ଖେଳ

ଜିଏମ୍‌ ଜୟସନ୍‌ଙ୍କୁ ହରାଇଲେ ପ୍ରିଅଂଶ

ଭୁବନେଶ୍ୱର, ୩୧।୧(ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଫେଷ୍ଟିଭାଲର ଚତୁର୍ଥ ରାଉଣ୍ଡ ଖେଳ ମଙ୍ଗଳବାର ଶେଷ ହୋଇଛି। ଓଡ଼ିଆ ଖେଳାଳି ପ୍ରିଅଂଶ ଦାସ ଚମତ୍କାର ଖେଳ ପ୍ରଦର୍ଶନ କରି ୯୫ତମ ଚାଲ୍‌ରେ…

ବିଶ୍ୱ କ୍ରିକେଟରେ ଚାଲିବ ଜୟ ଶାହାଙ୍କ ଦବ୍‌ଦବା? ଖୁବ୍‌ଶୀଘ୍ର ବିସିସିଆଇ ସଚିବଙ୍କୁ ମିଳିପାରେ ବଡ଼ ପଦବୀ

ନୂଆଦିଲ୍ଲୀ,୩୦।୧: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ସର୍ବୋଚ୍ଚ ପଦରେ ପୁଣିଥରେ ଏକ ଭାରତୀୟଙ୍କୁ ଦେଖାଯାଇପାରେ। ଭାରତରେ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ସଚିବ ଜୟ ଶାହା ଚଳିତ ବର୍ଷ ଶେଷ ସୁଦ୍ଧା ଆଇସିସି ଅଧ୍ୟକ୍ଷଙ୍କ ଦାୟିତ୍ୱ ତୁଲାଇପାରନ୍ତି। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏନେଇ…

Shoaib Malik Video: କେବଳ ୫ ନୁହନ୍ତି ୫୦୦ ଝିଅ ଅଛନ୍ତି…ସାନିଆଙ୍କଠାରୁ ଅଲଗା ହେବା ପରେ ଶୋଏବଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିଜ ବୋଲିଂ ନଚେତ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ପରିସ୍ଥିତି ବଦଳିଛି। କ୍ରିକେଟ ନୁହେଁ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ସେ ଖବର ଶିରୋନାମାରେ ଅଛନ୍ତି। ନିକଟରେ ସେ ସାନିଆ ମିର୍ଜାଙ୍କୁ…

Mayank Agarwal Admitted ICU: କ୍ରିକେଟର ମୟଙ୍କ ଅଗ୍ରଓ୍ବାଲ ଆଇସିୟୁରେ ଭର୍ତ୍ତି, ପିଇବା ପାଣିରେ ବିଷାକ୍ତ ପଦାର୍ଥ ଥିବା ଆଶଙ୍କା…

ଅଗରତାଲା,୩୦।୧ : ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କ ହଠାତ ଅସୁସ୍ଥତା ସମ୍ପର୍କରେ ମଙ୍ଗଳବାର ସୂଚନା ସାମ୍ନାକୁ ଆସିଛି। ସେ ତ୍ରିପୁରାର ରାଜଧାନୀ ଅଗରତାଲାଠାରୁ ସୁରଟ ଅଭିମୁଖେ ଯାତ୍ରା କରୁଥିଲେ। ଏହି ସମୟରେ ହଠାତ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ତାଙ୍କୁ…

ଦୁର୍ଘଟଣା ପରେ ଲାଗିଥିଲା ଯେମିତି ମୋର ଶେଷ ସମୟ ଆସିଯାଇଛି: ପନ୍ତ

ନୂଆଦିଲ୍ଲୀ,୩୦।୧: ଟିମ୍‌ ଇଣ୍ଡିଆର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଡିସେମ୍ବର ୨୦୨୨ରେ ଭୟଙ୍କର କାର୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହାର ଭିଡିଓ ଓ ଫଟୋ ଭାଇରାଲ ହେବା ପରେ ପ୍ରଶଂସକମାନେ ଚିନ୍ତିତ ହୋଇପଡ଼ିଥିଲେ। ଏବେ ଦିନ ବିତିବା ସାଙ୍ଗକୁ ପନ୍ତ ସୁସ୍ଥ…

ଦର୍ଶକଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଲେ ଦିବ୍ୟା

ନୂଆଦିଲ୍ଲୀ,୩୦ା୧: ଭାରତୀୟ ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଦିବ୍ୟା ଦେଶମୁଖ ଦର୍ଶକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ନିକଟରେ ଦିବ୍ୟା ନେଦରଲାଣ୍ଡ୍ସର ଓ୍ବିକ୍‌ ଆନ୍‌ ଜିରେ ଟାଟା ଷ୍ଟିଲ୍‌ ମାଷ୍ଟର୍ସ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିଲେ। ଟୁର୍ନାମେଣ୍ଟରେ ତାଙ୍କ ଖେଳ ପରିବର୍ତ୍ତେ ତାଙ୍କର କେଶ,…

ବଢିଲା ରୋହିତ ଶର୍ମାଙ୍କ ସମସ୍ୟା

ନୂଆଦିଲ୍ଲୀ,୩୦।୧: ଫେବୃଆରୀ ୨ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା ଅନେକ ଅସୁବିଧାରେ ଥିବା ଜଣାପଡିଛି। ବିରାଟ କୋହଲି ଏବଂ ମହମ୍ମଦ ଶାମିଙ୍କ ଅଭାବର ସମ୍ମୁଖୀନ ହେଉଥିବା ଟିମ ଇଣ୍ଡିଆକୁ…

ଆଇପିଏଲ ୨୦୨୪ ପାଇଁ ପଞ୍ଜାବ କିଙ୍ଗ୍ସର ପ୍ରସ୍ତୁତି ଆରମ୍ଭ, ଦଳକୁ ନେଇ ଏଭଳି କହିଲେ ଶିଖର ଧାୱନ

ନୂଆଦିଲ୍ଲୀ,୩୦।୧: ପଞ୍ଜାବ କିଙ୍ଗ୍ସର ଅଧିନାୟକ ଶିଖର ଧାୱନ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଧାୱନଙ୍କ ସହ ପଞ୍ଜାବର ଅନ୍ୟ ଖେଳାଳିମାନେ ମଧ୍ୟ ଅଭ୍ୟାସ ଆରମ୍ଭ କରିଛନ୍ତି। କିନ୍ତୁ ଅଧିକାଂଶ ଖେଳାଳି ବର୍ତ୍ତମାନ ଅନ୍ୟ ଦଳ ପାଇଁ…

୨୦୨୫ ଏସିଆ କପ: ଏଥର ଦିନିକିଆ ବଦଳରେ ଟି -୨୦ ଫର୍ମାଟରେ ଖେଳାଯିବ, ହୋଷ୍ଟ କରିପାରେ ଏହି ଦେଶ

ନୂଆଦିଲ୍ଲୀ,୩୦।୧: ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଏସିଆ କପ ୨୦୨୩ ଟାଇଟଲ ଜିତିଥିଲା । ତେବେ ଏସିଆ କପ ୨୦୨୫ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏସିଆ କପ ୨୦୨୫ର ଫର୍ମାଟ ବଦଳିଯିବ। ବାସ୍ତବରେ…

ସେଲିବ୍ରେଶନ ପାଇଁ ପ୍ରସ୍ତୁତ ହୁଅ: କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୩୦।୧: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ଭାରତୀୟ ଦଳରେ ସରଫରାଜ ଖାନଙ୍କୁ ସାମିଲ କରାଯାଇଛି। କେଏଲ ରାହୁଲ ଏବଂ ଜାଡେଜା ଆହତ ହେବାରୁ ସରଫରାଜ ଖାନ, ୱାଶିଂଟନ ସୁନ୍ଦର ଏବଂ ସୌରଭ କୁମାରଙ୍କୁ ଦଳରେ ସାମିଲ କରାଯାଇଛି। ଦଳରେ ସରଫରାଜଙ୍କୁ…

ଭାରତକୁ ୫-୦ରେ ପରାସ୍ତ କରିବ ଇଂଲଣ୍ଡ, ରୋହିତ ଶର୍ମାକୁ ଚେତାବନୀ ଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୩୦।୧: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଛି। ପ୍ରଥମ ଇନିଂସରେ ଭାରତ ଭଲ ପ୍ରଦର୍ଶନ କରିଥିଲା। କିନ୍ତୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରୁଥିବା ବେଳେ ଦଳ ବିଫଳ ହୋଇଥିଲା। ଦ୍ୱିତୀୟ ଟେଷ୍ଟ…

୪ ବଡ଼ ଖେଳାଳିଙ୍କ ବିନା ପଡିଆକୁ ଓହ୍ଲାଇବ ଭାରତ

ବିଶାଖାପାଟନମ୍‌,୩୦।୧:ହାଇଦ୍ରାବାଦରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ପରାଜୟ ପରେ ଭାରତୀୟ ଦଳ ପ୍ରତ୍ୟାବର୍ତ୍ତନ ଉପରେ ନଜର ରଖିଛି। ଦ୍ୱିତୀୟ ଟେଷ୍ଟ ଫେବୃଆରୀ ୨ରୁ ବିଶାଖାପାଟନମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ଏକ ବଡ ଝଟ୍‌କା ଲାଗିଛି। ଦୁଇ ଅଭିଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?