ବିଶ୍ୱକପ୍ ଲାଗି ଆଫଗାନିସ୍ତାନର ଦଳ ଘୋଷଣା: ୨ ବର୍ଷ ପରେ ଦିନିକିଆ ଟିମ୍କୁ ଫେରିଲେ ‘କୋହଲିଙ୍କ ଶତ୍ରୁ’
ନୂଆଦିଲ୍ଲୀ,୧୪।୯: ଅକ୍ଟୋବର ୫ରୁ ଭାରତରେ ଆଇସିସି କ୍ରିକେଟ ବିଶ୍ୱକପ୍ ୨୦୨୩ ଆରମ୍ଭ ହେବ। ଏହା ନଭେମ୍ବର ୧୯ ଯାଏ ଚାଲିବ। ଏହି ଟୁର୍ନାମେଣ୍ଟ ଲାଗି ଆଫଗାନିସ୍ତାନ ୧୫ ଜଣିଆ ଦଳ ଘୋଷଣା କରିଛି। ଏହି ଟିମ୍ରେ ନବୀନ-ଉଲ୍-ହକ ପ୍ରତ୍ୟାବର୍ତ୍ତନ କରିଥିବା...
ବର୍ଷା ଯୋଗୁ ପ୍ରଭାବିତ ହୋଇପାରେ ଶ୍ରୀଲଙ୍କା-ପାକିସ୍ତାନ ମ୍ୟାଚ୍; ବାତିଲ ହେଲେ ଭାରତ ସହ କିଏ ଖେଳିବ ଫାଇନାଲ…?
କଲମ୍ବୋ,୧୪।୯: ଶ୍ରୀଲଙ୍କା ବିପକ୍ଷ ଏସିଆ କପ୍ ୨୦୨୩ ସୁପର ୪ର ମ୍ୟାଚ୍କୁ ଟିମ ଇଣ୍ଡିଆ ଜିତି ଫାଇନାଲ ପାଇଁ ଟିକେଟ ହାସଲ କରି ନେଇଛି। ଏହାପୂର୍ବରୁ ଭାରତୀୟ ଟିମ ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ବିଶାଳ ୨୨୮ ରନରେ ପରାସ୍ତ କରିଥିଲା।...
ବାଂଲାଦେଶ ବିପକ୍ଷ ମ୍ୟାଚ ପୂର୍ବରୁ ଅଭ୍ୟାସ ଆରମ୍ଭ କଲେ ଶ୍ରେୟସ
ନୂଆଦିଲ୍ଲୀ,୧୪।୯: ଏସିଆ କପ ୨୦୨୩ର ଶେଷ ସୁପର ଫୋର୍ ମ୍ୟାଚ ଶୁକ୍ରବାର ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। ଏହା ପୂର୍ବରୁ ଟିମ ଇଣ୍ଡିଆର ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ରିପୋର୍ଟ ଅନୁଯାୟୀ, ଶ୍ରେୟସ ଆୟର ମଇଦାନକୁ...
ମ୍ୟାଚ୍ ମଝିରେ ‘ଲୁଙ୍ଗି ଡ୍ୟାନ୍ସ’ ଗୀତରେ ନାଚିଲେ କୋହଲି: ଦେଖନ୍ତୁ ଭିଡିଓ
କଲମ୍ବୋ,୧୪।୯: ଭାରତୀୟ ବ୍ୟାଟ୍ସମ୍ୟାନ ବିରାଟ କୋହଲି କ୍ରିକେଟ ପଡ଼ିଆରେ କେବଳ ଦୁଇଟି ଅନ୍ଦାଜ୍ରେ ଦେଖିବାକୁ ମିଳେ। ଗୋଟିଏ ହେଉଛି ଆକ୍ରମଣାତ୍ମକ ଅନ୍ୟଟି ହେଉଛି ମଜା। ତେବେ ତାଙ୍କୁ ପ୍ରାୟତଃ ମ୍ୟାଚ ମଧ୍ୟରେ ପଡ଼ିଆରେ ନାଚୁଥିବା ଦେଖାଯାଏ। ପ୍ରଶଂସକମାନେ କୋହଲିଙ୍କ ଡ୍ୟନ୍ସକୁ...
ଅବସର ନିଷ୍ପତ୍ତିରୁ ଓହରି ଇତିହାସ ରଚିଲେ ଏହି କ୍ରିକେଟର୍
ଲଣ୍ଡନ,୧୪।୯: ଇଂଲଣ୍ଡର ଟେଷ୍ଟ ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ଦିନିକିଆରେ ଇଂଲଣ୍ଡ ପାଇଁ ସବୁଠୁ ବଡ଼ ଇନିଂସ ଖେଳିଥିଲେ ଷ୍ଟୋକ୍ସ। ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ସେ ୧୨୪ ବଲରେ ୧୮୨ ରନ ସ୍କୋର କରିଥିଲେ।...
ପାକିସ୍ତାନ-ଶ୍ରୀଲଙ୍କା ଲଢ଼େଇ: ଫାଇନାଲ ଖେଳିବାକୁ ମିଳିବ ଟିକଟ…
କଳମ୍ବୋ,୧୪।୯ : ଗୁରୁବାର (୧୪ସେପ୍ଟେମ୍ବର) ଏସିଆ କପର ସୁପର -୪ ରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟରେ କୌଣସି ଅଫିସିଆଲ ସେମିଫାଇନାଲ ମ୍ୟାଚ ନାହିଁ, କିନ୍ତୁ ଫାଇନାଲରେ ପହଞ୍ଚିବା ପାଇଁ ଏହି...
ଅଲ୍ ଓଡ଼ିଶା ସ୍ନୁକର ଆରମ୍ଭ
ଭୁବନେଶ୍ୱର,୧୪ା୯(ସରୋଜ ଜେନା): ଆଶିଷ ପଣ୍ଡା ମେମୋରିଆଲ ଅଲ ଓଡ଼ିଶା ସ୍ନୁକରର ଦ୍ୱିତୀୟ ସଂସ୍କରଣ ବୁଧବାର ଆରମ୍ଭ ହୋଇଛି। ଭୁବନେଶ୍ୱର ସ୍ଥିତ ଭିଣ୍ଟେଜ୍ କ୍ଲବରେ ପ୍ରଥମ ଦିନରେ ୯ ମ୍ୟାଚ୍ ଖେଳା ଯାଇଛି। ପ୍ଲେୟର ଅଫ୍ ଦ ଡେ ବିବେଚିତ ହୋଇଥିବା...
ବେଙ୍ଗଲ-ଉତ୍ତର ପ୍ରଦେଶ ଫାଇନାଲ
ଭୁବନେଶ୍ୱର, ୧୪।୯(ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍ବଲ ଆସୋସିଏଶନ ଅଫ୍ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ଚାଲିଥିବା ବି.ସି. ରୟ ଟ୍ରଫି ଜାତୀୟ ଜୁନିୟର ଫୁଟ୍ବଲ ଟୁର୍ନାମେଣ୍ଟର ୨ଟି ସେମିଫାଇନାଲ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ବେଙ୍ଗଲ ଓ...
କିସ୍-କ୍ୟାପିଟାଲ ଫାଇନାଲ
ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ୟୁନିଟ-୬ ଆଥ୍ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ କିସ୍ ଓ କ୍ୟାପିଟାଲ ସ୍କୁଲ ମଧ୍ୟରେ ଶୁକ୍ରବାର ଅନୁଷ୍ଠିତ ହେବ। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ୟୁନିଟ-୩...
ପ୍ରି କ୍ୱାର୍ଟରରେ ତନିଶା-ଅଶ୍ୱିନ
କୋଲୁନ୍,୧୪ା୯(ପି.ଟି.): ହଂକଂ ଓପନ ସୁପର ୫୦୦ ସିରିଜ୍ ବ୍ୟାଡ୍ମିଣ୍ଟନର ପ୍ରଥମ ଦିନରେ ମହିଳା ଡବଲ୍ସ ଯୋଡି ତନିଶା କ୍ରାଷ୍ଟୋ ଓ ଅଶ୍ୱିନୀ ପୋନାପ୍ପା ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରାଜ୍ୟ ଗୋଷ୍ଠୀ ପଦକ ବିଜେତା ଲକ୍ଷ୍ୟ ସେନ୍ କିନ୍ତୁ ପିଠି...
କିଟ୍, କଟକ ଦଳଗତ ଚାମ୍ପିୟନ
ଭୁବନେଶ୍ୱର, ୧୪।୯(ତପନ ସ୍ବାଇଁ): ଓଡ଼ିଶା ସାଇକ୍ଲିଂ ଆସୋସିଏଶନ ଆନୁକୂଲ୍ୟରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ସିନିୟର, ଜୁନିୟର, ସବ୍ଜୁନିୟର ଓ ୟୁଥ୍ ବର୍ଗରେ ମାଉଣ୍ଟେନ ସାଇକ୍ଲିଂ ପ୍ରତିଯୋଗିତା କେନ୍ଦୁଝରର ଖଣିବଜାର ହଦଗଡ଼ ଡ୍ୟାମ ଟ୍ରାକ୍ରେ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ପ୍ରତିଯୋଗିତାର...
ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ
ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ...
Archives


