ଖେଳ

ଅଟୋଗ୍ରାଫ୍‌ ପାଇବା ପରେ ଧୋନୀଙ୍କ ହାତକୁ ଚୁମ୍ବନ ଦେଲେ ଫିଲ୍ମ ନିର୍ଦ୍ଦେଶକ

ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ କ୍ରେଜ୍‌ ଏବେ ବି ରହିଛି। ସେ ଜୁଆଡେ ଯାଆନ୍ତି, ତାଙ୍କ ପ୍ରଶଂସକମାନେ ତାଙ୍କୁ ଫଲୋ କରନ୍ତି। ଆଇପିଏଲ ୨୦୨୩ରେ ତାଙ୍କ ଟିମ୍‌ ଚେନ୍ନାଇ ସୁପର କିଙ୍ଗ୍ସ...

ଶୁକ୍ରବାର ଘୋଷଣା ହେବ ଏସିଆ କପ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୧୩।୭: ଏସିଆ କପ ୨୦୨୩ର କାର୍ଯ୍ୟସୂଚୀ ଖୁବ୍‌ଶୀଘ୍ର ଜାରି କରାଯିବ। ତେବେ ଶୁକ୍ରବାର କାର୍ଯ୍ୟସୂଚୀ ପ୍ରକାଶ ପାଇବ ବୋଲି ବିଶ୍ୱାସ କରାଯାଉଛି। କିନ୍ତୁ ଭାରତ-ପାକିସ୍ତାନ ମ୍ୟାଚରେ ପ୍ରଶଂସକଙ୍କ ଆଖି ରହିଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ କେବେ ଖେଳାଯିବ?...

ବିପଦରେ ଦିନିକିଆ କ୍ରିକେଟ୍‌ର ଭବିଷ୍ୟତ

ନୂଆଦିଲ୍ଲୀ,୧୩।୭: ୨୦୨୭ ଦିନିକିଆ ବିଶ୍ୱକପ ପରେ ଦ୍ୱିପାକ୍ଷିକ ଦିନିକିଆ ସିରିଜ ବନ୍ଦ କରାଯାଉ ବୋଲି ଏମ୍‌ସିସି ପରାମର୍ଶ ଦେଇଛି। ଅଷ୍ଟ୍ରେଲିଆ-ଇଂଲଣ୍ଡ ଲର୍ଡ ଟେଷ୍ଟ ସମୟରେ ଏମସିସି ଆଇସିସିକୁ କହିଛି। ସମଗ୍ର ବିଶ୍ୱରେ ଟି-୨୦ ଫର୍ମାଟ ଏବଂ ଫ୍ରାଞ୍ଚାଇଜ କ୍ରିକେଟ ପାଇଁ...

ନିଆରା ରେକର୍ଡ ହାସଲ କଲେ କୋହଲି

ଡୋମିନିକା,୧୩।୭: ଓ୍ବେଷ୍ଟଇଣ୍ଡଜ୍‌ ବିପକ୍ଷ ପ୍ରଥମ ଟେଷ୍ଟରେ ବିରାଟ କୋହଲି ଏକ ନିଆରା ରେକର୍ଡ ହାସଲ କରିଛନ୍ତି। ସଚିନ ତେନ୍ଦୁଲକରଙ୍କ ବିଦେଶୀ ମାଟିରେ ବାପ-ପୁଅ ଯୋଡ଼ି ସମ୍ମୁଖୀନ ହେବାର ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି କୋହଲି। ୩୪ ବର୍ଷୀୟ କୋହଲି...

ବାପାଙ୍କ ପରେ ପୁଅକୁ ଆଉଟ୍‌ କଲେ ଅଶ୍ୱିନ୍‌

ଡୋମିନିକା,୧୩।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍ର ପ୍ରଥମ ମ୍ୟାଚ ଡୋମିନିକାରେ ଆରମ୍ଭ ହୋଇଛି। ୱେଷ୍ଟଇଣ୍ଡିଜ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୱେଷ୍ଟଇଣ୍ଡିଜ ମ୍ୟାଚରେ ଭଲ ଆରମ୍ଭ କରି ନ...

ରେକର୍ଡ ବର୍ଷା କଲେ ଅଶ୍ୱିନ୍‌

ଡୋମିନିକା,୧୩।୭: ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦୁଇ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚର ପ୍ରଥମ ଦିନରେ ଟିମ ଇଣ୍ଡିଆର ପଲା ଭାରି ହୋଇଛି। ଆର ଅଶ୍ୱିନଙ୍କ ଚମତ୍କାର ବୋଲିଂ ହେତୁ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୱେଷ୍ଟଇଣ୍ଡିଜକୁ ୧୫୦ ରନ୍‌ରେ ଅଲଆଉଟ୍‌...

