Odisha Elections 2024

ଖେଳ

ଟସ୍‌ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ଭାରତୀୟ ଦଳରେ ୨ ପରିବର୍ତ୍ତନ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁ ସୁଯୋଗ

ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ...

ଆଜିଠୁ ପଞ୍ଚମ ଟେଷ୍ଟ: ଭାରତର ଲକ୍ଷ୍ୟ ୪-୧ରେ ସିରିଜ ବିଜୟ

ଧର୍ମଶାଳା, ୭।୩ (ପି.ଟି.): ଭାରତ ଓ ଇଂଲଣ୍ଡ ମଧ୍ୟରେ ଚଳିତ ସିରିଜର ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବ। ଭାରତ ୩-୧ରେ ଅଗ୍ରଣୀ ରହିବା ସହ ସିରିଜକୁ ଆଗୁଆ ଜିତି ସାରିଛି। ଏବେ ଅନ୍ତିମ...

ଖେଲୋ ଇଣ୍ଡିଆ ପଦକ ବିଜେତାଙ୍କୁ ମିଳିବ ସରକାରୀ ଚାକିରି: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬ା୩: ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) କ୍ରୀଡ଼ା ବିଭାଗ ସହଯୋଗରେ ଆଥଲେଟମାନଙ୍କ ନିଯୁକ୍ତି, ପଦୋନ୍ନତି ଏବଂ ପ୍ରୋତ୍ସାହନ ଢାଞ୍ଚାରେ ବ୍ୟାପକ ସଂସ୍କାର ଅଣାଯାଇଛି। ମାର୍ଚ୍ଚ ୪ ରେ ଜାରି ହୋଇଥିବା ଏକ ମେମୋରାଣ୍ଡମରେ ଉପସ୍ଥାପିତ ଏହି...

ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ହକି ପାଇଁ ଭାରତର ଡ୍ର ଘୋଷିତ, ନ୍ୟୁଜିଲାଣ୍ଡ ବିପକ୍ଷରେ ଅଭିଯାନ ଆରମ୍ଭ

ଲାଉସାନ୍ନେ,୬ା୩: ପ୍ୟାରିସ୍‌ ୨୦୨୪ ପାଇଁ ବୁଧବାର ପୁରୁଷ ହକି ଦଳର ଡ୍ର ଘୋଷଣା କରାଯାଇଛି। ଭାରତୀୟ ଦଳ ପୁଲ୍‌ ବି’ରେ ସ୍ଥାନ ପାଇଥିବା ବେଳେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳି ଦଳ ଅଭିଯାନ ଆରମ୍ଭ କରିବ। ଟୋକିଓ ୨୦୨୦ରେ...

ଫିଟନେସ୍‌ରେ ସୁଧାର ଆଣିବା ପାଇଁ ସେନା ସହିତ ଟ୍ରେନିଂ କରିବ ପାକିସ୍ତାନ କ୍ରିକେଟ୍‌ ଟିମ୍‌

ନୂଆଦିଲ୍ଲୀ,୬ା୩: ପାକିସ୍ତାନ କ୍ରିକେଟ୍‌ ଟିମ୍‌ର ଖେଳାଳିଙ୍କ ଫିଟନେସ୍‌ ପାଇଁ ଚିନ୍ତାରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)। ନିକଟ ଅତୀତରେ ଅନେକ ମ୍ୟାଚ୍ ସମୟରେ ପାକିସ୍ତାନର ପୂର୍ବତନ ଖେଳାଳିମାନେ ନୂଆ ଯୁବ ଖେଳାଳୀ ମାନଙ୍କର ଫିଟନେସକୁ ନେଇ ପ୍ରଶ୍ନ ଉଠାଉଥିଲା ବେଳେ...

ଚେତା ହରାଉଥିବା ସତ୍ତ୍ୱେ ଅଶ୍ୱିନଙ୍କୁ ମା’ ପଚାରିଥିଲେ ଗୋଟିଏ ପ୍ରଶ୍ନ, ମନେ ପକାଇଲେ…

ଧର୍ମଶାଳା,୬।୩: ଭାରତ-ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ଗୁରୁବାରଠାରୁ ଟେଷ୍ଟ ସିରିଜର ୫ମ ତଥା ଅନ୍ତିମ ମୁକାବିଲା ଆରମ୍ଭ ହେବ। ଏହି ମ୍ୟାଚ୍‌ ଅଶ୍ୱିନଙ୍କ ପାଇଁ ସ୍ବତନ୍ତ୍ର ହେବ। କାରଣ ସେ ନିଜ କ୍ୟାରିୟରର ୧୦୦ତମ ଟେଷ୍ଟ ଖେଳିବେ। ତେବେ ଏହି ମ୍ୟାଚ୍‌...

ଅଶ୍ୱିନଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଳୀ,୬।୩: ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ତାଙ୍କର ୧୦୦ତମ ଟେଷ୍ଟର ଦ୍ୱାର ଦେଶରେ ଅଛନ୍ତି। ଧର୍ମଶାଳାରେ ଇଂଲଣ୍ଡ ବିପକ୍ଷରେ ପଞ୍ଚମ ଟେଷ୍ଟରେ ପ୍ରବେଶ କରିବା ମାତ୍ରେ ଅଶ୍ୱିନ ଏହି ମାଇଲଖୁଣ୍ଟ ହାସଲ କରିବେ। ଅଶ୍ୱିନ ଏହି ସଫଳତା ହାସଲ କରି...

ପ୍ରଥମଥର ଏମିତି କାରନାମା କଲେ ଯଶସ୍ବୀ ଜୟସ୍ବାଲ

ନୂଆଦିଲ୍ଲୀ,୬।୩: ନିକଟରେ ଆଇସିସି ସଦ୍ୟ ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ଟିମ ଇଣ୍ଡିଆର ଖେଳାଳିମାନେ ବହୁତ ଉପକୃତ ହୋଇଛନ୍ତି। ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ପ୍ରଥମ ଥର ପାଇଁ ଶ୍ରେଷ୍ଠ ୧୦ରେ ପହଞ୍ଚିଛନ୍ତି। ର଼୍ୟାଙ୍କିଙ୍ଗରେ ବିରାଟ କୋହଲି ଏବଂ...

ଧର୍ମଶାଳା ଟେଷ୍ଟ ମ୍ୟାଚ ପାଇଁ ପ୍ଲେଇଙ୍ଗ୍‌-୧୧ ଘୋଷଣା କଲା ଇଂଲଣ୍ଡ : ଏହିସବୁ ଖେଳାଳିଙ୍କୁ ମିଳିଲା ସ୍ଥାନ

ଧର୍ମଶାଳା,୬।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ଗୁରୁବାର ଠାରୁ ଧର୍ମଶାଳାରେ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ ପାଇଁ ଇଂଲଣ୍ଡ ପ୍ଲେଇଙ୍ଗ୍‌-୧୧ ଘୋଷଣା କରିଛି। ଦଳ ପ୍ଲେଇଙ୍ଗ୍‌-୧୧ରେ ମଧ୍ୟ ପରିବର୍ତ୍ତନ ଆଣିଛି।...

ଧର୍ମଶାଳାରେ ପହଞ୍ଚିଲେ ରିଙ୍କୁ, ଭାରତ ପାଇଁ କରିବେ ଟେଷ୍ଟ ଡେବ୍ୟୁ!

ନୂଆଦିଲ୍ଲୀ,୬।୩: ରିଙ୍କୁ ସିଂଙ୍କ ରୂପରେ ଭାରତ ଏପରି ବ୍ୟାଟର ପାଇଛି, ଯାହାକୁ ଭବିଷ୍ୟତର ଫିନିସର କୁହାଯାଉଛି। ଭାରତୀୟ ଦଳରେ ତାଙ୍କୁ ଦିଆଯାଇଥିବା ସୁଯୋଗର ବ୍ୟବହାର ରିଙ୍କୁ ବର୍ତ୍ତମାନ ପର୍ଯ୍ୟନ୍ତ ଭଲ କରିଛନ୍ତି। ରିଙ୍କୁ ଭାରତ ପାଇଁ ହ୍ବାଇଟ୍‌ ବଲ କ୍ରିକେଟ...

ନ୍ୟୁୟର୍କରେ ଖାଲି ପଡ଼ିଥିବା ଜମିରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ, ପ୍ରସ୍ତୁତିର ଭିଡିଓ ଶେୟାର କଲା ଆଇସିସି

ନୂଆଦିଲ୍ଲୀ,୬।୩: ଆଇସିସି ଟି -୨୦ ବିଶ୍ୱକପ୍‌ ୨୦୨୪ ଜୁନ ୧ରୁ ଆରମ୍ଭ ହେବ । ଏଥିରେ ଭାରତର ପ୍ରଥମ ମ୍ୟାଚ ଆୟର୍ଲାଣ୍ଡ ବିପକ୍ଷରେ ରହିଛି। ଏହି ମ୍ୟାଚ ୫ ଜୁନ୍‌ରେ ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯିବ। ଏଥର ଟିମ...

ରେକର୍ଡଧାରୀ ସ୍ପିନର ନଦିମଙ୍କ ଅବସର

କୋଲକାତା, ୬ା୩ (ପି.ଟି.): ଭାରତ ପାଇଁ ଦୁଇଟି ଟେଷ୍ଟ ମ୍ୟାଚ ଖେଳିଥିବା ଝାଡ଼ଖଣ୍ଡର ବାମହାତୀ ସ୍ପିନର ଶାହାବାଜ ନଦିମ ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ଜାତୀୟ ଦଳକୁ ଫେରିବା ସୁଯୋଗ ନ ଥିବା ଅନୁଭବ କରି ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri