ଖେଳ

‘ମୁଁ କଣ କରିବି’, ରୋହିତଙ୍କ ସହ ସେଲଫି ନେବା ବେଳେ ସ୍ବିଚଅଫ ହେଲା ଫୋନ, ତା’ପରେ…

ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ବର୍ତ୍ତମାନ ସମୟର ସବୁଠାରୁ ଲୋକପ୍ରିୟ କ୍ରିକେଟର । ରୋହିତ ଯେଉଁଠାକୁ ଯାଆନ୍ତି, ତାଙ୍କ ସହିତ ସେଲଫି ନେବାକୁ ଉତ୍ସାହୀ ପ୍ରଶଂସକଙ୍କ ଭିଡ଼ ଲାଗି ରହିଥାଏ। ୨୦୨୬ ଆଇପିଏଲର ଆଗାମୀ ମ୍ୟାଚ୍…

ଅଡ଼ୁଆରେ ଏହି ୨ କ୍ରିକେଟର୍‌: ଡୋପ୍‌ ଟେଷ୍ଟ ପାଇଁ ହେଲେନି ହାଜର

ନୂଆଦିଲ୍ଲୀ,୯।୫: ଡୋପ ଟେଷ୍ଟ ପାଇଁ ଉପସ୍ଥିତ ନ ହେବା ପାଇଁ NADA ଭାରତୀୟ କ୍ରିକେଟ ଦଳର ଦୁଇ ଉଦୀୟମାନ ଖେଳାଳିଙ୍କୁ ନୋଟିସ ଜାରି କରିଛି। ଏହି ଖେଳାଳିମାନେ ହେଉଛନ୍ତି ଯଶସ୍ବୀ ଜୟସ୍ବାଲ ଏବଂ ଶେଫାଳୀ ବର୍ମା। ଯଶସ୍ବୀ ବର୍ତ୍ତମାନ IPL 2026ରେ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଛି। ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କଠାରୁ ବିରାଟ କୋହଲି,…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ମା’ ସମଲେଶ୍ୱରୀ ଇଲେଭେନ ଦଳ, ଅତାବିରା ହ୍ବାଇଟ ହର୍ଷକୁ ୪ ୱିକେଟରେ…

ଆଉ Video କରିପାରିବେ ନାହିଁ ଅର୍ଶଦୀପ, ଖେଳାଳିଙ୍କ ପରିବାର ଉପରେ ବି ଲଗାଗଲା ରୋକ

ନୂଆଦିଲ୍ଲୀ,୮।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର କଡ଼ା ଆଭିମୁଖ୍ୟ ପରେ ଏବେ ଆଇପିଏଲ୍‌ ଫ୍ରାଞ୍ଚାଇଜ ଗୁଡ଼ିକ ନିଜ ନିଜ ଖେଳାଳିଙ୍କ ଉପରେ ଶୃଙ୍ଖଳାଗତ କଟକଣା ଲଗାଇବା ଆରମ୍ଭ କରିଛନ୍ତି। ବିଶେଷ କରି ସୋସିଆଲ ମିଡିଆ ଏବଂ ସୁରକ୍ଷା ବ୍ୟବସ୍ଥାକୁ…

କାରୁଆନାଙ୍କୁ ହରାଇଲେ ଗୁକେଶ

ଓ୍ବାର୍‌ସ,୮ା୫: ବିଶ୍ୱ ଚାମ୍ପିୟନ ଡି. ଗୁକେଶ ଏଠାରେ ଚାଲିଥିବା ସୁପର ରାପିଡ ଓ ବ୍ଲିଜ୍‌ ଟୁର୍ନାମେଣ୍ଟର ରାପିଡ୍‌ ପ୍ରତିଯୋଗିତାର ୯ମ ତଥା ଫାଇନାଲ ରାଉଣ୍ଡରେ ଆମେରିକୀୟ ଗ୍ରାଣ୍ଡମାଷ୍ଟର ଫାବିଆନୋ କାରୁଆନାଙ୍କୁ ହରାଇ ଦେଇଛନ୍ତି। ଏହି ବିଜୟ ଦ୍ୱାରା ଗତ କିଛି ମାସ…

ଆଇପିଏଲ୍‌: ଖେଳାଳିଙ୍କ ପ୍ରକୋଷ୍ଠରେ ଲାଗିଲା ପ୍ରବେଶ କଟକଣା

ନୂଆଦିଲ୍ଲୀ,୮ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ହନି ଟ୍ରାପ୍‌, ଆଇନଗତ ଦାୟିତ୍ୱ ଓ ସୁରକ୍ଷାଗତ ବିପଦ ସମ୍ଭାବନା ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଚେତାବନୀ ଦିଆଯାଇଛି। ବୋର୍ଡର ଦୁର୍ନୀତି ନିବାରଣ ୟୁନିଟ୍‌ ଦ୍ୱାରା ପ୍ରୋଟୋକଲ ଉଲ୍ଲଂଘନ ଏବଂ…

ଆଇପିଏଲ୍‌ ଡଗଆଉଟ୍‌ରେ ଅଣସ୍ବୀକୃତି ପ୍ରାପ୍ତ ଲୋକ: ଚିନ୍ତା ପ୍ରକଟ କଲା ଏସିଏସ୍‌ୟୁ

ନୂଆଦିଲ୍ଲୀ,୮ା୫: ଆଇପିଏଲ୍‌ର ଆଣ୍ଟି କରପଶନ ଏବଂ ସିକ୍ୟୁରିଟି ୟୁନିଟ୍‌ (ଏସିଏସ୍‌ୟୁ) ଚଳିତ ସିଜନରେ ଦଳର ଡଗ୍‌ଆଉଟ୍‌, ବସ୍‌, ହୋଟେଲ, ଖେଳାଳି ଓ ମ୍ୟାଚ୍‌ ଅଫିସିଆଲ୍ସ ଏରିଆ (ପିଏମ୍‌ଓଏ)ରେ ଅଣସ୍ବୀକୃତିପ୍ରାପ୍ତ ବ୍ୟକ୍ତିଙ୍କ ଉପସ୍ଥିତିକୁ ନେଇ ଚିନ୍ତା ବ୍ୟକ୍ତି କରିଛି। ଏଥିଯୋଗୁ ବିସିସିଆଇ ପକ୍ଷରୁ…

ନିଜ ଗୋଡ଼ରେ କୁରାଢ଼ି ମାରିଲେ ବିରାଟ କୋହଲି: ‘ଜିରୋ’ରେ ଆଉଟ୍‌ ହେବାପରେ ଖୋଲିଗଲା ସବୁ ରାଜ୍‌

ନୂଆଦିଲ୍ଲୀ,୮।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୬ରେ ଚତୁର୍ଥ ପରାଜୟ ବରଣ କରିଛି। ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଡିଫେଣ୍ଡିଂ ଚାମ୍ପିଅନ, ଆରସିବି ୯ ରନରେ ପରାସ୍ତ ହୋଇଛି। ଏହା ଦଳର ଲଗାତାର ଦ୍ୱିତୀୟ ପରାଜୟ। ସଂଯୋଗବଶତଃ ପୁଣି ଥରେ ଦଳର ପରାଜୟ…

ଟି-୨୦ ଅଧିନାୟକ ପଦରୁ ବିଦା ଦେବେ ସୂର୍ଯ୍ୟକୁମାର: ଏହି କ୍ରିକେଟର୍‌ଙ୍କୁ ମିଳିବ ଦାୟିତ୍ୱ

ନୂଆଦିଲ୍ଲୀ,୮।୫: ୨୦୨୬ ଆଇପିଏଲ ସିଜିନ ଶେଷ ହେବା ପରେ ଅନ୍ତର୍ଜାତୀୟ କ୍ରିକେଟ ପୁଣି ଥରେ ଆରମ୍ଭ ହେବା ସହିତ ଟିମ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହୋଇପାରେ। କିଛି ସପ୍ତାହ ପୂର୍ବରୁ ଭାରତୀୟ ଦଳକୁ ଟି-୨୦ ବିଶ୍ୱକପ ବିଜୟୀ କରାଇଥିବା ଅଧିନାୟକ ସୂର୍ଯ୍ୟକୁମାର…

ସୂର୍ଯ୍ୟକୁମାର ଯାଦବଙ୍କୁ ହଟାଇ ଶ୍ରେୟସ ଆୟର ହେବେ T-20 କ୍ୟାପେଟେନ, ଟିମ ଇଣ୍ଡିଆରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୮।୫: ସୂର୍ଯ୍ୟକୁମାର ଯାଦବ ଭାରତୀୟ T-20 ଦଳର ଅଧିନାୟକ ପଦ ହରାଇବାକୁ ଯାଉଛନ୍ତି। ଏହା ପ୍ରାୟତଃ ନିଶ୍ଚିତ ଯେ ୨୦୨୬ ଆଇପିଏଲ ସିଜିନ ପରେ ତାଙ୍କ ଉପରେ କୁଠାରଘାତ ପଡ଼ିବ। ଏହା ବୁଝାପଡୁଛି ଯେ ଜୁନରେ ବରିଷ୍ଠ ଦଳର ଚୟନକର୍ତ୍ତାମାନେ ବୈଠକ…

IPL Record: ପରାଜୟ ପରେ ବି ଇତିହାସ ରଚିଲା RCB, ଭାଙ୍ଗିଲା CSKର ବଡ଼ ରେକର୍ଡ

ନୂଆଦିଲ୍ଲୀ,୮।୫: ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ହାତରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯ ରନରେ ପରାଜୟ ବରଣ କରିଥିଲା। ଏହି ବର୍ଷା ପ୍ରଭାବିତ ପ୍ରତିଯୋଗିତାରେ ଲକ୍ଷ୍ନୌ ପ୍ରଥମେ ବ୍ୟାଟିଂ କରି 19 ଓଭରରେ ମୋଟ 209 ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?