ଖେଳ

ଦିଲ୍ଲୀ ଗ୍ରସ୍ତ ସ୍କିପ୍‌ କଲେ ଧୋନୀ

ଚେନ୍ନାଇ,୪ା୫: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ପୂର୍ୱତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଦଳ ସହିତ ପରବର୍ତ୍ତୀ ମ୍ୟାଚ୍‌ ଲାଗି ଦିଲ୍ଲୀ ଯାତ୍ରା କରି ନାହାନ୍ତି। ସିଏସ୍‌କେ ମଙ୍ଗଳବାର ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ଏହା ବଦଳରେ ଧୋନୀ…

ଆରସିବିକୁ ବଡ଼ ଝଟ୍‌କା: ସ୍ୱଦେଶ ଫେରିଲେ ଫିଲ୍‌ ସଲ୍ଟ

ନୂଆଦିଲ୍ଲୀ,୪ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓପନର ଇଂଲଣ୍ଡର ଫିଲ୍‌ ସଲ୍ଟ ସ୍ୱଦେଶ ଫେରିଛନ୍ତି। ଗତ ମାସରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ତାଙ୍କର କ୍ଷତର ଗଭୀରତା ଜାଣିବା ପାଇଁ ତାଙ୍କର ସ୍କାନ କରାଯିବ। ଆଘାତପ୍ରାପ୍ତ ଥିବାରୁ ସେ ଆର୍‌ସିବିର ଗତ…

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର

ନୂଆଦିଲ୍ଲୀ,୪ା୫: ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ ଏବଂ ତାଙ୍କ ପୁଅ ଆଦିତ୍ୟ ମିତ୍ତଲଙ୍କ ସହିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)ର ଆଦାର ପୁନାଓ୍ୱାଲା ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜର ଅଧିକାଂଶ ଅଂଶଧନ ହାସଲ କରିଛନ୍ତି। ମିତ୍ତଲ ପରିବାର ଓ ପୁନାଓ୍ୱାଲାଙ୍କୁ ନେଇ ଗଠିତ…

IPLରେ ‘ଗଲଫ୍ରେଣ୍ଡ କଲ୍ଚର’ ଉପରେ ପୂର୍ଣ୍ଣଛେଦ ପକାଇବ BCCI! ଖେଳାଳିଙ୍କ ସାଥୀ ଆଉ…

ନୂଆଦିଲ୍ଲୀ,୪।୫: IPL ୨୦୨୬ ଭିତରେ BCCI ଏକ କଠୋର ନୂତନ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି । ଟୁର୍ଣ୍ଣାମେଣ୍ଟ ସମୟରେ ଅନେକ ଖେଳାଳି ସେମାନଙ୍କ ପ୍ରେମିକାଙ୍କ ସହ ଦେଖାଯାଉଛନ୍ତି ଏବଂ ସେମାନଙ୍କ ସହିତ ହୋଟେଲରେ ରହୁଛନ୍ତି । BCCI ଏହାର…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ କିମ୍ବା ତାଙ୍କ ଦଳର ସଦସ୍ୟମାନଙ୍କ ପ୍ରତି କୌଣସି ଅପ୍ରୀତିକର ଘଟଣା ଘଟେ, ତେବେ…

ନୋ ହ୍ୟାଣ୍ଡଶେକ ନୀତି ଉପରେ ପ୍ରଥମ ଥର ମୁହଁ ଖୋଲିଲେ ପାକିସ୍ତାନ ଅଧିନାୟକ ଆଘା

ଇସଲାମାବାଦ,୨ା୫: ଗତ ବର୍ଷ ଏସିଆ କପ୍‌ ବେଳେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ଆପଣେଇଥିବା ନୋ ହ୍ୟାଣ୍ଡଶେକ ନୀତି ଏବେ ବି ପ୍ରଶଂସକଙ୍କ ମନରେ ଉଜ୍ଜୀବିତ ରହିଛି। ଏହି ସମ୍ପର୍କରେ ପାକିସ୍ତାନ ଦଳର ଅଧିନାୟକ ସଲମାନ ଆଘା…

T20 World Cup: ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ ଘୋଷଣା, ୨ ବର୍ଷ ପରେ ଦଳକୁ ଫେରିଲେ…

ନୂଆଦିଲ୍ଲୀ,୨।୫: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଇଂଲଣ୍ଡରେ ଆୟୋଜିତ ହେବାକୁ ଯାଉଥିବା ମହିଳା ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଭାରତୀୟ ଦଳର ଘୋଷଣା କରାଯାଇଛି। ଗତବର୍ଷ ଦିନିକିଆ ବିଶ୍ୱକପ ଜିତି ଇତିହାସ ରଚିଥିବା ଟିମ୍‌ ଇଣ୍ଡିଆ, ଏଥର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ୭ ଉଇକେଟରେ ହାରିଯାଇଥିଲା ରାଜସ୍ଥାନ। ଏହି ସମୟରେ, ଫର୍ମରେ ଥିବା ବ୍ୟାଟସମ୍ୟାନ…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ ତାଙ୍କ ପ୍ରଶଂସକ ନୁହଁନ୍ତି, ବରଂ ତାଙ୍କ ସହିତ ଖେଳିଥିବା କ୍ରିକେଟରମାନେ ମଧ୍ୟ ତାଙ୍କୁ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ ପରାସ୍ତ କରିଥିଲା। ଏହି ମ୍ୟାଚ ସମୟରେ, ଦିଲ୍ଲୀ ବୋଲର କୁଲଦୀପ ଯାଦବ ଏବଂ…

ବିରାଟ କୋହଲିଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯିବ କି? ଅମ୍ପାୟାରଙ୍କ ସହ ଝଗଡ଼ା ପାଇଁ…

ନୂଆଦିଲ୍ଲୀ,୧।୫: IPL 2026 ର 42 ତମ ମ୍ୟାଚ ସମୟରେ, ଏକ ଲାଇଭ ଖେଳ ସମୟରେ ବିରାଟ କୋହଲି ପଡ଼ିଆର ମଝିରେ ଜଣେ ଅମ୍ପାୟାରଙ୍କ ସହ ମୁହାଁମୁହିଁ ହୋଇଥିଲେ। ଏଥିପାଇଁ ସେ କ’ଣ ଏବେ କଠୋର ଦଣ୍ଡ ପାଇବେ? ଏହି ପ୍ରଶ୍ନ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ ହୋଟେଲରେ ଗାଧୋଇବା ସମୟରେ ଗୁପ୍ତ ଭାବରେ ମହିଳାମାନଙ୍କର ଭିଡିଓ ଉତ୍ତୋଳନ କରିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?