ଖେଳ

ଦଣ୍ଡିତ ହେଲା ପାକିସ୍ତାନ

ମୀରପୁର,୧୫ା୫: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ପାକିସ୍ତାନ କ୍ରିକେଟ ଦଳ ଦଣ୍ଡିତ ହୋଇଛି। ଖେଳାଳିଙ୍କ ମ୍ୟାଚ ଫି’ର ୪୦ ପ୍ରତିଶତ ଜରିମାନା ହୋଇଥିବା ବେଳେ ଚଳିତ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ୨୦୨୫-୨୭ ସାଇକେଲ…

ଇଶାନଙ୍କୁ ୧ କୋଟି ଟଙ୍କାର ଚେକ୍‌ ଦେଲେ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୫।୫: ବିସ୍ଫୋରକ ବ୍ୟାଟସମ୍ୟାନ ଇଶାନ କିଷାନ ଶୁକ୍ରବାର ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଭେଟଛନ୍ତି। ଏହି ସମୟରେ ସମ୍ରାଟ ଚୌଧୁରୀ ପାଟନାର ବାସିନ୍ଦା ଇଶାନ କିଷାନଙ୍କୁ ଏକ କୋଟି ଟଙ୍କାର ଚେକ ଦେଇ ସମ୍ମାନିତ କରିଛନ୍ତି। ବିହାରର ମୁଖ୍ୟ ସଚିବ…

ଲଗାତର ପଞ୍ଚମ ପରାଜୟ: ପ୍ଲେଅଫ୍‌ରେ ପହଞ୍ଚିବା ବଢ଼ିଲା ଚିନ୍ତା…

ଧର୍ମଶାଳା,୧୫ା୫: ପିଛା ଛାଡ଼ୁନି ପରାଜୟ। ଶାର୍ଦ୍ଦୁଳ ଠାକୁରଙ୍କ ଘାତକ ବୋଲିଂ ପରେ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ପ୍ରଥମ ୭ ମ୍ୟାଚ୍‌ ପର୍ଯ୍ୟନ୍ତ ଅପରାଜିତ ରହିଥିବା ପଞ୍ଜାବ ଲାଗି…

ମୁମ୍ୱାଇ ଇଣ୍ଡିଆନ୍ସ ଆଗରେ ୨୦୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ଧର୍ମଶାଳା,୧୪ା୫: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିଛନ୍ତି। ଶାର୍ଦ୍ଦୁଳ ଠାକୁରଙ୍କ ୪ ଉଇକେଟ ସଫଳତା ସତ୍ତ୍ୱେ ପଞ୍ଜାବ ପ୍ରତିପକ୍ଷ ମୁମ୍ୱାଇ ସମ୍ମୁଖରେ ୨୦୧ ରନର ଚ୍ୟାଲେଞ୍ଜିଂ ଟାର୍ଗେଟ ଧାର୍ଯ୍ୟ କରିଛି। ହାର୍ଦ୍ଦିକ…

MI ଅଧିନାୟକ ହେଲେ ଜସପ୍ରିତ ବୁମ୍‌ରା, ଦାୟିତ୍ୱ ମିଳିବା ପରେ ଭାବପ୍ରବଣ ହୋଇ କହିଲେ ଏମିତି…

ନୂଆଦିଲ୍ଲୀ, ୧୪।୫: ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ପୁଣିଥରେ ପରିବର୍ତ୍ତନ ହୋଇଛି। ଜସପ୍ରିତ ବୁମରା MI ଦଳର ଅଧିନାୟକତ୍ୱ କରୁଛନ୍ତି, ଏବଂ ଏହା ଲଗାତାର ତୃତୀୟ ମ୍ୟାଚ ଯେଉଁଥିରେ ହାର୍ଦ୍ଦିକ ପାଣ୍ଡ୍ୟା ଖେଳୁନାହାନ୍ତି। ସୂର୍ଯ୍ୟକୁମାର ଯାଦବ,…

ସିଏସ୍‌କେରେ ସାମିଲ ହେଲେ ଦକ୍ଷିଣ ଆଫ୍ରିକାର ଏହି ଅଲରାଉଣ୍ଡର

ଚେନ୍ନାଇ,୧୪ା୫: ଆହତ ସମସ୍ୟା କାରଣରୁ ସ୍ୱଦେଶ ଫେରିଥିବା ଜେମି ଓଭରଟନଙ୍କ ବଦଳ ଖେଳାଳି ଭାବେ ଦକ୍ଷିଣ ଆଫ୍ରିକା ଅଲରାଉଣ୍ଡର ଡିଆନ ଫରେଷ୍ଟରଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଚୟନ କରିଛି। ଏ ନେଇ ଆଇପିଏଲ୍‌ ପକ୍ଷରୁ ଗୁରୁବାର ବିବୃତି ଜାରି କରାଯାଇଛି।…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ ସ୍ଥାନ, IPL ୨୦୨୬ ମଧ୍ୟରେ BCCIର ବଡ଼ ଘୋଷଣା

ନୂଆଦିଲ୍ଲୀ,୧୪।୫: ଆଇପିଏଲ ୨୦୨୬ ପରେ ଭାରତ ଏ ଦଳ ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ବିପକ୍ଷରେ ଏକ ଦିନିକିଆ ତ୍ରି-ସିରିଜ ଖେଳିବ। ପ୍ରଥମ ମ୍ୟାଚ ଜୁନ ୯ ତାରିଖରେ ଖେଳାଯିବ। ବିସିସିଆଇ ଏବେ ଏହି ସିରିଜ ପାଇଁ ଭାରତ ଏ ଦଳ ଘୋଷଣା…

‘ଗୋଟିଏ ଦିନ ଖେଳ ଛାଡିଦେବି’, ବିରାଟ କୋହଲିଙ୍କ ଭାବପ୍ରବଣ ବୟାନକୁ ନେଇ ହଇଚଇ

ଯେତେବେଳେ ବିରାଟ କୋହଲି ମନ୍ତବ୍ୟ ଦେଇଥିଲେ ଯେ “ଗୋଟିଏ ଦିନ ଏସବୁ ଶେଷ ହେବ,” ତାଙ୍କର ଅର୍ଥ ଥିଲା ଯେ ଭବିଷ୍ୟତରେ ଏପରି ଏକ ସମୟ ଆସିବ ଯେତେବେଳେ ସେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଥିବେ। ତେଣୁ, ସେ ପଡ଼ିଆରେ…

ଇତିହାସ ରଚିଲେ ବିରାଟ କୋହଲି: ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ହାସଲ କଲେ ଏମିତି କାରନାମା

ରାୟପୁର,୧୪।୫: ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ବିଜୟୀ କରାଇଥିଲେ। ଏହି ଶତକ ସହିତ କୋହଲି ଇତିହାସ ସୃଷ୍ଟି କରିଥିଲେ। ଟି-୨୦ କ୍ରିକେଟ୍‌ରେ ସର୍ବାଧିକ ଶତକ ସହିତ ଭାରତୀୟ ବ୍ୟାଟ୍ସମ୍ୟାନ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ ଦଳର ଫିଲ୍ଡିଂ କୋଚ ଭାବେ ନିଯୁକ୍ତ କରାଯାଇଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ୪ ଜୁନରୁ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ ଶ୍ରେଣୀ (First-Class) କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କାଉଣ୍ଟି କ୍ରିକେଟ ସିଜିନ ମଝିରେ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ବାଂଲାଦେଶ ୧୦୪ ରନରେ ଜିତି ନେଇଛି। ଘରୋଇ ମାଟିରେ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?