ପ୍ରଥମ ଟେଷ୍ଟରେ ବଡ ପରିବର୍ତ୍ତନ କରିବ ଟିମ ଇଣ୍ଡିଆ: ରୋହିତଙ୍କ ସହ ଏହି ବ୍ୟାଟ୍ସମ୍ୟାନଙ୍କୁ ମିଳିବ ଓପନିଙ୍ଗ୍ର ସୁଯୋଗ
ନୂଆଦିଲ୍ଲୀ,୬।୭: ଭାରତୀୟ ଟିମ୍ ୱେଷ୍ଟଇଣ୍ଡିଜରେ ଗସ୍ତରେ ଅଛନ୍ତି। ଜୁଲାଇ ୫ରୁ ଦୁଇ ଦଳ ଦିନିଆ ଅଭ୍ୟାସ ମ୍ୟାଚ ଖେଳୁଛି। ଯୁବ ବାମହାତୀ ଖେଳାଳି ଯଶସ୍ବୀ ଜୟସ୍ବାଲ ଅଧିନାୟକ ରୋହିତ ଶର୍ମାଙ୍କ ସହ ଏହି ମ୍ୟାଚର ପ୍ରଥମ ଦିନରେ ଓପନିଙ୍ଗ୍ ଦାୟିତ୍ୱ...
ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା: ରୋହିତ, କୋହଲିଙ୍କୁ ବିଶ୍ରାମ
ନୂଆଦିଲ୍ଲୀ,୬।୭: ଚଳିତ ମାସରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି -୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳରେ ଏହି ସିରିଜ୍ରୁ ବିଶ୍ରାମ ଦିଆଯାଇଛି। ତେବେ ପୁଣି ଥରେ ହାର୍ଦ୍ଦିକ...
ତୃତୀୟ ରାଉଣ୍ଡରେ କାସାଟକିନା
ଓ୍ବିମ୍ବେଲଡନ, ୬।୭: ବର୍ଷା ଯୋଗୁ କ୍ରମାଗତ ତୃତୀୟ ଦିବସରେ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ଅନେକ ମ୍ୟାଚ ବାଧାପ୍ରାପ୍ତ ହୋଇଛି। କେବଳ ଇନ୍ଡୋରରେ ଖେଳଗୁଡ଼ିକ ସମ୍ଭବ ହୋଇପାରିଛି। ଅଲ୍ ଇଂଲଣ୍ଡ କ୍ଲବର କେବଳ ସେଣ୍ଟର କୋର୍ଟ ଓ କୋର୍ଟ ନଂ-୧ରେ...
ଜିକ୍ସନଙ୍କ ପତାକା ସେଲିବ୍ରେଶନକୁ ନେଇ ବିବାଦ
ବେଙ୍ଗାଲୁରୁ, ୬ା୭(ପି.ଟି.): ଦୁଇ ମାସ ଧରି ମଣିପୁରରେ ଜାରି ରହିଥିବା ହିଂସାକାଣ୍ଡ ଶେଷରେ ଫୁଟବଲ ପଡିଆରେ ପହଞ୍ଚିଛି। ସାଫ୍ ଚାମ୍ପିୟନଶିପ୍ ଫାଇନାଲରେ ଭାରତୀୟ ଜାତୀୟ ଫୁଟବଲ ଦଳର ସଦସ୍ୟ ଜିକ୍ସନ ସିଂଙ୍କ ସେଲିବ୍ରେଶନକୁ ନେଇ ବିବାଦ ଦେଖାଦେଇଛି। ଫାଇନାଲରେ ଭାରତ...
ପ୍ରଥମ ପର୍ଯ୍ୟାୟରେ ଭାଗନେଲେ ୩୫୮
ଭୁବନେଶ୍ୱର, ୬।୭ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ପେସ୍ ବୋଲର ପ୍ରତିଭା ଅନ୍ବେଷଣ ଶିବିର (ପ୍ରଥମ ପର୍ଯ୍ୟାୟ) ବୁଧବାର କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା,...
ସୁପର କପ୍ ବିଜେତାକୁ ପୁରସ୍କାର ପ୍ରଦାନ
କଟକ,୬ା୭ (ସୁପ୍ରିୟା ପ୍ରିୟର୍ଶିନୀ): ଫୁଟବଲ ଆସୋସିଏଶନ ଅଫ୍ ଓଡ଼ିଶା (ଫାଓ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ବୁଧବାର ଫୁଟବଲ ଲିଗ୍ ଉଦ୍ଘାଟିତ ହୋଇଛି। ଫାଓ ଲିଗ୍ ନାମରେ ପରିଚିତ ଏହି ପ୍ରତିଯୋଗିତାର ପ୍ରଥମ ମ୍ୟାଚ ଓଡ଼ିଶା ପୋଲିସ ଓ ସ୍ପୋଟର୍ସ...
ଇଂଲଣ୍ଡ ଫୁଟ୍ବଲରେ ପ୍ରଥମ ମହିଳା କୋଚ୍
ମାଞ୍ଚେଷ୍ଟର, ୬ା୭(ପି.ଟି.): ଇଂଲଣ୍ଡରେ ଦିନକୁ ଦିନ ମହିଳା ଫୁଟବଲର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୁଷ ଟିମ୍ରେ ମହିଳା କୋଚ୍ ବା ସପୋର୍ଟ ଷ୍ଟାଫ୍ଙ୍କ ଉପସ୍ଥିତି ନଗଣ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏଭଳି ଏକ ପରସ୍ଥିତିରେ ଇତିହାସ...
ଉତ୍ତରାଞ୍ଚଳ ୧୯୮ରେ ଅଲ୍ଆଉଟ
ବେଙ୍ଗାଲୁରୁ, ୬।୭: ଦୁଲିପ ଟ୍ରଫି କ୍ରିକେଟର ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ସେମିଫାଇନାଲରେ ଦକ୍ଷିଣାଞ୍ଚଳ ବୋଲରମାନେ ଚମତ୍କାର ବୋଲିଂ କରି ଉତ୍ତରାଞ୍ଚଳ ପ୍ରଥମ ଇନିଂସକୁ ୧୯୮ ରନରେ ସୀମିତ ରଖିଛନ୍ତି। ପଶ୍ଚିମାଞ୍ଚଳ ବୋଲିଂ ଆକ୍ରମଣର ନେତୃତ୍ୱ ନେଇଛନ୍ତି ବିଦ୍ୱାଥ କଭେରପ୍ପା।...
ଏମ୍ଏଲ୍ଏସ୍ର ମହଙ୍ଗା ଖେଳାଳି ମେସି
ନୂଆଦିଲ୍ଲୀ, ୬ା୭: ଆର୍ଜେଣ୍ଟିନା ଫୁଟ୍ବଲ ଦଳର ଅଧିନାୟକ ଲିଓନେଲ ମେସି ନିକଟରେ ମେଜର ଲିଗ୍ ସକର (ଏମ୍ଏଲ୍ଏସ୍) ଦଳ ଇଣ୍ଟର ମାୟାମିରେ ଯୋଗ ଦେଇଥିଲେ। ପ୍ରାରମ୍ଭିକ ଭାବରେ ମେସିଙ୍କ ବେତନ ସମ୍ପର୍କରେ କୌଣସି ସୂଚନା ନ ଥିବା ବେଳେ ସେ...
ପଶ୍ଚିମାଞ୍ଚଳ ତାରକା ବ୍ୟାଟର ବିଫଳ
ଅଲୁର, ୬।୭ (ପି.ଟି.): ଦୁଲିପ ଟ୍ରଫି କ୍ରିକେଟର ପ୍ରଥମ ସେମିଫାଇନାଲ ଏଠାରେ ବୁଧବାର ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଆରମ୍ଭ ହୋଇଛି। ତାରକା ବ୍ୟାଟରଙ୍କ ବିଫଳତା ଯୋଗୁ ପଶ୍ଚିମାଞ୍ଚଳ ପ୍ରଥମ ଦିବସ ଖେଳ ଶେଷ ବେଳକୁ ପ୍ରଥମ ଇନିଂସରେ ୨୧୬...
ଅଲିମ୍ପିଆନ୍ ଟ୍ରିପଲ ଜମ୍ପର୍ ଆନା ଜୋସଙ୍କୁ ୩ ବର୍ଷ ବାସନ୍ଦ
ମୋନାକୋ,୫ା୭: ଡୋପିଂ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଡୋମିନିକାନ୍ ରିପବ୍ଲିକର ଅଲିମ୍ପିକ୍ସ ଟ୍ରିପଲ ଜମ୍ପର୍ ଆନା ଜୋସ ଟିମାଙ୍କୁ ୩ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଆଥଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ୍ ପକ୍ଷରୁ ବୁଧବାର ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ...
ପ୍ରବୀଣଙ୍କୁ ଧକ୍କା ଦେଇଥିବା ଡ୍ରାଇଭର ଗିରଫ
ମିରଟ, ୫ା୭: ଏକ କାର ଦୁର୍ଘଟଣାରେ ଭାରତର ପୂର୍ବତନ କ୍ରିକେଟର ପ୍ରବୀଣ କୁମାର ଏବଂ ତାଙ୍କର ପୁଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏକ ଏସ୍ୟୁଭି କାର୍ରେ ପ୍ରବୀଣ ପୁଅଙ୍କ ସହିତ ପାଣ୍ଡବ ନଗରରୁ ଫେରୁଥିବା ବେଳେ କମିଶନର ଅଫିସ ସମ୍ମୁଖରେ...
Archives


