ବିଶ୍ୱକପ୍ ଜିତିବା ନେଇ ଏମିତି କହିଲେ ରୋହିତ
ନୂଆଦିଲ୍ଲୀ,୬।୮: ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମାଙ୍କୁ ୩୬ ବର୍ଷ ବୟସ ହୋଇଛି। ଆସନ୍ତା ବର୍ଷ ଜୁନ ମାସରେ ୱେଷ୍ଟଇଣ୍ଡିଜ ଏବଂ ଆମେରିକାରେ ମିଳିତ ଭାବେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ୍ରେ ଅବତରଣ କରିବାର ସମ୍ଭାବନା କମ ରହିଛି।...
ବିମାନରେ ହଜିଗଲା ଏହି କ୍ରିକେଟର୍ଙ୍କ ବ୍ୟାଗ୍
ଲଣ୍ଡନ,୬।୮: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଥିବା ଆଶେସ ସିରିଜ ଶେଷ ହୋଇଛି ଏବଂ ନିଜ ଘରୋଇ ଗ୍ରାଉଣ୍ଡରେ ଇଂଲଣ୍ଡ ଦଳ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୨ ସ୍ତରରେ ପହଞ୍ଚାଇବାରେ ସଫଳ ହୋଇଛି। ଏହି ସିରିଜ ପୂର୍ବରୁ ଇଂଲଣ୍ଡ...
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଗୁୟାନା,୬।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ। ଏହି ମ୍ୟାଚ ଗୁୟାନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯିବ। ୱେଷ୍ଟଇଣ୍ଡିଜ ପ୍ରଥମ ଟି -୨୦ରେ ଟିମ ଇଣ୍ଡିଆକୁ ପରାସ୍ତ କରିଛି। ଏଭଳି...
ଦିନିକିଆ ବିଶ୍ୱକପ୍ ପୂର୍ବରୁ ଅଷ୍ଟ୍ରେଲିଆର ଅଡ଼ୁଆ ବଢ଼ିଲା
ନୂଆଦିଲ୍ଲୀ,୫।୮: ଆଇସିସି ଦିନିକିଆ ବିଶ୍ୱକପ୍ ୨୦୨୩ ଆରମ୍ଭ ହେବାକୁ ଖୁବ୍ କମ୍ ସମୟ ଅଛି। ଏହା ପୂର୍ବରୁ ଅଷ୍ଟ୍ରେଲିଆ ଟିମ୍ ଚିନ୍ତାରେ ପଡ଼ିଛି। କାରଣ ଅଧିନାୟକ ପ୍ୟାଟ୍ କମିନ୍ସଙ୍କ ହାତରେ ଲାଗିଥିବା ଆଘାତ ଭଲ ହୋଇନାହିଁ। ଏଥିପାଇଁ ସେ ବିଶ୍ୱକପ୍...
ଡୁରାଣ୍ଡ କପ ୨୦୨୩: ଫୁଟବଲ କେବଳ ଏକ ଖେଳ ନୁହେଁ, ଏକ ଭାବନା ମଧ୍ୟ. କହିଲେ ରାଜନାଥ…
କୋକରାଝର,୫।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଆସାମର କୋକରାଝରରେ ଡୁରାଣ୍ଡ-କପ ୨୦୨୩ ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ’ମୁଁ ଶୁଣିଥିଲି ଭାରତର ସମଗ୍ର ଉତ୍ତର ପୂର୍ବ ଅଞ୍ଚଳ ଫୁଟବଲ ପ୍ରତି...
ଏସିଆ କପ ୨୦୨୩: ଟିମ ଇଣ୍ଡିଆରେ ସାମିଲ ହେବେନି ସଞ୍ଜୁ ସାମସନ
ନୂଆଦିଲ୍ଲୀ,୫।୮: ଏସୀୟ କ୍ରିକେଟର ସବୁଠୁ ବଡ ମହାସଂଗ୍ରାମର ବିଗୁଲ ବାଜି ସାରିଛି। ୨୦୨୩ ଏସିଆ କପ ୩୦ ଅଗଷ୍ଟରୁ ଖେଳାଯିବ। ଏଥର ଏହି ଟୁର୍ନାମେଣ୍ଟ ହାଇବ୍ରିଡ ମଡେଲ ଅଧୀନରେ ଖେଳାଯିବ। ଅର୍ଥାତ୍ ଏହାର ମ୍ୟାଚ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଖେଳାଯିବ।...
ଭାରତ ବିପକ୍ଷ ଟି୨୦ ସିରିଜ ଲାଗି ଦଳ ଘୋଷଣା କଲା ଆୟର୍ଲାଣ୍ଡ
ନୂଆଦିଲ୍ଲୀ,୫।୮: ଭାରତ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଘରୋଇ ଟି୨୦ ସିରିଜ ଲାଗି ଦଳ ଘୋଷଣା କରିଛି ଆୟର୍ଲାଣ୍ଡ କ୍ରିକେଟ ବୋର୍ଡ। ପର୍ଲ ଷ୍ଟିରଲିଂଙ୍କ ଅଧିନାୟକତ୍ୱରେ ଦଳ ଜସପ୍ରିତ ବୁମ୍ରା ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ସହ ମୁକାବିଲା କରିବ। ଅଗଷ୍ଟ...
ବିଶ୍ୱକପ୍ ପୂର୍ବରୁ ଝଟ୍କା: ହଠାତ୍ ସନ୍ନ୍ୟାସ ନେଇ ଘୋଷଣା କଲେ ଏହି ବ୍ୟାଟ୍ସମ୍ୟାନ୍
ନୂଆଦିଲ୍ଲୀ,୫।୮: ଇଂଲଣ୍ଡର ତାରକା ବ୍ୟାଟ୍ସମ୍ୟାନ୍ ଆଲେକ୍ସ ହାଲ୍ସ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସେ ଏନେଇ ଶୁକ୍ରବାର ନିଜର ଇନ୍ଷ୍ଟାଗ୍ରାମ ପୃଷ୍ଠାରେ ପୋଷ୍ଟ ଶେୟାର କରିଛନ୍ତି। ଗତ ବର୍ଷ ହୋଇଥିବା ଟି୨୦ ବିଶ୍ୱକପ୍ରେ ସେ ଜାତୀୟ ଦଳରେ ସାମିଲ...
ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିବେ ଏହି ୪ ଦଳ, ଅଷ୍ଟ୍ରେଲିୟ ଭେଟେରାନଙ୍କ ପୂର୍ବାନୁମାନ
ନୂଆଦିଲ୍ଲୀ,୫।୮: ଆଇସିସି ଦିନିକିଆ ବିଶ୍ୱକପ ୫ ଅକ୍ଟୋବରରୁ ଭାରତରେ ଆରମ୍ଭ ହେବ। ପ୍ରଥମ ଥର ପାଇଁ ଭାରତ ଏକାକୀ ପୁରା ଦିନିକିଆ ବିଶ୍ୱର ଆୟୋଜନ କରିବ, ଯେଉଁଥିରେ ଦେଶର ୧୦ଟି ସହରରେ ମ୍ୟାଚ ଖେଳାଯିବ। ବର୍ତ୍ତମାନ ଏହି ମେଗା ଇଭେଣ୍ଟ...
ରାହୁଲ, ଆୟରଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଲା ବଡ଼ ଅପଡେଟ୍, ଜାଣନ୍ତୁ ଏସିଆ କପରେ ଖେଳିବେ କି ନାହିଁ
ନୂଆଦିଲ୍ଲୀ,୫।୮: ୨୦୨୩ ଏସିଆ କପ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଏକ ଖୁସି ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଏବଂ ଶ୍ରେୟସ ଆୟର ସମସ୍ତେ ଅଗଷ୍ଟ ୨୧ରେ ବେଙ୍ଗାଲୁରୁର ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନସିଏ)ରେ ଏସିଆ...
ଅଂଶୁମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୫।୮ (ତପନ ସ୍ବାଇଁ): ଥାଇଲାଣ୍ଡର ପଟାୟାଠାରେ ଅନୁଷ୍ଠିତ ଆଇଏସ୍ଟିଏଫ୍ ଓ୍ବାଲର୍ଡ ଟୁର୍ ଅନ୍ତର୍ଜାତୀୟ ସଫ୍ଟ ଟେନିସ ଚାମ୍ପିୟନଶିପ୍ରେ ରୌପ୍ୟ ପଦକ ଜିତି ଫେରିଥିବା ଓଡ଼ିଶାର ଅଂଶୁମାନ ବାବୁଙ୍କୁ ଭୁବନେଶ୍ୱରରେ ସ୍ବାଗତ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଛି। ଅଂଶୁମାନ ୨୧...
ଆଣ୍ଡି ଫ୍ଲାଓ୍ବାର ଆର୍ସିବି ମୁଖ୍ୟ କୋଚ୍
ବେଙ୍ଗାଲୁରୁ, ୫ା୮: ଅଭିଜ୍ଞ ଆଣ୍ଡି ଫ୍ଲାଓ୍ବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି)ର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। ମାଇକ୍ ହେସନ ଓ ସଞ୍ଜୟ ବାଙ୍ଗରଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ପୂର୍ବରୁ ଦଳର ଡାଇରେକ୍ଟର ଅଫ୍ କ୍ରିକେଟ ଅପରେଶନ ଏବଂ...
Archives


