ଖେଳ

ଅଷ୍ଟ୍ରେଲିଆର ରୋମାଞ୍ଚକ ବିଜୟ

ଧର୍ମଶାଳା, ୨୯।୧୦ (ପି.ଟି.): ଚଳିତ ଦିନିକିଆ ବିଶ୍ୱକପ୍‌ରେ ଶନିବାର ଖେଳାଯାଇଥିବା ଏକ ହାଇ ସ୍କୋରିଂ ମ୍ୟାଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ଟ୍ରାଭିସ୍‌ ହେଡ୍‌ଙ୍କ ଆକର୍ଷଣୀୟ ଶତକ ସହାୟତାରେ ୫ ରନରେ ରୋମାଞ୍ଚକ ବିଜୟ ହାସଲ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ…

ରବିବାର ଭାରତ-ଇଂଲଣ୍ଡ ମୁହାଁମୁହିଁ, ଇଂଲଣ୍ଡ ପାଇଁ କଷ୍ଟକର ହେବ ମ୍ୟାଚ ଜିତିବା…

ଲକ୍ଷ୍ନୌ,୨୮।୧୦ : ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ୨୦୨୩ର ୨୯ ତମ ମ୍ୟାଚ ଲକ୍ଷ୍ନୌର ଖେଳାଯିବ। ।ଟିମ ଇଣ୍ଡିଆ ଏହି ମ୍ୟାଚ ପାଇଁ ଖେଳ ଏକାଦଶରେ ପରିବର୍ତ୍ତନ ଆଣିପାରେ। ଆହତ କାରଣରୁ ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ ନାହିଁ।…

୮୭ ରନରେ ଜିତିଲା ନେଦରଲାଣ୍ଡ…

କୋଲକାତା,୨୮।୧୦: ପଶ୍ଚିମବଙ୍ଗର କୋଲାକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୮ତମ ମ୍ୟାଚରେ ନେଦରଲାଣ୍ଡ ବାଂଲାଦେଶକୁ ୮୭ ରନରେ ପରାଜିତ କରିଛି। ଧାର୍ଯ୍ୟ ୨୩୦ ରନର ପିଛା କରି ବାଂଲାଦେଶ ୪୨.୨ ଓଭରରେ ୧୦ ଓ୍ବିକେଟ ହରାଇ ୧୪୨ ରନ…

ଲଢୁଆ ବ୍ୟାଟିଂ ସତ୍ତ୍ୱେ ଅଷ୍ଟ୍ରେଲିଆ ଠାରୁ ହାରିଲା ନ୍ୟୁଜିଲାଣ୍ଡ…

ଧର୍ମଶାଳା,୨୮।୧୦: ଧର୍ମଶାଳାର ହିମାଚଳପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୭ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡକୁ ୫ ରନରେ ପରାଜିତ କରିଛି। ଧାର୍ଯ୍ୟ ୩୮୯ ରନ ଲକ୍ଷ୍ୟର ପିଛା କରି ନ୍ୟୁଜିଲାଣ୍ଡ ୫୦ ଓଭରରେ ୯ ଓ୍ବିକେଟ ହରାଇ…

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୨୩୦ ରନ…

କୋଲକାତା,୨୮।୧୦: ପଶ୍ଚିମବଙ୍ଗର କୋଲାକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୮ତମ ମ୍ୟାଚ ବାଂଲାଦେଶ ଏବଂ ନେଦରଲାଣ୍ଡ ମଧ୍ୟରେ ଖେଳାଯାଉଛି। ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବାର୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ଶାକିବ ଅଲ…

ମ୍ୟାଚ୍‌ ହାରିବା ପରେ ଭୋ-ଭୋ ହୋଇ କାନ୍ଦିଲେ ଆଫ୍ରିଦି; ଅଟକାଇ ପାରିଲେନି କୋଚ୍‌… 

ନୂଆଦିଲ୍ଲୀ,୨୮।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ପାକିସ୍ତାନ ପରାଜୟର ସ୍ବାଦ ଚାଖିଛି। ଏହାକୁ ନେଇ ଦଳ ବେଶ ନିରାଶ ହୋଇଥିବା ବେଳେ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦି ଲୁହକୁ ରୋକି ପାରି ନ ଥିଲେ। ଡଗ୍‌ଆଉଟ୍‌ରେ ବସିଥିବା…

ଧୋନୀ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ନିଜେ କଲେ ଖୁଲାସା

ବାଙ୍ଗାଲୁରୁ,୨୮।୧୦: ପୂର୍ବ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବା ନିଷ୍ପତ୍ତି ନେଇ ପ୍ରଶଂସକଙ୍କୁ ଚମକାଇଥିଲେ। ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଥିଲା। ଏହାପରେ ସେ ସନ୍ନ୍ୟାସ ନେବାର ସମୟ ଆସିଯାଇଥିବା ଅନୁଭବ କରିଥିଲେ।…

ଖେଳାଳିଙ୍କୁ ପାଞ୍ଚ ମାସ ହେଲା ଦରମା ଦେଇନି ପାକିସ୍ତାନ ବୋର୍ଡ, ବଡ଼ ଅଭିଯୋଗ ଲଗାଇଲେ ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୨୮/୧୦: ଶୁକ୍ରବାର ଦକ୍ଷିଣ ଆଫ୍ରିକା ଠାରୁ ହାରିବା ପରେ ପାକିସ୍ତନର ସେମିଫାଇନାଲ ରାସ୍ତା ଏକ ପ୍ରକାର କଷ୍ଟକର ହୋଇପଡିଛି। ଏହାରି ମଧ୍ୟରେ ପାକିସ୍ତାନ ଖେଳାଳିଙ୍କ ସହିତ ଜଡିତ ଏକ ଖବର ଆସିଛି ଯାହା ଖେଳାଳୀଙ୍କର ପ୍ରଦର୍ଶନ ଉପରେ ପ୍ରଭାବ ପକାଉଥିବା କୁହାଯାଉଛି।…

ନ୍ୟୁଜିଲ୍ୟାଣ୍ଡ ଆଗରେ ୩୮୯ର ବିଶାଳ ଟାର୍ଗେଟ୍‌

ଧର୍ମଶାଳା,୨୮।୧୦: ବିଶ୍ୱକପ ୨୦୨୩ର ୨୭ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ସଂଘର୍ଷ ଜାରି ରହିଛି । ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୩୮୮ ରନ ସଂଗ୍ରହ କରିଛି। ତେବେ ନ୍ୟୁଜିଲ୍ୟାଣ୍ଡ ପାଇଁ ୩୮୯ ରନର ବିଜୟ ଲକ୍ଷ୍ୟ ରହିଛି। ଏହି…

ଭାରତ ବିପକ୍ଷ ଟି -୨୦ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା, ମାଥ୍ୟୁ ୱେଡଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ସିଡ଼ନୀ,୨୮।୧୦: ଭାରତ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ନିଜ ଦଳ ଘୋଷଣା କରିଛି। ଭାରତ ବିପକ୍ଷ ଟି -୨୦ ସିରିଜରେ ପ୍ୟାଟ କମିନ୍ସ, ମିଚେଲ ମାର୍ଶ ଏବଂ ଜୋଶ ହେଜଲଉଡଙ୍କୁ ବିଶ୍ରାମ ଦିଆଯାଇଛି।…

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ, ନେଲା ବୋଲିଂ ନିଷ୍ପତ୍ତି

ଧର୍ମଶାଳା,୨୮।୧୦: ଆଜି ବିଶ୍ୱକପ ୨୭ ତମ ମ୍ୟାଚରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡକୁ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ଧର୍ମଶାଳା ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ବୋଳିଂ ନିଷ୍ପତ୍ତି ନେଇଥିବା ବେଳେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ କରିବାକୁ…

ପ୍ରଣତି, ମହିଳା ରଗ୍‌ବୀ ଦଳକୁ ସ୍ବର୍ଣ୍ଣ

ଗୋଆ, ୨୮ା୧୦: ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାର ୩୭ ତମ ସଂସ୍କରଣରେ ଓଡ଼ିଶା ଶୁକ୍ରବାର ୬ ପଦକ ହାସଲ କରିଛି। ଫର୍ମରେ ଥିବା ପ୍ରଣତି ନାୟକ ମହିଳା ଆର୍ଟିଷ୍ଟିକ୍‌ ଜିମ୍ନାଷ୍ଟିକ୍ସର ଭଲ୍ଟ ଓ ଅନଇଭେନ ବାର୍‌ ଇଭେଣ୍ଟରେ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?