ଖେଳ

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ; କିନ୍ତୁ ମ୍ୟାଚ ପରେ ଅଧିନାୟକ ଋତୁରାଜ ଗାୟକୱାଡଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC) କୁ ୨୩ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଚେନ୍ନାଇ ଚଳିତ…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ମାତ୍ର ୫୨ ବଲ୍‌ରୁ ଏକ ଚମତ୍କାର ଶତକ ହାସଲ କରିଛନ୍ତି।…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ ବଳରେ ପ୍ରତିପକ୍ଷ ଦିଲ୍ଲୀ ଆଗରେ ୨୧୩…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ ଟି୨୦ କ୍ରିକେଟରେ ୪ ହଜାର ରନ୍‌ କରିବା…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର ଚତୁର୍ଥ ମ୍ୟାଚ୍‌ରେ ତୃତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ୍‌ ଲାଗି ଚତୁର୍ଥ ମ୍ୟାଚ୍‌ରେ…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହି ଟୁର୍ନାମେଣ୍ଟକୁ ଏସିଆନ ୟୁଥ୍‌ ଚାମ୍ପିୟନଶିପ୍‌ ପାଇଁ ଏକ କ୍ୱାଲିଫାୟର…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା ବୈଭବ ସୂର୍ଯ୍ୟବଂଶୀ ଏବେ ବେଶ୍‌ ଚର୍ଚ୍ଚାରେ। ସେ ମାତ୍ର ୨୬ବଲରେ ୭୮ ରନ…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ ଲାଗୁଛି ଯେପରି ୧୫ ବର୍ଷ ତାଙ୍କ ବୟସ ନୁହେଁ, ବରଂ ତାଙ୍କର ବହୁତ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା ଏବଂ ୮ଟି ଚୌକା ମାରିଥିଲେ। ତାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର।…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ ଭିଡିଓ ଭାଇରାଲ ହୋଇଛି। ଏଥିରେ ତାଙ୍କୁ ପଚରାଯାଇଥିଲା ଯେ, ସେ କେଉଁ ଦଳକୁ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି ବିବେଚନା କରାଯାଏ। ସେ ଛକା ମାରି ଲକ୍ଷ୍ନୌ ସୁପରଜାଏଣ୍ଟସର ବିଜୟକୁ ସିଲ କରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?