ଖେଳ

ଏସିସି କଲା ବଡ଼ ଘୋଷଣା: ଗ୍ରାଉଣ୍ଡ୍ସମ୍ୟାନ୍‌ ମାଲାମାଲ

ନୂଆଦିଲ୍ଲୀ,୧୭।୯: ଏସିଆ କପ ୨୦୨୩ରେ ଶ୍ରୀଲଙ୍କାର ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ଚର୍ଚ୍ଚାରେ ଅଛନ୍ତି। କ୍ରମାଗତ ମ୍ୟାଚ ଏବଂ ମ୍ୟାଚ ସମୟରେ ବର୍ଷା ମଧ୍ୟରେ ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ବହୁତ ପରିଶ୍ରମ କରିଥିଲେ। ଏହାର କାରଣ ହେଲା ବର୍ଷା ସତ୍ତ୍ୱେ ମ୍ୟାଚ ଜାରି ରହିଲା ଏବଂ ପ୍ରଶଂସକମାନେ କ୍ରିକେଟର…

ଇତିହାସ ରଚିଲେ ସିରାଜ୍‌

କଲମ୍ବୋ,୧୭।୯: ଶ୍ରୀଲଙ୍କା ବିପକ୍ଷ ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ଏହି ମ୍ୟାଚରେ ଦ୍ୱିତୀୟ ଓଭରରେ ୪ଟି ଉଇକେଟ ନେଇ ସିରାଜ ଏକଦିବସୀୟ କ୍ରିକେଟରେ ୫୦ ଉଇକେଟ ପୂରଣ…

ଶ୍ରୀଲଙ୍କାର ୩ ଲଜ୍ଜାଜନକ ରେକର୍ଡ

କଲମ୍ବୋ,୧୭।୯: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚରେ ଭାରତୀୟ ଦଳର ବୋଲର ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ୧୫.୨ ଓଭରରେ ମାତ୍ର ୫୦ ରନ୍‌ରେ ସୀମିତ ରହିଥିଲା। ମହମ୍ମଦ ସିରାଜ୬…

ଭାରତ ହାତରେ ଏସିଆ କପ୍‌

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ ଫାଇନାରେ ଶ୍ରୀଲଙ୍କାକୁ ୧୦ ଉଇକେଟରେ ପରାସ୍ତ କରିଛି ଭାରତ। ଫଳରେ ଅଷ୍ଟମ ଥର ପାଇଁ ଏସିଆ କପ୍‌ ହାତେଇଛି ଭାରତ। ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ…

ବ୍ୟାଟିଂ ବିପର୍ଯ୍ୟୟ: ୫୦ ରନ୍‌ରେ ଅଟକିଲା ଶ୍ରୀଲଙ୍କା

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍‌ ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ଭାରତର ଦ୍ରୁତ ବୋଲି ମହମ୍ମଦ ସିରାଜ କମାଲ ବୋଲିଂ କରି…

ପ୍ରାରମ୍ଭରୁ ୬ ଉଇକେଟ ହରାଇ ସଙ୍କଟରେ ଶ୍ରୀଲଙ୍କା

କଲମ୍ବୋ,୧୭।୯: କଲମ୍ବୋସ୍ଥିତ ଆର୍‌.ପ୍ରେମଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ୨୦୨୩ ଏସିଆ କପ୍‌ ଫାଇନାଲ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ହେଲେ ଶ୍ରୀଲଙ୍କା ବ୍ୟାଟର ପଡ଼ିଆକୁ ଓହ୍ଲାଇ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର…

ଏସିଆନ୍‌ ଗେମ୍ସ ୨୦୨୩: ମହିଳା-ପୁରୁଷ କ୍ରିକେଟ୍‌ ଟିମ୍‌ରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୭।୯:ଏସିଆନ ଗେମ୍ସ ଲାଗି ପୁରୁଷ ଏବଂ ମହିଳା କ୍ରିକେଟ ଦଳରେ ଛୋଟ ପରିବର୍ତ୍ତନ କରିଛି ବିସିସିଆଇ। ସେପ୍ଟେମ୍ବର ୨୩ରୁ ଆୟୋଜିତ ହେବାକୁ ଥିବା ଏହି ଟୁର୍ନାମେଣ୍ଟ ଲାଗି ଉଭୟ ଟିମ୍‌ର ଗୋଟିଏ ଗୋଟିଏ ଖେଳାଳି ବଦଳିଛନ୍ତି। ପୁରୁଷ କ୍ରିକେଟ ଟିମ୍‌ରେ ଦ୍ରୁତ…

ଏସିଆ କପ୍‌ ଫାଇନାଲ୍‌: ଭାରତୀୟ ଦଳରେ ୫ ପରିବର୍ତ୍ତନ, ଓ୍ବାଶିଂଟନ୍‌ଙ୍କୁ ସୁଯୋଗ

କଲମ୍ବୋ,୧୭।୯: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏସିଆ କପର ଫାଇନାଲ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖୋଳଯାଉଛି। ଏଏସିଆ କପ ଫାଇନାଲରେ ଶ୍ରୀଲଙ୍କାର ଅଧିନାୟକ ଦାସୁନ ଶାନାକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ଲେ -୧୧ରେ ଶାନାକା…

ଟସ ଜିତିଲା ଶ୍ରୀଲଙ୍କା, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…

କଲମ୍ବୋ,୧୭।୯ : ଏସିଆ କପ ଫାଇନାଲ ମ୍ୟାଚ ରବିବାର ଶ୍ରୀଲଙ୍କାର ଆର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଭାରତ ଶ୍ରୀଲଙ୍କା ଟାଇଟଲ ହାସଲ କରିବାକୁ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଶ୍ରୀଲଙ୍କା ଅଧିନାୟକ ଦାସୁନ ଶାନାକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

ଏସିଆ କପ୍‌ରୁ ବିଦା ହେବାପରେ ପାକିସ୍ତାନ ପିଛା ଛାଡୁନି ବିବାଦ: ମୁଖ୍ୟ ଚୟନକର୍ତ୍ତା ଦେଲେ ଧମକ

ଇସଲାମାବାଦ୍‌,୧୭।୯: ପାକିସ୍ତାନ କ୍ରିକେଟ ଦଳର ଏସିଆ କପ୍‌ରୁ ବାହାରିବା ପରେ ବିବାଦ ବୃଦ୍ଧି ପାଉଛି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ଭିଡିଓରେ ବାବର ଆଜାମ ତାଙ୍କ ଖେଳାଳିଙ୍କ ଉପରେ ରାଗିଥିବାର ନଜର ଆସିଛନ୍ତି।…

ଫାଇନାଲ୍‌ ପୂର୍ବରୁ ଭାରତକୁ ଝଟ୍‌କା

କଲମ୍ବୋ,୧୭।୯: ଏସିଆ କପ ୨୦୨୩ର ଫାଇନାଲ୍‌ ମ୍ୟାଚ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଭାରତୀୟ ଦଳକୁ ଏକ ବଡ ଝଟ୍‌କା ଲାଗିଛି। ବାଂଲାଦେଶ ବିପକ୍ଷ ସୁପର-୪ ମ୍ୟାଚରେ ଅଲରାଉଣ୍ଡର ଅକ୍ଷର ପଟେଲ ଆହତ ହୋଇଥିବାରୁ ସେ…

ଆଜି ଭାରତ-ଶ୍ରୀଲଙ୍କା ଏସିଆ କପ୍‌ ଫାଇନାଲ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

କଲମ୍ବୋ,୧୭।୯: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏସିଆ କପର ଫାଇନାଲ ଆଜି ଖେଳାଯିବ। କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଖେଳାଯିବ। ସୁପର -୪ରେ ଟିମ ଇଣ୍ଡିଆ ପ୍ରଥମ ସ୍ଥାନରେ ରହିଥିଲା। ଏଥି ସହିତ ଶ୍ରୀଲଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri