ଖେଳ

୨୦୨୪ ଆଇପିଏଲ୍‌ ନିଲାମରେ ଓଡ଼ିଶାର ୧୬ ଖେଳାଳିଙ୍କ ନାମ ପଞ୍ଜୀକୃତ

ଭୁବନେଶ୍ୱର, ୨।୧୨ (ତପନ ସ୍ବାଇଁ): ୨୦୨୪ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପାଇଁ ଖେଳାଳି ନିଲାମ ପ୍ରକ୍ରିୟା ଚଳିତ ମାସ ୧୯ ତାରିଖରେ ଦୁବାଇରେ ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ୧୬ ଜଣ ଖେଳାଳିଙ୍କ ନାମ…

ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆକୁ ଜିତାଇଥିବା ଟ୍ରାଭିସ୍‌ ହେଡ୍‌ଙ୍କ ବେସ୍‌ ପ୍ରାଇସ୍‌ ୨କୋଟି

ନୂଆଦିଲ୍ଲୀ, ୨ା୧୨: ଆଇପିଏଲ ଖେଳାଳି ନିଲାମ ଲାଗି ଅଷ୍ଟ୍ରେଲିଆର ବିଶ୍ୱକପ୍‌ ହିରୋ ଟ୍ରାଭିସ୍‌ ହେଡ୍‌, ପ୍ୟାଟ କମିନ୍ସ ଓ ମିଚେଲ ଷ୍ଟାର୍କଙ୍କ ସମେତ ଆଉଟ ଅଫ୍‌ ଫେଭର ଭାରତ ପେସ୍‌ ବୋଲର ହର୍ଶଲ ପଟେଲ ସର୍ବୋଚ୍ଚ ବେସ୍‌ ପ୍ରାଇସ୍‌ ତାଲିକାଭୁକ୍ତ ହୋଇଛନ୍ତି।…

ଭୁବନେଶ୍ୱର ‘ଏ’ ଡିଭିଜନ ଫୁଟ୍‌ବଲ ଲିଗ୍‌ ଆରମ୍ଭ

ଭୁବନେଶ୍ୱର, ୨।୧୨ (ତପନ ସ୍ବାଇଁ): ଭୁବନେଶ୍ୱର ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ‘ଗତିକୃଷ୍ଣ ପଣ୍ଡା ମେମୋରିଆଲ’ ଭୁବନେଶ୍ୱର ‘ଏ’ ଡିଭିଜନ ଫୁଟବଲ ଲିଗ୍‌ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ୟୁନିଟ-୧ସ୍ଥିତ ଭୁବନେଶ୍ୱର ଫୁଟ୍‌ବଲ ଏକାଡେମୀ ପଡ଼ିଆରେ ଫ୍ଲଡ୍‌ ଲାଇଟରେ ଅନୁଷ୍ଠିତ ୟୁନିଟ-୬ ଆଥ୍‌ଲେଟିକ ଆସୋସିଏଶନ…

ଜୁନିୟର ମହିଳା ହକି ବିଶ୍ୱକପ୍‌: ଲଢୁଆ ପ୍ରଦର୍ଶନ ସତ୍ତ୍ୱେ ଭାରତ ପରାସ୍ତ

ସାଣ୍ଟିଆଗୋ, ୨।୧୨: ଏଠାରେ ଚାଲିଥିବା ଜୁନିୟର ମହିଳା ହକି ବିଶ୍ୱକପ୍‌ରେ ଭାରତ ଏହାର ଦ୍ୱିତୀୟ ମ୍ୟାଚରେ ଲଢ଼ୁଆ ପ୍ରଦର୍ଶନ ସତ୍ତ୍ୱେ ଜର୍ମାନୀଠାରୁ ୩-୪ ଗୋଲରେ ହାରିଯାଇଛି। ପ୍ରଥମ ମ୍ୟାଚରେ କାନାଡା ବିପକ୍ଷରେ ୧୨-୦ ଗୋଲରେ ବିଜୟୀ ହୋଇଥିବା ଭାରତୀୟ ଦଳ ଦ୍ୱିତୀୟ…

ଭାରତ ସିରିଜ ବିଜୟୀ: ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା

ରାୟପୁର, ୧।୧୨: ରାୟପୁରର ଶହୀଦ ବୀର ନାରାୟଣ ସିଂ ଇଷ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ଭାରତ ୨୦ ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ଘରୋଇ ଦଳ…

ଟେନିସକୁ ପ୍ରତ୍ୟାବର୍ତ୍ତନ କରିବେ ନାଡାଲ

ମାଡ୍ରିଡ୍‌,୧ା୧୨: ସ୍ପେନର ୩୭ ବର୍ଷୀୟ ଟେନିସ ତାରକା ରାଫାଲ ନାଡାଲ ୨୦୨୪ ଜାନୁୟାରୀରେ ଅଷ୍ଟ୍ରେଲିଆରେ ବ୍ରିସ୍‌ବେନ୍‌ ଇଣ୍ଟରନ୍ୟାଶନାଲ ଖେଳି ପ୍ରତିଯୋଗିତାମୂଳକ ଟେନିସ୍‌କୁ ପ୍ରତ୍ୟାବର୍ତ୍ତନ କରିବେ। ୨୨ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ନାଡାଲ ପ୍ରାୟ ଏକ ବର୍ଷ ହେଲା…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ କରିବ ଭାରତ

ରାୟପୁର,୧ା୧୨: ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଶୁକ୍ରବାର ରାୟପୁରରେ ଖେଳାଯାଉଥିବା ଚତୁର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିବ। ଅନ୍ୟପକ୍ଷେ ଏହି ମ୍ୟାଚ୍‌ ଜିତି ଭାରତ ସିରିଜ୍‌…

ମାନସିକ ଶାନ୍ତି ପାଇଁ କ୍ରିକେଟରୁ ନେଇଥିଲି ରିଟାୟାରମେଣ୍ଟ, ଏବେ ପୁଣି ଫେରିବି…

ଇସଲାମବାଦ,୧।୧୨ ପାକିସ୍ତାନ କ୍ରିକେଟ ଟିମର ଷ୍ଟାର ଅଲରାଉଣ୍ଡର ଇମାଦ ଓ୍ବାସିମ ଗତ ମାସରେ କ୍ରିକେଟରୁ ସନ୍ୟାସ ନେଇଥିଲେ। ଇମାଦ ପାକିସ୍ତାନ ପାଇଁ ୫୫ ଓ୍ବାନ ଡେ ଓ ୬୬ଟି ଟି-୨୦ ମ୍ୟାଚ ଖେଳିଛନ୍ତି। ସେ ପାକିସ୍ତାନ କ୍ରିକେଟ ଟିମ ପାଇଁ ଏକ…

ଇରଫାନଙ୍କ ସହ ବ୍ରେକଅପ ପରେ ମୁଁ ଅସୁସ୍ଥ ହୋଇଗଲି, ଶାମିଙ୍କୁ କରିସାରିଛନ୍ତି ପ୍ରପୋଜ

ନୂଆଦିଲ୍ଲୀ,୧।୧୨: ବଲିଉଡ ଅଭିନେତ୍ରୀ ପାୟଲ ଘୋଷ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ଇରଫାନ ପଠାନଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ଅଭିନେତ୍ରୀ ଏକ ଟୁଇଟରେ କହିଛନ୍ତି ଯେ ଇରଫାନ ପଠାନଙ୍କ ସହ ବ୍ରେକଅପ ପରେ ସେ ଅସୁସ୍ଥ ହୋଇପଡିଛନ୍ତି।…

ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ ରଖି ସମାଲୋଚନାର ସମ୍ମୁଖୀନ ହୋଇଥିବା ମିଚେଲ ମାର୍ଶ ଭାଙ୍ଗିଲେ ନୀରବତା, କହିଲେ ମୁଁ ପୁଣିଥରେ ଗୋଡ…

ନୂଆଦିଲ୍ଲୀ,୧।୧୨: ଦିନିକିଆ ବିଶ୍ୱକପ୍‌ ୨୦୨୩ର ଫାଇନାଲ ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା ଏବଂ ଅଷ୍ଟ୍ରେଲିଆ ୬ ଉଇକେଟ୍‌ରେ ଭାରତକୁ ପରାସ୍ତ କରି ଫାଇନାଲ ମ୍ୟାଚ ଜିତିଥିଲା। ଏହି ବିଜୟ ପରେ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମିଚେଲ ମାର୍ଶଙ୍କ ଏକ ଫଟୋ…

ଅନ୍ଧାରରେ କେମିତି ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌: ଷ୍ଟାଡିୟମରେ ବିଦ୍ୟୁତ କାଟ୍‌

ରାୟପୁର,୧।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ଏହି ସିରିଜର ଚତୁର୍ଥ ମ୍ୟାଚ ଆଜି ରାୟପୁରର କ୍ରିକେଟ ଷ୍ଟାଡିୟମରେ ସନ୍ଧ୍ୟା ୭ଟାରେ ମ୍ୟାଚ୍‌ ଆରମ୍ଭ ହେବ। କିନ୍ତୁ ବର୍ତ୍ତମାନ ମ୍ୟାଚ ଆରମ୍ଭ ହେବ କି…

ଓ୍ବାନ ଡେ କ୍ରିକେଟରେ ସ୍ବର୍ଣ୍ଣାକ୍ଷରରେ ଇତିହାସ ଲେଖିଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୧।୧୨: ନିକଟରେ ଖେଳାଯାଇଥିବା ୨୦୨୩ ଦିନିକିଆ ବିଶ୍ୱକପରେ ରୋହିତ ଶର୍ମା ବିସ୍ଫୋରକ ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ରୋହିତ ୧୧ଟି ମ୍ୟାଚର ୧୧ ଇନିଂସରେ ହାରାହାରି ୫୪.୨୭ ଏବଂ ଷ୍ଟ୍ରାଇକ ହାର ୧୨୫.୯୫ ରେ ୫୯୭ରନ ସଂଗ୍ରହ କରିଥିଲେ। ବର୍ତ୍ତମାନ ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?