ଖେଳ

ପାଓ୍ବାର ପ୍ଲେ ସମୟରେ ଖେଳିବାକୁ ସ୍ବାଧୀନତା ଦେଇଥାନ୍ତି ରୋହିତ: ଶୁଭମନ

ନୂଆଦିଲ୍ଲୀ,୨୪।୮: ଏସିଆ କପ୍‌ ଲାଗି ଭାରତୀୟ ଟିମ୍‌ରେ ଓପନର୍‌ ଶୁଭମନ ଗିଲଙ୍କୁ ସୁଯୋଗ ମିଳିଛି। ସେ ଅଧିନାୟକ ରୋହିତ ଶର୍ମାଙ୍କ ସହ ଓପନିଂ କରିବେ। ଟୁର୍ନାମେଣ୍ଟ ଆରମ୍ଭ ହେବାକୁ କିଛି ଦିନ ଥିବା ବେଳେ ଶୁଭମନ ରୋହିତଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି।…

ଏସିଆ କପ୍‌ ପୂର୍ବରୁ ହେବ ଫିଟ୍‌ନେସ୍‌ ଟେଷ୍ଟ

ନୂଆଦିଲ୍ଲୀ,୨୪।୮:ଭାରତୀୟ ଦଳ ଏସିଆ କପ ୨୦୨୩ ମାଧ୍ୟମରେ ଗ୍ରାଉଣ୍ଡକୁ ଫେରିବାକୁ ପ୍ରସ୍ତୁତ। ଟୁର୍ନାମେଣ୍ଟ ପୂର୍ବରୁ ବେଙ୍ଗାଲୁରୁ ନିକଟ ଆଲୁରରେ ଟିମ ଇଣ୍ଡିଆ ୬ ଦିନିଆ କ୍ୟାମ୍ପ ଆରମ୍ଭ କରିବ। ଭାରତୀୟ ଦଳ ଏସିଆ କପ ୨୦୨୩ ମାଧ୍ୟମରେ ଗ୍ରାଉଣ୍ଡକୁ ଫେରିବାକୁ ପ୍ରସ୍ତୁତ।…

ସ୍ବର୍ଣ୍ଣିମ ଯାତ୍ରା ସଂଘର୍ଷପୂର୍ଣ୍ଣ ଥିଲା: ଚିନ୍ମୟୀ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କାନାଡ଼ାରେ ଅନୁଷ୍ଠିତ ବିଶ୍ୱ ପୋଲିସ ଆଣ୍ଡ ଫାୟାର ଗେମ୍‌ରେ ୨ଟି ସ୍ବର୍ଣ୍ଣ ପଦକ ଜିତି ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିଥିବା ଚିନ୍ମୟୀ ଭୂୟାଁଙ୍କୁ ବୁଧବାର ରାଜ୍ୟ କରାଟେ ଆସୋସିଏଶନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଚିନ୍ମୟୀ ୬୦ କେଜି…

ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂ ଦେଖିଲା ଭାରତୀୟ ଦଳ

ନୂଆଦିଲ୍ଲୀ, ୨୪ା୮ (ପି.ଟି.): ଭାରତୀୟଙ୍କ ପାଇଁ ଐତିହାସିକ ମୂହୁର୍ତ୍ତ ଭାବରେ ବିଶ୍ୱର ଚତୁର୍ଥ ଦେଶ ଭାବରେ ଚନ୍ଦ୍ରପୃଷ୍ଠରେ ଓ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି ଭାରତ। ଭାରତର ମୁନ୍‌ ମିଶନ୍‌ ଚନ୍ଦ୍ରୟାନ-୩ ସଫଳତାର ସହିତ ଅବତରଣ…

ବିଶ୍ୱରଞ୍ଜନ ଷଡ଼ଙ୍ଗୀ ଟେକ୍ନିକାଲ ଅଫିସିଆଲ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): ଓମାନର ସାଲାହଠାରେ ମହିଳା ଓ ପୁରୁଷ ଏସିଆନ ହକି ୫ଏସ୍‌ ବିଶ୍ୱକପ କ୍ୱାଲିଫାୟର ଚଳିତ ମାସ ୨୫ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ବିଶ୍ୱରଞ୍ଜନ ଷଡ଼ଙ୍ଗୀଙ୍କୁ ଟେକ୍ନିକାଲ ଅଫିସିଆଲ ଭାବେ ଦାୟିତ୍ୱ…

ମୁଖ୍ୟ କୋଚ୍‌ଙ୍କ ଭିଡିଓ ଭାଇରାଲ

ମାଡ୍ରିଡ୍‌,୨୪ା୮(ପି.ଟି.): ଫିଫା ମହିଳା ବିଶ୍ୱକପ୍‌ରେ ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିବା ସ୍ପେନ୍‌ ଫୁଟବଲ ଦଳର ପିଛା ଛାଡୁନି ବିବାଦ। ଷ୍ଟ୍ରାଇକର ଜେନ୍ନି ହର୍ମୋସୋ ଓ ଫୁଟବଲ ମହାସଂଘ ସଭାପତି ଲୁଇସ୍‌ ରୁବେଲଙ୍କ ଚୁମ୍ବନକୁ ନେଇ ବିବାଦ ଥମି ନ…

