ଖେଳ

ଚମତ୍କାର ଇନିଂସ ପରେ କାହାକୁ ସାଲ୍ୟୁଟ୍‌ କଲେ ଧ୍ରୁବ୍‌ ଜୁରେଲ୍‌: ଜାଣିଲେ ସମସ୍ତେ କରିବେ ବାଃ ବାଃ

ରାଞ୍ଚି,୨୫।୨: ରାଞ୍ଚି ଟେଷ୍ଟରେ ଧ୍ରୁବ ଜୁରେଲ ଚମତ୍କାର ପ୍ରଦର୍ଶନ କରି ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୯୦ ରନର ଇନିଂସ ଖେଳିଥିଲେ। ଧ୍ରୁବ ଅର୍ଦ୍ଧଶତକ ପରେ ଏକ ଆକର୍ଷଣୀୟ ଢଙ୍ଗରେ ପାଳନ କରିଥିଲେ। ସେ ପଡିଆରୁ ତାଙ୍କ ପିତାଙ୍କୁ…

ଅନ୍‌ଲାଇନ୍‌ ଠକେଇର ଶିକାର ହେଲେ ଏହି କ୍ରିକେଟର୍‌: ମଗାଇଥିଲେ ଖାଦ୍ୟ…ତା’ପରେ

ନୂଆଦିଲ୍ଲୀ,୨୫।୨: କ୍ରିକେଟର୍‌ ଦୀପକ ଚହର ଦୀର୍ଘ ଦିନ ହେବ ଟିମ ଇଣ୍ଡିଆରୁ ବାଦ୍‌ ପଡିଛନ୍ତି। ଯଦିଓ ତାଙ୍କର ସାମଗ୍ରିକ ପ୍ରଦର୍ଶନ ଭଲ ହୋଇଛି। ଦୀପକ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳନ୍ତି। ନିକଟରେ ଚହରଙ୍କ ସହ ଏକ ଠକେଇ ଘଟିଥିଲା।…

ମୋ ଭାଇ ଏବେ ସ୍ବପ୍ନ ସାକାର ବେଳ….ଧ୍ରୁବ୍‌ ଜୁରେଲଙ୍କ ପାଇଁ ଆସିଲା ଇମୋଶନାଲ୍‌ ମେସେଜ୍‌

ନୂଆଦିଲ୍ଲୀ,୨୫।୨: ରାଞ୍ଚିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ଧ୍ରୁବ ଜୁରେଲ ଚମତ୍କାର ଇନିଂସ ଖେଳିଥିଲେ। ସେ ୯୦ ରନ ସଂଗ୍ରହ କରି ଟିମ ଇଣ୍ଡିଆକୁ ମ୍ୟାଚକୁ ଫେରାଇ ଆଣିଥିଲେ। ତାଙ୍କ ସାଥୀ ଖେଳାଳି ରିଙ୍କୁ ସିଂ ଏହି…

ପଞ୍ଚମ ଥର ପାଇଁ ପାରା ବିଶ୍ୱ ବ୍ୟାଡମିଣ୍ଟନ ଟାଇଟଲ ଜିତିଲେ ପ୍ରମୋଦ ଭଗତ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୫ା୨: ଥାଇଲ୍ୟାଣ୍ଡରେ ଚାଲିଥିବା ପାରା ବିଶ୍ୱ ଚାମ୍ପିଅନସିପ ଏକକ ବର୍ଗରେ ଟାଇଟଲ ଜିତିଛନ୍ତି ପ୍ରମୋଦ ଭଗତ। ଫାଇନାଲ ମୁକାବିଲାରେ ବ୍ରିଟେନର ଡାନିଏଲ ବେଥେଲଙ୍କ ବିପକ୍ଷରେ ୧୦୦ ମିନିଟର କଡ଼ା ସଂଘର୍ଷ ପରେ ସେ ଏହି ସଫଳତା ପାଇଛନ୍ତି। ପ୍ରଥମ ସେଟ ହାରିବା…

ଇତିହାସ ରଚିଲେ ଜଶସ୍ୱୀ ଜୟସ୍ବାଲ, ଭାଙ୍ଗିଲେ ଡନ୍ ବ୍ରାଡମ୍ୟାନଙ୍କ ରେକର୍ଡ! ଆଶ୍ଚର୍ଯ୍ୟରେ ବିଶ୍ୱ କ୍ରିକେଟ୍

ନୂଆଦିଲ୍ଲୀ,୨୫ା୨: ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ ରେ ପ୍ରଥମ ଇନିଂସରେ ଜଶସ୍ୱୀ ଜୟସ୍ବାଲ ୭୩ ରନ୍ ସ୍କୋର କରିବା ପରେ ଆଉଟ୍ ହୋଇ ଶତକରୁ ବଞ୍ଚିତ ହୋଇଥିଲେ। କିନ୍ତୁ ତାଙ୍କର ଅର୍ଦ୍ଧଶତକୀୟ ଇନିଂସରେ ସେ ଏକ…

