ଖେଳ

ଏକାସାଙ୍ଗରେ ସନ୍ନ୍ୟାସ ଘୋଷଣା କଲେ ୪ ବିଶ୍ୱ ଚାମ୍ପିୟନ କ୍ରିକେଟର

ନୂଆଦିଲ୍ଲୀ,୧୯।୧: ଜଣେ ଖେଳାଳି ଅବସର ନେବା ସାଧାରଣ କଥା। ପ୍ରତ୍ୟେହ କୌଣସି ନା କୌଣସି ଖେଳାଳି ତାଙ୍କ କାରିୟରକୁ ବିଦାୟ ଦିଅନ୍ତି, ହେଲେ ଆଶ୍ଚର୍ଯ୍ୟ ସେତେବେଳେ ଲାଗିଥାଏ ଯେତେବେଳେ ଗୋଟିଏ ଦେଶର ଏକାଧିକ ଖେଳାଳି ଏକାସାଙ୍ଗରେ ଅବସର ଘୋଷଣା କରନ୍ତି। ଓ୍ବେଷ୍ଟଇଣ୍ଡିଜରେ…

୧୪୭ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଅଷ୍ଟ୍ରେଲିଆ କଲା ନୂଆ କାରନାମା

ଆଡିଲେଡ,୧୯।୧: ଆଡିଲେଡରେ ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ମ୍ୟାଚ ସମୟରେ ଅଷ୍ଟ୍ରେଲିଆ ଦଳ ଏକ ସଫଳତା ହାସଲ କରିଛି। ୧୪୭ ବର୍ଷ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର ଅଷ୍ଟ୍ରେଲିଆ ପ୍ରଥମ ଦଳ ହୋଇପାରିଛି ଯାହାର ପେଇଙ୍ଗ-୧୧ର ଚାରି ବୋଲର ଟେଷ୍ଟ ମ୍ୟାଚରେ ୨୫୦+…

କିଟ୍‌ ଖେଳିବ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ଖୋ ଖୋ

ଭୁବନେଶ୍ୱର, ୧୯ା୧(ବିଜୟ ରଣା): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଭବାନୀପାଟଣା ଆନୁକଲ୍ୟରେ ପୂର୍ବାଞ୍ଚଳ ଆନ୍ତ ଜୋନ୍‌ ଖୋ ଖୋ (ପୁରୁଷ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ଏଥିରେ କାଲିକଟରେ ଜାନୁୟାରୀ ୨୮ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଖୋ ଖୋ ଖେଳିବା ଲାଗି…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ପାଇଁ ଓଡ଼ିଶା ହକି ଦଳ ଘୋଷିତ

ଭୁବନେଶ୍ୱର,୧୯ା୧(ସରୋଜ ଜେନା): ଜାନୁଆରୀ ୧୯ରୁ ଚେନ୍ନାଇରେ ହେବାକୁ ଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ ପାଇଁ ଗୁରୁବାର ଓଡ଼ିଶା ପୁରୁଷ ଓ ମହିଳା ହକି ଦଳ ଘୋଷଣା କରାଯାଇଛି। ଡେଭିଡ୍‌ ଜନ୍‌ ଓ ପିନ୍ହାସ ଦାସ ମହିଳା ଦଳର କୋଚ୍‌ ରହିଥିବା…

ଆଜି କଳିଙ୍ଗରେ କୋଲକାତା ଡର୍ବି

ଭୁବନେଶ୍ୱର,୧୯ା୧(ସରୋଜ ଜେନା): ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଖେଳାଯିବ କୋଲକାତା ଡର୍ବି। ଦୁଇ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ମୋହନବାଗାନ ସୁପର ଜାଏଣ୍ଟ୍ସ ଓ ଇଷ୍ଟ ବେଙ୍ଗଲ ଏଫ୍‌ସି। ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ କ୍ୱାର୍ଟର ଫାଇନାଲ ସଦୃଶ। ଯେଉଁ ଦଳ ବିଜୟୀ…

ଆଜିଠୁ ଓଡ଼ିଶା ବନାମ ଜମ୍ମୁ-କଶ୍ମୀର

ଭୁବନେଶ୍ୱର, ୧୯।୧ (ତପନ ସ୍ବାଇଁ): ଚଳିତ ରଣଜୀ ଟ୍ରଫି ସିଜନରେ ଓଡ଼ିଶା ଏହାର ତୃତୀୟ ମ୍ୟାଚ ଶୁକ୍ରବାରଠାରୁ ଜମ୍ମୁ-କଶ୍ମୀର ବିପକ୍ଷରେ ଖେଳିବ। କଟକସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଏହି ମ୍ୟାଚ ଖେଳାଯିବ। ଏହାପରେ ଘରୋଇ ଗ୍ରାଉଣ୍ଡରେ ଓଡ଼ିଶା ଆଉ ୩ଟି ମ୍ୟାଚ ଖେଳିବ।…

ଲକ୍ଷ୍ୟ ପଥରେ ନୀରଜ

ଟୋକିଓ ଅଲିମ୍ପିକ୍‌ ଜାଭେଲିନ୍‌ ଥ୍ରୋ ଚାମ୍ପିୟନ ନୀରଜ ଚୋପ୍ରା ଗତ ସିଜନରେ ତାଙ୍କ ପ୍ରଦର୍ଶନକୁ ନେଇ ସନ୍ତୁଷ୍ଟ ନୁହନ୍ତି। ଗତବର୍ଷ ସେ ବିଶ୍ୱ ଚାମ୍ପିୟନ ହେବା ସହ ହାଙ୍ଗଝୋ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ବଜାୟ ରଖିଥିଲେ। ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ…

ଓ୍ବାର୍ନର ହେଲେ ଦୁବାଇ କ୍ୟାପିଟାଲ୍ସ ଅଧିନାୟକ

ନୂଆଦିଲ୍ଲୀ,୧୮ା୧: ୟୁଏଇରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁଥିବା ଡିପି ଓ୍ବାଲର୍‌ଡ ଇଣ୍ଟରନ୍ୟାଶନାଲ ଲିଗ୍‌ ଟି୨୦ (ଆଇଏଲ୍‌ ଟି୨୦) କ୍ରିକେଟରେ ଭାଗ ନେଉଥିବା ଷ୍ଟାର ଖେଳାଳିଙ୍କ ମଧ୍ୟରେ ରହିଛନ୍ତି ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟର ଡେଭିଡ ଓ୍ବାର୍ନର ଓ ନ୍ୟୁଜିଲାଣ୍ଡର ଦ୍ରୁତ ପେସ୍‌ ବୋଲର ଟ୍ରେଣ୍ଟ…

ସଡନ୍‌ ଡେଥ୍‌ରେ ହାରିଲା ଭାରତ, ଜର୍ମାନୀକୁ ଅଲିମ୍ପିକ୍ସ ଯୋଗ୍ୟତା

ରାଞ୍ଚି,୧୮ା୧: ରାଞ୍ଚିରେ ଅନୁଷ୍ଠିତ ମହିଳା ହକି ଅଲିମ୍ପିକ୍ସ କ୍ୱାଲିଫାୟର୍ସ ସେମି ଫାଇନାଲରେ ଜର୍ମାନୀ ନିକଟରୁ ସଡନ ଡେଥ୍‌ରେ ପରାଜିତ ହୋଇଛି ଭାରତ। ନିର୍ଦ୍ଧାରିତ ସମୟରେ ମ୍ୟାଚ୍‌ ୨-୨ରେ ରହିବା ପରେ ପେନାଲ୍ଟି ଶୁଟ୍‌ଆଉଟ୍‌କୁ ଖେଳ ଯାଇଥିଲା ପେନାଲ୍ଟି ଶୁଟ ଆଉଟରେ ମଧ୍ୟ…

ଭଡାରେ ଜିନିଷ ନେଇ ଟି-୨୦ ଓ୍ବାର୍ଲଡ କପ ହୋଷ୍ଟ କରିବ ଆମେରିକା, ଚମକାଇବା ଭଳି ତଥ୍ୟ ଦେଲା ଆଇସିସି

ନୂଆଦିଲ୍ଲୀ,୧୮।୧: ଟି-୨୦ ବିଶ୍ୱକପ ୨୦୨୪ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ଦ୍ୱାରା ଆୟୋଜିତ ହେବ। ଚଳିତ ବର୍ଷ ଜୁନରେ ହେବାକୁ ଥିବା ଟି -୨୦ ବିଶ୍ୱକପ ସମ୍ପର୍କରେ ଆଇସିସି ଏକ ବଡ଼ କଥା କହିଛି। ଯେଉଁଥିରେ କୁହାଯାଇଥିଲା ଯେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରୁଥିବା…

ବୋରାସମ୍ବର କ୍ରିକେଟ କପ୍‌ : ସେମିରେ ପହଞ୍ଚିଲା ଭୁବନେଶ୍ୱର ବାପୁଜୀ କ୍ଲବ

ପଦ୍ମପୁର,୧୮।୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡ଼ିଆରେ ବୋରାସମ୍ବର ସ୍ପୋର୍ଟିଂ ପକ୍ଷରୁ ଚାଲିଥିବା ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପ୍‌ର ଗ୍ରୁପ୍‌ ‘ବି’ର ଦ୍ୱିତୀୟ ମ୍ୟାଚ୍‌ ବାପୁଜୀ କ୍ରିକେଟ କ୍ଲବ ଭୁବନେଶ୍ୱର ଏବଂ ଗୁଲବର୍ଗା ସିଟି ଇଲେଭେନ (କର୍ନାଟକ) ମଧ୍ୟରେ…

ଭାଇଙ୍କ ବଲରେ ୬ ମାରିବା ପରେ କ୍ରିକେଟ ପଡିଆରେ ଦେଖିବାକୁ ମିଳିଲା ଦୁଇ ଭାଇ ୟୁସୁଫ-ଇରଫାନଙ୍କ ମଧ୍ୟରେ ଥିବା ବଣ୍ଡିଂ

ନୂଆଦିଲ୍ଲୀ,୧୮।୧: ବଡ ଭାଇ ୟୁସୁଫ ପଠାନଙ୍କ ବଲରେ ଏକ ଶକ୍ତିଶାଳୀ ଛକା ମାରି ଇରଫାନ ପଠାନ ତାଙ୍କ ଦଳକୁ ବିଜୟ ଦେଇଥିଲେ, କିନ୍ତୁ ଛକା ମାରିବା ପରେ ଇରଫାନ ତାଙ୍କ ବଡ଼ ଭାଇ ୟୁସୁଫଙ୍କୁ ପଡିଆ ଭିତରେ ହିଁ ଆଲିଙ୍ଗନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?