ଦଳରୁ ବାଦ୍ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍’
ନୂଆଦିଲ୍ଲୀ,୧୨।୧୨: ଇଂଲଣ୍ଡ କ୍ରିକେଟ ଟିମ୍ ସୋମବାର ଭାରତ ଗସ୍ତ ଲାଗି ଦଳ ଘୋଷଣା କରିଛି। ଏହି ଟିମ୍ରେ ଇଂଲଣ୍ଡ ଅନୁଭବୀ ଅଲରାଉଣ୍ଡର କ୍ରିସ୍ ଓ୍ବକ୍ସଙ୍କୁ ସ୍ଥାନ ମିଳିନାହିଁ। ଫଳରେ ସେ ଭାରତ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରୁ ବାଦ୍…
୪୨ ବର୍ଷର ହେଲେ ଯୁବରାଜ
ନୂଆଦିଲ୍ଲୀ,୧୨।୧୨: ଯଦିଭାରତୀୟ କ୍ରିକେଟ ଦଳର ଇତିହାସରେ ଶ୍ରେଷ୍ଠ ଖେଳାଳିଙ୍କ ତାଲିକା ପ୍ରସ୍ତୁତ କରାଯାଏ, ତେବେ ଯୁବରାଜ ସିଂଙ୍କ ନାମ ନିଶ୍ଚିତ ଭାବେ ଟପ -୫ ରେ ରହିବ। କେବଳ ଗୋଟିଏ ନୁହେଁ ଭାରତ ଦୁଇଟି ବିଶ୍ୱକପ ଜିତିବାରେ ଯୁବରାଜ ସିଂ ଏକ…
ଗୁଗଲ୍ର ‘ଅଲ୍ ଟାଇମ୍ ମୋଷ୍ଟ୍ ସର୍ଚ୍ଚ’ ଭିଡିଓରେ ସାମିଲ ହେଲେ ବିରାଟ କୋହଲି
ନୂଆଦିଲ୍ଲୀ,୧୨।୧୨: ୨୦୨୩ ବର୍ଷ ଶେଷ ହେବାକୁ ଯାଉଛି। ଚଳିତବର୍ଷରେ ଗୁଗଲ୍ରେ ସର୍ବାଧିକ ଆଲୋଚନା ହୋଇଥିବା ବିଷୟକୁ ନେଇ ଏକ ଭିଡିଓ ପ୍ରସ୍ତୁତ କରିଛି। ଏହି ଭିଡିଓରେ ଏକମାତ୍ର କ୍ରିକେଟର୍ ଭାବେ ବିରାଟ କୋହଲି ସାମିଲ ହୋଇଛନ୍ତି। ଗୁଗଲ୍ ଏହି ଭିଡିଓରେ ବିଭିନ୍ନ…
କୋହଲି-ରୋହିତ ନୁହେଁ,ଏହି ଖେଳାଳିଙ୍କୁ ଗୁଗଲ୍ରେ ସବୁଠୁ ଅଧିକ ସର୍ଚ୍ଚ କରିଛନ୍ତି ଲୋକେ
ନୂଆଦିଲ୍ଲୀ,୧୨।୧୨: ୨୦୨୩ ବର୍ଷ ଶେଷ ହେବାକୁ ଯାଉଛି। ଏହି ବର୍ଷ କ୍ରିକେଟ ଦୁନିଆରେ ଅନେକ ବଡ ଟୁର୍ନାମେଣ୍ଟ ଖେଳାଯାଇଥିଲା। ପ୍ରତିବର୍ଷ ପରି ଗୁଗଲ ଚଳିତ ବର୍ଷର ଗୁଗ୍ଲ ଟ୍ରେଣ୍ଡ ବିଷୟରେ ସୂଚନା ଦେଇଛି। ୨୦୨୩ରେ ସର୍ବାଧିକ ସର୍ଚ୍ଚ ଯାଇଥିବା ବିଷୟ ଉପରେ…
ପ୍ରଥମ ଦିନରେ ଜୟନ୍ତୀ, ପଙ୍କଜ, ମଙ୍ଗତଙ୍କୁ ପଦକ
ଭୁବନେଶ୍ୱର,୧୧ା୧୨ (ସରୋଜ ଜେନା): ନୂଆଦିଲ୍ଲୀରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ପାରା ଗେମ୍ସରେ ଓଡ଼ିଶାକୁ ସଫଳତା। ପ୍ରଥମ ଦିନରେ ଜୟନ୍ତୀ ବେହେରା, ପଙ୍କଜ ଭୁଏ ଓ ମଙ୍ଗତ ହେମରାମ ପଦକ ବିଜୟୀ ହୋଇଛନ୍ତି। ମହିଳା ୧୦୦ ମିଟର ଦୌଡର ଟି-୪୭ ବର୍ଗରେ ଜୟନ୍ତୀ…
ନିର୍ବାଚନ ପୂର୍ବରୁ ମନ୍ତ୍ରୀ ଅନୁରାଗଙ୍କୁ ଭେଟିଲେ ବଜରଙ୍ଗ ଓ ସାକ୍ଷୀ
ନୂଆଦିଲ୍ଲୀ,୧୨ା୧୨: ସୋମବାର କେନ୍ଦ୍ର କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ଭେଟିଛନ୍ତି ଦୁଇ ଅଲିମ୍ପିକ୍ସ ପଦକ ବିଜେତା ରେସ୍ଲର ବଜରଙ୍ଗ ପୁନିଆ ଓ ସାକ୍ଷୀ ମଲିକ। ଆସନ୍ତା ଡିସେମ୍ବର ୨୧ ତାରିଖରେ ଭାରତୀୟ ରେସ୍ଲିଂ ମହାସଂଘ(ଡବ୍ଲ୍ୟୁଏଫ୍ଆଇ)ର ନିର୍ବାଚନ ରହିଥିବା ବେଳେ…
