ଖେଳ

ସିରିଜ୍‌କୁ ଆଗୁଆ କବ୍‌ଜା କଲା ଭାରତ

ଇନ୍ଦୋର,୨୪।୯: ଇନ୍ଦୋରର ହୋଲକାର ଷ୍ଟାଡିୟମରେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ୯୯ ରନ୍‌ରେ ବିଜୟୀ ହୋଇଛି। ଫଳରେ ୨-୦ରେ ଅଗ୍ରଣୀ ହୋଇ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ ଆଗୁଆ ଜିତିନେଇଛି।…

ରେକର୍ଡ ବର୍ଷା କଲେ ଶୁଭମନ ଗିଲ୍‌

ଇନ୍ଦୋର,୨୪।୯: ଇନ୍ଦୋରରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଶୁଭମାନ ଗିଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ୯୨ ବଲରେ ଗିଲ ନିଜର ଶତକ ପୂରଣ କରିଥିଲେ। ତାଙ୍କ ଶତକରେ ୬ଟି ଚୌକା ଏବଂ ୪ ଟି…

ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦେବାରେ କୌଣସି ସୁଯୋଗ ହାତଛଡା କରୁ ନ ଥିଲେ ବ୍ରିଜଭୂଷଣ: ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ମୁଖ୍ୟ ତଥା ଭାଜପା ଏମ୍‌ପି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ରୁଜୁ ହୋଇଥିବା ଯୌନ ଉତ୍ପୀଡ଼ନ ମାମଲାରେ କୋର୍ଟ ତାଙ୍କୁ ଦିନେ ଛାଡ କରିଛନ୍ତି। ଦିଲ୍ଲୀ ପୋଲିସ କହିଛି ଯେ,…

ଅଷ୍ଟ୍ରେଲିଆ ଆଗରେ ୪୦୦ ରନ୍‌ର ବିଜୟ ଟାର୍ଗେଟ୍‌

ଇନ୍ଦୋର,୨୪।୯: ଇନ୍ଦୋରର ହୋଲକର ଷ୍ଟାଡିୟମରେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ଶୁଭମାନ ଗିଲ ଏବଂ ଶ୍ରେୟାସ ଆୟରଙ୍କ ଦମ୍‌ଦାର ଶତକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଭାରତ ୫ ଉଇକେଟ୍‌…

ଶୁବମନ୍‌, ଶ୍ରେୟସଙ୍କ ଶତକ

ଇନ୍ଦୋର,୨୪।୯: ଇନ୍ଦୋରର ହୋଲକର ଷ୍ଟାଡିୟମରେ ରବିବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସିରିଜର ଦ୍ୱିତୀୟ ମ୍ୟାଚ୍‌ ଖେଳାଯାଉଛି। ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ଆମନ୍ତ୍ରଣ ପାଇଁ ବ୍ୟାଟିଂ ଆରମ୍ଭ କରିଛି। ହେଲେ ବ୍ୟାଟର ଶୁବମନ୍‌ ଗିଲ…

ଭାରତର ଭଲ ଆରମ୍ଭ: ବର୍ଷା ଯୋଗୁ ଅଟକିଲା ଖେଳ

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ଦିନିକିଆ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁ୍‌ଥିବାବେଳେ ବର୍ଷା ଯୋଗୁ ମ୍ୟାଚ୍‌ ବନ୍ଦ ରହିଛି।…

ଖେଳାଳିଙ୍କ ସମର୍ଥନରେ ଚାଇନା ଗସ୍ତକୁ ବାତିଲ କଲି: କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର

ନୂଆଦିଲ୍ଲୀ,୨୪।୯: ଚାଇନାରେ ଚାଲିଥିବା ଏସିଆନ୍‌ ଗେମ୍ସ ପାଇଁ ଅରୁଣାଚଳ ପ୍ରଦେଶର ତିନି ଖେଳାଳିଙ୍କୁ ଚାଇନାର ଭିଜା ପ୍ରତ୍ୟାଖ୍ୟାନକୁ ଦୃଢ ନିନ୍ଦା କରିଛନ୍ତି କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର। ଏହାସହ ଚାଇନା ଗସ୍ତକୁ ମଧ୍ୟ ବାତିଲ କରିଛନ୍ତି। ସେ କହିଛନ୍ତି ଯେ,…

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ଖେଳୁନାହାନ୍ତି ବୁମ୍‌ରା

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲୀୟ ଅଧିନାୟକ ଷ୍ଟିଭ ସ୍ମିଥ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବ…

ପଦକ ପକ୍କା କଲା ଭାରତୀୟ କ୍ରିକେଟ୍‌ ଦଳ

ହାଙ୍ଗଝୋ,୨୪।୯: ଏସୀୟ ଗେମ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। ସେମିଫାଇନାଲ ମ୍ୟାଚରେ ବାଂଲାଦେଶକୁ ୮ ଉଇକେଟରେ ପରାସ୍ତ କରି ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲରେ ପ୍ରବେଶ କରିଛି। ଭାରତର ବିଜୟର ହିରୋ ଦ୍ରୁତ ବୋଲର ପୂଜା…

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଇନ୍ଦୋର,୨୪।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ଅର୍ଥାତ୍‌ ଆଜି ଖେଳାଯିବ। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତୀୟ ଦଳ ୬ ବର୍ଷ ପରେ ଏହି ଗ୍ରାଉଣ୍ଡରେ…

ରୋଇଂରେ ଭାରତକୁ ରୌପ୍ୟ ପଦକ…

ହାଙ୍ଗଝୋଉ,,୨୪।୯ :ଏସୀୟ ଗେମ୍ସରେ ଭାରତ ପାଇଁ ରବିବାର ଏକ ଭଲ ଦିନ ସାବ୍ୟସ୍ତ ହୋଇଚି। ଖେଳ ଆରମ୍ଭରେ ଭାରତ ରୋଇଂରେ ପ୍ରଥମ ପଦକ ଜିତିଛି। ହାଲୁକା ଓଜନ ଡବଲ୍ସରେ ଅର୍ଜୁନ ଲାଲ ଜଟ ଏବଂ ଅରବିନ୍ଦ ସିଂ ଭାରତ ପାଇଁ ରୌପ୍ୟ…

ଚାପରେ ଶ୍ରେୟସ, ଅଶ୍ୱିନ

ଇନ୍ଦୋର, ୨୪ା୯: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ରବିବାର ସ୍ଥାନୀୟ ହୋଲ୍‌କାର ଷ୍ଟାଡିୟମରେ ଖେଳାଯିବ। ଆଶାନୁରୂପ ପ୍ରଦର୍ଶନ କରିପାରୁ ନ ଥିବାରୁ ବ୍ୟାଟର ଶ୍ରେୟସ ଆୟର ଓ ବୋଲର ଆର୍‌. ଅଶ୍ୱିନ ଚାପରେ ରହିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri