ଖେଳ

ସେମିରେ ମହିଳା କ୍ରିକେଟ ଦଳ

ହାଙ୍ଗଝୋ,୨୨ା୯(ପି.ଟି.):ବର୍ଷା କାରଣରୁ ମାଲେସିଆ ବିପକ୍ଷ ମ୍ୟାଚ ଧୋଇ ଯାଇଥିବା ବେଳେ ଭାରତୀୟ ମହିଳା କ୍ରିକେଟ ଦଳ ଏସିଆନ୍‌ ଗେମ୍ସ ୨୦୨୩ର ସେମି ଫାଇନାଲରେ ପ୍ରବେଶ କରିଛି। ଗୁରୁବାରର କ୍ୱାର୍ଟର ଫାଇନାଲ ମ୍ୟାଚ୍‌ଟି ବର୍ଷା କାରଣରୁ ୧୫ ଓଭର ବିଶିଷ୍ଟ କରାଯାଇଥିଲା।...

ବାଂଲାଦେଶକୁ ହରାଇଲା ଭାରତ

ହାଙ୍ଗଝୋ,୨୨ା୯(ପି.ଟି.):ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସ ଫୁଟବଲରେ ବାଂଲାଦେଶକୁ ପରାସ୍ତ କରି ନକ୍‌ଆଉଟ ଆଶା ଉଜ୍ଜୀବିତ ରଖିଛି ଭାରତ। ଅଧିନାୟକ ସୁନୀଲ ଛେତ୍ରୀଙ୍କ ଗୋଲ୍‌ ବଳରେ ଶୁକ୍ରବାର ଭାରତ ୧-୦ରେ ମ୍ୟାଚ୍‌କୁ ଜିତି ନେଇଥିଲା। ପ୍ରଥମ ମ୍ୟାଚରେ ଚାଇନା ନିକଟରୁ...

ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଜର୍ସି ଲଞ୍ଚ୍‌

ସିଡନୀ,୨୨।୯: ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ ୨୦୨୩ ପାଇଁ ଅଷ୍ଟ୍ରେଲିଆ ଜର୍ସି ଲଞ୍ଚ୍‌ କରିଛି। ଅଷ୍ଟ୍ରେଲିଆର ଜର୍ସି ପାରମ୍ପରିକ ହଳଦିଆ ରଙ୍ଗରେ ରଖାଯାଇଛି। ଜର୍ସିର ଗୋଟିଏ ପଟେ କ୍ରିକେଟ ବିଶ୍ୱକପ ୨୦୨୩ ଲୋଗୋ ଥିବାବେଳେ ଅନ୍ୟ ପଟେ ଅଷ୍ଟ୍ରେଲିଆ...

ଅଶ୍ୱିନଙ୍କୁ ଦିନିକିଆ ଟିମ୍‌ରେ ମିଳିଛି ସୁଯୋଗ, ଦ୍ରାବିଡ କହିଲେ କାରଣ

ଚଣ୍ଡିଗଡ଼,୨୨।୯: ଭାରତୀୟ କ୍ରିକେଟ ଟିମ୍‌ ବିଶ୍ୱକପ୍‌ ୨୦୨୩ ପୂର୍ବରୁ ଶୁକ୍ରବାରଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ନିଜର ପ୍ରସ୍ତୁତିକୁ ଅନ୍ତିମ ରୂପ ଦେବାକୁ ଓହ୍ଲାଇବ। ଏହି ସିରିଜର ପ୍ରଥମ ଦୁଇ ମ୍ୟାଚ୍‌ରେ ବରିଷ୍ଠ ଖେଳାଳିଙ୍କୁ ଆରାମ...

ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ମ୍ୟାଚ୍‌

ମୋହାଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲା ଶୁକ୍ରବାର ଖେଳାଯିବ। ଆଇଏସ୍‌ ବିନ୍ଦ୍ରା ପଞ୍ଜାବ କ୍ରିକେଟ ଆସୋସିଏଶନ ମଇଦାନରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ବିଶ୍ୱକପ୍‌ ପୂର୍ବରୁ ଉଭୟ ଟିମ୍‌ ଲାଗି...

ସୁର୍ଯ୍ୟକୁମାରଙ୍କ ଉପରେ ଅଛି ଟିମ ଇଣ୍ଡିଆର ପୂରା ଭରସା, ପ୍ରଥମ ୨ଟି ଦିନିକିଆରେ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୧।୯: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏହି ସିରିଜର ପ୍ରଥମ ମ୍ୟାଚରେ ରହିବେ ନାହିଁ। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଭାରତୀୟ ଦଳର...

