ବ୍ୟାଡମିଣ୍ଟନରେ ସ୍ବସ୍ତିକ-ଚିରାଗ ଯୋଡିଙ୍କୁ ସ୍ବର୍ଣ୍ଣ…
ହାଙ୍ଗଝୋ,୭।୧୦: ଏସିଆନ ଗେମ୍ସରେ ସ୍ବସ୍ତିକ-ଚିରାଗ ଯୋଡି ବ୍ୟାଡମିଣ୍ଟନ ପୁରୁଷ ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଭାରତ ପ୍ରଥମ ଥର ପାଇଁ ଏସୀୟ ଗେମ୍ସରେ ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଛି। ଏହି ଯୋଡି କମନୱେଲଥ ଗେମ୍ସରେ ସ୍ବର୍ଣ୍ଣ ଏବଂ ଗତ ବର୍ଷ...
ଟସ ଜିତିଲା ଶ୍ରୀଲଙ୍କା ପ୍ରଥମେ ବୋଲିଂ ନିଷ୍ପତ୍ତି, ଦକ୍ଷିଣ ଆଫ୍ରିକା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ…
ନୂଆଦିଲ୍ଲୀ,୭।୧୦: କ୍ରିକେଟ ବିଶ୍ୱକପର ଚତୁର୍ଥ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଖେଳାଯାଉଛି। ମ୍ୟାଚରେ ଶ୍ରୀଲଙ୍କା ଅଧିନାୟକ ସାନୁଦ ଶାନାକା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ଦକ୍ଷିଣ ଆଫ୍ରିକା...
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ବାଂଲାଦେଶ
ଧର୍ମଶାଳା,୭।୧୦: ବିଶ୍ୱକପ୍ ୨୦୨୩ ତୃତୀୟ ମ୍ୟାଚ ଶନିବାର ଆଫଗାନିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଛି। ବାଂଲାଦେଶ ଅଧିନାୟକ ଶାକିବ ଉଲ ହସନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।...
ଆଜି ୨ ମହାମୁକାକିଲା
ଧର୍ମଶାଳା,୭।୧୦: ବିଶ୍ୱକପ୍ ୨୦୨୩ରେ ଶନିବାର ଦୁଇଟି ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚରେ ଆଫଗାନିସ୍ତାନ ଦଳ ବାଂଲାଦେଶକୁ ଭେଟିବ। ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଏବଂ ଶ୍ରୀଲଙ୍କା ମଧ୍ୟରେ ଅଛି। ବାଂଲାଦେଶ-ଆଫଗାନିସ୍ତାନ ମ୍ୟାଚ ପୂର୍ବାହ୍ନ ୧୦.୩୦ରେ ଧର୍ମଶାଳାରେ ଆରମ୍ଭ ହେବ। ସେହିପରି...
ବିଶ୍ୱକପ୍ରେ ପିତା-ପୁତ୍ର
ରୋଜର ବିନ୍ନି-ଷ୍ଟୁଆର୍ଟ ବିନ୍ନି ଭାରତର ପ୍ରଥମ ବିଶ୍ୱକପ୍ ବିଜେତା ଦଳରେ ହାଇଏଷ୍ଟ ଉଇକେଟ ଟେକର ତଥା ବର୍ତ୍ତମାନ ଭାରତୀୟ କ୍ରିକେଟ ବୋର୍ଡର ସଭାପତି ରୋଜର ବିନ୍ନି ଓ ତାଙ୍କ ପୁଅ ଷ୍ଟୁଆର୍ଟ ବିନ୍ନି ଭାରତ ପାଇଁ ବିଶ୍ୱକପ୍ ଖେଳିଛନ୍ତି। ରୋଜର...
ଏସିଆନ ଗେମ୍ସ: ୧୦୦ ପଦକ ଜିତି ଇତିହାସ ରଚିଲା ଭାରତ
ହାଝଙ୍ଗୋ,୭।୧୦: ଏସିଆନ ଗେମ୍ସ ୨୦୨୩ରେ ଭାରତ ୧୦୦ ପଦକ ଜିତି ଇତିହାସ ସୃଷ୍ଟି କରିଛି। ଖବର ଲେଖିବା ପର୍ଯ୍ୟନ୍ତ, ଏଥିରେ ୨୫ ସ୍ବର୍ଣ୍ଣ ରହିଛି। ଫାଇନାଲରେ ଚାଇନାର ତାଇପେଇକୁ ପରାସ୍ତ କରି ଭାରତର ମହିଳା କବାଡି ଦଳ ସ୍ବର୍ଣ୍ଣ ଜିତି...
