ଖେଳ

ଶତକରୁ ଅଳ୍ପକେ ବର୍ତ୍ତିଲେ ରୋହିତ ଶର୍ମା: ଇଂଲଣ୍ଡକୁ ୨୩୦ ରନ୍‌ର ଟାର୍ଗେଟ୍‌ ଦେଲା ଭାରତ

ଲକ୍ଷ୍ନୌ,୨୦।୧୦: ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଭାରତ ଇଂଲଣ୍ଡକୁ ୨୩୦ ରନ୍‌ର ଟାର୍ଗେଟ ଦେଇଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ଓଭରରେ ୯ ଉଇକେଟ ହରାଇ ୨୨୯ ରନ ସଂଗ୍ରହ କରିଛି। ଭାରତୀୟ ଦଳ ହେଉଛି ଏକମାତ୍ର ଦଳ…

ଇଂଲଣ୍ଡ ବିପକ୍ଷରେ ଶୂନରେ ଆଉଟ୍ ହୋଇ ପ୍ୟାଭିଲିୟନ ଫେରିଲେ ବିରାଟ, ରାଗରେ ସୋଫାକୁ ପିଟିଲେ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୯।୧୦ : ଦିନିକିଆ ବିଶ୍ୱକପରେ ରବିବାର ଭାରତ ଏବଂ ଇଂଲଣ୍ଡ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ ବାହାରଟା ନୈରାଶ୍ୟଜନକ ବ୍ୟାଟିଂ ପ୍ରଦର୍ଶନ କରିଛି। ଅଧିନାୟକ ରୋହିତ ଶର୍ମା, ଉପ-ଅଧିନାୟକ କେଏଲ. ରାହୁଲ ଏବଂ ବ୍ୟତୀତ ଅନ୍ୟକେହି ବ୍ୟାଟର ଇଂଲଣ୍ଡ ବୋଲରଙ୍କ ସାମ୍ନା…

ଇତିହାସ ରଚିଲେ ରୋହିତ ଶର୍ମା

ଲକ୍ଷ୍ନୌ,୨୯।୧୦: ଭାରତୀୟ ଅଧିନାୟକ ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟରେ ୧୮ ହଜାର ରନ ଛୁଇଁଛନ୍ତି। ଇଂଲଣ୍ଡ ବିପକ୍ଷରେ ୪୮ତମ ରନ ସ୍କୋର କରିବା ପରେ ରୋହିତ ଶର୍ମା ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଭାରତ ପାଇଁ ୧୮ ହଜାର ରନ ସ୍କୋର…

କୋହଲିଙ୍କ ବ୍ୟାଟିଂ ଦେଖିବା ପାଇଁ ଆମେରିକାରୁ ଲକ୍ଷ୍ନୌ ଆସିଥିଲେ ଜଣେ ପ୍ରଶଂସକ: ବିରାଟ ଭାଙ୍ଗିଦେଲେ ହୃଦୟ

ଲକ୍ଷ୍ନୌ,୨୯।୧୦: ଆଜି ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି ସଠିକ ପ୍ରମାଣିତ ହୋଇଥିଲା। କ୍ରିସ ୱୁକ…

ହିଟ୍‌ମ୍ୟାନ୍‌ଙ୍କ ସ୍ବତନ୍ତ୍ର ରେକର୍ଡ: ଭାରତର ସପ୍ତମ ଖେଳାଳି ଭାବେ ଏମିତି ରେକର୍ଡ କଲେ

ଲକ୍ଷ୍ନୌ,୨୯।୧୦: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ ୨୦୨୩ର ୨୯ତମ ମ୍ୟାଚ ଲକ୍ଷୌର ଏକାନା ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ପଡ଼ିଆକୁ ପ୍ରବେଶ କରିବା ମାତ୍ରେ କ୍ୟାପଟେନ ରୋହିତ ଶର୍ମା ତାଙ୍କ ନାମରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ। ଅଧିନାୟକ…

ୟୁପିରେ ହାଇଆଲର୍ଟ: ଭାରତ-ଇଂଲଣ୍ଡ ମ୍ୟାଚ୍‌ରେ କଡ଼ା ସୁରକ୍ଷା

ଲକ୍ଷ୍ନୌ,୨୯।୧୦: କେରଳରେ ବୋମା ବିସ୍ଫୋରଣ ପରେ ଉତ୍ତରପ୍ରଦେଶର ସ୍ବତନ୍ତ୍ର ଡିଜି ଲ ଆଣ୍ଡ୍‌ ଅର୍ଡର ପ୍ରଶାନ୍ତ କୁମାର ସମସ୍ତ ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ UPATSକୁ ମଧ୍ୟ ସତର୍କ କରାଇଛନ୍ତି। ଗତ କିଛି ଦିନ ମଧ୍ୟରେ ଏଟିଏସ ଦଳ…

