ଖେଳ

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି କ୍ୱଚିତ୍‌ କଳ୍ପନା କରିଥିବେ ଯେ, ଉଭୟ ବ୍ୟାଟସମ୍ୟାନ ବିଫଳ ହେବେ ଏବଂ ମ୍ୟାଚ୍‌ର…

ସର୍ଟଲିଷ୍ଟ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ନାମ! ଟିମ ଇଣ୍ଡିଆ ପାଇଁ କରିପାରନ୍ତି ଡେବ୍ୟୁ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନ ଚହଳ ସୃଷ୍ଟି କରୁଥିବା ବିସ୍ଫୋରକ ଯୁବ ଓପନର ବୈଭବ ସୂର୍ଯ୍ୟବଂଶୀ ଗତ ବର୍ଷେ ଧରି କ୍ରିକେଟ ଜଗତରେ ଝଡ଼ ସୃଷ୍ଟି କରିଛନ୍ତି। ୧୯ ବର୍ଷରୁ କମ ଦଳ ପାଇଁ ଖେଳି ସେ ସ୍ମରଣୀୟ ଇନିଂସ…

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚରେ ୫୭ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ହାଇଦ୍ରାବାଦ ୨୦…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ ଅବସ୍ଥିତ ସାମ୍‌ରେବୋଇଠାରେ ସମରଟେକ୍ସ ବିପକ୍ଷ ମ୍ୟାଚ ଖେଳି ବେରେକୁମ୍‌ ଚେଲ୍‌ସୀ ଦଳ ଟିମ୍‌…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି ରହିଥିଲା, ଯାହା ଫଳରେ MI ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବାଙ୍ଗାଲୋରର ଷ୍ଟାର…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା ଦଳକୁ ୮,୧୬୪,୬୧୫ ଆମେରିକୀୟ ଡଲାର ମିଳିବ, ଯାହା ପ୍ରାୟ ୮୧.୮୦ କୋଟି। ମହିଳା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ ମ୍ୟାଚ ଥିଲା। ମୁମ୍ବାଇ ଇଣ୍ଡିଆନ୍ସର ରନ ପରିବର୍ତ୍ତନ ସମୟରେ, ଜାକବ ବେଥେଲ ବିରାଟଙ୍କ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ ଜଣାଇଥିଲେ। ହାର୍ଦ୍ଦିକ ଡ୍ରେସିଂ ରୁମରେ ଏକ ହୃଦୟସ୍ପର୍ଶୀ ଭାଷଣ ଦେଇଥିଲେ। ତାଙ୍କ ଭାଷଣରେ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ଲକ୍ଷ୍ନୌ ପାଇଁ ଏହା ଦ୍ୱିତୀୟ ପରାଜୟ। ଏହି ମ୍ୟାଚ୍‌…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚ୍‌ ବେଳେ ଚତୁର୍ଥ ଅମ୍ପାୟରଙ୍କ ସହି ତାଙ୍କର ଯୁକ୍ତିତର୍କ ହୋଇଥିଲା। ୧୯ତମ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ ଶୋକର ଛାୟା ଖେଳିଯାଇଥିଲା। IPL ଫ୍ରାଞ୍ଚାଇଜ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଆଶା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର ସଞ୍ଜୁ ସାମସନ ଏକ ଦମଦାର ଶତକ ହାସଲ କରିଥିଲେ। ମାତ୍ର ୫୨ ବଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?