ଖେଳ

ଏମ୍‌ବାପେଙ୍କ ଲିଭରପୁଲ୍‌, ବାର୍ସିଲୋନା କ୍ଲବ ଯିବା ନେଇ ଚର୍ଚ୍ଚା: ଜାଣନ୍ତୁ କେତେ ରହିଛି ମୂଲ୍ୟ

ପ୍ୟାରିସ୍‌, ୨ା୧ ନୂତନ ବର୍ଷ ଆରମ୍ଭ ହୋଇଥିବା ବେଳେ ପ୍ୟାରିସ୍‌ ସେଣ୍ଟ ଜର୍ମେନ(ପିଏସ୍‌ଜି) ଫରଓ୍ବାର୍ଡ କିଲିଆନ୍‌ ଏମ୍‌ବାପେଙ୍କ ଭବିଷ୍ୟତକୁ ନେଇ କାଉଣ୍ଟ ଡାଉନ୍‌(ଅବଗଣନା) ଆରମ୍ଭ ହୋଇଛି। ୨୦୨୪ ପିଏସ୍‌ଜିରେ ଏମ୍‌ବାପେଙ୍କ ଶେଷ ବର୍ଷ ହୋଇଥିବା ବେଳେ ସେ କେଉଁ କ୍ଲବରେ ଯୋଗଦେବେ…

ପ୍ରଥମେ ନୋଟ୍‌ ଚିରି ଉଡାଇଲେ, ପରେ କଲେ ଜବରଦସ୍ତ ଡ୍ୟାନ୍ସ: କୋହଲିଙ୍କ ଭିଡିଓ ହେଉଛି ଭାଇରାଲ୍‌

ନୂଆଦିଲ୍ଲୀ,୨।୧: ବିରାଟ କୋହଲି ତାଙ୍କ ଯୁଗର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ମାନଙ୍କ ମଧ୍ୟରେ ଗଣାଯାଏ। ତାଙ୍କ ଫଲୋ କରୁଥିବା ପ୍ରଶଂସକ କେବଳ ଭାରତରେ ନୁହେଁ, ସମଗ୍ର ବିଶ୍ୱରେ ଅଛନ୍ତ। ତେବେ ସୋସିଆଲ ମିଡିଆରେ ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି…

ଜାନୁୟାରୀ ୩ରେ ସେଞ୍ଚୁରିଅନ ଟେଷ୍ଟ: ନେଟ୍ସରେ ଜୋର୍‌ଦାର ଅଭ୍ୟାସ କଲେ ବିରାଟ

କେପ୍‌ ଟାଉନ୍‌, ୨।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବୁଧବାରଠାରୁ ଆରମ୍ଭ ହେବ ଦ୍ୱିତୀୟ କ୍ରିକେଟ ଟେଷ୍ଟ। ସେଞ୍ଚୁରିଅନଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟକୁ ଏକ ଇନିଂସ ଓ ୩୨ ରନ୍‌ରେ ଜିତି ଦକ୍ଷିଣ ଆଫ୍ରିକା ୨ ମ୍ୟାଚ ବିଶିଷ୍ଟ ସିରିଜରେ…

ଆୟୋଜନ ହେବ ଜାତୀୟ ଟୁର୍ନାମେଣ୍ଟ, କ୍ରୀଡା ମନ୍ତ୍ରାଳୟ ଓ ଆଡ୍‌ହକ୍‌ ପ୍ୟାନେଲକୁ ଜାଣିନୁ: ସଞ୍ଜୟ

ନୂଆଦିଲ୍ଲୀ,୧ା୧(ପି.ଟି): ଭାରତୀୟ ରେସ୍‌ଲିଂ ମହାସଂଘ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ସଞ୍ଜୟ ସିଂ ଜାତୀୟ ଟୁର୍ନାମେଣ୍ଟ ଆୟୋଜନ କରିବା ନେଇ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏଭଳି ନିଷ୍ପତ୍ତି ଫଳରେ ଡବ୍ଲ୍ୟୁଏଫ୍‌ଆଇର ଭବିଷ୍ୟତ ବର୍ତ୍ତମାନ ସଙ୍କଟ ମଧ୍ୟରେ ନଜର ଆସିଛି। ସେ କ୍ରୀଡା ମନ୍ତ୍ରାଳୟ ଓ ଆଡ୍‌…

ବର୍ଷେ ପୂର୍ବେ ପେପରରେ ଲେଖିଥିଲେ ଟାର୍ଗେଟ୍‌, ଏବେ ଫଟୋ ଶେୟାର କରି କେତେ ନିକଟତର ହୋଇଛନ୍ତି କହିଲେ ଶୁଭମନ ଗିଲ୍‌

ନୂଆଦିଲ୍ଲୀ,୧।୧: ଭାରତୀୟ କ୍ରିକେଟର୍‌ ଶୁବମାନ ଗିଲ ଦକ୍ଷିଣ ଆଫ୍ରିକା ଗସ୍ତରେ ଅଛନ୍ତି। ସେ ଦିନିକିଆ ଏବଂ ଟି-୨୦ରେ ଭଲ ପ୍ରଦର୍ଶନ କରିଛନ୍ତି। କିନ୍ତୁ ଟେଷ୍ଟ ଫର୍ମାଟରେ କିଛି ବିଶେଷ କରିପାରି ନାହାନ୍ତି। ଶୁବମାନଙ୍କୁ ମଧ୍ୟ ତାଙ୍କର ଟେଷ୍ଟ ଫର୍ମକୁ ନେଇ ସମାଲୋଚନାର…

ନୂଆବର୍ଷରେ ପ୍ରଶଂସକଙ୍କୁ ଦୁଃଖିତ କଲେ ଡେଭିଡ ଓ୍ବାର୍ନର: ଏକଦିବସୀୟରୁ ଅବସର ଘୋଷଣା କଲେ…

ମେଲବୋର୍ନ,୧।୧ : ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଓପନର୍‌ ଡେଭିଡ ୱାର୍ନର ନୂଆ ବର୍ଷ ଅବସରରେ ପ୍ରଶଂସକଙ୍କୁ ଦୁଃଖିତ କରିଛନ୍ତି। ଟେଷ୍ଟ ପରେ ସେ ଏକଦିବସୀୟରୁ ଅବସର ଘୋଷଣା କରିଛନ୍ତି। ତେବେ ୨୦୨୫ମସିହାରେ ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫିରେ ସେ ଖେଳିବେ ବୋଲି…

ସୋନପୁରକୁ ମହାବୀର କପ୍‌

ଟାଙ୍ଗୀ, ୧ା୧ (ରଘୁନାଥ ସାହୁ): କୁହୁଡ଼ି ମହାବୀର ଆଥ୍‌ଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଜନତା ଷ୍ଟାଡିୟମରେ ଚାଲିଥିବା ସର୍ବଭାରତୀୟ ମହାବୀର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋନପୁର ଫୁଟ୍‌ବଲ କ୍ଲବ ଚାମ୍ପିୟନ ହୋଇଛି। ରବିବାର ସମ୍ବଲପୁର ଫୁଟ୍‌ବଲ କ୍ଲବକୁ ୮-୭ ଟାଇବ୍ରେକର୍‌ରେ ଦଳ…

ହାପି ଇଲେଭେନ ଚାମ୍ପିୟନ

ଭୁବନେଶ୍ୱର, ୧ା୧ (ସରୋଜ ଜେନା): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଗଡ଼ ଗୋପୀନାଥ ପ୍ରସାଦ(ଜିଜିପି) ସ୍କୁଲ ପଡ଼ିଆରେ ଚାଲିଥିବା ସନ୍ତୋଷ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି କଟକର ହାପି ଇଲେଭେନ୍‌। ରବିବାର ଖେଳା ଯାଇଥିବା ଫାଇନାଲରେ ଦଳ…

ସଂଘର୍ଷ କରି ହାରିଲା ଜଗରନଟ୍ସ

ଭୁବନେଶ୍ୱର, ୧ା୧ (ସରୋଜ ଜେନା): କଟକର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଅଲ୍‌ଟିମେଟ୍‌ ଖୋ ଖୋ ଲିଗ୍‌ରେ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଜଗରନଟ୍ସ। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଦଳ ତେଲୁଗୁ ଯୋଦ୍ଧାସ ନିକଟରୁ ୨୯-୨୮ରେ…

ଶୁବମନ ଗିଲ୍‌ଙ୍କ ବିଫଳତାର କାରଣ କହିଲେ ଗାଭାସ୍କର

ନୂଆଦିଲ୍ଲୀ,୩୧ା୧୨: ଶୁବମନ ଗିଲ୍‌ଙ୍କ ବିଫଳତାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର। ଟେଷ୍ଟରେ ଆକ୍ରମଣାତ୍ମକ ବ୍ୟାଟିଂ କାରଣରୁ ଗିଲ୍‌ ବିଫଳ ହେଉଛନ୍ତି ବୋଲି ଗାଭାସ୍କର ପ୍ରକାଶ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟର ପ୍ରଥମ ମ୍ୟାଚ୍‌ର…

ଅନ୍ତିମ ଟି୨୦ରେ ନ୍ୟୁଜିଲାଣ୍ଡ ବିଜୟ: ସିରିଜ ୧-୧ରେ ଡ୍ର

ମାଉଣ୍ଟ ମଙ୍ଗାନୁଇ,୩୧ା୧୨: ମାଉଣ୍ଟ ମଙ୍ଗାନୁଇସ୍ଥିତ ବାଇ ଓଭାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଡକଓ୍ବର୍ଥ ଲୁଇସ୍‌ ସିଷ୍ଟମ(ଡିଏଲ୍‌ଏସ୍‌) ଜରିଆରେ ୧୭ ରନ୍‌ରେ ବିଜୟ ହାସଲ କରିଛି। ଫଳରେ ଦୁଇଦେଶ ମଧ୍ୟରେ…

ରୋହିତଙ୍କଠାରୁ ‘ଗୁରୁମନ୍ତ୍ର’ ପାଇଥିବା ବୋଲରଙ୍କୁ ଦ୍ୱିତୀୟ ଟେଷ୍ଟରେ ମିଳିବ କି ସୁଯୋଗ

କେପଟାଉନ,୩୧।୧୨: କେପଟାଉନ ଟେଷ୍ଟରେ ଟିମ ଇଣ୍ଡିଆର ପ୍ଲେଇଙ୍ଗ-୧୧ରେ ପରିବର୍ତ୍ତନ ହେବା ଉପରେ ଏବେ ଜୋରଦାର ଚର୍ଚ୍ଚା ହେଉଛି। ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୩ ଦିନରେ ଏହି ମ୍ୟାଚ୍‌ ହାରିଯାଇଥିଲା। ଏହି ପରାଜୟ ପରେ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?