ଖେଳ

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ, ଠିକ ବିପରୀତ ପରିସ୍ଥିତି ସୃଷ୍ଟି ହୋଇଥିଲା। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମୁକାବିଲା ସମୟରେ,…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ ସ୍ମରଣୀୟ ବିଜୟ ହାସଲ କରି ଇତିହାସ ରଚିଛି। ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ ଜାମିନରେ ଖଲାସ ହୋଇଛନ୍ତି। ଉଡ୍ସଙ୍କ ଲାଣ୍ଡରୋଭର ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏନେଇ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର କରିଛି। ଏହି ପୋଷ୍ଟ ସ୍ପଷ୍ଟ ଭାବରେ ସ୍ପଷ୍ଟ କରୁଛି ଯେ, ଗିନିଜ ୱାଲର୍‌ଡ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ ହାଇଦ୍ରାବାଦ ମଧ୍ୟରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସର…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି। ଉଡ୍ସଙ୍କ କାର ଅନ୍ୟ ଏକ ଗାଡ଼ି ସହିତ ଧକ୍କା ଦେଇଥିଲା, ଯାହା ଫଳରେ…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ ଚାଲିବ। ଅଂଶଗ୍ରହଣକାରୀ ୧୦ଟି ଦଳକୁ ନେଇ ମୋଟ ୭୪ଟି ମ୍ୟାଚ୍‌ ଅନୁଷ୍ଠିତ ହେବ।…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଏହା ଘୋଷଣା କରାଯାଇଛି। ତେବେ ଜୁନ୍‌ ୧୧ରୁ ଯୁକ୍ତରାଷ୍ଟ୍ର…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ସନ୍ଧ୍ୟା ସାଢେ ୭ଟାରେ ଏମ୍‌ ଚିନ୍ନାସ୍ବାାମୀ ଷ୍ଟାଡିୟମରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ ଅଭିଯାନ ଆରମ୍ଭ କରିବାକୁ ଉଦ୍ୟମ କରୁଥିବା ବେଳେ, SRH ମଧ୍ୟ ଦମ୍‌ଦାର ପ୍ରଦର୍ଶନ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ ମ୍ୟାଚରେ ବୈଭବ ୮୦ ବଲରେ ୧୭୫ ରନ କରିଥିଲେ। ଏହି ଇନିଂସରେ ଯୁବ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ ସାର୍ଟିଫିକେଟ ଦେବାକୁ ମନା କରିଛି। ନୂଆ ଗାଇଡ୍‌ଲାଇନ୍ସ ମୁତାବକ, ଆଇପିଏଲ୍‌ ଓ ପିଏସ୍‌ଏଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri