ମାର୍ଶ, ଓ୍ବାର୍ନରଙ୍କ ଶତକରେ ରେକର୍ଡ
ବେଙ୍ଗାଲୁରୁ, ୨୧।୧୦:ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ପାକିସ୍ତାନ ବିପକ୍ଷରେ ଶତକ ହାସଲ କରିଛନ୍ତି ଅଷ୍ଟ୍ରେଲିଆର ମିଚେଲ ମାର୍ଶ ଓ ଡେଭିଡ ଓ୍ବାର୍ନର। ଦୁଇଜଣଙ୍କ ଶତକ ଏବଂ ଦ୍ୱିଶତକୀୟ ଭାଗୀଦାରି ସହ ଅନେକ ରେକର୍ଡ ମଧ୍ୟ ସୃଷ୍ଟି...
ପଦକ ପକ୍କାକଲେ ୩ ଭାରତୀୟ ଖେଳାଳି
ନୂଆଦିଲ୍ଲୀ, ୨୦ା୧୦ ଚାଇନାର ଚେଙ୍ଗ୍ଡୁଠାରେ ଚାଲିଥିବା ବ୍ୟାଡ୍ମିଣ୍ଟନ ଏସିଆନ ୧୭ ବର୍ଷରୁ କମ୍ ଏବଂ ୧୫ ବର୍ଷରୁ କମ୍ ଜୁନିୟର ଚାମ୍ପିୟନଶିପ୍ର ୪ର୍ଥ ଦିବସରେ ଭାରତୀୟ ବ୍ୟାଡ୍ମିଣ୍ଟନ ଖେଳାଳି ଜାଗଶେର ସିଂ ଖାଙ୍ଗୁରା, ବର୍ନିଲ ଆକାଶ ଚାଙ୍ଗ୍ମାଇ ଓ ତନ୍ଭି...
ଅଷ୍ଟ୍ରେଲିଆ-ପାକିସ୍ତାନ ମ୍ୟାଚ୍ରେ କଳା ପୋଷାକ ପରିଧାନ ଉପରେ ହୋଇଥିଲା କଟକଣା: ଜାଣନ୍ତୁ କ’ଣ ପାଇଁ
ବେଙ୍ଗାଲୁରୁ, ୨୧ା୧୦ ସ୍ଥାନୀୟ ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ବିଶୃଙ୍ଖଳା କାରଣରୁ ଯେପରି ଅଷ୍ଟ୍ରେଲିଆ ବନାମ ପାକିସ୍ତାନ ବିଶ୍ୱକପ୍ ମ୍ୟାଚ୍ରେ ବାଧା ସୃଷ୍ଟି ନ ହୁଏ ସେଥିଲାଗି ସ୍ଥାନୀୟ ପୋଲିସ ତରଫରୁ କେତେକ ପ୍ରତିଶେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। କଳା ପୋଷାକ...
ଆନ୍ତଃ ମହାବିଦ୍ୟାଳୟ ମହିଳା ଭଲିବଲ୍: ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଚାମ୍ପିୟନ
ଭୁବନେଶ୍ୱର, ୨୧।୧୦(ତପନ ସ୍ବାଇଁ): ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ପୋଟର୍ସ କାଉନସିଲ୍ ଆନୁକୂଲ୍ୟରେ ଆୟୋଜିତ ଆନ୍ତଃ ମହାବିଦ୍ୟାଳୟ ମହିଳା ଭଲିବଲ୍ ଟୁର୍ନାମେଣ୍ଟରେ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଚାମ୍ପିୟନ ହୋଇଛି। ଜଗତପୁରର ଏଲ୍ଏନ ସାହୁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଫାଇନାଲରେ ସରକାରୀ...
ଷ୍ଟାର ଅଲ୍ରାଉଣ୍ଡର ବେନ୍ ଷ୍ଟୋକ୍ସ ଦଳକୁ ଫେରିବା ଦ୍ୱାରା ଇଂଲଣ୍ଡ ଦଳର ମନୋବଳ ବୃଦ୍ଧି
ମୁମ୍ବାଇ,୨୧ା୧୦: ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସଙ୍କର ଦଳକୁ ଫେରିବା ଦ୍ୱାରା ଇଂଲଣ୍ଡ କ୍ରିକେଟ ଦଳର ମନୋବଳ ବୃଦ୍ଧି ପାଇଛି। ଚଳିତ ଦିନିକିଆ ବିଶ୍ୱକପ୍ରେ ଆଗକୁ ଖେଳାଯିବାକୁଥିବା ମ୍ୟାଚଗୁଡ଼ିକରେ ଦଳ ଏହାର ପ୍ରଦର୍ଶନରେ ସୁଧାର ଆଣିବ ବୋଲି ମନେକରୁଛି। ଇଂଲଣ୍ଡ ଏହାର...
ଆଥ୍ଲେଟଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସିଆନ ପାରା ଗେମ୍ସର ଆଥ୍ଲେଟ୍ସଙ୍କ ପାଇଁ ଶୁକ୍ରବାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ୭ ଜଣ ଓଡ଼ିଆ ପାରା ଆଥ୍ଲେଟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରାଯାଇଛି।...
ପୁଣି ହାରିଲା ପାକିସ୍ତାନ
ବେଙ୍ଗାଲୁରୁ, ୨୦।୧୦: ବିଶ୍ୱକପ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନକୁ ପରାସ୍ତ କରିଛି। ଡେଭିଡ ଓ୍ବାର୍ନର ଓ ମିଚେଲ ମାର୍ଶଙ୍କ ରେକର୍ଡ ଦ୍ୱିଶତକୀୟ ଓପନିଂ ଭାଗୀଦାରିପରେ ବୋଲରଙ୍କ ମିଳିତ ଅବଦାନ ବଳରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୬୨ ରନରେ ପରାସ୍ତ କରିଛି।...
ଏବେ ଚିନ୍ତାରେ ଭାରତ: ପାଣ୍ଡ୍ୟାଙ୍କ ସ୍ଥାନରେ ଖେଳିବେ…
ପୁଣେ,୨୦।୧୦: ପୁଣେରେ ଖେଳା ଯାଇଥିବା ଭାରତ-ବାଂଲାଦେଶ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏନେଇ ଶେଷରେ ତାଙ୍କୁ ମଇଦାନ ଛାଡିବାକୁ ପଡ଼ିଥିଲା। ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା...
ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍ ହେଲେ ଶ୍ରୀଲଙ୍କାର ଷ୍ଟାର ପେସ୍ ବୋଲର ମାଲିଙ୍ଗା
ମୁମ୍ବାଇ,୨୦ା୧୦: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ମୁମ୍ବାଇ ଇଣ୍ଡିଆନ୍ସ ଶୁକ୍ରବାର ବିଧିବଦ୍ଧ ଭାବେ ଶ୍ରୀଲଙ୍କାର ପୂର୍ବତନ ପେସ୍ ବୋଲର ଲସିଥ ମାଲିଙ୍ଗାଙ୍କୁ ବୋଲିଂ କୋଚ୍ ଭାବେ ନିଯୁକ୍ତି ଦେଇଛି। ଶେନ ବଣ୍ଡ୍ଙ୍କ ପରେ ଏହି ସ୍ଥାନ ଖାଲିପଡ଼ିଥିଲା। ୪୦...
‘ଟିମ୍ ଇଣ୍ଡିଆକୁ କାହାର ନଜର ନ ଲାଗୁ’
ପୁଣେ,୨୦।୧୦: ଆଇସିସି କ୍ରିକେଟ ବିଶ୍ୱକପ୍ ୨୦୨୩ରେ ଟିମ୍ ଇଣ୍ଡିଆ ଗୁରୁବାର ଟୁର୍ନାମେଣ୍ଟରେ ଲଗାତାର ଚତୁର୍ଥ ବିଜୟ ହାସଲ କରିଥିଲା। ମ୍ୟାଚ୍କୁ ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବଂ ଉଇକେଟକିପର ବ୍ୟାଟ୍ସମ୍ୟାନ୍ କେଏଲ୍ ରାହୁଲ ଫିନିଶ କରିଥିଲେ। ବିଜୟ ପରେ ପାଭିଲିୟନ...
ପାକିସ୍ତାନୀ ବୋଲର୍ ହରିସ ରାଉଫ୍ଙ୍କୁ କନ୍ଦାଇଦେଲେ ଏହି ଦୁଇ ବ୍ୟାଟ୍ସମ୍ୟାନ୍; ଗୋଟିଏ ଓଭରରେ ମାରିଲେ ୪,୬,୧,୪,୪,୪ ରନ୍
ବେଙ୍ଗାଲୁରୁ,୨୦।୧୦: ବିଶ୍ୱକପ୍ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନ ମୁହାଁମୁହିଁ ହେଉଛନ୍ତି। ମ୍ୟାଚ୍ରେ ପାକିସ୍ତାନ ଅଧିନାୟକ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ହେଁ ଏହା ତାଙ୍କ ଲାଗି ଭୁଲ ସାବ୍ୟସ୍ତ ହୋଇଛି। କାରଣ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ ଡେଭିଡ ଓ୍ବାର୍ନର...
୮ ବର୍ଷ ପରେ ବୋଲିଂ କଲେ ବିରାଟ: ବିଶ୍ୱକପ୍ରେ ଏହାଥିଲା ଚତୁର୍ଥ ଓଭର
ପୁଣେ,୨୦ା୧୦: ପୁଣେରେ ଖେଳା ଯାଇଥିବା ବାଂଲାଦେଶ ବିପକ୍ଷ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ପଡ଼ିଆ ଛାଡିବାକୁ ପଡ଼ିଥିଲା। ମ୍ୟାଚ୍ର ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ...
Archives