ଅନ୍ତର୍ଜାତୀୟ କ୍ରିକେଟରେ ସ୍ବତନ୍ତ୍ର ଉପଲବ୍ଧି ହାସଲ କଲେ ଅଶ୍ୱିନ

ଡୋମିନିକା,୧୩।୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ରେ ରବିଚନ୍ଦ୍ରନ ଅଶ୍ୱିନ ଏକ ସ୍ବତନ୍ତ୍ର ଉପଲବ୍ଧି ହାସଲ କରିଛନ୍ତି। ଅଶ୍ୱିନ ଅଲଜାରୀ ଜୋସେଫଙ୍କୁ ଆଉଟ୍‌ କରି ଅନ୍ତର୍ଜାତୀୟ କ୍ୟାରିୟରର ୭୦୦ ଉଇକେଟ ପୂରଣ କରିଛନ୍ତି। ଏହି...

୪୦ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ଜୟସ୍ବାଲ

ଡୋମିନିକା,୧୩।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଉଛି। ଏହି ମ୍ୟାଚର ପ୍ରଥମ ଦିନରେ ଭାରତୀୟ ଦଳ ନିଜର ପ୍ରାଧାନ୍ୟ ବିସ୍ତାର କରିଛି। ଏଥି ସହିତ, ଏହି ମ୍ୟାଚରେ ଭାରତର...

ପଶ୍ଚିମାଞ୍ଚଳ ନିୟନ୍ତ୍ରଣରେ ପ୍ରଥମ ଦିନ

ବେଙ୍ଗାଲୁରୁ, ୧୩ା୭ (ପି.ଟି.): ଦୁଲୀପ୍‌ ଟ୍ରଫି ଫାଇନାଲ୍‌ର ପ୍ରଥମ ଦିନର ଖେଳ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବୋଲରଙ୍କ ସଫଳତା ବଳରେ ପ୍ରଥମ ଦିନର ଖେଳକୁ ନିୟନ୍ତ୍ରଣରେ ରଖିଛି ପଶ୍ଚିମାଞ୍ଚଳ। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ...

ଏସିଆ କପ୍‌ କାର୍ଯ୍ୟସୂଚୀ ଚୂଡ଼ାନ୍ତ: ପାକିସ୍ତାନ ଯିବ ନାହିଁ ଭାରତ

ନୂଆଦିଲ୍ଲୀ, ୧୩ା୭(ପି.ଟି.): ଏସିଆ କପ୍‌ କାର୍ଯ୍ୟସୂଚୀ ଚୂଡାନ୍ତ ହୋଇଛି। ଭାରତୀୟ କ୍ରିକେଟ ଦଳ ପାକିସ୍ତାନରେ ଏହାର ମ୍ୟାଚ ଖେଳିବ ନାହିଁ ବୋଲି ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିସିସିଆଇ ସମ୍ପାଦକ ଜୟ ଶାହା ଓ...

ମୀନା, ଜ୍ୟୋତ୍ସ୍ନାଙ୍କୁ ସ୍ବର୍ଣ୍ଣ, ଝିଲି ରୌପ୍ୟ

ଭୁବନେଶ୍ୱର, ୧୩ା୭(ତପନ ସ୍ବାଇଁ): ଗ୍ରେଟର ନଏଡ଼ାଠାରେ ବୁଧବାର ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ପ୍ରଥମ ଦିବସରେ ଓଡ଼ିଶା ଭାରୋତ୍ତୋଳନ ଏଚ୍‌ପିସି ଆଥଲେଟ୍‌ ଜ୍ୟୋତ୍ସ୍ନା ଶବର ଓ ମୀନା ଶାନ୍ତା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୪୦ କେଜି ୟୁଥ୍‌...

ଭାରତୀୟ ଦଳରେ ଓଡ଼ିଶାର ରାକେଶ, ତପନ

ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଏସିଆନ ଗେମ୍ସ ୨୦୨୩ ପାଇଁ ଆର୍ଟିଷ୍ଟିକ୍ସ ଜିମ୍ନାଷ୍ଟିକ୍ସ ଚୟନ ଟ୍ରାଏଲ ବୁଧବାର କଳିଙ୍ଗ ଷ୍ଟାଡିୟମର ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଶେଷ ହୋଇଛି। ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri