ଖେଳ

ସବୁକିଛି ମୋ ନିୟନ୍ତ୍ରଣରେ ନାହିଁ… ଟି-୨୦ରୁ ବାଦ୍‌ ପଡ଼ିବା ପରେ ମୁହଁ ଖୋଲିଲେ ଆୟର

ନୂଆଦିଲ୍ଲୀ,୧୬।୧୨: ଟିମ ଇଣ୍ଡିଆର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟର ବର୍ତ୍ତମାନ ଟି-୨୦ ଦଳର ଅଂଶ ନାହଁାନ୍ତି। କୁହାଯାଉଛି ଯେ, ଆୟର ୨୦୨୪ ଟି-୨୦ ବିଶ୍ୱକପରେ ଖେଳୁଥିବା ଦେଖାଯିବ ନାହିଁ। ସେ ବର୍ତ୍ତମାନ ଇଂଲଣ୍ଡ ଟେଷ୍ଟ ସିରିଜ ପ୍ରସ୍ତୁତି ପାଇଁ ରଣଜୀ…

ମାତ୍ର ୨୨ ବର୍ଷରେ ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ

ନୂଆଦିଲ୍ଲୀ,୧୬।୧: ଭାରତର ତାରକା ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ୨୨ ବର୍ଷ ବୟସରେ ଇତିହାସ ସୃଷ୍ଟି କରିଛନ୍ତି। ୨୨ ବର୍ଷ ବୟସରେ ଅନ୍ତର୍ଜାତୀୟ ଟି-୨୦ରେ ୫ ଥର ୫୦ରୁ ଅଧିକ ରନ ସ୍କୋର କରିଥିବା ଜୟସ୍ବାଲ ପ୍ରଥମ ଭାରତୀୟ ଖେଳାଳି ହୋଇଛନ୍ତି। ଆଫଗାନିସ୍ତାନ…

ଟି-୨୦ରେ ନୂଆ କାରନାମା କଲେ ଜିମ୍ବାଓ୍ବେ କ୍ରିକେଟର୍‌: ଏମିତି କରିବାରେ ବିଶ୍ୱର ପ୍ରଥମ କ୍ରିକେଟର୍‌

ନୂଆଦିଲ୍ଲୀ,୧୬।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଜିମ୍ବାୱେକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। କିନ୍ତୁ ଜିମ୍ବାୱେ କ୍ରିକେଟର ସିକନ୍ଦର ରାଜା ଯାହା କରିଛନ୍ତି ତାହା ଏପର୍ଯ୍ୟନ୍ତ କେହି କରି ପାରି ନାହାନ୍ତି। ଏହି ମ୍ୟାଚରେ ସିକନ୍ଦର ରାଜା ଜଣେ ବୋଲର…

ଆଖିପିଛୁଳାକେ ଡେଇଁପଡି କ୍ୟାଚ୍‌ ଧରିଦେଲେ କ୍ରିକେଟର୍‌, ନ ଦେଖିଲେ ହେବନି ବିଶ୍ୱାସ

ନୂଆଦିଲ୍ଲୀ,୧୬।୧: ଆଜିକାଲି ଖେଳାଯାଉଥିବା SA 20 ଲିଗରେ ଜୋବର୍ଗ ସୁପର କିଙ୍ଗ୍ସର ରୋମାରିଓ ଶେଫର୍ଡ ଏପରି ଏକ କ୍ୟାଚ ନେଇଥିଲେ, ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ରୋମାରିଓ ଗୋଟିଏ ହାତରେ କ୍ୟାଚ ନେଇଥିଲେ। ଶେଫର୍ଡଙ୍କ କ୍ୟାଚ୍‌ ଧରିବାର ଭିଡିଓ SA20…

କୋହଲିଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ, ଭାଙ୍ଗିପାରନ୍ତି ସଚିନ, ଗାଭାସ୍କରଙ୍କ ରେକର୍ଡ

ନୂଆଦିଲ୍ଲୀ,୧୫।୧: ଜାନୁଆରୀ ୨୫ରୁ ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ସିରିଜରେ ଟିମ ଇଣ୍ଡିଆର ଏକ ନମ୍ବର ବ୍ୟାଟର୍‌ ବିରାଟ କୋହଲି ଅନେକ ବଡ଼ ରେକର୍ଡ ସୃଷ୍ଟି କରିବାର ସୁଯୋଗ ରହିଛି। ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ୨୦୦୦ ରନ୍‌ ପୂରଣ କରିବା…

ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ପାଇଁ ଧୋନିଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୧୫।୧: ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ନିମନ୍ତ୍ରଣ ମିଳିଛି। ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ସହିତ ଜଡିତ ଲୋକ ଧୋନିଙ୍କୁ ନିମନ୍ତ୍ରଣ…