ଏସିଆନ୍ ଗେମ୍ସରେ ଧ୍ବଜାବାହକ ହେବା ଗର୍ବର କଥା: ହରମନପ୍ରିତ

ନୂଆଦିଲ୍ଲୀ, ୨୧। ୯: ଏସିଆନ୍‌ ଗେମ୍ସ ୨୦୨୩ର ଉଦ୍ଘାଟନୀ ଉତ୍ସବରେ ଭାରତର ପୁରୁଷ ହକି ଦଳର ଅଧିନାୟକ ହରମନପ୍ରିତ୍ ସିଂ ଧ୍ବଜାବାହକ ହେବେ। ତେବେ ମହିଳା ବକ୍ସର ଲଭଲିନା ବୋର୍ଗୋହେନଙ୍କ ସହ ସଂଯୁକ୍ତ ଭାବେ ଧ୍ବଜାବାହକ ହେବା ଗର୍ବର ବିଷୟ...

ଭାରତ ବିପକ୍ଷ ପ୍ରଥମ ଦିନିକିଆରେ ଖେଳିବେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌, ବାଦ୍‌ ପଡିଲେ ଏହି ୨ ଖେଳାଳି

ସିଡ଼ନୀ,୨୧।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୨୨ସେପ୍ଟେମ୍ବରରୁ ଦିନିକିଆ ସିରିଜ୍‌ ଆରମ୍ଭ ହେଉଛ। ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯିବ। ଏହା ପୂର୍ବରୁ ଅଷ୍ଟ୍ରେଲୀୟ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଗ୍ଲେନ ମ୍ୟାକ୍ସୱେଲ ଏବଂ ମିଚେଲ ଷ୍ଟାର୍କ...

ଦେଶରେ ପ୍ରଥମ ଥର ପାଇଁ ମୋଟୋ ଜିପି ରେସିଂ ଚାମ୍ପିଅନଶିପ ସେପ୍ଟେମ୍ବର ୨୨ରୁ: ଟିକଟ ଦାମ ୮ ଶହରୁ ଲକ୍ଷେ ୮୦ ହଜାର…

ନୋଏଡା,୨୧।୯ : ଭାରତରେ ପ୍ରଥମ ଥର ପାଇଁ ମୋଟୋ ଜିପି ରେସ ଆୟୋଜିତ ହେବାକୁ ଯାଉଛି। ଏହି ରେସିଂ ଚାମ୍ପିଅନଶିପ ୨୨ ରୁ ୨୪ ସେପ୍ଟେମ୍ବର ମଧ୍ୟରେ ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବୁଦ୍ଧ ଇଣ୍ଟରନ୍ୟାଶନାଲ ସର୍କିଟରେ ଆୟୋଜିତ ହେବ। ଏହି...

ଇତିହାସ ରଚିଲେ ଶେଫାଳି

ହାଙ୍ଗଝୋ,୨୧।୯: ଏସିଆନ ଗେମ୍ସ ୨୦୨୩ରେ ମହିଳା କ୍ରିକେଟରେ ସେମିଫାଇନାଲରେ ପ୍ରବେଶ କରିଛି ଭାରତ। ବର୍ଷା ଯୋଗୁ ଭାରତ ଏବଂ ମାଲେସିଆ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରଦ୍ଦ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨ ଉଇକେଟ ହରାଇ ୧୭୩ ରନ...

ସେମିଫାଇନାଲରେ ଭାରତ

ହାଙ୍ଗଝୋ,୨୧।୯: ଆଜି ଏସିଆନ ଗେମ୍ସ ୨୦୨୩ରେ ମହିଳା କ୍ରିକେଟ ଇଭେଣ୍ଟରେ ଭାରତ ଏବଂ ମାଲେସିଆ ମଧ୍ୟରେ ଏକ ମ୍ୟାଚ ଖେଳାଯାଇଥିଲା। ବର୍ଷା ଯୋଗୁ ଏହି କ୍ୱାର୍ଟର ଫାଇନାଲ ମ୍ୟାଚ ବାତିଲ ହୋଇଥିଲ। ଏହା ସହ ଭାରତୀୟ ମହିଳା ଦଳ ବର୍ତ୍ତମାନ...

ଆର୍ଥିକ ସଙ୍କଟରେ ଦେଶର ନମ୍ବର-୧ ଟେନିସ ଖେଳାଳି: କହିଲେ, ମୋ ଆକାଉଣ୍ଟରେ ଏବେ ମାତ୍ର ୮୦ ହଜାର ଟଙ୍କା ଅଛି

ନୂଆଦିଲ୍ଲୀ,୨୧।୯: ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଆର୍ଥିକ ସଙ୍କଟ ସହ ସଂଘର୍ଷ କରୁଛନ୍ତି। ଏକଥା ନିଜେ ପ୍ରକାଶ କରିଛନ୍ତି। ଦେଶର ନମ୍ବର-୧ ଟେନିସ ଖେଳାଳି ସୁମିତ ଏଟିପି ଟୁର୍‌ ଖେଳିବା ପାଇଁ ୧ କୋଟି ଟଙ୍କା ବ୍ୟବସ୍ଥା କରିଥିଲେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri