ଖେଳ

୩ ମାସ ପରେ ମଇଦାନକୁ ଫେରିଲେ ପୃଥ୍ବୀ ଶ’, ନେଟ୍‌ ଅଭ୍ୟାସ କରୁଥିବା ଭିଡିଓ କଲେ ଶେୟାର

ନୂଆଦିଲ୍ଲୀ,୮।୧୨: ଭାରତୀୟ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓରେ ସେ ବେଙ୍ଗାଲୁରୁର ନ୍ୟାଶନାଲ କ୍ରିକେଟ ଏକାଡେମୀରେ ନେଟ୍‌ ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓରେ ସେ ମଇଦାନକୁ ଫେରିବାର ଅଦ୍ଭୁତ ଅନୁଭୂତି…

ଡବ୍ଲ୍ୟୁପିଏଲ୍‌ କମିଟି ଗଠନ: ଖୁବ ଶୀଘ୍ର ଘୋଷଣା ହେବ ତାରିଖ, ଭେନ୍ୟୁ

ନୂଆଦିଲ୍ଲୀ,୮ା୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୮ଜଣ ସଦସ୍ୟ ବିଶିଷ୍ଟ ଓମେନ୍ସ ପ୍ରିମିୟର ଲିଗ୍‌(ଡବ୍ଲ୍ୟୁପିଏଲ୍‌) କମିଟି ଗଠନ କରିଛି। ବିସିସିଆଇ ସଭାପତି ରୋଜର ବିନ୍ନିଙ୍କୁ ଡବ୍ଲ୍ୟୁପିଏଲ୍‌ର ଅଧ୍ୟକ୍ଷ କରାଯାଇଛି। ବିସିସିଆଇ ସମ୍ପାଦକ ଜୟ ଶାହାଙ୍କୁ ଏହାର ଆବାହକ କରାଯାଇଛି। କମିଟିର ଅନ୍ୟ…

ବିଶ୍ୱକପ୍‌ ଫାଇନାଲରେ ଏହି କାରଣ ଯୋଗୁ ହାରିଛି ଭାରତ, ଆଇସିସି କଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୨: ବିଶ୍ୱକପ୍‌ ଶେଷ ହେବାର ପ୍ରାୟ ୧୯ ଦିନ ବିତିଗଲାଣି। ବର୍ତ୍ତମାନ ଏହାକୁ ନେଇ ଏକ ଖବର ସାମ୍ନାକୁ ଆସିଛି। ଯେଉଁଥିରେ କୁହାଯାଇଛି ଯେ, ଟିମ ଇଣ୍ଡିଆ ଯେଉଁ ପିଚ୍‌ରେ ଅଷ୍ଟ୍ରେଲିଆ ବିଫକ୍ଷରେ ଫାଇନାଲ ମୁକାବିଲା ଖେଳିଥିଲା, ତାହାକୁ ଅନ୍ତର୍ଜାତୀୟ କ୍ରିକେଟ…

ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିପାରନ୍ତି ବିରାଟ କୋହଲି: ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୮।୧୨: ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ୨୦୨୪ରୁ ବିରାଟ କୋହଲିଙ୍କୁ ବାଦ ଦିଆଯାଇପାରେ ଏବଂ ଟିମ ଇଣ୍ଡିଆ ତୃତୀୟ ସ୍ଥାନରେ ଇଶାନ କିଶାନଙ୍କୁ ସୁଯୋଗ ଦେଇପାରେ। ଇଶାନ କିଶନ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା, ଏହି…

ବଡ଼ ପୁରସ୍କାର ଦୌଡ଼ରେ ଶାମି

ନୂଆଦିଲ୍ଲୀ,୮।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ପ୍ଲେୟାର ଅଫ ଦି ମନ୍ଥ୍‌ ପୁରସ୍କାର ପାଇଁ ମନୋନୀତ କରିଛି। ନଭେମ୍ବର ମାସରେ ଶାମି ତାଙ୍କର ଭଲ ପ୍ରଦର୍ଶନ ପାଇଁ ସର୍ଟଲିଷ୍ଟ ହୋଇଛନ୍ତି। ବିଶ୍ୱକପ୍‌ରେ ଶାମି ଚମତ୍କାର…

ଆଜିଠାରୁ କୁଚ୍‌ ବିହାର ଟ୍ରଫି କ୍ରିକେଟ୍‌

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ର କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ୧୧ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ହାଇଦ୍ରାବାଦ ମଧ୍ୟରେ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ବରଗଡ଼ ଜିଲା କ୍ରିକେଟ ଆସୋସିଏଶନ ଏବଂ କ୍ରୀଷ୍ଣା ବିକାଶ ଗ୍ରୁପ…

ଟିମ ଇଣ୍ଡିଆକୁ ଫେରିବାକୁ କସରତ କରୁଛନ୍ତି ପାଣ୍ଡ୍ୟା

ନୂଆଦିଲ୍ଲୀ,୭।୧୨: ଏବେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳ ବାହାରେ ଅଛନ୍ତି। ୨୦୨୩ ବିଶ୍ୱକପରେ ଏହି ଷ୍ଟାର ଅଲରାଉଣ୍ଡର ଆହତ ହୋଇଥିଲେ, ଯାହା ପରେ ସେ ଦଳକୁ ଫେରିପାରିନଥିଲେ। ବର୍ତ୍ତମାନ ହାର୍ଦ୍ଦିକ ପ୍ରତ୍ୟାବର୍ତ୍ତନ ପାଇଁ କଠିନ ପରିଶ୍ରମ କରୁଥିବା ଦେଖାଯାଉଛି। ଖବର…

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ ବ୍ରିସବେନ ହିଟ ମଧ୍ୟରେ ମ୍ୟାଚ ସହିତ ଚମତ୍କାର ଓପନିଂ କରିଥିଲା। ଏଠାରେ, ମ୍ୟାଚ ପୂର୍ବରୁ…

‘ତୁମେ ଅହଂକାରୀ, କ୍ଲାସଲେସ ବ୍ୟକ୍ତି’, ଗମ୍ଭୀରଙ୍କ ପୋଷ୍ଟକୁ ନେଇ ରାଗିଲେ ଶ୍ରୀସନ୍ଥ

ନୂଆଦିଲ୍ଲୀ,୭।୧୨: ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଓ ଶ୍ରୀସନ୍ଥଙ୍କ ବିବାଦ କମିବାର ନାଁ ନେଉନି। ବୁଧବାର ଲିଜେଣ୍ଡସ୍‌ ଲିଗ କ୍ରିକେଟ ମ୍ୟାଚ ସମୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ସୋସିଆଲ ମିଡିଆରେ ଜାରି ରହିଛି। କେବେ ଶ୍ରୀସନ୍ଥ…

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ କରିଥିବା ଭାରତୀୟ ଦଳ ପରାଜୟ ସହ ପୁଲ୍‌ ସିରେ ତୃତୀୟ ସ୍ଥାନରେ ରହିଛି। ସ୍ପେନ୍‌…

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି। ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ ହେବାକୁ…

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ ଏବଂ ବିରାଟ ଭାରତୀୟ ଦଳରେ ଯୁବ ଖେଳାଳି ଥିଲେ। ଏବେ ଯଦି କେହି ସଚିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?