ଡବ୍ଲ୍ୟୁଏଫ୍ଆଇର ସ୍ପଷ୍ଟୀକରଣ ଲୋଡିଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୦ା୭: ବଜରଙ୍ଗ ପୁନିଆ ଓ ଭିନେଶ ଫୋଗଟ୍ଙ୍କୁ ଏସିଆନ ଗେମ୍ସ ପାଇଁ ସିଧାସଳଖ ଯୋଗ୍ୟତା ପ୍ରଦାନକୁ ନେଇ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ)ର ସ୍ପଷ୍ଟୀକରଣ ଲୋଡିଛନ୍ତି ଦିଲ୍ଲୀ ହାଇକୋର୍ଟ। ଟ୍ରାଏଲ୍ସରେ ପକ୍ଷପାତିତାର ଅଭିଯୋଗ କରି ରେସ୍ଲର ଅନ୍ତିମ ପଙ୍ଘାଲ ଏବଂ...
ଭାରତକୁ ଚେତାବନୀ ଦେଲେ ପାକିସ୍ତାନର ପୂର୍ବତନ ଅଧିନାୟକ
ନୂଆଦିଲ୍ଲୀ,୨୦।୭: ଏସିଆ କପ ୨୦୨୩ କାର୍ଯ୍ୟସୂଚୀ ଅଫିସିଆଲ ଘୋଷଣା ହେବା ପରେ ସମସ୍ତ କ୍ରିକେଟ ପ୍ରେମୀ ସେପ୍ଟେମ୍ବର ୨କୁ ଅପେକ୍ଷା କରିଛନ୍ତି। ଏହି ଦିନ ଭାରତ ଏବଂ ପାକିସ୍ତାନର ଦଳ କାଣ୍ଡି ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ। ୨୦୧୯ ଦିନିକିଆ ବିଶ୍ୱକପ...
୫୦୦ତମ ମ୍ୟାଚ୍ ପୂର୍ବରୁ କୋହଲିଙ୍କୁ ଅଭିନନ୍ଦନ ଜଣାଇଲା ବିସିସିଆଇ
ନୂଆଦିଲ୍ଲୀ,୨୦।୭: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ମାଧ୍ୟମରେ ସେ ତାଙ୍କ କ୍ୟାରିୟରର ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚ ଖେଳିବେ। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଆଜିଠାରୁ ତ୍ରିନିଦାଦରେ ଖେଳାଯିବ।...
ଫିଫା ବିଶ୍ୱକପ୍ ୨୦୨୩: ଓପନିଂ ମ୍ୟାଚ୍ ପୂର୍ବରୁ ଦଳ ରହୁଥିବା ହୋଟେଲ ନିକଟରେ ଫୁଟିଲା ଗୁଳି; ୩ ମୃତ
ଅକଲ୍ୟାଣ୍ଡ,୨୦।୭: ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ଦ୍ୱାରା ଆୟୋଜିତ ମହିଳା ଫିଫା ବିଶ୍ୱକପ୍ ୨୦୨୩ ଗୁରୁବାରଠାରୁ ଆରମ୍ଭ ହେବ। ଆୟୋଜକ ନ୍ୟୁଜିଲାଣ୍ଡ ଏବଂ ନରଓ୍ବେ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ। ହେଲେ ଏହି ମ୍ୟାଚ୍ର କିଛି ଘଣ୍ଟା ପୂର୍ବରୁ ଏକ ବଡ଼...
ଇତିହାସ ରଚିଲେ ଷ୍ଟୁଆର୍ଟ ବ୍ରଡ
ମାଞ୍ଚେଷ୍ଟର,୨୦।୭: ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଉଥିବା ଆଶେସ ସିରିଜର ଚତୁର୍ଥ ମ୍ୟାଚରେ ଇଂଲଣ୍ଡର ତାରକା ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ଇତିହାସ ସୃଷ୍ଟି କରିଛନ୍ତି। ଚତୁର୍ଥ ଟେଷ୍ଟର ପ୍ରଥମ ଦିନରେ ହେଡଙ୍କୁ ଆଉଟ୍ କରି ବ୍ରଡ ଟେଷ୍ଟ କ୍ରିକେଟରେ ୬୦୦ ଉଇକେଟ...
କୋହଲିଙ୍କ ପ୍ରଶଂସାରେ ଶତମୁଖ ଦ୍ରାବିଡ
ତ୍ରିନିଦାଦ,୨୦।୭: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଆଉ ଏକ ବିଶେଷ ମାଇଲଖୁଣ୍ଟ ହାସଲ କରିବେ। କୋହଲି ଓ୍ବେଷ୍ଟଇଣ୍ଡଜ୍ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ୟାରିୟରର ୫୦୦ତମ ଅନ୍ତର୍ଜାତୀୟ ମ୍ୟାଚ...
କ୍ଲିନ୍ସୁଇପ୍ ଲକ୍ଷ୍ୟରେ ଭାରତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ତ୍ରିନିଦାଦ,୨୦।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ଦ୍ୱିତୀୟ ତଥା ଅନ୍ତିମ ମ୍ୟାଚ ଆଜିଠାରୁ ଖେଳାଯିବ। ତ୍ରିନିଦାଦରେ ଉଭୟ ଦଳ ମୁହାଁମୁହିଁ ହେବେ। ଡୋମିନିକାରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଭାରତ ଗୋଟିଏ ଇନିଂସ ଏବଂ ୧୪୧...
ଏସିଆ କପ୍ ପାଇଁ କାର୍ଯ୍ୟସୂଚୀ ଘୋଷଣା
ନୂଆଦିଲ୍ଲୀ,୧୯।୭: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବଂ ଏସୀୟ କ୍ରିକେଟ ପରିଷଦ (ଏସିସି) ଶେଷରେ ଆଗାମୀ ଏସିଆ କପ ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିଛନ୍ତି। ଏଥର ‘ହାଇବ୍ରିଡ ମଡେଲ’ରେ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବ। ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଏସିଆ...
ପାକିସ୍ତାନ ୨୦୫ ରନ୍ରେ ଅଲଆଉଟ୍
କଲମ୍ବୋ,୧୯।୭: ଏମର୍ଜିଙ୍ଗ ଏସିଆ କପରେ ଭାରତୀୟ-ଏ ଦଳ ଏବଂ ପାକିସ୍ତାନ-ଏ ଦଳ ମଧ୍ୟରେ ମୁକାବିଲା ଚାଲିଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ପାକିସ୍ତାନ-ଏ ଦଳ ଏହି ମ୍ୟାଚରେ ୪୮ ଓଭରରେ ୨୦୫ ରନ ସ୍କୋର...
ଉପରକୁ ଉଠିଲେ ହିଟ୍ମ୍ୟାନ୍
ନୂଆଦିଲ୍ଲୀ,୧୯।୭: ଭାରତୀୟ ପ୍ରିମିୟର ଲିଗର ୧୬ତମ ସିଜନରେ ଖରାପ ପ୍ରଦର୍ଶନ ପରେ ରୋହିତ ଶର୍ମା ଫର୍ମକୁ ଫେରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟରେ ରୋହିତ ଚମତ୍କାର ଶତକ ହାସଲ କରିଥିଲେ। ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ରୋହିତ ଏହି ଶତକ ହାସଲ...
ଭାରତ ଏ ବନାମ ପାକିସ୍ତାନ ଏ: ଟସ ଜିତିଲା ପାକିସ୍ତାନ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…
କଲମ୍ବୋ,୧୯।୭ : ବୁଧବାର ଭାରତୀୟ ଏ ଦଳ ଏମର୍ଜିଙ୍ଗ ଏସିଆ କପରେ ପାକିସ୍ତାନ ଏ ଦଳ ସହ ମୁହାଁମୁହିଁ ହୋଇଛି। ୟଶ ଧୁଲଙ୍କ ଅଧିନାୟକତ୍ୱରେ ଯୁବ ଇଣ୍ଡିଆ ଏ ଦଳ କ୍ରମାଗତ ପାଞ୍ଚଟି ମ୍ୟାଚ ଜିତି ଷଷ୍ଠ ସ୍ଥାନ ହାସଲ...
ଥମୁନି କୁସ୍ତି ବିବାଦ: ଏସିଆନ ଗେମ୍ସରେ ବିନେଶ-ବଜରଙ୍ଗଙ୍କ ସିଧାସଳଖ ପ୍ରବେଶକୁ ନେଇ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୯।୭: ଏସିଆନ ଗେମ୍ସ ୨୦୨୩ ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏସନର ନିଯୁକ୍ତ କମିଟି ୫୩ କିଲୋଗ୍ରାମ ଓଜନ ବର୍ଗରେ ଭାରତୀୟ ମହିଳା ରେସଲର ବିନେଶ ଫୋଗଟ ଏବଂ ୬୫ କିଲୋଗ୍ରାମ ଓଜନ ବର୍ଗରେ ପୁରୁଷ ରେସଲର ବଜରଙ୍ଗ ପୁନିଆଙ୍କୁ ସିଧାସଳଖ...
Archives


