ଖେଳ

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି: ଦୃଢ ପେସ୍‌ ବୋଲିଂ ଆଗରେ ବାବରଙ୍କ ପ୍ରଦର୍ଶନ ଉପରେ ରହିବ ନଜର

ବେଙ୍ଗାଲୁରୁ,୨୦ା୧୦: ବଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ବିଶ୍ୱକପ୍‌ର ୧୮ତମ ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଅଷ୍ଟ୍ରେଲିଆ ବ୍ୟାଟିଂ କରିବ। ଅଷ୍ଟ୍ରେଲିଆ ଦୁଇଟି ପରାଜୟ ପରେ ବିଜୟ ଧାରାକୁ ଫେରିଥିବା…

ଭାରତକୁ ଝଟକା, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମେଡିକାଲ ରିପୋର୍ଟ ଶେୟାର କରି ଜାଣନ୍ତୁ କ’ଣ କହିଲା ବିସିସିଆଇ

ନୂଆଦିଲ୍ଲୀ,୨୦।୧୦: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ପୁଣେରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ସେ ଆହତ ହୋଇଥିଲେ। ତେବେ ବିସିସିଆଇ ପାଣ୍ଡ୍ୟାଙ୍କ ଡାକ୍ତରୀ ରିପୋର୍ଟ ପ୍ରକାଶ କରିଛି। ବିସିସିଆଇ କହିଛି, ଧର୍ମଶାଳାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରେ…

ରେକର୍ଡ ବର୍ଷା କଲେ ବିରାଟ କୋହଲି

ପୁନେ,୨୦।୧୨: ପୁନେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ବିଶ୍ୱକପ୍‌ର ୧୭ତମ ମ୍ୟାଚ୍‌ରେ ଭାରତ ଏବଂ ବାଂଲାଦେଶ ଦଳ ମୁହାଁମୁହିଁ ହୋଇଥିଲେ। ଟିମ ଇଣ୍ଡିଆ ଟୁର୍ନାମେଣ୍ଟରେ କ୍ରମାଗତ ଚତୁର୍ଥ ବିଜୟ ହାସଲ କରି ଏହାକୁ ୭ ଉଇକେଟରେ ପରାସ୍ତ କରିଛି। ଭେଟେରାନ ବ୍ୟାଟ୍ସମ୍ୟାନ…

ପୂର୍ବତନ ଅଧିନାୟକଙ୍କ ନାଁରେ ମାମଲା:ପାଣ୍ଠି ଦୁରୁପଯୋଗ ଅଭିଯୋଗ

ହାଇଦ୍ରାବଦ୍‌,୨୦।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜହରୁଦ୍ଦିନ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ଆଜହରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଆଜହରଙ୍କ ସହ ପୋଲିସ ହାଇଦ୍ରାବାଦ କ୍ରିକେଟ ଆସୋସିଏସନର ପୂର୍ବତନ ଅଧିକାରୀଙ୍କ ବିରୋଧରେ ମାମଲା…

Video: ବିଶ୍ୱକପରେ ପ୍ରଥମ ଅର୍ଦ୍ଧଶତକ ହାସଲ କଲେ ଶୁଭମନ ଗିଲ୍ , ତାଳି ମାରି ଉତ୍ସାହିତ କଲେ ସାରା ତେନ୍ଦୁଲକର

ପୁଣେ, ୧୯।୧୦: ଭାରତର ଯୁବ କ୍ରିକେଟର ଶୁଭମନ ଗିଲ୍ ଦିନିକିଆ ବିଶ୍ୱକପରେ ତାଙ୍କର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ଗୁରୁବାର ବାଂଲାଦେଶ ବିପକ୍ଷରେ ଶୁଭମନ ସୁନ୍ଦର ବ୍ୟାଟିଂ ପ୍ରଦର୍ଶନ କରିଥିଲେ। ଗିଲ ଡେଙ୍ଗୁ ଜ୍ୱରରେ ପଡିବା ପରେ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ଥାନ…

ବିରାଟଙ୍କ ୪୮ ତମ ଶତକ ଦେଖି ଖୁସିରେ ଝୁମି ଉଠିଲେ ଅନୁଷ୍କା, ଦେଲେ ଏମିତି ରିଆକ୍ସନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କ ପାଇଁ ଖୁସି ହେବାର କୌଣସି ସୁଯୋଗକୁ ହାତଛଡ଼ା କରନ୍ତି ନାହିଁ। ବିରାଟ କୋହଲି ପଡ଼ିଆରେ ଅଛନ୍ତି ଏବଂ ଅନୁଷ୍କା ତାଙ୍କୁ ଉତ୍ସାହିତ କରୁନାହାଁନ୍ତି। ପୁଣି ଥରେ…

ଇତିହାସ ରଚିଲେ ବିରାଟ କୋହଲି! ଭାଙ୍ଗିଲେ ସଚିନ ତେନ୍ଦୁଲକରଙ୍କ ଏହି ବଡ଼ ରେକର୍ଡ

ପୁଣେ, ୧୯।୧୦: ଭାରତୀୟ କ୍ରିକେଟର ମାଇଲଷ୍ଟୋନ ମ୍ୟାନ୍‌ ବିରାଟ କୋହଲି। ଗୁରୁବାର ସେ ନିଜ ନାମରେ ଆଉ ଏକ ରେକର୍ଡ କରିଛନ୍ତି। ଏହା ସହ ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ୍‌ ତେନ୍ଦୁଲକରଙ୍କ ଆଉ ଏକ ରେକର୍ଡ ଭାଙ୍ଗିଛନ୍ତି କୋହଲି। ଦ୍ରୁତତମ ଖେଳାଳି…

ବାଂଲାଦେଶ ବିପକ୍ଷରେ ବିଜୟ ହାସଲ କଲା ଭାରତ

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ମଧ୍ୟରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ଭାରତ ବାଂଲାଦେଶକୁ ୭ ଉଇକେଟ୍‌ରେ ପରାସ୍ତ କରି ବିଜୟୀ ହୋଇଛି। ସୂଚନାଯୋଗ୍ୟ, ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌…

ଶର୍ଟ ବଲରେ ଆଉଟ ହୋଇ ରାଗିଗଲେ ରୋହିତ, ଭାଇରାଲ ହେଉଛି ରିଆକ୍ସନ

ପୁଣେ,୧୯।୧୦: ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ରାଗର ରିଆକ୍ସନ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ବାଂଲାଦେଶ ବିପକ୍ଷ ମ୍ୟାଚରେ ଏକ ଶର୍ଟ ବଲରେ ଆଉଟ ହେବା ପରେ ରୋହିତ ଶର୍ମାଙ୍କଠାରୁ ଏପରି ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା। ରୋହିତ ଏକ ଭଲ…

ରୋହିତ ଶର୍ମାଙ୍କ ନାଁରେ ବଡ ସଫଳତା

ନୂଆଦିଲ୍ଲୀ,୧୯।୧୦: ରୋହିତ ଶର୍ମା ବାଂଲାଦେଶ ବିପକ୍ଷରେ ଭଲ ଆରମ୍ଭ କରିଥିଲେ। ତେବେ ଭାରତୀୟ ଅଧିନାୟକ ଅର୍ଦ୍ଧଶତକ ହାସଲ କରିବାରେ ଅସଫଳ ହୋଇଥିଲେ। ରୋହିତ ଶର୍ମା ୪୦ ବଲରେ ୪୮ ରନର ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୭ ଚୌକା ଓ…

ଶ୍ରୀଲଙ୍କା କ୍ରିକେଟ୍‌ ବୋର୍ଡର ବଡ଼ ଘୋଷଣା: ଦଳରେ ଯୋଗଦେବେ ଅଲ୍‌ରାଉଣ୍ଡର ମାଥ୍ୟୁସ ଏବଂ ପେସ୍‌ ବୋଲର ଚାମିରା

ନୂଆଦିଲ୍ଲୀ,୧୯ା୧୦: ଭେଟେରାନ ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ ଏବଂ ପେସ୍‌ ବୋଲର ଦୁଷ୍ମନ୍ଥ ଚାମିରା ଶୁକ୍ରବାର ଶ୍ରୀଲଙ୍କା ଦଳରେ ଯୋଗଦେବେ। ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଗୁରୁବାର ଏହା ଘୋଷଣା କରିଛି। ଉଭୟ ମାଥ୍ୟୁସ ଓ ଚାମିରା ଗତଥର ଜୁନ୍‌ ମାସରେ ଆଫଗାନିସ୍ତାନ ବିପକ୍ଷରେ…

ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ଦଳ ପୁଣେରେ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ପ୍ରଥମେ ବାଂଲାଦେଶ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୫୬ ରନରେ ସୀମିତ ରହିଛି। ଫଳରେ ଟିମ୍‌ ଇଣ୍ଡିଆ ଆଗରେ ବିଜୟ ଲକ୍ଷ୍ୟ ୨୫୭ ରନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?