ଖେଳ

ପାକିସ୍ତାନ ଅଲ୍‌ରାଉଣ୍ଡର ଶଦାବଙ୍କ ମୁଣ୍ଡରେ ଆଘାତ

ଚେନ୍ନାଇ, ୨୮।୧୦: ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଶୁକ୍ରବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୧ ଉଇକେଟରେ ପାକିସ୍ତାନକୁ ହରାଇ ଦେଇଛି। ମ୍ୟାଚ ଅବସରରେ ମୁଣ୍ଡରେ ଆଘାତ ପାଇଥିଲେ ପାକିସ୍ତାନ ଅଲ୍‌ରାଉଣ୍ଡର ଶଦାବ ହୋସେନ। ଦକ୍ଷିଣ ଆଫ୍ରିକା ରନ୍‌ ଚେଜ୍‌ କରିବାବେଳେ…

ଦକ୍ଷିଣ ଆଫ୍ରିକା ବିପକ୍ଷରେ ମ୍ୟାଚ ହାରିବା ପରେ ବି ସେମିଫାଇନାଲରେ ପହଞ୍ଚିପାରେ ପାକିସ୍ତାନ ଟିମ, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୮।୧୦: ବିଶ୍ୱକପରେ ପାକିସ୍ତାନ କ୍ରିକେଟ ଦଳର ଅବସ୍ଥା ବିଗିଡିଯାଇଛି। ତାଙ୍କ ଦଳ ପ୍ରଥମ ଦୁଇଟି ମ୍ୟାଚ ଜିତିଥିବା ବେଳେ କ୍ରମାଗତ ଚାରିଟି ମ୍ୟାଚ ହାରିଯାଇଛନ୍ତି ଏବଂ ବର୍ତ୍ତମାନ ସେମିଫାଇନାଲରେ ପ୍ରବେଶ କରିବାର ସ୍ବପ୍ନ ମଧ୍ୟ ମଉଳିଯାଇଛି। ପାକିସ୍ତାନର ଚତୁର୍ଥ ପରାଜୟ ଦକ୍ଷିଣ…

ରବିବାର ଭାରତ-ଇଂଲଣ୍ଡ ମହାମୁକାବିଲା: ଅଭ୍ୟାସରେ ଶର୍ଟବଲ୍‌ ଉପରେ ରହିଥିଲା ଗିଲ୍‌ଙ୍କ ଫୋକସ

ଲକ୍ଷ୍ନୌ, ୨୮।୧୦: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପରେ ଭାରତ ଆସନ୍ତା ୨୯ ତାରିଖରେ ଇଂଲଣ୍ଡକୁ ଭେଟିବ ଭାରତ। କ୍ରମାଗତ ୫ ମ୍ୟାଚ ଜିତି ଏପର୍ଯ୍ୟନ୍ତ ଅପରାଜେୟ ରହିଥିବା ଟିମ୍‌ ଇଣ୍ଡିଆ ପାଖାପାଖି ୧ ସପ୍ତାହ ବ୍ରେକ୍‌ ପରେ ପୁଣି ପଡ଼ିଆକୁ ଓହ୍ଲାଇବାକୁ…

ଆଜି ହେଭିଓ୍ବେଟ ମୁକାବିଲା

ଧର୍ମଶାଳା, ୨୮।୧୦: ଦିନିକିଆ କ୍ରିକେଟ ବିଶ୍ୱକପରେ ଶନିବାର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱି ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେଭିଓ୍ବେଟ ମୁକାବିଲା ହେବ। ପ୍ରଥମ ଦୁଇ ମ୍ୟାଚ ହାରିବାପରେ ବିଜୟରେ ହ୍ୟାଟ୍ରିକ କରିଥିବା ଅଷ୍ଟ୍ରେଲିଆ ମୋମେଣ୍ଟମ ବଜାୟ ରଖିବା ଲକ୍ଷ୍ୟରେ ରହିଛି। ଅନ୍ୟପକ୍ଷରେ…

୨ ସ୍ବର୍ଣ୍ଣ ଜିତିବାରେ ଶୀତଲ ପ୍ରଥମ ଭାରତୀୟ ମହିଳା

ହାଙ୍ଗ୍‌ଝୋ ୨୮ା୧୦: ଏସିଆନ ପାରା ଗେମ୍ସର ଗୋଟିଏ ସଂସ୍କରଣରେ ଦୁଇ ସ୍ବର୍ଣ୍ଣ ଜିତିବାରେ ସ୍ବଳ୍ପ ବୟସ୍କା ତୀରନ୍ଦାଜ ଶିତଲ ଦେବୀ ହେଉଛନ୍ତି ପ୍ରଥମ ଭାରତୀୟ। ଶୁକ୍ରବାର ସେ ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡରେରେ ସ୍ପର୍ଣ୍ଣ ଜିତିଥିବା ବେଳେ ଗୁରୁବାର ସେ କମ୍ପାଉଣ୍ଡ ମିକ୍ସଡ…