ସ୍କୁଲ୍ ପାଖରେ ଥିବା ମଦ ଦୋକାନ ଉଠାଇବାକୁ ହାଇକୋର୍ଟ ଦ୍ୱାରସ୍ତ ହେଲେ ୫ ବର୍ଷୀୟ ବାଳକ

ନୂଆଦିଲ୍ଲୀ,୨୪।୨: ସ୍କୁଲ ନିକଟରେ ଥିବା ମଦ ଦୋକାନକୁ ଉଠାଇବା ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ଦ୍ୱାରସ୍ତ ହେଲେ ପାଞ୍ଚ ବର୍ଷର ଛାତ୍ର। ପିଲା ଜଣକ ତାଙ୍କ ପିତାଙ୍କ ମାଧ୍ୟମରେ କୋର୍ଟରେ ଏହି ମାମଲା ଦାଖଲ କରିଛନ୍ତି। ଏଥିରେ ଛାତ୍ର ଜଣକ କହିଛନ୍ତି ଯେ…

ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଢିଲା ସମସ୍ୟା

ନୂଆଦିଲ୍ଲୀ,୨୪।୨: ଡେଭିଡ ୱାର୍ନର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି -୨୦ସିରିଜର ତୃତୀୟ ତଥା ଶେଷ ମ୍ୟାଚରୁ ବାଦ୍‌ ପଡିଛନ୍ତି। ୱାର୍ନରଙ୍କ ଆଘାତ ଆଇପିଏଲ ୨୦୨୪ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସମସ୍ୟା ବଢାଇ ଦେଇଛି। ଆଇପିଏଲ ୨୦୨୪ ଆରମ୍ଭ…

ମହିଳା ହକି ଦଳର ମୁଖ୍ୟ କୋଚ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୪ା୨: ଭାରତୀୟ ମହିଳା ହକି ଦଳର ମୁଖ୍ୟ କୋଚ୍‌ ଜାନେକ୍‌ ସ୍କୋପ୍‌ମାନ ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଜାତୀୟ ମହାସଂଘ ତାଙ୍କ କଥାକୁ ଗୁରୁତ୍ୱ ଦେଉ ନାହିଁ କିମ୍ବା ତାଙ୍କୁ ଯଥେଷ୍ଟ ସମ୍ମାନ ଦେଉ ନାହିଁ ବୋଲି କିଛିଦିନ ପୂର୍ବେ…

ବାପୁଜୀ, ରାମେଶ୍ୱର ସ୍ପୋର୍ଟିଂ ବିଜୟୀ

ଭୁବନେଶ୍ୱର, ୨୪।୨(ତପନ ସ୍ବାଇଁ): ମୁନ୍‌ ଲାଇଟ୍‌ ୟୁଥ୍‌ କ୍ରିକେଟ କ୍ଲବ ଆନୁକୂଲ୍ୟରେ ବିଜେବି କଲେଜ ପଡ଼ିଆରେ ଚାଲିଥିବା ୭ମ ନବ ଦାସ ଓ ୩ୟ ପ୍ରଶାନ୍ତ ମହାପାତ୍ର ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ୩ୟ ଓ ୪ର୍ଥ ଲିଗ୍‌ ମ୍ୟାଚ ଶୁକ୍ରବାର…

ପାକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୨୪।୨ ଦୁବାଇରେ ଚାଲିଥିବା ଫ୍ରେଣ୍ଡଶିପ୍‌ ଦୃଷ୍ଟିବାଧିତ ଟି୨୦ କ୍ରିକେଟ ସିରିଜର ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ଭାରତ ୪୬ ରନରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମ ବ୍ୟାଟିଂ କରିଥିବା ଭାରତ ସୁନୀଲ ରମେଶଙ୍କ ୬୧ ବଲ୍‌ରୁ ଦ୍ରୁତ ୮୭ ରନ…

ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସର ରୋମାଞ୍ଚକ ବିଜୟ

ବେଙ୍ଗାଲୁରୁ, ୨୪।୨: ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ରୋମାଞ୍ଚକ ବିଜୟ ହାସଲ କରିଛି ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୫ ଉଇକେଟ…

ମ୍ୟାଚ୍‌ ଖେଳୁଥିବା ସମୟରେ ହଠାତ୍‌ ଆସଲା ହାର୍ଟ ଆଟାକ୍‌, ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ

ବେଙ୍ଗାଲୁରୁ,୨୩।୨: ମ୍ୟାଚ ସମୟରେ ଘଟିଛି ହୃଦୟ ବିଦାରକ ଘଟଣା। ଖେଳିବାବେଳେ ହାର୍ଟଆଟାକ୍‌ରେ ଚାଲିଗଲା ଯୁବ କ୍ରିକେଟରଙ୍କ ଜୀବନ । କର୍ନାଟକ କ୍ରିକେଟର ହୋୟଶାଳା ଓ୍ବାଇସିଙ୍କ ହାର୍ଟ ଆଟାକରେ ମୃତ୍ୟୁ ଘଟିଛି। ଏହି ୩୫ ବର୍ଷୀୟ ଯୁବ କ୍ରିକେଟର ଖେଳ ପଡ଼ିଆରେ ଖେଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?