ଖେଳ

ବିରେନ୍ଦର ସେହୱାଗ ହେବେ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା! ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୬: ଭାରତୀୟ ଦଳ ଚଳିତ ବର୍ଷ ୨ଟି ବଡ ଟୁର୍ନାମେଣ୍ଟରେ ଭାଗ ନେବ। ଗୋଟିଏ ହେଉଛି ଏସିଆ କପ ଏବଂ ଅନ୍ୟଟି ହେଉଛି ଆଇସିସି ଦିନିକିଆ ବିଶ୍ୱକପ। ଏହି ଦୁଇଟି ଟୁର୍ନାମେଣ୍ଟରେ ସମସ୍ତଙ୍କ ଆଖି ଦଳ ଚୟନ ଉପରେ ରହିବ।...

କରୋନା ଟିକା ଯୋଗୁ ହୋଇଥିଲା ସେନ ଓ୍ବାର୍ନଙ୍କ ମୁତ୍ୟୁ! ଡାକ୍ତରଙ୍କ ବଡ ଦାବି

କାନବେରା,୨୨।୬: ଅଷ୍ଟ୍ରେଲିଆର ପୂର୍ବତନ ଲେଗ ସ୍ପିନର ସେନ ୱାର୍ନଙ୍କ ମୃତ୍ୟୁ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଛି। ବାସ୍ତବରେ ୱାର୍ନଙ୍କ ମୃତ୍ୟୁ ସହ ଜଡିତ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। ତାଙ୍କ ମୃତ୍ୟୁର କାରଣ କରୋନା ଟିକା ହୋଇପାରେ...

ଯଶୋଦାଙ୍କ ହ୍ୟାଟ୍ରିକ: ଓଡ଼ିଶା ବିଜୟୀ

ଭୁବନେଶ୍ୱର, ୨୨।୬,(ତପନ ସ୍ବାଇଁ): ପଞ୍ଜାବର ଅମୃତସରରେ ଚାଲିଥିବା ହିରୋ ଜାତୀୟ ସିନିୟର ମହିଳା ଫୁଟବଲ ଟୁର୍ନାମେଣ୍ଟ ଫାଇନାଲ ରାଉଣ୍ଡର ବୁଧବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୪-୦ ଗୋଲରେ କର୍ନାଟକକୁ ହରାଇ ଦେଇଛି। ଗୁରୁ ନାନକ ଦେବ ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ...

ବେଙ୍ଗାଲୁରୁରେ ବିଦାୟୀ ମ୍ୟାଚ ଚାହାନ୍ତି ବୋପାନ୍ନା

ନୂଆଦିଲ୍ଲୀ, ୨୨।୬ (ପି.ଟି.): ଭାରତର ଶୀର୍ଷସ୍ଥାନୀୟ ଡବଲ୍ସ ଟେନିସ ତାରକା ରୋହନ ବୋପାନ୍ନା ଆସନ୍ତା ସେପ୍ଟେମ୍ବରରେ ଡେଭିସ୍‌ କପ୍‌ କ୍ୟାରିୟର ଶେଷ କରିବେ। ମରକ୍କୋ ବିପକ୍ଷରେ ସେ ବିଦାୟକାଳୀନ ମ୍ୟାଚ ଖେଳିବେ ବୋଲି ବୁଧବାର ସୂଚନା ଦେଇଛନ୍ତି। ତେବେ ବେଙ୍ଗାଲୁରୁଠାରେ...

ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ

ମଙ୍ଗ କକ୍‌ (ହଂକଂ), ୨୨ା୬(ପି.ଟି.): ହଂକଂରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ଇମର୍ଜିଂ ଏସିଆ କପ୍‌ରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଭାରତ। ବୁଧବାର ଖେଳା ଯାଇଥିବା ଟାଇଟଲ୍‌ ମୁକାବିଲାରେ ଦଳ ବାଂଲାଦେଶକୁ ୩୧ ରନ୍‌ରେ ପରାସ୍ତ କରିଛି। ଭାରତୀୟ...

କୁଏତ୍‌ ଜିତିଲା ଉଦ୍‌ଘାଟନୀ ମ୍ୟାଚ

ବେଙ୍ଗାଲୁରୁ, ୨୨।୬ (ପି.ଟି.): ସାଫ୍‌ (ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ) ଚାମ୍ପିୟନଶିପ୍‌ ବୁଧବାର ଏଠାରେ ଆରମ୍ଭ ହୋଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚ ଜିତିଛି କୁଏତ। ଏହି ଦଳ ୩-୧ ଗୋଲରେ ନେପାଳକୁ ପରାସ୍ତ କରିଛି। ଆମନ୍ତ୍ରଣୀୟ ଦଳ ଭାବେ ପ୍ରଥମଥରପାଇଁ...

ଛେତ୍ରୀଙ୍କ ହ୍ୟାଟ୍ରିକ: ପାକିସ୍ତାନକୁ ହରାଇଲା ଭାରତ

ବେଙ୍ଗାଲୁରୁ, ୨୨।୬: ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷରେ ବିଜୟ ସହ ଭାରତ ଏହାର ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ ଅଭିଯାନ ଆରମ୍ଭ କରିଛି। ଘଟଣା ବହୁଳ ଏହି ମ୍ୟାଚରେ ଅଧିନାୟକ ସୁନୀଲ ଛେତ୍ରୀଙ୍କ ହ୍ୟାଟ୍ରିକ ବଳରେ ଭାରତ ୪-୦ ଗୋଲରେ...

ମହିଳା ଇମର୍ଜିଂ ଏସିଆ କପ୍‌: ଭାରତ ଚାମ୍ପିୟନ

ହଂକଂ,୨୧ା୬: ହଂକଂରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ଇମର୍ଜିଂ ଏସିଆ କପ୍‌ରେ ଭାରତ ଚାମ୍ପିୟନ ହୋଇଛି। ବୁଧବାର ଖେଳା ଯାଇଥିବା ଟାଇଟଲ୍‌ ମୁକାବିଲାରେ ଭାରତ ୩୧ ରନ୍‌ରେ ବାଂଲାଦେଶକୁ ପରାସ୍ତ କରିଛି। ଭାରତୀୟ ସ୍ପିନର ଶ୍ରେୟଙ୍କା ପାଟିଲ ଏବଂ ମନ୍ନତ...

ଏହି ଦିନ ଘୋଷଣା ହେବ ଦିନିକିଆ ବିଶ୍ୱକପ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ, ୨୧।୬: ସମସ୍ତ କ୍ରିକେଟ ପ୍ରେମୀ ଏହି ବର୍ଷ ଶେଷରେ ଭାରତରେ ଆୟୋଜିତ ହେବାକୁ ଥିବା ୨୦୨୩ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ ଖବର ସାମ୍ନାକୁ ଆସିଛି ଯେ, ଆଇସିସି ୨୭ ଜୁନରେ...

ଧୋନିଙ୍କ ଠାରୁ ବିଶେଷ ଉପହାର ପାଇଲେ ଗୁରବାଜ, ଟୁଇଟ୍‌ କରି ଦେଲେ ଧନ୍ୟବାଦ

ନୂଆଦିଲ୍ଲୀ,୨୧।୬: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୧୬ ତମ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ସର୍ବାଧିକ ଚର୍ଚ୍ଚା ଦେଖିବାକୁ ମିଳିଛି। ଏହା ପଛର କାରଣ ହେଉଛି ଅନେକ ପ୍ରଶଂସକ ବିଶ୍ୱାସ କରୁଥିଲେ...

ଇନ୍ଦୋରରେ ଭାରତୀୟ ମହିଳା ଦଳର କ୍ୟାମ୍ପ

ଇନ୍ଦୋର, ୨୧ା୬(ପି.ଟି.): ୧୭ ବର୍ଷରୁ କମ୍‌ ଏଏଫ୍‌ସି ଏସିଆନ୍‌ କ୍ୱାଲିଫାୟରର ଦ୍ୱିତୀୟ ରାଉଣ୍ଡ ପାଇଁ ଭାରତୀୟ ଦଳ ଏହାର ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଜୁଲାଇ ୭ ତାରିଖରୁ ଭାରତୀୟ ଦଳ ଇନ୍ଦୋରରେ ଏହାର ଅଭ୍ୟାସ କ୍ୟାମ୍ପ ଆରମ୍ଭ କରିବ।...

ଏଏଫ୍‌ସି ଉନ୍ନୟନ କମିଟିରେ ଅଭିଜିତ

ଭୁବନେଶ୍ୱର, ୨୧।୬ (ତପନ ସ୍ବାଇଁ): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଯୁଗ୍ମ ସମ୍ପାଦକ ଅଭିଜିତ ପଲ୍‌ ଏଏଫ୍‌ସି (ଏସିଆନ ଫୁଟବଲ କନ୍‌ଫେଡେରେଶନ) ଉନ୍ନୟନ କମିଟିରେ ସ୍ଥାନ ପାଇଛନ୍ତି। ଓଡ଼ିଶାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri