T20 World Cup 2026: ବାଂଲାଦେଶରେ ମ୍ୟାଚ ଆୟୋଜନ ପାଇଁ ଦାବି କଲା ପାକିସ୍ତାନ, ICCର ହେଲା ଦ୍ୱାରସ୍ଥ
ନୂଆଦିଲ୍ଲୀ,୧୨।୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ମୁସ୍ତାଫିଜୁର ରହମାନକୁ ନେଇ ବିବାଦ ଏବେ ଏକ ନୂଆ ମୋଡ଼ରେ ପହଞ୍ଚିଛି। ରିପୋର୍ଟ ହୋଇଛି ଯେ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ସହିତ ଯୋଗାଯୋଗ କରିଛି ଏବଂ ବାଂଲାଦେଶର…
IND vs NZ: ବଢିଲା ଟିମ୍ ଇଣ୍ଡିଆର ସମସ୍ୟା, ପନ୍ତଙ୍କ ପରେ ଏହି ଖେଳାଳି ହେଲେ…
ନୂଆଦିଲ୍ଲୀ,୧୨।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପୂର୍ବରୁ ଭାରତୀୟ ଦଳକୁ ଏକ ବଡ଼ ଝଟକା ଲାଗିଥିଲା। ଅଭ୍ୟାସ ସମୟରେ ୱିକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଆହତ ହୋଇଥିଲେ, ଯାହା ଫଳରେ ସେ ଦିନିକିଆ ସିରିଜରୁ ବାଦ ପଡ଼ିଥିଲେ। ତାଙ୍କ ବଦଳ ଭାବରେ…
ଭଗବାନ ମୋତେ….ବଡ଼ ଖୁଲାସା କଲେ କୋହଲି
ଅହମ୍ମଦାବାଦ୍,୧୨।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତ ବିଜୟ ହାସଲ କରିଛି। ବିରାଟ କୋହଲି ୯୧ ବଲରୁ ୯୩ ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳି ଭାରତକୁ ସାହାଯ୍ୟ କରିଥିଲେ। ଏହି ଚମତ୍କାର ପ୍ରଦର୍ଶନ ପାଇଁ, କୋହଲିଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଭାବରେ…
ଏହି ବ୍ୟକ୍ତିଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ପୁରସ୍କାର ଦିଅନ୍ତି କୋହଲି: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଅହମ୍ମଦାବାଦ୍,୧୨।୧: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଏକ ଚମତ୍କାର ଇନିଂସ ଖେଳିଥିଲେ। ତାଙ୍କୁ ୭୧ତମ ଥର ପାଇଁ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଦିଆଯାଇଥିଲା। ଭଦୋଦରାରେ ଖେଳାଯାଇଥିବା ବର୍ଷର ପ୍ରଥମ…
ବିରାଟଙ୍କୁ ଭଲ ଲାଗିଲାନି ଦର୍ଶକଙ୍କ ଏପରି ବ୍ୟବହାର, ଧୋନୀଙ୍କ ସହ ମଧ୍ୟ ହୋଇଥିଲା
ଭଦୋଦରା,୧୧।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତ ବିଜୟୀ ଇନିଂସ ଖେଳି ମଧ୍ୟ ଖୁସି ନାହାନ୍ତି ବିରାଟ କୋହଲି। ପଡ଼ିଆରେ ଦର୍ଶକଙ୍କ ଆଚରଣକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଷ୍ଟାର ବ୍ୟାଟର ବିରାଟ। ରୋହିତ ଶର୍ମା ଆଉଟ୍ ହେବା ପରେ…
ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ
ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୩୦୧ ରନ୍ର ଟାର୍ଗେଟକୁ ଭାରତ ୪୯ ଓଭରରେ ୬ ଉଇକେଟ ହରାଇ…
IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି
ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଦଳରୁ ବାଦ୍ ଦେବା ପରେ ଏହା ତୀବ୍ର ହୋଇଛି। ଏହାର…
ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ
ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ କୋହଲି ମାତ୍ର ୨୫ ରନ୍ କରିବା କ୍ଷଣି ଆନ୍ତର୍ଜାତୀୟ କ୍ରିକେଟରେ ୨୮,୦୦୦ ରନ୍…
India vs New Zealand 1st ODI: ଭାରତ ଆଗରେ ୩୦୧ ରନ୍ର ଟାର୍ଗେଟ୍
ନୂଆଦିଲ୍ଲୀ,୧୧।୧: ଭଦୋଦରାର କୋଟାମ୍ବି ଷ୍ଟାଡିୟମଠାରେ ରବିବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଆଗରେ ୩୦୧ ରନ୍ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ନ୍ୟୁଜିଲାଣ୍ଡ ନିର୍ଧାରିତ ୫୦ ଓଭରରେ…
IND vs NZ: ଘୋଷଣା ହେଲା ପନ୍ତଙ୍କ ରିପ୍ଲେସମେଣ୍ଟ, ଓ୍ବାନ ଡେ’ ଟିମରେ ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୧୧।୧: ଭଦୋଦରାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ମ୍ୟାଚ ପୂର୍ବରୁ ଧ୍ରୁବ ଜୁରେଲଙ୍କୁ ଟିମ ଇଣ୍ଡିଆରେ ଯୋଡାଯାଇଛି। ଆହତ ରିଷଭ ପନ୍ତଙ୍କ ବଦଳ ଖେଳାଳି ଭାବରେ ଜୁରେଲଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ଶନିବାର ଥ୍ରୋ-ଡାଉନ ଅଭ୍ୟାସ ସମୟରେ ପନ୍ତ ଆହତ ହୋଇଥିଲେ,…
Rahul Dravid Net Worth: ରାହୁଲ ଦ୍ରାଭିଡଙ୍କ ନେଟ ଓ୍ବର୍ଥ କେତେ? ଜାଣନ୍ତୁ କେଉଁଠୁ ଆସୁଛି ଏହି ଅର୍ଥ
ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଆଜି ଜାନୁଆରୀ ୧୧ ତାରିଖରେ ତାଙ୍କର ୫୩ତମ ଜନ୍ମଦିନ ପାଳନ କରୁଛନ୍ତି। ଦ୍ରାବିଡ କେବଳ ଜଣେ ଚମତ୍କାର କ୍ରିକେଟର ନଥିଲେ ବରଂ ଜଣେ ଚମତ୍କାର ପ୍ରଶିକ୍ଷକ…
ଟିମ୍ ଇଣ୍ଡିଆକୁ ବଡ଼ ଝଟକା, ବାହାରିଗଲେ ଏହି ଖେଳାଳି, ଜାଣନ୍ତୁ ବଡ଼ କାରଣ
ନୂଆଦିଲ୍ଲୀ,୧୧।୧: ଭାରତ ବନାମ ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ ଜାନୁଆରୀ ୧୧ରେ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର ଆସିଛି, କାରଣ ରିଷଭ ପନ୍ତ ଆଘାତ ଯୋଗୁ ଦିନିକିଆ ଦଳରୁ ବାଦ ପଡ଼ିଛନ୍ତି। ଶନିବାର ବରୋଦାରେ…
Archives


