ଖେଳ

ସୋଆରେ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଚେସ୍‌ ଉତ୍ସବ

ଭୁବନେଶ୍‌ର, ୨୧।୧୨ (ତପନ ସ୍ବାଇଁ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ପ୍ରଥମ ସୋଆ ଅନ୍ତର୍ଜାତୀୟ ଗ୍ରାଣ୍ଡମାଷ୍ଟର୍ସ ଟେସ୍‌ ଉତ୍ସବ ଅନୁଷ୍ଠିତ ହେବ। ସୋଆ, ଅନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌ (ଆଇସିଏଫ୍‌), ଅଲ୍‌…

ଅଷ୍ଟ୍ରେଲିଆ ବିପକ୍ଷରେ ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୧ା୧୨(ପି.ଟି.): ଏକ ସପ୍ତାହ ମଧ୍ୟରେ ଭାରତୀୟ ମହିଳା କ୍ରିକେଟ ଦଳ ଏହାର ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛି। ଇଂଲଣ୍ଡକୁ ପରାସ୍ତ କରିଥିବା ବେଳେ ଅଷ୍ଟ୍ରେଲିଆ ବିପକ୍ଷରେ ଏହାର ପ୍ରଥମ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି ଭାରତ। ୪୬ ବର୍ଷର…

ଓଏଫ୍‌ସିର କ୍ରମାଗତ ବିଜୟ

ଭୁବନେଶ୍ୱର,୨୧ା୧୨(ସରୋଜ ଜେନା): ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌ ଫୁଟବଲରେ କ୍ରମାଗତ ବିଜୟ ହାସଲ କରିଛି ଓଡ଼ିଶା ଏଫ୍‌ସି(ଓଏଫ୍‌ସି)। ବୁଧବାର କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚ୍‌ରେ ଦଳ ୨-୦ ଗୋଲରେ ଡିଫେଣ୍ଡିଂ ଚାମ୍ପିୟନ ଗୋକୁଳମ କେରଳକୁ ପରାସ୍ତ କରିଛି। ଓଏଫ୍‌ସି ପକ୍ଷରୁ ପ୍ୟାରୀ…

ଆଇପିଏଲ୍‌ ଇତିହାସରେ ସବୁଠୁ ଦାମୀ ଖେଳାଳି ହେବି ବୋଲି ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି: ଷ୍ଟାର୍କ

ନୂଆଦିଲ୍ଲୀ,୨୦।୧୨: ଅଷ୍ଟ୍ରେଲିଆର ଦ୍ରୁତ ବୋଲର୍‌ ମିଚେଲ ଷ୍ଟାର୍କଙ୍କୁ ଆଇପିଏଲ୍‌ ୨୦୨୪ ନିଲାମରେ ୨୪.୭୫ କୋଟି ଦେଇ କିଣିଛି କୋଲକାତା ନାଇଟ୍‌ ରାଇଡର୍ସ। ଫଳରେ ଏହି ୩୩ ବର୍ଷୀୟ କ୍ରିକେଟର ଆଜିଯାଏ ହୋଇଥିବା ଅକ୍ସନରେ ସବୁଠାରୁ ଦାମୀ ଖେଳାଳି ପାଲଟିଛନ୍ତି। ଏହା ଜଣାପଡ଼ିବା…

ଅଧାରେ ରହିଗଲା ଆଇପିଏଲ୍‌ରେ ଖେଳିବା ସ୍ବପ୍ନ, ଦକ୍ଷତା ସତ୍ତ୍ୱେ ନିରାଶ ହେଲେ…

ନୂଆଦିଲ୍ଲୀ,୨୦।୧୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ସାରା ବିଶ୍ୱର ଲୋକପ୍ରିୟ ଲିଗ୍‌ କ୍ରିକେଟ୍‌ ମଧ୍ୟରୁ ଅନ୍ୟତମ। ଏଥିରେ ଦେଶ ତଥା ବିଦେଶର ଖେଳାଳିମାନେ ଖେଳିବା ଲାଗି ସ୍ବପ୍ନ ଦେଖିଥାନ୍ତି। ପ୍ରଦର୍ଶନ ଆଧାରରେ ଅନେକଙ୍କୁ ସେହି ସୁଯୋଗ ମିଳେ। ହେଲେ କିଛି ଖେଳାଳିଙ୍କ ସ୍ବପ୍ନ…

ICC ODI Rankings: ମ୍ୟାଚ୍‌ ନ ଖେଳି ବି ବାବର ନମ୍ବର ଓ୍ବାନ୍‌, ଶୀର୍ଷ ସ୍ଥାନ ହରାଇଲେ ଗିଲ୍‌

ଦୁବାଇ,୨୦।୧୨: ଆଇସିସି ପକ୍ଷରୁ ଦିନିକିଆ ର଼୍ୟାଙ୍କିିଂ ତାଲିକା ପ୍ରକାଶ ପାଇଛି। ଏଥିରେ ପାକିସ୍ତାନର ପୂର୍ବତନ ଅଧିନାୟକ ବାବର ଆଜମ ପୁଣିଥରେ ପ୍ରଥମ ସ୍ଥାନକୁ ଫେରିଥିବା ଦେଖାଯାଇଛି। ଫଳରେ ଭାରତୀୟ ଓପନର ଶୁବମନ ଗିଲ ତଳକୁ ଖସିଛନ୍ତି। ଗତ ମାସରେ ଦିନିକିଆ ବିଶ୍ୱକପ୍‌…

କାହିଁକି ବଦଳିଲେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ? ଦଳର କ୍ରିକେଟ ମୁଖ୍ୟ କହିଲେ କାରଣ…

ନୂଆଦିଲ୍ଲୀ,୨୦।୧୨: ନିକଟରେ ପ୍ରଶଂସକଙ୍କୁ ଚମକାଇ ମୁମ୍ବାଇ ଇଣ୍ଡିଆନ୍ସ ଏହାର ଅଧିନାୟକ ପରିର୍ତ୍ତନ କରିଥିଲା। ରୋହିତ ଶର୍ମାଙ୍କ ସ୍ଥାନରେ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନିଯୁକ୍ତ କରିଛି। ଏହାକୁ ନେଇ ଚର୍ଚ୍ଚା ଥମୁ ନ ଥିବା ବେଳେ ଏଭଳି ନିଷ୍ପତ୍ତି ପଛର କାରଣ କହିଛନ୍ତି…

ରାଷ୍ଟ୍ରୀୟ କ୍ରୀଡ଼ା ପୁରସ୍କାର ଘୋଷଣା: ମହମ୍ମଦ ଶାମିଙ୍କ ସମେତ ୨୬ ଜଣଙ୍କୁ ଅର୍ଜୁନ ପୁରସ୍କାର, ୨ ଜଣଙ୍କୁ ଖେଳ ରତ୍ନ

ନୂଆଦିଲ୍ଲୀ,୨୦।୧୨: ଚଳିତ ବର୍ଷ କ୍ରୀଡ଼ା ପୁରସ୍କାର ପାଇଁ ଆଥଲେଟ୍ମାନଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ବ୍ୟାଡମିଣ୍ଟନ ଷ୍ଟାର ଯୋଡି ଚିରାଗ ଶେଟ୍ଟୀ ଏବଂ ସତଭିକ୍ ସାଇରାଜ ରାଙ୍କିରେଡିଙ୍କୁ ସବୁଠାରୁ ବଡ ସମ୍ମାନ ଖେଳ ରତ୍ନ ପୁରସ୍କାର ପ୍ରଦାନ କରାଯିବ। ଷ୍ଟାର କ୍ରିକେଟର…

ଏହି ଅନକ୍ୟାପଡ ଖେଳାଳିଙ୍କ ଭିତରେ ଧୋନିଙ୍କ ଝଲକ ଦେଖିଛନ୍ତି ଗାଙ୍ଗୁଲି

ନୂଆଦିଲ୍ଲୀ,୨୦।୧୨: ଆଇପିଏଲ ନିଲାମରେ ଦିଲ୍ଲୀ କ୍ୟାପିଟାଲ୍ସ ଝାଡ଼ଖଣ୍ଡ ଖେଳାଳି କୁମାର କୁଶାଗ୍ରାଙ୍କୁ ୭.୨୦କୋଟିରେ କିଣିଛି। ଦିଲ୍ଲୀ କ୍ୟାପାଟାଲ୍ସ ଏହି ଅନାବଶ୍ୟକ ଖେଳାଳିଙ୍କ ପାଇଁ କାହିଁକି ବିପୁଳ ପରିମାଣର ଖର୍ଚ୍ଚ କଲା ତାହା ଏବେ ସମସ୍ତଙ୍କ ମନରେ ପ୍ରଶ୍ନ। ବାସ୍ତବରେ ଦିଲ୍ଲୀ କ୍ୟାପିଟାଲ୍ସର…

ପୁଅ ସମିର ରିଜଭିଙ୍କ ନିଲାମ ରାଶିର ପରିମାଣ ଶୁଣି ଖୁସିହେଲେ ରୋଗଗ୍ରସ୍ତ ପିତା

ନୂଆଦିଲ୍ଲୀ,୨୦।୧୨: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୪ ପାଇଁ ମଙ୍ଗଳବାର ଦୁବାଇରେ ଆୟୋଜିତ ହୋଇଥିବା ନିଲାମରେ ମେରୁଟ ଖେଳାଳିଙ୍କ ଉପରେ ବହୁ ପରିମାଣରେ ଧନ ବର୍ଷା ହୋଇଛି। ଚେନ୍ନାଇ ସୁପର କିଙ୍ଗ୍ସ ମେରୁଟର ଯୁବ କ୍ରିକେଟର ସମୀର ରିଜଭିଙ୍କୁ ୮ କୋଟି ୪୦…

ମିଚେଲ ଷ୍ଟାର୍କଙ୍କୁ ପ୍ରତି ବଲରେ ମିଳିବ ୭.୩ ଲକ୍ଷ, ପିଏସ୍‌ଏଲ୍‌ର ସବୁଠାରୁ ଦାମୀ ଖେଳାଳିଙ୍କଠାରୁ ଅଧିକ ଗୋଟିଏ ମ୍ୟାଚର ଫି’

ନୂଆଦିଲ୍ଲୀ,୨୦।୧୨: ଆଇପିଏଲ୍‌ ୨୦୨୪ ନିଲାମରେ କୋଲକାତା ନାଇଟ ରାଇଡର୍ସ ମିଚେଲ ଷ୍ଟାର୍କଙ୍କୁ ୨୪.୭୫ କୋଟିରେ କିଣିଛି। ଏହିପରି ଭାବରେ ମିଚେଲ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ହୋଇଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ଆଇପିଏଲ୍‌ରେ ମିଚେଲଙ୍କ ଏକ ବଲର ମୂଲ୍ୟ…

ଜେରାଲ୍ଡଙ୍କ ଉପରେ ସର୍ବାଧିକ ଟଙ୍କା ଖର୍ଚ୍ଚ କରିଛି ମୁମ୍ବାଇ ଇଣ୍ଡିଆନ୍ସ, ନିଲାମୀରେ କିଣାଗଲା ୮ ଖେଳାଳି, ଜାଣନ୍ତୁ ଦଳରେ କିଏ କିଏ ସାମିଲ

ଦୁବାଇ,୨୦।୧୨: ମୁମ୍ବାଇ ଇଣ୍ଡିଆନ୍ସ ଦଳ ଆଇପିଏଲ୍‌ ୨୦୨୪ ପାଇଁ ହୋଇଥିବା ନିଲାମରେ ଦକ୍ଷିଣ ଆଫ୍ରିକାର ଜେରାଲ୍ଡ କୋଏଟଜିଙ୍କୁ ସବୁଠାରୁ ମହଙ୍ଗା ଖେଳାଳି ଭାବରେ କିଣିଛି। ଏମଆଇ ୫ କୋଟି ଟଙ୍କା ଦେଇ ସେମାନଙ୍କ ଦଳରେ ସାମିଲ କରିଛି। କୋଏଟଜିଙ୍କ ମୂଳ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?