ଖେଳ

ସୂର୍ଯ୍ୟବଂଶୀଙ୍କ ଦ୍ରୁତତମ ଶତକ: ହାଇଦ୍ରାବାଦ୍‌ ଆଗରେ ୨୨୯ ରନର ବିଶାଳ ଟାର୍ଗେଟ

ଜୟପୁର,୨୫ା୪: ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଓ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ପରସ୍ପରକୁ ଭେଟିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଶତକ ବଳରେ ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ପ୍ରତିପକ୍ଷ ହାଇଦ୍ରାବାଦ୍‌ ସମ୍ମୁଖରେ ୨୨୯ ରନର ବିଶାଳ…

ଦିଲ୍ଲୀ କ୍ୟାପିଟାଲ ଖେଳାଳି ଲୁଙ୍ଗି ଏନ୍‌ଗିଡି ଗୁରୁତର

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ ପାଇଁ ଖେଳୁଥିବା ଦକ୍ଷିଣ ଆଫ୍ରିକୀୟ ଖେଳାଳି ଲୁଙ୍ଗି ଏନ୍‌ଗିଡି ଗୁରୁତର ଆହତ ହୋଇଛନ୍ତି। ପଞ୍ଜାବ ଇନିଂସର ତୃତୀୟ ଓଭରରେ ଫିଲ୍ଡିଂ କରୁଥିବା ବେଳେ ଏନ୍‌ଗିଡି ଏକ କ୍ୟାଚ୍‌ ନେବାକୁ ଯାଇ ପଛୁଆ ପଢ଼ିଯାଇଥିଲେ। ଫଳରେ ତାଙ୍କ ମୁଣ୍ଡର…

ହାର୍ଦ୍ଦିକଙ୍କ ଏକ୍ସ ଓ୍ବାଇଫ ନା ନୂଆ ଗର୍ଲଫ୍ରେଣ୍ଡ କିଏ ଅଧିକ ଧନୀ? ଜାଣନ୍ତୁ ଏମାନଙ୍କ ସମ୍ପତ୍ତିର ମୂଲ୍ୟ

ନୂଆଦିଲ୍ଲୀ,୨୫।୪: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ଜୀବନଶୈଳୀ ଏବଂ ସମ୍ପର୍କ ପାଇଁ ପ୍ରାୟତଃ ଶିରୋନାମାରେ ଅଛନ୍ତି। ହାର୍ଦ୍ଦିକ ବର୍ତ୍ତମାନ ଲୋକପ୍ରିୟ ମଡେଲ ମାହିକା ଶର୍ମାଙ୍କୁ ଡେଟ କରୁଛନ୍ତି। ଏହି ଦମ୍ପତି ପ୍ରାୟତଃ ଏକାଠି ଦେଖାଯାଆନ୍ତି ଏବଂ ନିୟମିତ ଭାବରେ ପରସ୍ପର…

କୋହଲିଙ୍କ ବିରାଟ ଛକା ଦେଖି ଷ୍ଟାଡିୟମରେ ଏମିତି ନାଚି ଉଠିଲେ ଅନୁଷ୍କା ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୫।୪: ଗତ ଶୁକ୍ରବାର, IPL 2026 ର ୩୪ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ନିଜ ଘରୋଇ ଗ୍ରାଉଣ୍ଡରେ ୫ ୱିକେଟରେ ବିଜୟ ହାସଲ କରିଥିଲା। ବିରାଟ କୋହଲି ଦଳକୁ…

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦ ଓଭରରେ ୩ ଉଇକେଟ ହରାଇ ୨୦୫ ରନ କରିଥିଲା। ଜବାବରେ ଆର୍‌ସିବି ବିରାଟ…

ସ୍ପିନରଙ୍କ ବଲ୍‌ରେ ଗୋଟିଏ ହାତରେ ମାରିଲେ ଛକା, IPLରେ ଏହି ମହାରେକର୍ଡ ଭାଙ୍ଗିଲେ…

ବେଙ୍ଗାଲୁରୁ,୨୪।୪: ଗୁଜରାଟ ଟାଇଟନ୍ସର ବାମହାତୀ ବ୍ୟାଟର ସାଇ ସୁଦର୍ଶନ ପୂର୍ବ କିଛି ମ୍ୟାଚ୍‌ରେ ଫ୍ଲପ ହେବା ପରେ ଆଜି ବେଙ୍ଗାଲୁରୁ ବିପକ୍ଷରେ ରୌଦ୍ର ରୂପ ଧାରଣ କରିଥିଲେ। ପାୱାରପ୍ଲେରୁ ହିଁ ସେ ଆରସିବି ବୋଲରଙ୍କ ଉପରେ ବ୍ୟାଟିଂରେ ଆକ୍ରମଣ ଜାରି ରଖିଥିଲେ।…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି ପାଇଁ ଏକ ବଡ଼ ଝଟକା ଲାଗିଛି। ଦଳର ବିସ୍ଫୋରକ ଓପନର୍‌ ଫିଲ ସଲ୍ଟ…

ଶ୍ରୀଲଙ୍କା କ୍ରିକେଟ ବୋର୍ଡରେ ହେବ ବଡ଼ ପରିବର୍ତ୍ତନ

କଲମ୍ବୋ,୨୪ା୪: ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ଶୁକ୍ରବାର ଦେଶର କ୍ରିକେଟ ମୁଖ୍ୟ ଶାମି ସିଲ୍‌ଭାଙ୍କୁ ଭେଟିଥିଲେ। ଏଥିରୁ ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି) ବୋର୍ଡରେ ପରିବର୍ତ୍ତନର ସୂଚନା ମିଳୁଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସିଲ୍‌ଭା ତାଙ୍କ ପଦବୀରୁ ବହିଷ୍କୃତ ହୋଇପାରନ୍ତି। ସରକାର…

ମିଳିଲା ଅନୁମତି: ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ମିଚେଲ ଷ୍ଟାର୍କ

ସିଡ୍‌ନୀ,୨୪ା୪: ମିଚେଲ ଷ୍ଟାର୍କଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି କ୍ରିକେଟ ଅଷ୍ଟ୍ରେଲିଆ ଅନୁମତି ଦେଇଛି। ଫଳତଃ ମେ ୧’ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ ପାଇଁ ସେ ଉପଲବ୍ଧ ହେବେ। କହୁଣି ଏବଂ କାନ୍ଧରେ…

ଏମିତି ବାହାନା କରି ବାପାଙ୍କ ଜନ୍ମଦିନରେ କେକ୍‌ ଖାଇଲେନି ପୁଅ ଅର୍ଜୁନ, ଦେଖନ୍ତୁ ଭିଡ଼ିଓ

ମୁମ୍ବାଇ,୨୪।୪: ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟସମ୍ୟାନଙ୍କ ମଧ୍ୟରେ ଗଣାଯାଉଥିବା ସଚିନ ତେନ୍ଦୁଲକର ଆଜି ତାଙ୍କର ୫୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ତାଙ୍କ ପୁଅଙ୍କ ବ୍ୟତୀତ ସମ୍ପୂର୍ଣ୍ଣ ପରିବାର ତାଙ୍କ ପାଖରେ ଅଛନ୍ତି। ତାଙ୍କ ପୁଅ ଅର୍ଜୁନ ବର୍ତ୍ତମାନ IPL 2026…

ପଶ୍ଚିମବଙ୍ଗରେ ୯୨.୮ ପ୍ରତିଶତ ଭୋଟ ଗ୍ରହଣ ପଛର ଗଣିତ ବୁଝନ୍ତୁ, ୯୦.୮ ପ୍ରତିଶତ ଜନତାଙ୍କ ନାମ ହଟିବା ପରେ ବଦଳିଗଲା ସମୀକରଣ

କୋଲକାତା,୨୪।୪: ବଙ୍ଗଳା ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୯୨.୮୯ ପ୍ରତିଶତ ଭୋଟର ମତଦାନ ରେକର୍ଡ କରାଯାଇଥିଲା – ଯାହା 2021 ତୁଳନାରେ ୧୦.୫ ପ୍ରତିଶତ ବୃଦ୍ଧି। ଏହି ସଂଖ୍ୟାକୁ ଗଣତନ୍ତ୍ର ପାଇଁ ଏକ ବଡ଼ ବିଜୟ ଭାବରେ ସ୍ବାଗତ କରାଯାଉଛି, କିନ୍ତୁ…

ସଚିନ ତେନ୍ଦୁଲକରଙ୍କ ସେହି ୭ ରେକର୍ଡ, ଯାହା ଆଜି ପର୍ଯ୍ୟନ୍ତ କେହି ଭାଙ୍ଗିପାରିନାହାନ୍ତି

ନୂଆଦିଲ୍ଲୀ,୨୪।୪: ଯେତେବେଳେ ବି କ୍ରିକେଟ କଥା ଆସେ, ସଚିନ ତେନ୍ଦୁଲକରଙ୍କ ନାମ ସର୍ବାଗ୍ରେ ଆସେ। ସଚିନଙ୍କୁ କ୍ରିକେଟର ଭଗବାନ ଆଖ୍ୟା ଦିଆଯାଇଛି। ସାରା ବିଶ୍ୱରୁ ଅନେକ କିମ୍ବଦନ୍ତୀ କ୍ରିକେଟରଙ୍କ ସହ ଖେଳିଥିବା ସଚିନ ତାଙ୍କ ବ୍ୟାଟିଂରେ ନିଜର ପରିଚୟ ସୃଷ୍ଟି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?