ଏସିଆଡ୍ ସ୍ବର୍ଣ୍ଣ ଜିତିବାରେ ଅମିତ୍ ୫ମ ଓଡ଼ିଆ
ଭୁବନେଶ୍ୱର, ୭।୧୦ (ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଚାଲିଥିବା ଏସିଆନ ଗେମ୍ସର ପୁରୁଷ ହକିରେ ଭାରତ ସ୍ବର୍ଣ୍ଣ ପଦକ ହାସଲ କରିଛି। ଫଳରେ ଭାରତୀୟ ଦଳକୁ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମଧ୍ୟ ଯୋଗ୍ୟତା ମିଳିଯାଇଛି। ଭାରତୀୟ ଦଳର ସଦସ୍ୟଭାବେ ଅମିତ...
ଭାରତ-ଆଫଗାନିସ୍ତାନ ଫାଇନାଲ
ହାଙ୍ଗ୍ଝୋ, ୭ା୧୦ (ପି.ଟି.): ବାଂଲାଦେଶକୁ ୯ ଉଇକେଟରେ ହରାଇ ଭାରତ ଏସିଆନ ଗେମ୍ସ କ୍ରିକେଟ ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛି। ଶନିବାର ଖେଳାଯିବାକୁଥିବା ସ୍ବର୍ଣ୍ଣ ପଦକ ମୁକାବିଲାରେ ଦଳ ଆଫଗାନିସ୍ତାନକୁ ଭେଟିବ। ଆଫଗାନିସ୍ତାନ ଅନ୍ୟ ସେମିଫାଇନାଲରେ ୪ଉଇକେଟରେ ପାକିସ୍ତାନକୁ ପରାସ୍ତ...
ବଜରଙ୍ଗ ପଦକ ଶୂନ୍ୟ
ହାଙ୍ଗ୍ଝୋ, ୭ା୧୦ (ପି.ଟି.): ସିଲେକ୍ସନ ଟ୍ରାଏଲ୍ ବିନା ଏସିଆନ ଗେମ୍ସରେ ଭାଗ ନେଇଥିବା କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ଏସିଆନ ଗେମ୍ସରୁ ବିନା ପଦକରେ ଲଜ୍ଜାଜନକ ବିଦାୟ ନେବାକୁ ପଡ଼ିଛି। ଅନ୍ୟପକ୍ଷରେ ପ୍ରତିଭାସମ୍ପନ୍ନ ଅମନ ଶେରାଓ୍ବତଙ୍କ ସମେତ ଅନ୍ୟ ୩ ଭାରତୀୟ...
ପ୍ରଥମ ଥର ୧୦୦ ପଦକ ଛୁଇଁବ ଭାରତ
ହାଙ୍ଗଝୋ, ୭।୧୦ (ପି.ଟି.): ଚଳିତ ଏସିଆନ ଗେମ୍ସରେ ଭାରତ ଐତିହାସିକ ସଫଳତା ହାସଲ କରିବାକୁ ଯାଉଛି। ପ୍ରଥମଥର ପାଇଁ ଭାରତ ପଦକ ସଂଖ୍ୟାରେ ଶତକ ସ୍ପର୍ଶ କରିବା ନିଶ୍ଚିତ ହୋଇଯାଇଛି। ଶୁକ୍ରବାର ଭାରତୀୟ ରେସଲରମାନେ ୩ ପଦକ ଜିତିଥିବାବେଳେ ସିପକ୍ଟାକ୍ରରୁ...
ଓଡ଼ିଶା ଦଳର ନେତୃତ୍ୱ ନେବେ ଆଶୀର୍ବାଦ
କଟକ,୭ା୧୦(ସୁପ୍ରିୟା ପ୍ରିୟଦର୍ଶିନୀ): ୧୯ବର୍ଷରୁ କମ୍ ବାଳକ ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଭିନୁ ମଙ୍କଡ ଟ୍ରଫି ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ଏଥି ପାଇଁ ଓଡିଶା କ୍ରିକେଟ ଆଶୋସିଏଶନ ପକ୍ଷରୁ ରାଜ୍ୟ ଦଳ ଘୋଷଣା କରାଯାଇଛି। ଶୁକ୍ରବାର ଓସିଏ ସମ୍ମିଳନୀ...
ବାପାଙ୍କ ଆଶୀର୍ବାଦ ସର୍ବଦା ଅନୁଭବ କରେ: ଅମିତ
ସ୍ବର୍ଣ୍ଣ ବିଜୟ ନେଇ କେତେ ଆଶା ରହିଥିଲା, ପାଇବା ପରେ କିପରି ଅନୁଭବ ହେଉଛି ? ପ୍ରତିଯୋଗିତାକୁ ଉଚ୍ଚ ଆଶାନେଇ ଆସିଥିଲୁ। ସ୍ବର୍ଣ୍ଣ ପଦକ ଜିତିଲେ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ହାସଲ ହୋଇପାରିବ ବୋଲି ଜାଣିଥିଲୁ। ତେଣୁ ଏହା...
Archives


