ଖେଳ

ମାକ୍ସଓ୍ବେଲ୍‌ଙ୍କ ସଫଳତାର ରାଜ୍‌ ଖୋଲିଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୮।୧୧:ଆଫଗାନିସ୍ତାନ ବିପକ୍ଷରେ ଗ୍ଲେନ ମ୍ୟାକ୍ସୱେଲ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୧୨୮ ବଲରେ ୨୦୧ ରନ ସଂଗ୍ରହ କରିଥିଲେ। ସେ ନିଜ ଇନିଂସରେ ୨୧ ଚୌକା ଓ ୧୦ ଛକା ମାରିଥିଲେ। ଏହି ଇନିଂସକୁ ଅନେକ ମହାନ କ୍ରିକେଟର ପ୍ରଶଂସା…

ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ଭାରତର ଦବ୍‌ଦବା: ବ୍ୟାଟିଂରେ ଶୁଭମନ, ବୋଲିଂରେ ସିରାଜ ନମ୍ବର-୧

ନୂଆଦିଲ୍ଲୀ,୮।୧୧: ବିଶ୍ୱକପ ୨୦୨୩ରେ ଭାରତୀୟ ଦଳ ବହୁତ ଭଲ ଫର୍ମରେ ଅଛି। ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଭାରତ ସମସ୍ତ ମ୍ୟାଚ ଜିତିଛି। ଦଳର ସମସ୍ତ ଖେଳାଳି ଭଲ ଫର୍ମରେ ଅଛନ୍ତି। ଲଗାତର ୮ଟି ମ୍ୟାଚ ଜିତିବା ପରେ ଟିମ ଇଣ୍ଡିଆ ସେମିଫାଇନାଲରେ ପ୍ରବେଶ…

ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌ ହେଲେ ଶୁଭମନ ଗିଲ: ବାବରଙ୍କୁ ପଛରେ ପକାଇଲେ

ନୂଆଦିଲ୍ଲୀ,୮।୧୧: ଭାରତର ଯୁବ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ବିଶ୍ୱର ଶ୍ରେଷ୍ଠ ଦିନିକିଆ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ଦିନିକିଆ ର଼୍ୟାଙ୍କିଙ୍ଗ ଅନୁଯାୟୀ, ଗିଲ ବର୍ତ୍ତମାନ ଦିନିକିଆ ଫର୍ମାଟରେ ବିଶ୍ୱ ନମ୍ବର-୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଏହାପୂର୍ବରୁ ଦିନିକିଆ ଫର୍ମାଟରେ ନମ୍ବର-୧ର…

ବିଶ୍ୱକପ୍‌ ମଝିରେ ଚମକିଲା ଭୁବନେଶ୍ୱର କୁମାରଙ୍କ ଭାଗ୍ୟ: ଟିମ୍‌ ଇଣ୍ଡିଆକୁ ଫେରିବେ

ନୂଆଦିଲ୍ଲୀ,୮।୧୧: ଆଜିକାଲି ଭାରତୀୟ ଦଳ ଘରୋଇ ମାଟିରେ ଖେଳାଯାଉଥିବା ଦିନିକିଆ ବିଶ୍ୱକପ ୨୦୨୩ରେ ବ୍ୟସ୍ତ ଅଛନ୍ତି। ବିଶ୍ୱକପ ପରେ ତୁରନ୍ତ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦଳର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ଏହି…

ପାକିସ୍ତାନ ଏହି ଆଇସିସି ନିୟମ ଦ୍ୱାରା ସହଜରେ ଖେଳିବ ସେମିଫାଇନାଲ, କ’ଣ ରହିଛି ଏଥିରେ…

ନୂଆଦିଲ୍ଲୀ,୮।୧୧ : ସେମିଫାଇନାଲ ଖେଳିବା ପାଇଁ ପାକିସ୍ତାନ ଏବେ ମଧ୍ୟ ବିଶ୍ୱକପ ୨୦୨୩ର ଦୌଡ଼ରେ ଅଛି। ଏକ ସମୟରେ ଲାଗୁଥିଲା ପାକିସ୍ତାନ ଏହି ବିଶ୍ୱକପରୁ ଦୂରେଇ ରହିବ, କିନ୍ତୁ ବାବର ଆଜମଙ୍କ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି ଏବଂ ସେମିଫାଇନାଲରେ ପ୍ରବେଶ…

କର ବା ମର ମ୍ୟାଚ ପୂର୍ବରୁ ଡାକ୍ତରଖାନାରେ ପହଞ୍ଚିଲେ ୪ ଖେଳାଳି, ପାକିସ୍ତାନକୁ ବଡ ଝଟକା…

ମୁମ୍ବାଇ,୮।୧୧ : ସେମିଫାଇନାଲ ପାଇଁ ପାକିସ୍ତାନ ଏବେ ବି ଦୌଡ଼ରେ ଅଛି। ଯଦି ପାକିସ୍ତାନ ଇଂଲଣ୍ଡକୁ କର ବା ମର ମ୍ୟାଚରେ ପରାସ୍ତ କରିବାରେ ସଫଳ ହୁଏ, ତେବେ ସେମିଫାଇନାଲରେ ପ୍ରବେଶ କରିବାର ସମ୍ଭାବନା ଅଧିକ ରହିବ। ତେବେ ଇଂଲଣ୍ଡ ବିପକ୍ଷ…

ପାକିସ୍ତାନ ହାରିଲେ ଆଫଗାନିସ୍ତାନ ଯିବ ସେମିଫାଇନାଲ…

ନୂଆଦିଲ୍ଲୀ,୮।୧୧ : ବିଶ୍ୱକପ କ୍ରିକେଟ ୨୦୨୩ରେ ମଙ୍ଗଳବାର ଆଫଗାନିସ୍ତାନର ହୃଦୟ ଭାଙ୍ଗି ଯାଇଛି। ହାତକୁ ଆସିଥିବା ବିଜୟ ଗ୍ଲେନ ମ୍ୟାକ୍ସୱେଲଙ୍କ ଅପରାଜିତ ୨୦୧ ରନ ଦ୍ୱାରା ପରାଜୟରେ ପରିଣତ ହୋଇଛି। ଗ୍ଲେନ ମ୍ୟାକ୍ସୱେଲ ଆଫଗାନିସ୍ତାନର ଆଶାକୁ ଧୂଳିସାତ କରିଦେଇଛନ୍ତି। ଗ୍ଲେନ ମ୍ୟାକ୍ସୱେଲ…

ପାକିସ୍ତାନ ପାଇଁ ସେମିଫାଇନାଲ ରାସ୍ତା ଫିଟାଇଦେଲା ଅଷ୍ଟ୍ରେଲିଆ, ଜାଣନ୍ତୁ କ’ଣ ରହିଛି ସମୀକରଣ…

ନୂଆଦିଲ୍ଲୀ,୮।୧୧: ଆଫଗାନିସ୍ତାନ ବିପକ୍ଷରେ ପ୍ରାୟ ହାରିଯାଇଥିବା ମ୍ୟାଚରେ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ନଂ-୬ରେ ଆସି ଏଭଳି ଏକ ଇନିଂସ ଖେଳିଛନ୍ତି ଯାହା କ୍ରିକେଟ ଇତିହାସରେ ଶତାବ୍ଦୀ ଧରି ସ୍ମରଣୀୟ ହୋଇରହିବ। ଆଫଗାନିସ୍ତାନ ଦେଇଥିବା ୨୯୨ ରନ୍‌ର ଟାର୍ଗେଟକୁ ପିଛା କରି…

ଫାଇନାଲରେ ଖୋ ଖୋ ଦଳ

ଭୁବନେଶ୍ୱର,୮ା୧୧(ସରୋଜ ଜେନା): ଗୋଆରେ ଅନୁଷ୍ଠିତ ୩୭ ତମ ଜାତୀୟ କ୍ରୀଡାରେ ଓଡ଼ିଶା ଖେଳାଳିଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର କାନୋଇଂ ଓ କାୟାକିଂରେ ଓଡ଼ିଶା ଖେଳାଳି ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହା ସହିତ ଉଭୟ…

ଭାରତ ଶ୍ରେଷ୍ଠ ୬ଷ୍ଠ ସ୍ଥାନକୁ ଫେରିଲା

ନୂଆଦିଲ୍ଲୀ, ୮ା୧୧(ପି.ଟି.): ନିକଟରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଓ ହାଙ୍ଗ୍‌ଝୋ ଏସିଆନ ଗେମ୍ସରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତୀୟ ମହିଳା ହକି ଦଳ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଏହାର ଶ୍ରେଷ୍ଠ ୬ଷ୍ଠ ସ୍ଥାନ ପୁନଃ ଦଖଲ କରିବାରେ ସମର୍ଥ ହୋଇଛି।…

ସଚିନ ତେନ୍ଦୁଲକରଙ୍କୁ ନିଜ ଶତକୀୟ ଇନିଂସର ଶ୍ରେୟ ଦେଲେ ଆଫଗାନିସ୍ତାନର ଏହି ବ୍ୟାଟ୍ସମ୍ୟାନ୍‌

ମୁମ୍ବାଇ,୧୧।୭: ଆଫଗାନିସ୍ତାନର ଓପନିଂ ବ୍ୟାଟ୍ସମ୍ୟାନ୍‌ ଇବ୍ରାହିମ୍‌ ଜାଦ୍‌ରାନ ମଙ୍ଗଳବାର ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି। ସେ ବିଶ୍ୱକପ୍‌ ଇତିହାସରେ ଶତକ ମାରିଥିବା ପ୍ରଥମ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ୍‌ ପାଲଟିଛନ୍ତି। ସେ ୧୪୩ ବଲରେ ଅପରାଜିତ ୧୨୯ ରନ୍‌ର ଇନିଂସ ଖେଳିଥିଲେ। ଏହି…

ମ୍ୟାକ୍ସଓ୍ବେଲଙ୍କ ଡବଲ ସେଞ୍ଚୁରୀ, ସେମିଫାଇନାଲରେ ଅଷ୍ଟ୍ରେଲିଆ…

ମୁମ୍ବାଇ,୭।୧୧ : ପ୍ରତିକୂଳ ପରିସ୍ଥିତିରେ ଖେଳାଯାଇଥିବା ଅପରାଜିତ ୨୦୧ ରନର ଗ୍ଲେନ ମ୍ୟାକ୍ସୱେଲଙ୍କ ତୋଫାନୀ ଇନିଂସ ମାଧ୍ୟମରେ ଅଷ୍ଟ୍ରେଲିଆ ଆଫଗାନିସ୍ତାନକୁ ପରାସ୍ତ କରି ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ରେ ସେମିଫାଇନାଲ ପାଇଁ ଟିକେଟ ପାଇଛି। ୯ ଟି ମ୍ୟାଚରେ ଏହା ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?