ଖେଳ

ଆଇଏସ୍‌ଏଲ୍‌: କଳିଙ୍ଗରେ ଆଜି ଓଡ଼ିଶା ଏଫ୍‌ସି-ଚେନ୍ନାଇନ୍‌

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୧୦ମ ସଂସ୍କରଣରେ ଓଡ଼ିଶା ଏଫ୍‌ସିର ଅଭିଯାନ ଶନିବାର ଆରମ୍ଭ ହେବ। ଘରୋଇ ପରିବେଶରେ କଳିଙ୍ଗ ଷ୍ଟାଡିୟମରେ ଏହି ଦଳ ଚେନ୍ନାଇନ୍‌ ଏଫ୍‌ସିକୁ ଭେଟିବ। ଗତ ସିଜନରେ ଓଡ଼ିଶା ଏଫ୍‌ସି ଚମତ୍କାର...

ଓଡ଼ିଶାକୁ ଆଉ ୪ ପଦକ

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ଡେରାଡୁନରେ ଚାଲିଥିବା ଜାତୀୟ କରାଟେ ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ଆଉ ୪ଟି ପଦକ ଜିତିଛନ୍ତି। ଜୁନିୟର ପୁରୁଷ ୫୦ କେଜି କୁମିତେରେ ତ୍ରିଲୋଚନ ରଣା ଓ ପୁରୁଷ ୫୫ କେଜି କୁମିତେରେ ରିତେଶ...

ବିଜେତାକୁ ୪ ନିୟୁତ ଡଲାର

ଦୁବାଇ, ୨୩ା୯ (ପି.ଟି.): ଆଗାମୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବିଜେତାକୁ ମିଳିବ ୪ ନିୟୁତ ଆମେରିକୀୟ ଡଲାର (ପ୍ରାୟ ୩୩ କୋଟି ଟଙ୍କା) ଏବଂ ରନରଅପ୍‌ ପାଇବ ୨ ନିୟୁତ ଡଲାର (ପ୍ରାୟ ୧୬ କୋଟି ଟଙ୍କା)। ଅନ୍ତର୍ଜାତୀୟ...

ଆସାମ ଚାମ୍ପିୟନ, ଝାଡ଼ଖଣ୍ଡ ରନରଅପ୍‌

ଭୁବନେଶ୍ୱର, ୨୩ା୯(ବିଜୟ ରଣା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ୨୦୨୩ରେ ଆସାମ ଚାମ୍ପିୟନ ହୋଇଛି। ଶୁକ୍ରବାର କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଦଳ ୫୩ ରନରେ...

ଟାଇଟଲରେ ଅଷ୍ଟ୍ରେଲିଆର ହ୍ୟାଟ୍ରିକ

ଆଇସିସି କ୍ରିକେଟ ବିଶ୍ୱକପର ୯ମ ସଂସ୍କରଣ ଓ୍ବେଷ୍ଟଇଣ୍ଡିଜରେ ୨୦୦୭ ମାର୍ଚ୍ଚ ୧୩ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ମୋଟ ୫୧ଟି ମ୍ୟାଚ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ...

ସବ୍‌ଜୁନିୟର ମହିଳା ହକି: ସୁନ୍ଦରଗଡ଼ ବିଜେତା

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ସବ୍‌ଜୁନିୟର ହକି ଚାମ୍ପିୟନଶିପ୍‌ ଶୁକ୍ରବାର ଉଦ୍‌ଯାପିତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଯାଜପୁରକୁ ୫-୧ ଗୋଲରେ ହରାଇ ସୁନ୍ଦରଗଡ଼ ଚାମ୍ପିୟନ...

ବଚନଙ୍କ ସ୍ବର୍ଣ୍ଣରୁ ଆରମ୍ଭ ହୋଇଥିଲା ଓଡ଼ିଶାର ପଦକ ଅଭିଯାନ

ଭୁବନେଶ୍ୱର, ୨୩।୯ (ତପନ ସ୍ବାଇଁ): ଚାଇନାର ଗୁଆଙ୍ଗଝୋଠାରେ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ଏସିଆନ ଗେମ୍ସ। ରେକର୍ଡ ଅନୁସାରେ ଏସିଆନ ଗେମ୍ସରେ ଓଡ଼ିଶାର ପଦକ ଅଭିଯାନ ଆରମ୍ଭ ହୋଇଥିଲା ସେକ୍‌ ଅବଦୁଲ ମଜିଦ ବଚନଙ୍କଠାରୁ। ୧୯୫୧ ଗେମ୍ସରେ ସ୍ବର୍ଣ୍ଣ ପଦକ...

ଆଫଗାନିସ୍ତାନର ୨ ଦଳ ଭାଗ ନେବେ

ହାଙ୍ଗ୍‌ଝୋ, ୨୩ା୯ (ଏପି): ଆଫଗାନିସ୍ତାନ ତାଲିବାନଙ୍କ ନିୟନ୍ତ୍ରଣକୁ ଆସିବା ପରେ ଅନୁଷ୍ଠିତ ହେଉଥିବା ପ୍ରଥମ ଏସିଆନ ଗେମ୍ସରେ ଦୁଇ ଦଳ ଆଥଲେଟ ଚାଇନିଜ ସହର ହାଙ୍ଗ୍‌ଝୋଠାରେ ପହଞ୍ଚତ୍ଛନ୍ତି। ଉଭୟଙ୍କ ରୂପ ଭିନ୍ନ ରହିଛି। ଗୋଟିଏ ଦଳ ଆଫଗାନିସ୍ତାନରୁ ଆସିଛି, ଯେଉଁ...

ଭାରତ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩।୯: କ୍ରିକେଟର ୩ ଫର୍ମାଟ, ଟେଷ୍ଟ, ଦିନିକିଆ ଓ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ନମ୍ବର ଓ୍ବାନ ହୋଇ ଇତିହାସ ରଚିଛି। ପୂର୍ବରୁ ଟେଷ୍ଟ ଓ ଟି୨୦ରେ ଭାରତ ଶୀର୍ଷରେ ଥିବାବେଳେ ଶୁକ୍ରବାର ମୋହାଲିରେ ଅଷ୍ଟ୍ରେଲିଆକୁ ହରାଇବାପରେ ଦିନିକିଆରେ ମଧ୍ୟ...

ଏସିଆନ ଗେମ୍ସ ଉଦ୍‌ଘାଟନ ଆଜି

ହାଙ୍ଗଝୋ, ୨୩ା୯ (ପି.ଟି.): ଏସିଆ ମହାଦେଶ ସର୍ବବୃହତ୍‌ କ୍ରୀଡ଼ା ମହୋତ୍ସବ ଏସିଆନ ଗେମ୍ସର ବିଧିବଦ୍ଧ ଉଦ୍‌ଘାଟନ ଶନିବାର ହେବ। କୋଭିଡ୍‌-୧୯ ମହାମାରୀ ପାଇଁ ଏକ ବର୍ଷ ବିଳମ୍ବରେ ଏହା ଚାଇନାର ହାଙ୍ଗ୍‌ଝୋ ସହରରେ ଆୟୋଜନ କରାଯାଇଛି। ଅଲିମ୍ପିକ ଚାମ୍ପିୟନ ନୀରଜ...

ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ମୋହଲି,୨୩।୯: ମହମ୍ମଦ ଶାମିଙ୍କ ସାଂଘାତିକ ବୋଲିଂ ପରେ ଶୁଭମାନ ଗିଲ, ଋତୁରାଜ ଗାୟକୱାଡ, କେ.ଏଲ ରାହୁଲ ଏବଂ ସୁର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଯୋଗୁ ଟିମ ଇଣ୍ଡିଆ ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହ ଭାରତୀୟ...

ବର୍ଷା ଯୋଗୁ ଅଧାରୁ ଅଟକିଲା ମ୍ୟାଚ

ମୋହଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ବାଧକ ସାଜିଛି ବର୍ଷା। ବର୍ଷା ହେତୁ ମ୍ୟାଚ ଅଧାରୁ ଖେଳ ବନ୍ଦ ହୋଇଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ୩୫.୪ ଓଭରରେ ୪ ଉଇକେଟ୍‌ ହରାଇ ୧୬୬ ରନ ସଂଗ୍ରହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri