିଜନ (ଅକ୍ଟୋବର ୧, ୨୦୨୩ ରୁ ସେପ୍ଟେମ୍ବର ୩୦, ୨୦୨୪) ପାଇଁ ଟିମ ଇଣ୍ଡିଆ (ସିନିୟର ପୁରୁଷ)ର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ତାଲିକା ଘୋଷଣା କରିଛି। ଶ୍ରେୟସ ଆୟର ଓ ଇଶାନ…

ବିବାଦ ଘନେଇଲା, ହନୁମାଙ୍କ ସପକ୍ଷରେ ବାହାରିବାକୁ ଖେଳାଳିଙ୍କୁ ଧମକ ଦିଆଯାଇଥିବା କହିଲା ଏସିଏ

ହାଇଦ୍ରାବାଦ,୨୮।୨: ଅଧିନାୟକ ପଦରୁ ହଟାଯିବା ପରେ ହନୁମା ବିହାରୀ ଆନ୍ଧ୍ରପ୍ରଦେଶ କ୍ରିକେଟ ଟିମ୍‌ ଛାଡ଼ିବା ନେଇ ଇଚ୍ଛା ପ୍ରକାଶ କରିଛନ୍ତି। ରାଜନୈତିକ ହସ୍ତକ୍ଷେପ ଯୋଗୁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ଏଭଳି ସ୍ଥିତିରେ ଆନ୍ଧ୍ର ପ୍ରଦେଶ କ୍ରିକେଟ ଆସୋସିଏଶନ ହନୁମାଙ୍କ…

ଭାରତକୁ ନିଜ ମାଟିରେ ହରାଇବା କାଠିକର ପାଠ: ମାନିଲେ ଇଂଲଣ୍ଡର ପୂର୍ବତନ କ୍ରିକେଟର

ରାଞ୍ଚି,୨୮।୨: ଭାରତ ବିପକ୍ଷ ରାଞ୍ଚିରେ ଟେଷ୍ଟ ସିରିଜ ପରାଜୟ ପରେ ଇଂଲଣ୍ଡ ପ୍ରଦର୍ଶନକୁ ସମାଲୋଚନା କରାଯାଉଛି। ଇଂଲଣ୍ଡର ପୂର୍ବତନ କ୍ରିକେଟର ମାଇକେଲ ଆଥର୍ଟନ ନିଜ ଦେଶକୁ କିନ୍ତୁ ଅଧିକ ସମାଲୋଚନା କରିନାହାନ୍ତି। ସେ କହିଛନ୍ତି, ଜୋ ରୁଟ, ଯୁବ ସ୍ପିନର ଶୋଏବ…

ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା, ଚିକିତ୍ସା ପାଇଁ ଲଣ୍ଡନ ଗଲେ…

ନୂଆଦିଲ୍ଲୀ,୨୮।୨: ଭାରତର ବରିଷ୍ଠ ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ ଧର୍ମଶାଳା ଟେଷ୍ଟ ବି ଖେଳି ପାରିବେ ନାହିଁ। କାରଣ ତାଙ୍କ ଡାହାଣ ଜଙ୍ଘରେ କଷ୍ଟ ଅନୁଭବ ହେଉଛି। ଏହାକୁ ନେଇ ସେ ଅଧିକ ଚିକିତ୍ସା ଲାଗି…

ମହଙ୍ଗା ପଡ଼ିଲା ବିସିସିଆଇର ନିର୍ଦ୍ଦେଶ ଅଣଦେଖା, ବାର୍ଷିକ ଚୁକ୍ତିରୁ ବାଦ ପଡିଲେ ଶ୍ରେୟାସ-ଈଶାନ

ମୁମ୍ବାଇ,୨୮ା୨: ବିସିସିଆଇ ବୁଧବାର ପୁରୁଷ ଦଳର ଖେଳାଳି ମାନଙ୍କର ବାର୍ଷିକ ଚୁକ୍ତି ତାଲିକା ପ୍ରକାଶ କରିଛି। ଯେଉଁଥିରୁ ବାଦ ପଡିଛନ୍ତି ଇଶାନ୍ କିଶାନ୍ ଏବଂ ଶ୍ରେୟାସ୍ ଆୟର। ଦୁହେଁ ଗତବର୍ଷ ଦିନିକିଆ ବିଶ୍ୱକପ ଦଳରେ ଥିଲେ ମଧ୍ୟ ସେମାନଙ୍କୁ କେନ୍ଦ୍ରୀୟ ଚୁକ୍ତିରୁ…

କ୍ରିକେଟର୍‌ଙ୍କ ବାର୍ଷିକ ଚୁକ୍ତିନାମା ଘୋଷଣା କଲା ବିସିସିଆଇ

ନୂଆଦିଲ୍ଲୀ,୨୮।୨: ଭାରତୀୟ କ୍ରିକେଟ ବୋର୍ଡ ଅଫ କ୍ରିକେଟ(ବିସିସିଆଇ) ବୁଧବାର ୨୦୨୩-୨୪ ସିଜନ (ଅକ୍ଟୋବର ୧, ୨୦୨୩ ରୁ ସେପ୍ଟେମ୍ବର ୩୦, ୨୦୨୪) ପାଇଁ ଟିମ ଇଣ୍ଡିଆ (ସିନିୟର ପୁରୁଷ)ର ବାର୍ଷିକ ଖେଳାଳି ଚୁକ୍ତିନାମା ଘୋଷଣା କରିଛି। ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?