ଇଣ୍ଡିପେଣ୍ଡେଣ୍ଟ କ୍ଲବ ଚାମ୍ପିୟନ

ଭୁବନେଶ୍ୱର, ୨୪।୮ (ତପନ ସ୍ବାଇଁ): କଟକର ବାରବାଟୀ ଷ୍ଟାଡିୟମରେ ଫାଓ ଲିଗ୍‌ ସିଲଭର ଗ୍ରୁପ୍‌ର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇଣ୍ଡିପେଣ୍ଡେଣ୍ଟ କ୍ଲବ ୪-୦ ଗୋଲରେ ସନ୍‌ସାଇନ୍‌ କ୍ଲବକୁ ହରାଇ ଚାମ୍ପିୟନ ହୋଇଛି। ବିଜୟୀ ଦଳ ପକ୍ଷରୁ ପ୍ରକାଶ ନାଏକ…

ପ୍ରି କ୍ୱାର୍ଟରରେ ଗାୟତ୍ରୀ-ତ୍ରିସା

କୋପେନ୍‌ହାଗେନ୍‌, ୨୪ା୮(ପି.ଟି.): କୋପେନହାଗେନରେ ଅନୁଷ୍ଠିତ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମହିଳା ଡବଲ୍ସର ପ୍ରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଭାରତୀୟ ଯୋଡି ଗାୟତ୍ରୀ ଗୋପୀଚାନ୍ଦ ଓ ତ୍ରିସା ଜୋଲି। ପ୍ରଥମ ରାଉଣ୍ଡରେ ବାଇ…

ଶାମିଙ୍କ ଅଡ଼ୁଆ ବଢ଼ିଲା, ସ୍ତ୍ରୀଙ୍କ ମାମଲାରେ କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କୋଲକାତା,୨୩।୮: ବଢ଼ିଲା ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଅଡ଼ୁଆ। ସ୍ତ୍ରୀ ହସିନ ଜହାଁ ତାଙ୍କ ଉପରେ ଚଳାଇଥିବା ମାମଲାରେ କୋର୍ଟ ତାଙ୍କୁ ୩୦ ଦିନ ମଧ୍ୟରେ ଜାମିନ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶାମି ଅଗଷ୍ଟରେ ଖେଳାଯିବାକୁ ଥିବା ଏସିଆ କପ୍‌…

ଡବଲିନ୍‌ରେ ବର୍ଷା, ଟସ୍‌ରେ ବିଳମ୍ବ

ଡବଲିନ,୨୩।୮: ବର୍ଷା ଯୋଗୁ ପ୍ରଭାବିତ ହୋଇପାରେ ଭାରତ-ଆୟର୍ଲାଣ୍ଡ ୩ୟ ଟି୨୦। ପୂର୍ବରୁ ପ୍ରଥମ ଟି୨୦ ମଧ୍ୟ ପ୍ରଭାବିତ ହୋଇଥିଲା। ପରେ ଡିଏଲ୍‌ଏସ୍‌ ନିୟମାନୁଯାୟୀ ଭାରତ ବିଜେତା ହୋଇଥିଲା। ତେବେ ବୁଧବାର ମଧ୍ୟ ବର୍ଷା ହେଉଥିବାରୁ ନିର୍ଦ୍ଧାରିତ ସମୟରେ ଟସ୍‌ ପଡ଼ିପାରି ନାହିଁ।…

ଭାରତୀୟ ଖେଳାଳି ଦେଖିଲେ ଚନ୍ଦ୍ରୟାନ-୩ ଲ୍ୟାଣ୍ଡିଂ, ଭିଡିଓ ଶେୟାର କଲା ବିସିସିଆଇ

ଡବଲିନ,୨୩।୮: ଭାରତ-ଆୟର୍ଲାଣ୍ଡ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ତୃତୀୟ ମୁକାବିଲା ବୁଧବାର ଖେଳାଯିବ। ଜସପ୍ରିତ ବୁମ୍‌ରାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ସିରିଜରେ କ୍ଲିନ୍‌ ସୁଇପ୍‌ ଆଶା ରଖିଛି। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳି ଚନ୍ଦ୍ରୟାନ-୩ ମିଶନକୁ ଦେଖିଛନ୍ତି।…

ଉପରକୁ ଉଠିଲେ ଶୁଭମନ ଗିଲ

ନୂଆଦିଲ୍ଲୀ,୨୩।୮: ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ଭାରତ ଓପନର୍‌ ଶୁଭମନ ଗିଲ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ବ୍ୟାଟ୍ସମ୍ୟାନ ମାନ୍ୟତାରେ ଗିଲ ଚତୁର୍ଥ ସ୍ଥାନରେ ରହିଛନ୍ତି। ଗିଲଙ୍କ ବ୍ୟତୀତ ବିରାଟ କୋହଲି ନବମ ସ୍ଥାନରେ ଅଛନ୍ତି। ବୋଲରଙ୍କ ମଧ୍ୟରେ ମହମ୍ମଦ ସିରାଜ ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri