ଖେଳ

ରେକର୍ଡ ସୁଧାରିବା ଲକ୍ଷ୍ୟରେ ଭାରତ

ମୁମ୍ବାଇ,୬ା୧୨(ପି.ଟି.):ବୁଧବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଘରୋଇ ଦର୍ଶକଙ୍କ ସମ୍ମୁଖରେ ଇଂଲଣ୍ଡ ବିପକ୍ଷରେ ଖରାପ ରେକର୍ଡ ସୁଧାରିବାକୁ ପ୍ରୟାସ କରିବ ଭାରତ। ଚଳିତ ବର୍ଷ ଟି୨୦…

ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି

ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ ନ୍ୟାଶନାଲ ରାଙ୍କିଙ୍ଗ ଟୁର୍ନାମେଣ୍ଟ ଖେଳିବାକୁ ଆସିଥିଲେ। ଖେଳ ସରି ଯାଇଥିଲେ ମଧ୍ୟ ସେମାନେ…

ମୁଁ ବିରାଟଙ୍କୁ ଅଧିନାୟକ ପଦରୁ ହଟାଇ ନ ଥିଲି: ଗାଙ୍ଗୁଲି ବିବାଦୀୟ ମାମଲାକୁ ନେଇ କହିଲେ…

ନୂଆଦିଲ୍ଲୀ,୫।୧୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ଯେତେବେଳେ ଅଧିନାୟକ ପଦ ଛାଡ଼ିଥିଲେ ସେତେବେଳେ ଅନେକ ପ୍ରକାର ଚର୍ଚ୍ଚା ହେଉଥିଲା। କିଛି ସେ ଚାପରେ ଅଧିନାୟକ ପଦ ଛାଡ଼ିଥିବା କହିଥିବା ବେଳେ କିଛି ପୂର୍ବତନ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି…

୨ କୋଟି ମୂଳ ମୂଲ୍ୟ ଥିବା ଏହି ଖେଳାଳିଙ୍କ ଉପରେ ଲାଗିପାରେ ୧୦ କୋଟି ଟଙ୍କାର ନିଲାମ

ନୂଆଦିଲ୍ଲୀ,୫ା୧୨: ଆଇପିଏଲ ୨୦୨୪ ନିଲାମୀ ଡିସେମ୍ବର ୧୯ ତାରିଖରେ ଦୁବାଇରେ ହେବାକୁ ଯାଉଛି। ବର୍ତ୍ତମାନ ଏହି ତାରିଖ ଆସିବାକୁ କିଛି ଦିନ ରହିଛି। କିନ୍ତୁ ଏହା ପୂର୍ବରୁ ଖେଳାଳି ଏବଂ ପ୍ରଶଂସକ ମାନଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଖାସ କରି ସେହି…

ରୋହିତଙ୍କ ପରେ କିଏ ହେବ ଟିମ୍‌ ଇଣ୍ଡିଆର ଅଧିନାୟକ? ପୂର୍ବତନ କ୍ରିକେଟର କହିଲେ…

ନୂଆଦିଲ୍ଲୀ,୫।୧୨: ଆଗାମୀ ଦିନରେ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିବାରେ ଲାଗିଛି। ଦିନିକିଆ ବିଶ୍ୱକପ୍‌ ପରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ହେଉଛି। କାରଣ ବୟସ ବଢ଼ୁଥିବାରୁ ସେ କେତେ ସମୟ ଧରି ତିନୋଟି ଯାକ ଫର୍ମାଟ…

ହାତକୁ ଦି’ ହାତ ହେଲେ ଏହି ଦକ୍ଷିଣ ଆଫ୍ରିକା କ୍ରିକେଟର୍‌, ଆଇପିଏଲ ନିଲାମରେ ହୋଇପାରନ୍ତି କୋଟିପତି

କେପ୍‌ଟାଉନ୍‌,୫।୧୨: ଦକ୍ଷିଣ ଆଫ୍ରିକାର ଯୁବ ଦ୍ରୁତ ବୋଲର ଜେରାଲ୍ଡ କୋଟଜି ଡିସେମ୍ବର ୧୦ରୁ ଭାରତ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ବିବାହ କରିଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ହନାହଙ୍କୁ ବିବାହ କରିଛନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍‌ରେ ଜେରାଲ୍ଡ ଚମତ୍କାର ପ୍ରଦର୍ଶନ…

ଆଇପିଏଲ୍‌ରୁ ଓହରିଯିବାକୁ ଏହି ବୋଲରଙ୍କୁ ନିର୍ଦ୍ଦେଶ

ଲଣ୍ଡନ, ୫ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଓହରିଯିବା ଲାଗି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଜୋଫ୍ରା ଆର୍ଚରଙ୍କୁ ନିର୍ଦ୍ଦେଶ ଦେଇଛି। ବାରମ୍ବାର ଆଘାତଜନିତ ସମସ୍ୟାରେ ରହୁଥିବା ଏହି ବୋଲର ୨୦୨୪ର ଟି୨୦ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଏଭଳି…

ବାଇଜୁସ୍‌କୁ ଏନ୍‌ସିଏଲ୍‌ଟି ନୋଟିସ୍‌

ନୂଆଦିଲ୍ଳୀ, ୫ା୧୨: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)ର ୧୫୮ କୋଟି ଟଙ୍କା ବାକି ରଖିବା ପ୍ରସଙ୍ଗରେ ବାଇଜୁସ୍‌କୁ ନୋଟିସ୍‌ ପ୍ରେରଣ କରିଛି ଏନ୍‌ସିଏଲ୍‌ଟି। ଅର୍ଥ ପରିଶୋଧ ହୋଇ ନ ଥିବା କାରଣରୁ ଧାରା ୯ ଅନୁସାରେ ଏହି ନୋଟିସ୍‌ ପ୍ରେରଣ କରାଯାଇଛି। ୧୫୮…

ଇଂଲଣ୍ଡକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ୍‌

ନର୍ଥ ସାଉଣ୍ଡ,୫ା୧୨: ଅଧିନାୟକ ତଥା ଉଇକେଟ କିପର ଶାଇ ହୋପଙ୍କ ଶତକ ଓ ରୋମାରିଓ ଶେଫର୍ଡଙ୍କ ଦ୍ରୁତ ୪୯ ରନ୍‌ ବଳରେ ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି ଓ୍ବେଷ୍ଟଇଣ୍ଡିଜ୍‌। ବିଶ୍ୱକପ ବିଫଳତା ପରେ ଆଉ ଏକ ପରାଜୟ…

ସୁଖରାମ ଅଧିନାୟକ

ଭୁବନେଶ୍ୱର, ୫।୧୨ (ତପନ ସ୍ବାଇଁ):ଜାତୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ନଗେଶ ଟ୍ରଫି ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପାଇଁ ସୁଖରାମ ମାଝି ଅଧିନାୟକ ଓ ଲିଙ୍ଗରାଜ ରାଉତରା ଉପ-ଅଧିନାୟକ ମନୋନୀତ ହୋଇଛନ୍ତି। ରାମଦାସ ମୁର୍ମୁ…

କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‌ ପୁରସ୍କୃତ

ଭୁବନେଶ୍ୱର, ୫।୧୨(ତପନ ସ୍ବାଇଁ): ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‌କୁ ସମ୍ମାନଜନକ ସିଆଇଆଇ ସ୍ପୋଟର୍‌ସ ବିଜନେସ ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ସିଆଇଆଇ…

ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ବେଳେ ଅଘଟଣ: ବୁଢ଼ା ଆଙ୍ଗୁଠି ହରାଇଲେ ଶୁଟର

ନୂଆଦିଲ୍ଳୀ,୫ା୧୨: କାର୍ନି ସିଂ ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ସମୟରେ ପିସ୍ତଲରେ ଥିବା ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ କାରଣରୁ ଜଣେ ଶୁଟର ନିଜର ବାମହାତର ବୁଢା ଆଙ୍ଗୁଠି ହରାଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ସିଲିଣ୍ଡରରେ କମ୍ପ୍ରେସ୍ଡ ଏୟାର ଭର୍ତ୍ତି କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?