ଘରୋଇ ସିରିଜର ‘ରାଜା’ ହେଉଛି ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୧୫।୧: ଘରୋଇ ଟି -୨୦ ସିରିଜରେ କୌଣସି ଦଳ ଭାରତକୁ ପରାସ୍ତ କରିବା ସହଜ ନୁହେଁ। ଆଜିକାଲି ଟିମ ଇଣ୍ଡିଆ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯାଉଛି। ଯେଉଁଥିରେ ଭାରତ ୨ଟିରେ ବିଜୟ ପଞ୍ଜିକରଣ…

ଏସିଆ ଅଲିମ୍ପିକ କ୍ୱାଲିଫାୟର୍ସ: ଯୋଗେଶଙ୍କୁ ଦୁଇ ସ୍ବର୍ଣ୍ଣ ପଦକ

ଜାକର୍ତ୍ତା,୧୫ା୧: ଏସିଆ ଅଲିମ୍ପିକ କ୍ୱାଲିଫାୟର୍ସରେ ଭାରତୀୟ ଶୁଟରମାନଙ୍କ ଆଧିପତ୍ୟ ଜାରି ରହିଛି। ସୋମବାର ଯୋଗେଶ ସିଂ ଦୁଇ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ପୁରୁଷ ୨୫ ମିଟର ସେଣ୍ଟର ଫାୟାର ପିସ୍ତଲ ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ ଓ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ…

କଟକକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ସମ୍ବଲପୁର

ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡିଆଠାରେ ବୋରାସମ୍ବର ସ୍ପୋଟିଂ ଦ୍ବାରା ଆୟୋଜିତ ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପର ସୋମବାର ତୃତୀୟ ଦିବସରେ ୟୁନିୟନ ସ୍ପୋଟିଂ କଟକ ଏବଂ ଏମ୍‌ଏମସିସି ସମ୍ବଲପୁର ମଧ୍ୟରେ ମ୍ୟାଚ ହୋଇଥିଲା। କଟକ ଟସ୍‌…

ଆଇସିସି ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆ କ୍ରମାଗତ ଭାବେ ହାରିଯାଉଛି କାହିଁକି? ଜିତିବାର ଫର୍ମୂଲା କହିଲେ ଯୁବରାଜ

ନୂଆଦିଲ୍ଲୀ,୧୫।୧: ଟିମ ଇଣ୍ଡିଆ ଗତ ୧୦ ବର୍ଷ ଧରି ଆଇସିସି ଟ୍ରଫି ଜିତିବାରେ ବିଫଳ ହୋଇଛି। ଭାରତୀୟ ଦଳ ଆଇସିସି ଚାମ୍ପିୟନ୍ସ ଟ୍ରଫି ୨୦୧୩ ଜିତିଛି, କିନ୍ତୁ ସେବେଠାରୁ ଆଇସିସି ଟ୍ରଫି ଜିତିବାରେ ସକ୍ଷମ ହୋଇ ନାହିଁ। ଯଦିଓ ଟିମ ଇଣ୍ଡିଆ…

ଯଶସ୍ବୀଙ୍କୁ ରୋହିତଙ୍କ ଠାରୁ ମିଳିଲା ଖାସ୍‌ ଆଡଭାଇସ୍‌, କହିଲେ ଏଭଳି ସିନିୟର ଥିଲେ…

ନୂଆଦିଲ୍ଲୀ,୧୫।୧: ଭାରତୀୟ ଖେଳାଳି ଯଶସ୍ବୀ ଜସୱାଲଙ୍କ ପ୍ରତିଭା କାହାଠାରୁ ଲୁଚି ନାହିଁ। ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି -୨୦ରେ ୨୦୦ ଷ୍ଟ୍ରାଇକ ହାରରେ ଯୁବ ଭାରତୀୟ ଓପନର୍‌ ବ୍ୟାଟିଂ କରିଥିଲେ ଏବଂ ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଲିଭାଇଥିଲେ। ସେ…

ଲାଇଭ ମ୍ୟାଚରେ ପଡ଼ିଆ ମଝିକୁ ଆସି କୋହଲିଙ୍କ ପାଦ ଛୁଇଁଲେ ଯୁବକ, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୧୫।୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କର କୋଟି କୋଟି ପ୍ରଶଂସକ ଅଛନ୍ତି। ପ୍ରଶଂସକମାନେ ମଧ୍ୟ କୋହଲିଙ୍କୁ ଭେଟିବାକୁ ଇଚ୍ଛା କରନ୍ତି, କିନ୍ତୁ ସମସ୍ତେ ତାଙ୍କୁ ଭେଟିବା ପାଇଁ ଭାଗ୍ୟବାନ ନୁହଁନ୍ତି ଯେ ତାଙ୍କୁ ଭେଟିପାରିବେ। ଲାଇଭ ମ୍ୟାଚ ସମୟରେ କୋହଲିଙ୍କୁ ଭେଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?