ଆଜିଠାରୁ କ୍ରିକେଟ୍ରେ ଏକ ନୂଆ ନିୟମର ହେବ ପରୀକ୍ଷା: ଜାଣନ୍ତୁ ରୋଚକ ନିୟମ ବିଷୟରେ…
ନୂଆଦିଲ୍ଲୀ,୧୨୧୨: ଆଜି ଠାରୁ ଅନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ନିୟମର ପରୀକ୍ଷା ଆରମ୍ଭ ହେବ। ଏହି ନିୟମର ନାମ ‘ଷ୍ଟପ କ୍ଲକ’ ରଖାଯାଇଛି। ଏହି ନିୟମର ଲାଗୁ ସହିତ ଫିଲ୍ଡିଂ ଦଳ ଓଭର ଶେଷ ହେବା ପରେ ଆଉ ଅଧିକ ସମୟ…
ଆଜି ଭାରତ- ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି୨୦ ମ୍ୟାଚ୍
ଜିକ୍ୱେବେରା,୧୨ା୧୨: ପ୍ରଥମ ମ୍ୟାଚ୍ ବର୍ଷାରେ ଧୋଇଯିବା ପରେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଖେଳିବ ଭାରତ। ଟି୨୦ ବିଶ୍ୱକପ ପୂର୍ବରୁ ଆଉ ମାତ୍ର ୫ଟି ମ୍ୟାଚ୍ ବାକି ରହିଥିବା ବେଳେ ଦଳ ଚୟନକୁ ନେଇ ଭାରତୀୟ ଟିମ୍…
ଆଜିଠୁ ବିଡବ୍ଲ୍ୟୁଏଫ ଟୁର୍ ସୁପର ୧୦୦
କଟକ,୧୨ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ମଙ୍ଗଳବାରଠାରୁ ଆରମ୍ଭ ହେବ ବିଡବ୍ଲ୍ୟୁଏଫ ଟୁର୍ ସୁପର-୧୦୦ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ। ଏହାକୁ ସଫଳ କରିବା ନିମନ୍ତେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତ ଶେଷ ହୋଇଛି ।…
ଫେରିବେ ପନ୍ଥ
ନୂଆଦିଲ୍ଲୀ,୧୨।୧୨: ଋଷଭ ପନ୍ଥ ଆଇପିଏଲ ୨୦୨୪ରୁ କ୍ରିକେଟ ମଇଦାନକୁ ଫେରିବେ। ସେ ପୁଣି ଥରେ ଦିଲ୍ଲୀ କ୍ୟାପିଟାଲ୍ସର କମାଣ୍ଡ ନେଉଥିବାର ନଜର ଆସିବେ। ଦିଲ୍ଲୀ କ୍ୟାପିଟାଲ୍ସ ନିଜେ ଏହା କହିଛି। ଡିସି ମ୍ୟାନେଜମେଣ୍ଟ କହିଛି ଯେ ପ୍ରାୟ ଏକ ବର୍ଷ ଧରି…
କୁଚ୍ ବିହାର ଟ୍ରଫି: ହାଇଦ୍ରାବାଦକୁ ମିଳିଲା ୩, ଓଡ଼ିଶା ୧ ପଏଣ୍ଟରେ ସନ୍ତୁଷ୍ଟ
ବରଗଡ଼,୧୨।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଏବଂ ଜିଲା କ୍ରିକେଟ ଆସୋସିଏଶନ ସହଯୋଗରେ ବରଗଡ଼ କ୍ରିଷ୍ଣା ବିକାଶ ଗ୍ରାଉଣ୍ଡରେ ଅନୁଷ୍ଠିତ ୧୯ବର୍ଷରୁ କମ୍ କୁଚ୍ ବିହାର ଟ୍ରଫିରେ ହାଇଦ୍ରାବାଦ-ଓଡ଼ିଶା ମ୍ୟାଚ୍ ଅମୀମାଂସିତ ଭାବେ ଶେଷ ହୋଇଛି । ହାଇଦ୍ରାବାଦ ପ୍ରଥମ…
ଏଏଫ୍ସି କପ୍: ବିଜୟ ସହ ନକ୍ ଆଉଟରେ ଓଏଫ୍ସି
ଭୁବନେଶ୍ୱର,୧୧ା୧୨: କଳିଙ୍ଗ ଷ୍ଟାଡିୟମରେଅନୁଷ୍ଠିତ ଏଏଫ୍ସି କପ୍ର ମ୍ୟାଚ୍ରେ ବସୁନ୍ଧରା କିଙ୍ଗ୍ସକୁ ୧-୦ରେ ପରାସ୍ତ କରିଛି ଓଡ଼ିଶା ଏଫ୍ସି(ଓଏଫ୍ସି)। ଏହି ବିଜୟ ସହିତ ଏଏଫ୍ସି କପ୍ର ନକ୍ ଆଉଟ ରାଉଣ୍ଡକୁ ଦଳ ଉତ୍ତୀର୍ଣ୍ଣ ହୋଇଛି। ଗ୍ରୁପ୍ ଡିରେ ସ୍ଥାନ ପାଇଥିବା ଓଏଫ୍ସି ୬…
Archives


