IND Vs ENG 1st Test: ଯଶସ୍ବୀଙ୍କ ବିସ୍ଫୋରକ ବ୍ୟାଟିଂ ସହ ପ୍ରଥମ ଦିନର ଖେଳ ଶେଷ, ଭାରତର ସ୍କୋର-୧୧୯/୧
ହାଇଦ୍ରାବାଦ,୨୫।୧: ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହୋଇଛି। ଗୁରୁବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମୁକାବିଲା ଆରମ୍ଭ ହୋଇଛି। ମ୍ୟାଚ୍ରେ ପ୍ରଥମେ ଟସ୍ ଜିତି ଇଂଲଣ୍ଡ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଦଳ…
ବକ୍ସିଂରୁ ଅବସର ନେଇ ନାହିଁ: ମିଥ୍ୟା ଖବରକୁ ଖଣ୍ଡନ କଲେ ମେରି କମ୍…
ନୂଆଦିଲ୍ଲୀ,୨୫।୧ : ଗତକାଲି ଭାରତୀୟ ମହିଳା ବକ୍ସର ମେରି କମଙ୍କ ଅବସର ନେଇଥିବା ଖବର ସାମ୍ନାକୁ ଆସିଥିଲା। କିଛି ଘଣ୍ଟା ପରେ, ମେରି କମ ଅବସର ନେଇଥିବା ଖବରକୁ ଭୁଲ ବୋଲି ଘୋଷଣା କରିଛନ୍ତି। ମେରି କମ କହିଛନ୍ତି ସେ ବକ୍ସିଂରୁ…
ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆନ ଓପନ୍ ଫାଇନାଲରେ ରୋହନ ବୋପାନ୍ନା
ନୂଆଦିଲ୍ଲୀ,୨୫।୧: ପ୍ରଥମ ଥର ଆଷ୍ଟ୍ରେଲିଆନ ଓପନ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଭେଟେରାନ ଟେନିସ ପ୍ଲେୟାର ରୋହନ ବୋପାନ୍ନା। ଅଷ୍ଟ୍ରେଲିଆର ମାଥ୍ୟୁ ଏବଡେନଙ୍କ ସହ ଅଷ୍ଟ୍ରେଲିୟ ଓପନ୍ ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରି ତାଙ୍କର ପ୍ରଥମ ଗ୍ରାଣ୍ଡ୍ ସ୍ଲାମ୍ ଟାଇଟଲ୍…
ସମ୍ବଲପୁର ଚାମ୍ପିୟନ
ଭୁବନେଶ୍ୱର,୨୫ା୧(ସରୋଜ ଜେନା) : କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଇଷ୍ଟଜୋନ୍ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ହକି ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି ସମ୍ବଲପୁର ବିଶ୍ୱବିଦ୍ୟାଳୟ। ଉତ୍ତରପ୍ରଦେଶର ବୀର ବାହାଦୁର ସିଂ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ରାଞ୍ଚି ବିଶ୍ୱବିଦ୍ୟାଳୟ ତୃତୀୟ…
ବୋପାନ୍ନା ନମ୍ବର ଓ୍ବାନ୍
ମେଲବୋର୍ନ,୨୫ା୧(ପି.ଟି.): ଅଷ୍ଟ୍ରେଲିଆନ୍ ଓପନ୍ ପୁରୁଷ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଥିବା ଭାରତର ରୋହନ ବୋପାନ୍ନା ବିଶ୍ୱର ନମ୍ବର ଓ୍ବାନ ଖେଳାଳି ହେବାର ଗୌରବ ହାସଲ କରିଛନ୍ତି। ଏହା ସହ ସେ ୪୩ ବର୍ଷରେ ବିଶ୍ୱର ବୟସ୍କ ଖେଳାଳି ଭାବରେ ଏକ ନମ୍ବର…
ସେମିରେ ମେଡ୍ଭେଡେଭ୍, ୟାସ୍ତ୍ରେମସ୍କା
ମେଲବୋର୍ନ,୨୫ା୧(ପି.ଟି.): ଅଷ୍ଟ୍ରେଲିଆନ୍ ଓପନ ୨୦୨୪ର ସେମି ଫାଇନାଲ ଲାଇନ୍ଅପ୍ ଚୂଡାନ୍ତ ହୋଇଛି। ବୁଧବାର ସମସ୍ତ କ୍ୱାର୍ଟର ଫାଇନାଲ ଶେଷ ହେବା ସହ ସେମିରେ ପ୍ରବେଶ କରିଛନ୍ତି ଡାନିଲ ମେଡଭେଡେଭ,ଆଲେକଜାଣ୍ଡାର ଜେଭରେଭ୍, କ୍ୱିନଓ୍ବେନ ଝେଙ୍ଗ ଓ ଦାୟନା ୟାସ୍ତ୍ରେମସ୍କା। ପୁରୁଷ ସିଙ୍ଗିଲ୍ସରେ ୩…
କିକ୍ଷ୍ଟାର୍ଟ ସହ ପଏଣ୍ଟ ବାଣ୍ଟିଲା ଓଏଫ୍ସି
ଭୁବନେଶ୍ୱର,୨୫ା୧(ସରୋଜ ଜେନା): ଇଣ୍ଡିଆନ୍ ଓମେନ୍ସ ଲିଗ୍ରେ ନିଜର ଅପରାଜେୟ ଧାରା ବଜାୟ ରଖିଛି ଓଡ଼ିଶା ଏଫ୍ସି(ଓଏଫ୍ସି)। ବୁଧବାର ବେଙ୍ଗାଲୁରୁ ଫୁଟବଲ ଷ୍ଟାଡିୟମରେ କର୍ନାଟକର କିକ୍ଷ୍ଟାର୍ଟ ଏଫ୍ସି ବିପକ୍ଷରେ ଦଳ ୦-୦ରେ ଏହାର ମ୍ୟାଚ୍ ଅମୀମାଂସିତ ରଖିଛି। ଏହା ସହିତ ଦଳ ପଏଣ୍ଟ…
ଫାଇନାଲରେ ଇଷ୍ଟ ବେଙ୍ଗଲ
ଭୁବନେଶ୍ୱର,୨୫ା୧(ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଳିଙ୍ଗ ସୁପର କପ୍ ଫାଇନାଲରେ ପ୍ରବେଶ କରିଛି ଇଷ୍ଟ ବେଙ୍ଗଲ ଏଫ୍ସି। ବୁଧବାର ଅନୁଷ୍ଠିତ ସେମିଫାଇନାଲରେ ଦଳ ଜାମସେଦପୁର ଏଫ୍ସିକୁ ୨-୦ଗୋଲରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଅନ୍ତିମ ମ୍ୟାଚ୍ର କୋଲକାତା ଡର୍ବି…
କୃତୀ ସ୍କେଟରଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୨୫ା୧(ବିଜୟ ରଣା): ଦି ଉତ୍କଳ ୟୁନିକର୍ନସ ରୋଲର ସ୍ପୋଟର୍ସ ଏକାଡେମୀ ତରଫରୁ ସ୍ଥାନୀୟ ୟୁନିଟ୍-୩ ସ୍ଥିତ ଭାରତୀ ବିଦ୍ୟାଭବନ ଅଡିଟୋରିୟମରେ ୭୦ କୃତୀ ସ୍କେଟରମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ଜିଡି ଗୋଏଙ୍କା ପବ୍ଲିକ ସ୍କୁଲର ସିଇଓ ମୁଖ୍ୟ ଅତିଥି…
କିଟ୍ ରଗ୍ବୀ ପୁରୁଷ ୭ଏସ୍ ଟିମ୍କୁ ଯୋଗ୍ୟତା
ଭୁବନେଶ୍ୱର, ୨୫ା୧(ବିଜୟ ରଣା): ମୋହଲିଠାରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ୟୁନିଭର୍ସିଟି ରଗ୍ବୀ (ପୁରୁଷ ଓ ମହିଳା) ଚାମ୍ପିୟନଶିପ୍ ବୁଧବାର ଉଦ୍ଯାପିତ ହୋଇଯାଇଛି। ଆସୋସିଏଶନ ଅଫ୍ ଇଣ୍ଡିଆ ୟୁନିଭର୍ସିଟିଜ, ନୂଆଦିଲ୍ଲୀ ଅଧୀନରେ ଚଣ୍ଡିଗଡ଼ ୟୁନିଭର୍ସିଟି ଦ୍ୱାରା ଆୟୋଜିତ ଏହି ଇଭେଣ୍ଟରେ ରୌପ୍ୟ ପଦକ…
ବାଜ୍ବଲ୍କୁ ହରାଇବା ଲକ୍ଷ୍ୟରେ ଭାରତୀୟ ସ୍ପିନର
ହାଇଦ୍ରାବାଦ,୨୫ା୧(ପି.ଟି.): ଘରୋଇ ମାଟିରେ ଭାରତ ବିଶ୍ୱର ଅନ୍ୟତମ ଶକ୍ତିଶାଳୀ ଦଳ। ବିଗତ ୧୨ ବର୍ଷ ମଧ୍ୟରେ ଏହା କୌଣସି ଘରୋଇ ସିରିଜରେ ପରାଜିତ ହୋଇନାହିଁ। ଇଂଲଣ୍ଡ ନିଜର ଚିରାଚରିତ ବାଜ୍ବଲ୍ ଉପରେ ଭରସା କରିଥିବା ବେଳେ ଭାରତ ଏହାର ସ୍ପିନରଙ୍କ ଭରସାରେ…
ଅବସର ଘୋଷଣା କଲେ କିମ୍ବଦନ୍ତୀ ବକ୍ସର ମେରି କମ୍
ନୂଆଦିଲ୍ଲୀ,୨୪।୧: ଛଅ ଥର ବିଶ୍ୱ ଚାମ୍ପିଅନ୍ ତଥା ୨୦୧୨ ଅଲିମ୍ପିକ୍ ପଦକ ବିଜେତା ମଙ୍ଗଟେ ଚୁଙ୍ଗନେଜାଙ୍ଗ ମେରି କମ୍ ବୁଧବାର ବକ୍ସିଂରୁ ଅବସର ଘୋଷଣା କରିଛନ୍ତି। ଆନ୍ତର୍ଜାତୀୟ ବକ୍ସିଂ ଆସୋସିଏସନ୍ (ଆଇବିଏ) ନିୟମ ଅନୁଯାୟୀ ପୁରୁଷ ଏବଂ ମହିଳା ବକ୍ସରମାନଙ୍କୁ କେବଳ…

