ଖେଳ

ଅଷ୍ଟ୍ରେଲିଆ-ପାକିସ୍ତାନ ମ୍ୟାଚ୍‌ରେ କଳା ପୋଷାକ ପରିଧାନ ଉପରେ ହୋଇଥିଲା କଟକଣା: ଜାଣନ୍ତୁ କ’ଣ ପାଇଁ

ବେଙ୍ଗାଲୁରୁ, ୨୧ା୧୦ ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ବିଶୃଙ୍ଖଳା କାରଣରୁ ଯେପରି ଅଷ୍ଟ୍ରେଲିଆ ବନାମ ପାକିସ୍ତାନ ବିଶ୍ୱକପ୍‌ ମ୍ୟାଚ୍‌ରେ ବାଧା ସୃଷ୍ଟି ନ ହୁଏ ସେଥିଲାଗି ସ୍ଥାନୀୟ ପୋଲିସ ତରଫରୁ କେତେକ ପ୍ରତିଶେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। କଳା ପୋଷାକ ପରିଧାନ…

ଆନ୍ତଃ ମହାବିଦ୍ୟାଳୟ ମହିଳା ଭଲିବଲ୍‌: ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଚାମ୍ପିୟନ

ଭୁବନେଶ୍ୱର, ୨୧।୧୦(ତପନ ସ୍ବାଇଁ): ଉତ୍କଳ ବିଶ୍ୱବିଦ୍ୟାଳୟର ସ୍ପୋଟର୍‌ସ କାଉନସିଲ୍‌ ଆନୁକୂଲ୍ୟରେ ଆୟୋଜିତ ଆନ୍ତଃ ମହାବିଦ୍ୟାଳୟ ମହିଳା ଭଲିବଲ୍‌ ଟୁର୍ନାମେଣ୍ଟରେ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ଚାମ୍ପିୟନ ହୋଇଛି। ଜଗତପୁରର ଏଲ୍‌ଏନ ସାହୁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଫାଇନାଲରେ ସରକାରୀ ଶାରୀରିକ…

ଷ୍ଟାର ଅଲ୍‌ରାଉଣ୍ଡର ବେନ୍‌ ଷ୍ଟୋକ୍ସ ଦଳକୁ ଫେରିବା ଦ୍ୱାରା ଇଂଲଣ୍ଡ ଦଳର ମନୋବଳ ବୃଦ୍ଧି

ମୁମ୍ବାଇ,୨୧ା୧୦: ଷ୍ଟାର ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କର ଦଳକୁ ଫେରିବା ଦ୍ୱାରା ଇଂଲଣ୍ଡ କ୍ରିକେଟ ଦଳର ମନୋବଳ ବୃଦ୍ଧି ପାଇଛି। ଚଳିତ ଦିନିକିଆ ବିଶ୍ୱକପ୍‌ରେ ଆଗକୁ ଖେଳାଯିବାକୁଥିବା ମ୍ୟାଚଗୁଡ଼ିକରେ ଦଳ ଏହାର ପ୍ରଦର୍ଶନରେ ସୁଧାର ଆଣିବ ବୋଲି ମନେକରୁଛି। ଇଂଲଣ୍ଡ ଏହାର ପରବର୍ତ୍ତୀ…

ଆଥ୍‌ଲେଟଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୦(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସିଆନ ପାରା ଗେମ୍ସର ଆଥ୍‌ଲେଟ୍ସଙ୍କ ପାଇଁ ଶୁକ୍ରବାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ୭ ଜଣ ଓଡ଼ିଆ ପାରା ଆଥ୍‌ଲେଟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଆସନ୍ତା…

ପୁଣି ହାରିଲା ପାକିସ୍ତାନ

ବେଙ୍ଗାଲୁରୁ, ୨୦।୧୦: ବିଶ୍ୱକପ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନକୁ ପରାସ୍ତ କରିଛି। ଡେଭିଡ ଓ୍ବାର୍ନର ଓ ମିଚେଲ ମାର୍ଶଙ୍କ ରେକର୍ଡ ଦ୍ୱିଶତକୀୟ ଓପନିଂ ଭାଗୀଦାରିପରେ ବୋଲରଙ୍କ ମିଳିତ ଅବଦାନ ବଳରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୬୨ ରନରେ ପରାସ୍ତ କରିଛି। ହାଇସ୍କୋରିଂ…

ଏବେ ଚିନ୍ତାରେ ଭାରତ: ପାଣ୍ଡ୍ୟାଙ୍କ ସ୍ଥାନରେ ଖେଳିବେ…

ପୁଣେ,୨୦।୧୦: ପୁଣେରେ ଖେଳା ଯାଇଥିବା ଭାରତ-ବାଂଲାଦେଶ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏନେଇ ଶେଷରେ ତାଙ୍କୁ ମଇଦାନ ଛାଡିବାକୁ ପଡ଼ିଥିଲା। ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ…

ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ କୋଚ୍‌ ହେଲେ ଶ୍ରୀଲଙ୍କାର ଷ୍ଟାର ପେସ୍‌ ବୋଲର ମାଲିଙ୍ଗା

ମୁମ୍ବାଇ,୨୦ା୧୦: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ମୁମ୍ବାଇ ଇଣ୍ଡିଆନ୍ସ ଶୁକ୍ରବାର ବିଧିବଦ୍ଧ ଭାବେ ଶ୍ରୀଲଙ୍କାର ପୂର୍ବତନ ପେସ୍‌ ବୋଲର ଲସିଥ ମାଲିଙ୍ଗାଙ୍କୁ ବୋଲିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଶେନ ବଣ୍ଡ୍‌ଙ୍କ ପରେ ଏହି ସ୍ଥାନ ଖାଲିପଡ଼ିଥିଲା। ୪୦ ବର୍ଷୀୟ…

‘ଟିମ୍‌ ଇଣ୍ଡିଆକୁ କାହାର ନଜର ନ ଲାଗୁ’

ପୁଣେ,୨୦।୧୦: ଆଇସିସି କ୍ରିକେଟ ବିଶ୍ୱକପ୍‌ ୨୦୨୩ରେ ଟିମ୍‌ ଇଣ୍ଡିଆ ଗୁରୁବାର ଟୁର୍ନାମେଣ୍ଟରେ ଲଗାତାର ଚତୁର୍ଥ ବିଜୟ ହାସଲ କରିଥିଲା। ମ୍ୟାଚ୍‌କୁ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଏବଂ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେଏଲ୍‌ ରାହୁଲ ଫିନିଶ କରିଥିଲେ। ବିଜୟ ପରେ ପାଭିଲିୟନ ଫେରିବା…

ପାକିସ୍ତାନୀ ବୋଲର୍‌ ହରିସ ରାଉଫ୍‌ଙ୍କୁ କନ୍ଦାଇଦେଲେ ଏହି ଦୁଇ ବ୍ୟାଟ୍ସମ୍ୟାନ୍‌; ଗୋଟିଏ ଓଭରରେ ମାରିଲେ ୪,୬,୧,୪,୪,୪ ରନ୍‌

ବେଙ୍ଗାଲୁରୁ,୨୦।୧୦: ବିଶ୍ୱକପ୍‌ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନ ମୁହାଁମୁହିଁ ହେଉଛନ୍ତି। ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ହେଁ ଏହା ତାଙ୍କ ଲାଗି ଭୁଲ ସାବ୍ୟସ୍ତ ହୋଇଛି। କାରଣ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌ ଡେଭିଡ ଓ୍ବାର୍ନର ଏବଂ…

୮ ବର୍ଷ ପରେ ବୋଲିଂ କଲେ ବିରାଟ: ବିଶ୍ୱକପ୍‌ରେ ଏହାଥିଲା ଚତୁର୍ଥ ଓଭର

ପୁଣେ,୨୦ା୧୦: ପୁଣେରେ ଖେଳା ଯାଇଥିବା ବାଂଲାଦେଶ ବିପକ୍ଷ ମ୍ୟାଚରେ ବୋଲିଂ କରୁଥିବା ସମୟରେ ଭାରତୀୟ ଦଳର ଷ୍ଟାର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇ ପଡ଼ିଆ ଛାଡିବାକୁ ପଡ଼ିଥିଲା। ମ୍ୟାଚ୍‌ର ନବମ ଓଭର ବୋଲିଂ କରିବାକୁ ଆସିଥିବା ପାଣ୍ଡ୍ୟା ବୋଲିଂ ଫଲୋ…

ପାକିସ୍ତାନ ଆଗରେ ୩୬୮ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଅଷ୍ଟ୍ରେଲିଆ

ବେଙ୍ଗାଲୁରୁ,୨୦ା୧୦: ବେଙ୍ଗାଲୁରୁ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଶୁକ୍ରବାର ଖେଳାଯାଇଥିବା ବିଶ୍ୱକପ୍‌ର ୧୮ତମ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲ। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ ଆରମ୍ଭ କରିଥିଲା। ଦୁଇ ଓପନର ଦୁଇ ଓପନର ଡେଭିଡ୍‌ ଓ୍ବାର୍ନର…

ଓଡ଼ିଶାରେ ୪ ରଣଜୀ ଟ୍ରଫି ମ୍ୟାଚ୍‌ ଆୟୋଜନ ନେଇ ସ୍ପଷ୍ଟ: ଖୁବଶୀଘ୍ର ପ୍ରକାଶ ପାଇବ ଭେନ୍ୟୁ ତାଲିକା

ଭୁବନେଶ୍ୱର,୨୦।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୨୦୨୩-୨୪ ଘରୋଇ କ୍ରିକେଟ ସିଜନ କାର୍ଯ୍ୟସୂଚୀ ଅନୁସାରେ ଓଡ଼ିଶାରେ ଏଲିଟ ଗ୍ରୁପ୍‌-ଡି’ର ୪ଟି ରଣଜୀ ଟ୍ରଫି ମ୍ୟାଚ ଆୟୋଜନ ସ୍ପଷ୍ଟ ହୋଇଛି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଏହା ସୂଚାଇ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?