ଭାରତ-ପାକିସ୍ତାନ ମ୍ୟାଚ ୩-୩ରେ ଡ୍ର

ଜୋହର ବାହରୁ (ମାଲେସିଆ), ୨୮ା୧୦: ସୁଲତାନ ଜୋହର କପ୍‌ ଜୁନିୟର ପୁରୁଷ ହକି ଟୁର୍ନାମେଣ୍ଟର ଉଦ୍‌ଘାଟନୀରେ ଗତଥରର ଚାମ୍ପିୟନ ଭାରତ ଏହାର ପାମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ ୩-୩ ଗୋଲ୍‌ରେ ଡ୍ର ରଖିଛି। ଶୁକ୍ରବାର ଖେଳାଯାଇଥିବା ଏହି ମ୍ୟାଚରେ ଭାରତ…

ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରୀୟଙ୍କାଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୨୮।୧୦(ତପନ ସ୍ବାଇଁ): କୋରିଆର ଚାଙ୍ଗଓ୍ବନଠାରେ ଚାଲିଥିବା ୧୫ଶ ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସମ୍ପ୍ରତି କିଟ୍‌ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଶ୍ରୀୟଙ୍କା ୧୦ ମିଟର ଏୟାର ରାଇଫଲ ମହିଳା ଟିମ୍‌ ଇଭେଣ୍ଟରେ…

‘ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ପଦକ ଉତ୍ସର୍ଗ’

ଚାଇନାର ହାଙ୍ଗ୍‌ଝୋରେ ଚାଲିଥିବା ଏସିଆନ ପାରା ଗେମ୍ସର ବ୍ୟାଡ୍‌ମିଣ୍ଟନ ଇଭେଣ୍ଟରେ ଗୋଟିଏ ସ୍ବର୍ଣ୍ଣ ପଦକ ସହ ମୋଟ ୩ଟି ପଦକ ଜିତି ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ । ବିଶେଷକରି ଗୋଟିଏ ସଂସ୍କରଣରେ ପ୍ରଥମଥର ୩ଟି…

ଶାହିଦ ଆଫ୍ରିଦି ମୋତେ ଧର୍ମ ପରିବର୍ତ୍ତନ କରିବାକୁ ବାଧ୍ୟ କରିଥିଲେ: ଦାନିଶ

ଇସଲାମାବାଦ,୨୭।୧୦: ପାକିସ୍ତାନର ପୂର୍ବତନ କ୍ରିକେଟର ଦାନିଶ କାନେରିଆ ଏକ ଚମକାଇବା ଭଳି ଖୁଲାସା କରିଛନ୍ତି। ଦଳର ଖେଳାଳିମାନେ ତାଙ୍କୁ ନିଜର ଧର୍ମ ପରିବର୍ତ୍ତନ କରିବା ଲାଗି ବାଧ୍ୟ କରିଥିବା ସେ କହିଛନ୍ତି। ଖେଳାଳିମାନଙ୍କ ମଧ୍ୟରେ ସର୍ବପ୍ରଥମେ ସେ ପୂର୍ବତନ ଅଧିନାୟକ ଶାହିଦ…

ରୋମାଞ୍ଚକର ମ୍ୟାଚ୍‌ରେ ପାକିସ୍ତାନକୁ ହରାଇଲା ଦକ୍ଷିଣ ଆଫ୍ରିକା

ଚେନ୍ନାଇ,୨୭।୧୦: ବିଶ୍ୱକପ୍‌ କ୍ରିକେଟ ୨୦୨୩ରେ ପାକିସ୍ତାନକୁ ପରାଜିତ କରିଛି ଦକ୍ଷିଣ ଆଫ୍ରିକା। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ବିଜୟ ଲାଗି ୨୭୧ ରନ୍‌ର ଟାର୍ଗେଟ ମିଳିଥିଲା। ଏହାକୁ ଦଳ ୪୭.୨ ଓଭରରେ ହାସଲ କରିନେଇଛି।…

ତେଲଙ୍ଗାନାରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କୁ ଟିକେଟ୍‌ ଦେଲା କଂଗ୍ରେସ

ନୂଆଦିଲ୍ଲୀ: ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ଟିକେଟ ଦିଆଯାଇଛି । ମହମ୍ମଦ ଅଜହରୁଦ୍ଦିନଙ୍କୁ ହାଇଦ୍ରାବାଦ ସହରର ଜୁବୁଲି ହିଲ୍ସ…

ଇଂଲଣ୍ଡ ବିପକ୍ଷରେ ବୋଲିଂ କରିବେ କି କୋହଲି !

ଲକ୍ଷ୍ନୌ,୨୭।୧୦: ଆଇସିସି ଦିନିକିଆ ବିଶ୍ୱକପ୍‌ ୨୦୨୩ର ପ୍ରଥମ ୫ ମ୍ୟାଚ୍‌ରେ ବିଜେତା ହୋଇଛି ଟିମ୍‌ ଇଣ୍ଡିଆ। ରବିବାର ଦଳ ଇଂଲଣ୍ଡ ବିପକ୍ଷରେ ଏହାର ୬ଷ୍ଠ ମ୍ୟାଚ୍‌ ଖେଳିବ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟିମ୍‌ ଲକ୍ଷ୍ନୌରେ ଅଭ୍ୟାସ କରିଛି, ଯେଉଁଥିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?