ଧନଶ୍ରୀଙ୍କୁ ସପୋର୍ଟ କରିବାକୁ ପହଞ୍ଚିଲେ ଚହଲ
ମୁମ୍ବାଇ: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ଡ୍ୟାନ୍ସ ରିଅଲିଟି ସୋ ‘ଝଲକ ଦିଖଲା ଜା’ର ସେଟରେ ଦେଖିବାକୁ ମିଳିଛି। ସେ ତାଙ୍କ ପତ୍ନୀ ଧନଶ୍ରୀ ବର୍ମାଙ୍କୁ ସମର୍ଥନ କରିବାକୁ ଏଠାକୁ ଆସିଥିଲେ। ଧନଶ୍ରୀ ମଧ୍ୟ ଏଥର ଶୋ’ରେ ଭାଗ ନେଉଛନ୍ତି। ଏହି…
IND vs ENG: ଟେଷ୍ଟ ଦଳରୁ ବାଦ୍ ପଡିଲେ ମହମ୍ମଦ ଶାମି, ଇଶାନ କିଷନ, ଏହି ଷ୍ଟାର ବ୍ୟାଟରଙ୍କୁ ମିଳିଲା ସୁଯୋଗ
ନୂଆଦିଲ୍ଲୀ, ୧୩।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଇଂଲଣ୍ଡ ବିପକ୍ଷ ହେବାକୁ ଥିବା ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଛି। ଯେଉଁଥିରେ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ଉଇକେଟ୍ କିପର ଇଶାନ…
ଶୋଇଥିବା ବେଳେ ବିମାନରେ ରିଙ୍କୁ ସିଂ ସହ ଏଭଳି କଲେ ଆଫଗାନିସ୍ତାନ ଖେଳାଳି, ଭାଇରାଲ ହେଉଛି ଭିଡିଓ
ନୂଆଦିଲ୍ଲୀ, ୧୩।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ଏକ ଚମତ୍କାର ବିଜୟ ପଞ୍ଜିକରଣ କରିଛି। ଏବେ ଦ୍ୱିତୀୟ ମ୍ୟାଚ ଇନ୍ଦୋରରେ ଖେଳାଯିବ। ଏହି…
ଇନ୍ଦୋର ବାହାରିଲେ କୋହଲି, ଦୀର୍ଘ ଦିନର ବ୍ୟବଧାନ ପରେ ଖେଳିବେ ଟି -୨୦
ନୂଆଦିଲ୍ଲୀ, ୧୩।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚ ଇନ୍ଦୋରରେ ଖେଳାଯିବ। ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ଏକ ଚମତ୍କାର ବିଜୟ ପଞ୍ଜିକରଣ କରିଥିଲା। ବିରାଟ କୋହଲି ସିରିଜର ପ୍ରଥମ ମ୍ୟାଚ ଖେଳି ନ…
ମ୍ୟାଚ୍ ଖେଳିବାକୁ ହେଲିକପ୍ଟରରେ ଆସିଲେ ଷ୍ଟାର କ୍ରିକେଟର ଡେଭିଡ୍ ଓ୍ବାର୍ନର
ସିଡ୍ନୀ,୧୨ା୧: ବିଗ୍ ବାଶ୍ ଲିଗ୍ (ବିବିଏଲ୍)ରେ ସିଡ୍ନୀ ଥଣ୍ଡର୍ସ ତରଫରୁ ଖେଳିବା ଲାଗି ଅଷ୍ଟ୍ରେଲିଆର ଷ୍ଟାର କ୍ରିକେଟର ଡେଭିଡ୍ ଓ୍ବାର୍ନର ହେଲିକପ୍ଟର ଯୋଗେ ଆସି ଆଇକନିକ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍ସିଜି)ରେ ପହଞ୍ଚି ଥିଲେ। ନିକଟରେ ଟେଷ୍ଟ କ୍ରିକେଟରୁ ତାଙ୍କର ଅବସର…
ଆଜିଠୁ ମହିଳା ହକି ଅଲିମ୍ପିକ କ୍ୱାଲିଫାୟର୍ସ: ୟୁଏସ୍ଏକୁ ଭେଟିବ ଭାରତ
ରାଞ୍ଚି,୧୩ା୧: ଏଫ୍ଆଇଏଚ୍ ଅଲିମ୍ପିକ କ୍ୱାଲିଫାୟର୍ସ ଟୁର୍ନାମେଣ୍ଟ ଶନିବାର ଆରମ୍ଭ ହେବ। ଉଦ୍ଘାଟନୀ ଦିବସରେ ଭାରତ ଏହାର ପ୍ରଥମ ମୁକାବିଲାରେ ୟୁଏସ୍ଏକୁ ଭେଟି ଏହାର ଅଭିଯାନ ଆରମ୍ଭ କରିବ। ଭାରତ ପ୍ରତିଯୋଗିତାରେ ପ୍ରଥମ ମ୍ୟାଚ ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍ଏ) ବିପକ୍ଷରେ ଖେଳିବ। ଆୟୋଜକ ଭାରତ…
ଉତ୍କଳ ଓପନ ଟେନିସ୍ ଆରମ୍ଭ: ଯୋଗଦେଇଛନ୍ତି ୨୫୦ ଖେଳାଳି
ଭୁବନେଶ୍ୱର,୧୩।୧(ତପନ ସ୍ବାଇଁ): ଏସିଇ ଟେନିସ କ୍ଲବ ଆନୁକୂଲ୍ୟରେ ଉତ୍କଳ ଓପନ ଟେନିସ ଟୁର୍ନାମେଣ୍ଟ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି। ୩ ଦିନ ବିଶିଷ୍ଟ ଏହି ପ୍ରତିଯୋଗିତାରେ ରାଜ୍ୟର ୨୫୦ ଖେଳାଳି ଅଂଶଗ୍ରହଣ କରିଛନ୍ତି। ୮ ବର୍ଗରେ ପ୍ରତିଯୋଗିତା ପାଇଁ ୩.୨୦ ଲକ୍ଷ…
ସମ୍ମାନ ରଖିଲେ ଶୁଭ୍ରାଂଶୁ, ଧୂପର
ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): ଇନ୍ଦୋରସ୍ଥିତ ଇମରଲାଣ୍ଡ ହାଇଟ୍ସ ଇଣ୍ଟରନ୍ୟାଶନାଲ ସ୍କୁଲ ଗ୍ରାଉଣ୍ଡରେ ଓଡ଼ିଶା ଓ ମଧ୍ୟପ୍ରଦେଶ ମଧ୍ୟରେ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ଶୁଭ୍ରାଂଶୁ ସେନାପତି ଓ ରାଜେଶ ଧୂପର ଶତକୀୟ ଭାଗୀଦାରି…
ବିଜୟ ସହ ଓଡ଼ିଶା ଏଫ୍ସିର ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା କଳିଙ୍ଗ ସୁପର କପ୍ ଫୁଟବଲ ଟୁର୍ନାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଏଫ୍ସି ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଓଡ଼ିଶା ଦଳ ୧-୦ ଗୋଲରେ ବେଙ୍ଗାଲୁରୁ ଏଫ୍ସିକୁ ପରାସ୍ତ…
ଆଜି ଚେନ୍ନାଇ-ଗୁଜରାଟ ଫାଇନାଲ ମୁକାବିଲା
ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ ଖୋ ଖୋ ସିଜନ-୨ର ଫାଇନାଲ ଶନିବାର ଚେନ୍ନାଇ କୁଇକ୍ ଗନ୍ସ ଓ ଗୁଜରାଟ ଜାଏଣ୍ସ ମଧ୍ୟରେ ଅନୁଷ୍ଠିତ ହେବ। ସେହିପରି ତୃତୀୟ ସ୍ଥାନ ପାଇଁ ପ୍ଲେ-ଅଫ୍ରେ ପରସ୍ପରକୁ ଭେଟିବେ…
‘କୋହଲି ଏବେ ଯେଉଁଭଳି ଖେଳୁଛନ୍ତି, ସହଜରେ ସଚିନଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗିବେ’
ନୂଆଦିଲ୍ଲୀ,୧୨।୧: ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ ନିଜ ଆଦର୍ଶ ବୋଲି ମନେ କରନ୍ତି ଭାରତୀୟ କ୍ରିକେଟର ବିରାଟ କୋହଲି। ସଚିନଙ୍କ ନାମରେ ଅନ୍ତର୍ଜାତୀୟସ୍ତରରେ ୧୦୦ ଶତକ ରେକର୍ଡ ରହିଛି। ଏଣୁ କୋହଲି ତାଙ୍କ ରେକର୍ଡ ଭାଙ୍ଗି ପାରିବେ କି ନାହିଁ ବୋଲି…
ବିଜୟ ସହ ନ୍ୟୁଜିଲାଣ୍ଡର ଟି୨୦ ଅଭିଯାନ ଆରମ୍ଭ
ଇର୍ଡେନ୍ ପାର୍କ,୧୨।୧: ଇର୍ଡେନ୍ ପାର୍କରେ ଶୁକ୍ରବାର ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ରେ ପାକିସ୍ତାନ ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ…

