ଖେଳ

IND-ENG ଚତୁର୍ଥ ଟେଷ୍ଟ: ରୁଟ୍‌ଙ୍କ ଶତକ, ଇଂଲଣ୍ଡ ସ୍କୋର୍‌ ୩୦୨/୭

ରାଞ୍ଚତ୍, ୨୩।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ଚତୁର୍ଥ କ୍ରିକେଟ ଟେଷ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଇଂଲଣ୍ଡ ପ୍ରଥମ ଦିବସ ଖେଳ ଶେଷ ବେଳକୁ ୭ ଉଇକେଟ ହରାଇ ୩୦୨ ରନ…

ସ୍ବଦେଶ ଫେରିଗଲେ ଇଂଲଣ୍ଡ ଏହି ସ୍ପିନର

ରାଞ୍ଚି,୨୩।୨: ଇଂଲଣ୍ଡ ଯୁବ ସ୍ପିନର ରେହାନ ଅହମଦ ବ୍ୟକ୍ତିଗତ କାରଣରୁ ଘରବାହୁଡ଼ା କରିଛନ୍ତି। ସେ ଭାରତ ବିପକ୍ଷ ଚଳିତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଅବଶିଷ୍ଟାଂଶ ଖେଳିବେ ନାହିଁ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଶୁକ୍ରବାର…

ଟି୨୦ ସିରିଜ କବ୍‌ଜା କଲା ଅଷ୍ଟ୍ରେଲିଆ

ଅକ୍‌ଲାଣ୍ଡ(ନ୍ୟୁଜିଲାଣ୍ଡ),୨୩ା୨: ଆଡାମ ଜାମ୍ପାଙ୍କ ଚମତ୍କାର ବୋଲିଂ ଯୋଗୁ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆ ୭୨ ରନ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥି ସହିତ ଦଳ ୨-୦ରେ ଅଗ୍ରଣୀ ଲାଭ କରିବା ସହ ୩ ମ୍ୟାଚ ବିଶିଷ୍ଟ ସିରିଜ ଆଗୁଆ…

ଯେଉଁ ବ୍ୟାଟରେ ଦ୍ରୁତତମ ଶତକ କରି ରେକର୍ଡ କରିଥିଲେ ତେନ୍ଦୁଲକର ତାହା ଆଜି ଅବହେଳିତ ଭାବେ ପଡିଛି ପାକିସ୍ତାନରେ

ନୂଆଦିଲ୍ଲୀ,୨୩।୨: ବିଶ୍ୱାସ କରନ୍ତୁ! ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଚମତ୍କାର ବ୍ୟାଟ ଯାହା ୧୯୯୬ରେ ନୈରାବି ପଡିଆରେ ଝଡ଼ ସୃଷ୍ଟି କରିଥିଲା। ଯେଉଁ ବ୍ୟାଟ ଚୌକା ଏବଂ ଛକା ବର୍ଷାର ଏପରି ବର୍ଷା ସୃଷ୍ଟି କରିଥିଲା ଯାହା ପୂର୍ବରୁ କୌଣସି ଆନ୍ତର୍ଜାତୀୟ…

ବିରାଟ-ଅନୁଷ୍କାଙ୍କ ପୁଅ ଅକାୟଙ୍କ ଏଆଇ ଫଟୋ ଭାଇରାଲ, ପ୍ରଶଂସକ କହୁଛନ୍ତି ଜୁନିଅର କୋହଲି

ନୂଆଦିଲ୍ଲୀ,୨୩।୨: ଭାରତୀୟ ଖେଳାଳି ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ସେମାନଙ୍କର ଦ୍ୱିତୀୟ ସନ୍ତାନ ଅକାୟଙ୍କୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ସେମାନଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ ନୋଟ ଶେୟାର କରି ଅକାୟଙ୍କ ଜନ୍ମ ବିଷୟରେ ସୂଚନା ଦେଇଥିଲେ। ଏହି…

ସିରିଜ୍‌ ମଝିରେ ଅଚାନକ ଘରକୁ ପଳାଇଲେ ଏହି କ୍ରିକେଟର୍‌

ରାଞ୍ଚି,୨୩।୨: ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ତିନୋଟି ମ୍ୟାଚ ପରେ ୨-୧ରେ ପଛରେ ପଡିଥିବା ଇଂରାଜୀ ଦଳକୁ ଏକ ବଡ଼ ଝଟକା ଦେଇଛି। ଦଳର ଯୁବ ସ୍ପିନ ଅଲରାଉଣ୍ଡର ରେହାନ ଅହମ୍ମଦଙ୍କୁ ହଠାତ୍‌ ଘରକୁ ଫେରିବାକୁ ପଡିଛି। ଏବେ ତାଙ୍କୁ…

‘ନିଶ୍ଚିତ ଭାବେ ଚାପରେ ରହିବେ ହାର୍ଦ୍ଦିକ’

ନୂଆଦିଲ୍ଲୀ,୨୩।୨: ଆସନ୍ତା ଆଇପିଏଲ୍‌ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହାକୁ ନେଇ ରୋହିତ ଶର୍ମାଙ୍କ ପ୍ରଶଂସକ ଖପ୍ପା ଥିବା ବେଳେ ଏବେ ଭାରତର ପୂର୍ବତନ ଉଇକେଟକିପର ପାର୍ଥିବ ପଟେଲ ହାର୍ଦ୍ଦିକଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି।…

‘ଅକାୟ’ ଅର୍ଥ କ’ଣ? ଜାଣନ୍ତୁ କେଉଁ ଭଗବାନଙ୍କ ନାମ ଅନୁସାରେ କୋହଲି ଦେଇଛନ୍ତି ପୁଅଙ୍କ ନାମ..

ନୂଆଦିଲ୍ଲୀ,୨୩।୨: ପୁଣିଥରେ ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ବାପା ହୋଇଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ପୁଅଙ୍କ ନାମ ‘ଅକାୟ’ ରଖିଥିବା ନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ତେବେ କ’ଣ ଆପଣ ଜାଣନ୍ତି…

ପ୍ରଥମ ଭାରତୀୟ ଭାବେ ଇଂଲଣ୍ଡ ବିପକ୍ଷରେ ବଡ଼ ରେକର୍ଡ କଲେ ଅଶ୍ୱିନ

ରାଞ୍ଚି,୨୩।୨: ରାଞ୍ଚିରେ ଆଜିଠାରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇଂଲଣ୍ଡ ଟସ୍‌ ଜିତି ବ୍ୟାଟିଂ କରୁଥିବା ବେଳେ ଲଞ୍ଚ ସୁଦ୍ଧା ୨୪.୧ ଓଭରରେ ୫ ଉଇକେଟ୍‌ ହରାଇ ୧୧୨ ରନ କରିଛି। ଏହି ସମୟରେ…

ଜୀବନର ପ୍ରଥମ ଉଇକେଟ୍‌ ନେଲେ ଆକାଶଦୀପ, କିନ୍ତୁ ଭାଗ୍ୟ ଦେଲାନି ସାଥ୍‌

ରାଞ୍ଚି,୨୩।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆଜିଠାରୁ ରାଞ୍ଚିରେ ଆରମ୍ଭ ହୋଇଛି। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ ଆସିଛି।…

କିଏ ସେହି ଆକାଶଦୀପ, ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ଡେବ୍ୟୁ କ୍ୟାପ୍‌

ରାଞ୍ଚି,୨୩।୨: ପ୍ରଥମ ଶ୍ରେଣୀ କ୍ରିକେଟରେ ଚମତ୍କାର ପ୍ରଦର୍ଶନ କରି ଆକାଶ ଦୀପ ଭାରତୀୟ ଟେଷ୍ଟ ଦଳରେ ସ୍ଥାନ ହାସଲ କରିଛନ୍ତି। ବଙ୍ଗଳା ପାଇଁ ପ୍ରଥମ ଶ୍ରେଣୀ ଖେଳିଥିବା ଆକାଶ ଦୀପ ରଣଜୀ ଟ୍ରଫି ୨୦୨୩-୨୪ରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ କେରଳ…

ଡେବ୍ୟୁ କ୍ୟାପ୍‌ ପାଇବା ମା’ଙ୍କୁ ଆଲିଙ୍ଗନ କରି କାନ୍ଦିଲେ ଆକାଶ ଦୀପ

ରାଞ୍ଚି,୨୩।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆଜିଠାରୁ ରାଞ୍ଚିରେ ଆରମ୍ଭ ହୋଇଛି। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?