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୨୯।୧୦: ଆଜି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିଶ୍ୱକପର ୨୯ତମ ମ୍ୟାଚ୍‌ ଖେଳାଯାଉଛି। ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ମ୍ୟାଚରେ ଟିମ…

ଋଷଭ ପନ୍ତଙ୍କୁ ନେଇ ବଡ଼ ଅପ୍‌ଡେଟ୍‌: ଏହି ସିରିଜରୁ…

ନୂଆଦିଲ୍ଲୀ,୨୯।୧୦: ଭାରତୀୟ କ୍ରିକେଟ ଟିମ୍‌ର ଯୁବ ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଖୁବ୍‌ଶୀଘ୍ର ମଇଦାନକୁ ଫେରିପାରନ୍ତି। ଏବେ ତାଙ୍କ ଫିଟ୍‌ନେସକୁ ନେଇ ବଡ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସେ ଏବେ ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)ରେ ଅଭ୍ୟାସ କରୁଥିବା ବେଳେ ଚଳିତ ବର୍ଷ ଶେଷ…

ICC World Cup 2023: ଭାରତ ବିପକ୍ଷରେ ଟସ୍ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଜାଣନ୍ତୁ ଭାରତର ପ୍ଲେଇଂ ଇଲେଭେନ

ଲକ୍ଷ୍ନୌ,୨୯।୧୦: ଆଇସିସି ଦିନିକିଆ ବିଶ୍ୱକପର ଏକ ହାଇଭୋଲ୍ଟେଜେ ମ୍ୟାଚରେ ରବିବାର ଭାରତ-ଇଂଲଣ୍ଡ ଉତ୍ତର ପ୍ରଦେଶର ଏକନା ଷ୍ଟାଡିୟମରେ ମୁହାଁମୁହିଁ ହେଉଛନ୍ତି। ଇଂଲଣ୍ଡ ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତି ନେଇଛି। ଚଳିତ ବିଶ୍ୱକପରେ ସମସ୍ତ ପାଞ୍ଚ ମ୍ୟାଚରେ ଭାରତ…

ବ୍ୟାଟ୍‌ରେ ‘ଓମ୍‌’ ଚିହ୍ନ, ପାକିସ୍ତାନକୁ ହରାଇବା ପରେ ଲେଖିଲେ ‘ଜୟ ଶ୍ରୀ ହନୁମାନ’; ଜାଣନ୍ତୁ ଭାରତ ସହ ସମ୍ପର୍କ ରଖିଥିବା କେଶବ ମହାରାଜ କିଏ…

ନୂଆଦିଲ୍ଲୀ,୨୯।୧୦: କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଶୁକ୍ରବାର ଦକ୍ଷିଣ ଆଫ୍ରିକା ଏକ ରୋମାଞ୍ଚକର ମ୍ୟାଚ୍‌ରେ ପାକିସ୍ତାନକୁ ପରାଜିତ କରିଥିଲା। ଏହି ମ୍ୟାଚ୍‌ରେ ଆଫ୍ରିକାର ବିଜୟର ହିରୋ ପାଲଟିଥିଲେ କେଶବ ମହାରାଜ। ସେ ଶେଷ ପର୍ଯ୍ୟନ୍ତ ମଇଦାନରେ ରହି ଟାର୍ଗେଟ ପୂରଣ କରିବାରେ ନିଜର…

ଟିମ୍‌ ଇଣ୍ଡିଆକୁ ଲାଗିପାରେ ଝଟ୍‌କା ! ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଅଧିନାୟକ ଆହତ

ଲକ୍ଷ୍ନୌ,୨୯।୧୦: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ଷ୍ଟାଡିୟମରେ ଅଭ୍ୟାସ ବେଳେ ତାଙ୍କ ହାତରେ ଆଘାତ ଲାଗିଛି। ଏହା କେତେ ଗୁରୁତର ତାହା ଜଣାପଡ଼ି ନାହିଁ। ହେଲେ ଯଦି ସେ ସମ୍ପୂର୍ଣ୍ଣ ଫିଟ୍‌…

ଇଂଲଣ୍ଡ ବିପକ୍ଷରେ ଫେରିବେ ଅଶ୍ୱିନ

ଲକ୍ଷ୍ନୌ,୨୯।୧୦: ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ର ୨୯ ତମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ଓ ଆୟୋଜକ ଭାରତ ମୁହାଁମୁହିଁ ହେବେ। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯିବ। ଏଠିକାର ପିଚ୍‌ ସ୍ପିନରଙ୍କୁ ସହାୟତା କରୁଥିବା ବେଳେ ଭାରତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?