ଖେଳ

ସଚିନ-କୋହଲିଙ୍କୁ ମିଳିଲା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ,୬।୧୨: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ କ୍ରିକେଟର୍‌ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କୁ ନିମନ୍ତ୍ରଣ ପଠାଯାଇଛି। ପ୍ରଥମ ଥର ପାଇଁ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ହାସଲ କରିଥିବା ଏହି ଦୁଇ ଭାରତୀୟ ଖେଳାଳି ଏକତ୍ର ହୋଇ…

ପାଣ୍ଡ୍ୟାଙ୍କ ମଜା ଉଡାଇଲେ ଅଜୟ ଜାଡେଜା: କହିଲେ- ସେ ଜଣେ ଭଲ ଖେଳାଳି ହେଲେ…

ନୂଆଦିଲ୍ଲୀ,୬।୧୨: ନିକଟରେ ଗୁଜରାଟ ଟାଇଟନ୍ସରୁ ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଲଗାତାର ଭାବେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଦୁଇ ବର୍ଷ ଧରି ଗୁଜରାଟ ଜବରଦସ୍ତ ପ୍ରଦର୍ଶନ କରିଥିଲା। ବିଶେଷକରି ଡେବ୍ୟୁ ସିଜନରେ ଦଳ ଟୁର୍ନାମେଣ୍ଟରେ ବିଜେତା ହୋଇଥିବା…

ଡିସେମ୍ବର ୬ରେ ଏସବୁ ୫ ମହାନ ଭାରତୀୟ କ୍ରିକେଟରଙ୍କ ଜନ୍ମଦିନ, ୩ ଖେଳିଛନ୍ତି ୨୦୨୩ ବିଶ୍ବକପ…

କୋଲକାତା,୬।୧୨: ଡିସେମ୍ବର୬ରେ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ଜଣେ କିମ୍ବା ଦୁଇଜଣ ନୁହେଁ ଏହି ଦିନ ୫ ଜଣ କ୍ରିକେଟର ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନିଜଣ ଭାରତରେ ନିକଟରେ ଶେଷ ହୋଇଥିବା ଆଇସିସି କ୍ରିକେଟ ବିଶ୍ୱକପରେ ଖେଳିଛନ୍ତି।…

ମୁଁ କୋହଲିଙ୍କୁ ଅଧିନାୟିକତ୍ୱ ପଦରୁ ହଟାଇନାହିଁ: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୬।୧୨:ଟି-୨୦ ବିଶ୍ୱକପ ୨୦୨୧ର ସମୟ ଭାରତୀୟ କ୍ରିକେଟ ପାଇଁ ବହୁତ ଖରାପ ଥିଲା। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ତତ୍କାଳୀନ ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା।…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତର ଚିନ୍ତା ବଢିଲା

ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଂଶ ଅଛନ୍ତି। ଏହା ପରେ ଦୀପକଙ୍କୁ ଦିନିକିଆ ସିରିଜର ଦଳରେ…

କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା

ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦ ଟେଷ୍ଟ ଉଇକେଟ, ବ୍ରାଏନ ଲାରାଙ୍କ ଟେଷ୍ଟରେ ସର୍ବାଧିକ ୪୦୦ ସ୍କୋର ଏବଂ ରୋହିତ ଶର୍ମାଙ୍କ…

ବିସିସିଆଇକୁ ନିଜ ମନ କଥା କହିଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୬।୧୨: ନିକଟରେ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପ୍ରଦର୍ଶନକୁ ସମୀକ୍ଷା କରିବା ପାଇଁ ବିସିସିଆଇ ଅଧିକାରୀମାନେ ଏକ ବୈଠକ ଡାକିଥିଲେ। ଏଥିରେ ଭବିଷ୍ୟତ କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ରାହୁଲ ଦ୍ରାବିଡ…

ଦକ୍ଷିଣ ଆଫ୍ରିକା ଗସ୍ତରେ ବାହାରିଲେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛି। ଡିସେମ୍ବର ୧୦ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ସହିତ ଏହି ମ୍ୟାଚ ଆରମ୍ଭ ହେବ। ଏହା ପରେ ଦିନିକିଆ ଏବଂ ଟେଷ୍ଟ ସିରିଜ ଖେଳାଯିବ। ଟିମ…

ଆଜିଠୁ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟ୍‌ବଲ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଓଡ଼ିଶା ଓମେନ୍ସ ଲିଗ୍‌ ଫୁଟବଲ ପ୍ରତିଯୋଗିତା ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। କଟକ ଚୌଦ୍ୱାରସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡ ଏବଂ ୟୁନିଟ-୧ ଭୁବନେଶ୍ୱର ଫୁଟ୍‌ବଲ…

ମୁମ୍ବାଇକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା ମଙ୍ଗଳବାର ଶକ୍ତିଶାଳୀ ମୁମ୍ବାଇକୁ ହରାଇ ବଡ଼ ସଫଳତା ପାଇଛି। କାର୍ତ୍ତିକ ବିଶ୍ୱାଳଙ୍କ ଅର୍ଦ୍ଧଶତକ, ଗୋବିନ୍ଦ ପୋଦ୍ଦାରଙ୍କ ଅଲ୍‌ରାଉଣ୍ଡ ସଫଳତା ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ…

ଅରାଇଜିତ୍‌ଙ୍କ ହ୍ୟାଟ୍ରିକ୍‌: ବିଜୟରୁ ଭାରତର ଅଭିଯାନ

କୁଆଲାଲମ୍ପୁର,୬ା୧୨(ପି.ଟି.):ମାଲେସିଆରେ ଆରମ୍ଭ ହୋଇଥିବା ପୁରୁଷ ଜୁନିୟର ହକି ବିଶ୍ୱକପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ଫରଓ୍ବାର୍ଡ ଅରାଇଜିତ୍‌ ସିଂ ହୁଣ୍ଡାଲଙ୍କ ହ୍ୟାଟ୍ରିକ୍‌ ବଳରେ ଭାରତ ୪-୨ରେ କୋରିଆକୁ ପରାସ୍ତ କରିଛି। ଅରାଇଜିତ୍‌ ୧୧, ୧୬ ଓ ୪୧ ମିନିଟରେ ୩…

ସୁଚିତ୍ରାଙ୍କୁ ସ୍ବର୍ଣ୍ଣ, ଜୟନ୍ତୀଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୬।୧୨(ତପନ ସ୍ବାଇଁ):ଥାଇଲାଣ୍ଡର ନାଖୋନ ରାଚାସିମାରେ ଚାଲିଥିବା ଓ୍ବାଲର୍‌ଡ ଆବିଲିଟି ସ୍ପୋର୍ଟ ଗେମ୍ସରେ ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ଦେଇଛନ୍ତି ଓଡ଼ିଶାର ସୁଚିତ୍ରା ପରିଡ଼ା। ସେ ମହିଳା ଜାଭେଲିନ୍‌ ଥ୍ରୋ ଏଫ୍‌୫୩/୫୪/୫୬ ବର୍ଗର ଫାଇନାଲରେ ୧୬.୮୮ ମିଟର ଥ୍ରୋ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?