ଖେଳ

କୋଟି କୋଟି ଟଙ୍କାର ମାଲିକ ସାନିଆ ମିର୍ଜା, ଜାଣନ୍ତୁ ତାଙ୍କର ମୋଟ ସମ୍ପତ୍ତି କେତେ ?

ନୂଆଦିଲ୍ଲୀ,୨୧।୧: ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା ତାଙ୍କ ଖେଳ ତଥା ଫ୍ୟାଶନ୍ ଅନ୍ଦାଜ ପାଇଁ ଜଣା। ସେ ଦେଶର ସବୁଠାରୁ ଧନୀ ମହିଳା ଖେଳାଳିଙ୍କ ମଧ୍ୟରୁ ଜଣେ। ତେବେ ଆସନ୍ତୁ ଜାଣିବା ସାନିଆଙ୍କର ମୋଟ ସମ୍ପତ୍ତିର ମୂଲ୍ୟ କେତେ। ଜାନୁଆରୀ…

କୋହଲିଙ୍କୁ ଆଉଟ୍‌ କରିବାର ଅଛି ତ ପ୍ରଥମେ ତାଙ୍କ ଇଗୋ ହର୍ଟ କର: ଇଂଲଣ୍ଡ ଖେଳାଳିଙ୍କୁ ଅଜବ ଟିପ୍ସ ଦେଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୨୧।୧: ଭାରତୀୟ ଦଳ ଜାନୁଆରୀ ୨୫ରୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଖେଳିବ। ଇଂଲଣ୍ଡ ଦଳ ଭାରତ ଗସ୍ତରେ ଆସୁଛି। ଭାରତକୁ ୫ଟି ଟେଷ୍ଟ ମ୍ୟାଚ ଖେଳିବାକୁ ପଡ଼ିବ। ଏହି ସିରିଜ୍‌ରେ ସମସ୍ତଙ୍କ ନଜର ସିରିଜ ବିରାଟ କୋହଲିଙ୍କ ଉପରେ ରହିବ।…

ଶୁବମନ ଗିଲଙ୍କୁ ଡେଟ କରୁଛନ୍ତି ସାରା ତେନ୍ଦୁଲକର! ଭାଇରାଲ ଭିଡିଓରେ ଲାଗିଲା ମୋହର!

ନୂଆଦିଲ୍ଲୀ,୨୧।୧: ପୂର୍ବତନ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବଂ ଶୁବମନ ଗିଲଙ୍କ ଡେଟିଂ ଗୁଜବ ଦୀର୍ଘ ଦିନ ଧରି ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ଏହି ଗୁଜବରେ କେତେ ସତ୍ୟତା ଅଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ…

ସୋଏବଙ୍କ ବିବାହକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ସାନିଆ ମିର୍ଜା

ନୂଆଦିଲ୍ଲୀ,୨୧।୧: ପାକିସ୍ତାନୀ କ୍ରିକେଟର ସୋଏବ ମଲିକ ପାକିସ୍ତାନୀ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି। ସୋଏବ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏଥି ସହିତ ସାନିଆ ମର୍ଜା ଏବଂ ତାଙ୍କ ପରିବାର ସୋସିଆଲ ମିଡିଆରେ…

ଭାରତ ବିପକ୍ଷ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୫ରୁ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ୫ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ ଦଳ ଏକ ବଡ଼ ଝଟ୍‌କା ଲାଗିଛି। ଇଂଲଣ୍ଡ ତାରକା ବ୍ୟାଟ୍ସମ୍ୟାନ ହ୍ୟାରି ବ୍ରୁକ ଭାରତ ବିପକ୍ଷ ଟେଷ୍ଟ ସିରିଜରୁ ବାଦ୍‌…

ପ୍ରଭୁ ଶ୍ରୀରାମଙ୍କୁ ନିଜ ଶତକକୁ ସମର୍ପିତ କଲେ କେଏସ ଭରତ, ଭିଡିଓ ଭାଇରାଲ…

ଅହମଦାବାଦ,୨୧।୧ : ଜାନୁଆରୀ ୨୫ ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ। ଏହାପୂର୍ବରୁ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଣ୍ଡିଆ ଏ ଏବଂ ଇଂଲଣ୍ଡ ଲାୟନ୍ସ ମଧ୍ୟରେ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ…

ରଣଜୀ ମ୍ୟାଚରେ ସନ୍ଦୀପଙ୍କ ଲଢୁଆ ଶତକ, ଜମ୍ମୁ-କଶ୍ମୀର ଆଗରେ ବିଜୟ ଲକ୍ଷ୍ୟ ୧୪୯ ରନ୍‌

ଭୁବନେଶ୍ୱର, ୨୧।୧: କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଜମ୍ମୁ-କଶ୍ମୀର ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପାଇଁ ଲଢୁଆ ଶତକ ହାସଲ କରିଛନ୍ତି ସନ୍ଦୀପ ପଟ୍ଟନାୟକ। ବୋଲରଙ୍କୁ ସୁହାଉଥିବା ଉଇକେଟରେ ତୃତୀୟ ଦିନର ଲଞ୍ଚ ସୁଦ୍ଧା ଓଡ଼ିଶା ଏହାର ଦ୍ୱିତୀୟ…

ରଣଜୀ ଟ୍ରଫି: ଓଡ଼ିଶା ୭୬ ରନ୍‌ରେ ଆଗୁଆ

ଭୁବନେଶ୍ୱର, ୨୧।୧ (ସରୋଜ ଜେନା): କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଦୃଢ ସ୍ଥିତିରେ ରହିଛି ଜମ୍ମୁ-କଶ୍ମୀର। ବୋଲରଙ୍କୁ ସୁହାଉଥିବା ଉଇକେଟରେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା ଓଡ଼ିଶା ୭ ଉଇକେଟରେ ୧୨୬…

କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶାର ଜାଭେଲିନ୍‌ ଥ୍ରୋଇଙ୍ଗ ସେନସେସନ୍‌ କିଶୋରଙ୍କ ଅଭ୍ୟାସ ଆରମ୍ଭ

ଭୁବନେଶ୍ୱର,୨୧ା୧(ସରୋଜ ଜେନା): ଓଡ଼ିଶାର ଜାଭେଲିନ୍‌ ଥ୍ରୋଇଙ୍ଗ ସେନସେସନ୍‌ ତଥା ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା କିଶୋର ଜେନା ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କରିଛନ୍ତି। କୋଚ୍‌ ସମରଜିତ ସିଂ ମଲିଙ୍କ ତତ୍ତ୍ୱାବଧାନରେ କିଶୋର ଶନିବାର ଅଭ୍ୟାସ…

ସୋଏବଙ୍କ ତୃତୀୟ, ସନାଙ୍କ ଦ୍ୱିତୀୟ ବିବାହ, ଜାଣନ୍ତୁ ପ୍ରଥମେ କାହା ସହ ହୋଇଥିଲା ସୋଏବଙ୍କ ବିବାହ

କରାଚୀ,୨୦ା୧(ପି.ଟି.): ଭାରତୀୟ ଟେନିସ୍‌ ସୁପରଷ୍ଟାର ସାନିଆ ମିର୍ଜାଙ୍କ ସହ ୧୩ ବର୍ଷର ସମ୍ପର୍କ ଛିନ୍ନ କରି ତୃତୀୟ ଥର ବିବାହ କରିଛନ୍ତି ପାକିସ୍ତାନୀ କ୍ରିକେଟର ସୋଏବ ମଲିକ। ପାକିସ୍ତାନୀ ଅଭିନେତ୍ରୀ ସନା ଜାଭେଦ୍‌ଙ୍କ ସହ ସୋଏବ ବିବାହର ଫଟୋ ନିଜ ସୋସିଆଲ…

ବିଜୟ ସହିତ ୧୯ ବର୍ଷରୁ କମ୍ ବିଶ୍ୱକପ ଅଭିଯାନ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ,୨୦।୧: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପରେ ବାଂଲାଦେଶ ବିପକ୍ଷରେ ବିଜୟ ସହିତ ଭାରତ ଏହାର ଅଭିଯାନ ଆରମ୍ଭ କରିଛି। ଟସ୍ ଜିତି ଭାରତ ବାଂଲାଦେଶ ଟିମ୍ ଭାରତକୁ ପ୍ରଥମେ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ପ୍ରାରମ୍ଭିକ…

ସାନିଆଙ୍କ ବାପା କହିଲେ ଶୋଏବ ନୁହନ୍ତି, ସାନିଆ ହିଁ ପକାଇଛନ୍ତି ବିବାହରେ ପୂର୍ଣ୍ଣଚ୍ଛେଦ

ମୁମ୍ବାଇ: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଭାରତୀୟ ଟେନିସ୍‌ ତାରକା ସାନିଆ ମିର୍ଜାଙ୍କଠାରୁ ଅଲଗା ହେବା ପରେ ପୁଣି ଥରେ ବିବାହ କରିଛନ୍ତି। ଶୋଏବ ପାକିସ୍ତାନୀ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି। ଏହି ବିବାହ କେବଳ ପାକିସ୍ତାନରେ ହୋଇଥିଲା। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?